Home

ପୁଣି ଇଡିରେ ହାଜର ହେଲେ ରାହୁଲ

ନୂଆଦିଲ୍ଲୀ,୨୦।୬: ନ୍ୟାଶନାଲ୍‌ ହେରାଲ୍ଡ ମନି ଲଣ୍ଡରିଂ ମାମଲାରେ ସୋମବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ ଚତୁର୍ଥ ରାଉଣ୍ଡ ପଚରାଉଚରା ପାଇଁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ରେ ହାଜର…

4 years ago

ଗଞ୍ଜାମରେ ଯୋଗଦେଲେ ନୂଆ ଜିଲାପାଳ

ଛତ୍ରପୁର,୨୦ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ନୂତନ ଜିଲାପାଳ ଭାବେ ଦିବ୍ୟଜ୍ୟୋତି ପରିଡ଼ା ସୋମବାର ଯୋଗ ଦେଇଛନ୍ତି। ପୂର୍ବତନ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କଠାରୁ ଆଜି ଦାୟିତ୍ୱ ନେଇଛନ୍ତି ଦିବ୍ୟଜ୍ୟୋତି।…

4 years ago

୨ମାସର ଗହମ ପାଇନାହାନ୍ତି ରାଶନକାର୍ଡଧାରୀ

ରସୁଲପୁର,୨୦ା୬(ଡି.ଏନ୍‌.ଏ.): ରସୁଲପୁର ବ୍ଲକରେ ରାଶନକାର୍ଡଧାରୀଙ୍କୁ ଗହମ ମିଳୁନି। ଗତ ଏପ୍ରିଲ ଓ ମେ’ରେ ବ୍ଲକର ଅଧିକାଂଶ କାର୍ଡଧାରୀ ଗହମ ପାଇବାରୁ ବଞ୍ଚତ୍ତ ହୋଇଥିବା ଅଭିଯୋଗ ହୋଇଛି। ଅନ୍ୟପକ୍ଷରେ…

4 years ago

ଯୁବକଙ୍କ ପ୍ରାଣ ନେଲା ହାତୀ

ବାରିପଦା ଅଫିସ,୨୦ା୬: ରାଜ୍ୟ ସୀମାନ୍ତବର୍ତ୍ତୀ ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ତଥା ବାଙ୍ଗିରିପୋଷି ବନାଞ୍ଚଳରେ ରବିବାର ରାତିରେ ପୁଣି ଜଣେ ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି। ମୃତକ…

4 years ago

କନ୍ୟା ବେଶରେ ସଜେଇ ହେଲେ ଶେହନାଜ

ବିଗ୍‌ବସ୍‌-୧୩ର ପ୍ରତିଯୋଗୀ ଶେହନାଜ ଗିଲ୍‌ଙ୍କୁ ନେଇ ଏବେ ଚାରିଆଡେ ଚର୍ଚ୍ଚା। ତାଙ୍କ ସୁନ୍ଦରତା ଏବଂ ତାଙ୍କ ଚୁଲବୁଲି ଅନ୍ଦାଜରେ ଲକ୍ଷ ଲକ୍ଷ ଫ୍ୟାନ ଫିଦା। କେବଳ ସେତିକି…

4 years ago

କମ୍‌ ବର୍ଷା ଯୋଗୁ ଚିନ୍ତାରେ ଚାଷୀ

ଜଗତ୍‌ସିଂହପୁର ଅଫିସ,୨୦ା୬: କମ୍‌ ବର୍ଷା ଯୋଗୁ ଜଗତ୍‌ସିଂହପୁର ଜିଲାର ଚାଷୀ ଚିନ୍ତାରେ ପଡିଛନ୍ତି। କାରଣ ବର୍ଷା ହେଲେ ରଜ ପରେ ଚାଷୀ ବିଲରେ ବିହନ ବୁଣିବା କଥା।…

4 years ago

ଅଣୁ, କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗକୁ ମିଳୁନି ଋଣ

କେନ୍ଦ୍ରାପଡ଼ା ଅଫିସ/ ପଟ୍ଟାମୁଣ୍ଡାଇ,୨୦ା୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ବିକାଶରେ ଶିଳ୍ପର ଭୂମିକା ଗୁରୁତ୍ୱପୂର୍ଣ୍ଣ। ବହିରାଗତ ଶିଳ୍ପ ଉପତ୍ାଦ ଅର୍ଥ ଅଞ୍ଚଳକୁ ବିକଶିତ କରେ। ଏଥିତ୍ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ…

4 years ago

ରାମ ମନ୍ଦିର ଦାନ ମଧ୍ୟରୁ ୨୨ କୋଟି ଟଙ୍କାର ଚେକ୍‌ ବାଉନ୍ସ୍‌…

ଅଯୋଧ୍ୟା, ୨୦।୬ : ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ ଦ୍ୱାରା ପରିଚାଳିତ ପାଣ୍ଠି ସଂଗ୍ରହ ଅଭିଯାନରେ ଏପର୍ଯ୍ୟନ୍ତ ମୋଟ ୫୪୫୭.୯୪ କୋଟି ଟଙ୍କା ସଂଗ୍ରୃହୀତ ହୋଇଛି…

4 years ago

ଫିଲ୍ମ ‘ଶାବାଶ ମିଠୁ’ର ଟ୍ରେଲର ରିଲିଜ୍‌

ଭାରତୀୟ ମହିଳା କ୍ରିକେଟ ଦଳର ପୂର୍ବତନ ଅଧିନାୟକ ‘ମିତାଲି ରାଜ’ଙ୍କ ବାୟୋପିକ ‘ଶାବାଶ ମିଠୁ’ର ଟ୍ରେଲର ମୁକ୍ତିଲାଭ କରିଛି। ଭାରତୀୟ ମହିଳା ଟେଷ୍ଟ ଏବଂ ଦିନିକିଆ ଦଳର…

4 years ago

ଜଙ୍ଗଲରୁ ଯୁବକଙ୍କ ଗଳିତ ମୃତଦେହ ଜବତ

ବିନିକା,୨୦ା୬(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବିନିକା ଥାନା ବାଉଁଶୁଣି ଡୁଗୁମାଳି ଜଙ୍ଗଲରୁ ସୋମବାର ଭୋର୍‌ରୁ ୨୨ ବର୍ଷୀୟ ଜଣେ ଯୁବକଙ୍କ ଗଳିତ ମୃତଦେହ ଜବତ କରିଛି ବିନିକା ପୋଲିସ।…

4 years ago