Home

ଈଶ୍ୱର ଭିକ୍ଷାରେ ପାଣି ଦିଅନ୍ତୁ

ସାଣ୍ଟିଆଗୋ, ୧୫ା୬: ୨୦ ବର୍ଷ ତଳେ ମଧ୍ୟ-ଚିଲିର ଭାଲପାରାଇସୋ ସହରର ପ୍ରମୁଖ ଜଳଉତ୍ସ ଥିବା ପେନୁଲାସ୍‌ ହ୍ରଦ ଏବେ ଜଳଶୂନ୍ୟ ହୋଇଛି। ଯେଉଁଥିରେ ପୂର୍ବରୁ ୩୮ ହଜାର…

4 years ago

ନବ ସଂକଳ୍ପ ଶିବିରରେ ବିଶୃଙ୍ଖଳା

ଜଗତ୍‌ସିଂହପୁର ଅଫିସ, ୧୫ା୬: ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ଉଦୟପୁର ନବ ସଂକଳ୍ପ ଶିବିର ନିଷ୍ପତ୍ତି ଅନୁଯାୟୀ ପ୍ରତି ଜିଲାରେ ଦଳୀୟ କାର୍ଯ୍ୟକ୍ରମକୁ କ୍ରିୟାଶୀଳ କରିବା…

4 years ago

ନବୀନଙ୍କ ଉପରେ ନଜର

ଭୁବନେଶ୍ୱର,୧୫ା୬(ବ୍ୟୁରୋ): ଆସନ୍ତା ଜୁଲାଇ ୧୮ରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଏ ନେଇ ବୁଧବାର ବିଭିନ୍ନ ରାଜ୍ୟର ରିଟର୍ନିଂ ଅଫିସରମାନେ ବିଜ୍ଞପ୍ତି ପ୍ରକାଶ କରିବେ। ଜୁନ୍‌ ୨୯ରେ…

4 years ago

ଗୋଟିଏ ମଞ୍ଚରେ ମୋଦି, ଉଦ୍ଧବ

ମୁମ୍ବାଇ,୧୫ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ମଧ୍ୟରେ ଗତ କିଛି ମାସର ତିକ୍ତ ସମାଲୋଚନା ପରେ ମଙ୍ଗଳବାର ସନ୍ଧ୍ୟାରେ ମୁମ୍ବାଇରେ ଅନୁଷ୍ଠିତ…

4 years ago

ଗ୍ରାମାଞ୍ଚଳ ବେଆଇନ ନିର୍ମାଣ ଉପରେ ଅଙ୍କୁଶ

ଭୁବନେଶ୍ୱର,୧୫ା୬(ବ୍ୟୁରୋ): ଗ୍ରାମାଞ୍ଚଳରେ ୫୦୦ ବର୍ଗମିଟରରୁ ଅଧିକ ଅଞ୍ଚଳରେ ବାସଗୃହ କିମ୍ବା ବ୍ୟବସାୟ ପ୍ରତିଷ୍ଠାନ ନିର୍ମାଣ କରୁଥିବା ବିଲ୍‌ଡର୍ସ/ଡେଭେଲପର୍ସମାନଙ୍କୁ ଓଡ଼ିଶା ରିୟଲ ଇଷ୍ଟେଟ୍‌ ରେଗୁଲେଟୋରି ଅଥରିଟି (ଓରେରା)ରେ ପଞ୍ଜୀକରଣ…

4 years ago

୪୮ ରନ୍‌ରେ ଜିତିଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୧୪।୬: ସ୍ଥାନୀୟ ଓ୍ବାଇଏସ୍‌ ରାଜଶେଖର ରେଡ୍ଡୀ ଏସିଏ-ଭିଡିସିଏ କ୍ରିକେଟ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ବିଜୟ ଲାଭ କରିଛି। ଏହି ‘କର…

4 years ago

ଭାରତୀୟଙ୍କ ଉପରୁ ଭିଜା ବ୍ୟାନ୍‌ ହଟାଇଲା ଚାଇନା

ବେଜିଂ,୧୪।୬: କୋଭିଡ୍‌ ମହାମାରୀ ଯୋଗୁ ଚାଇନା ୨ ବର୍ଷ ହେଲା ଲଗାଇଥିବା ଭିଜା କଟକଣା ହଟାଇଦେବାକୁ ନିଷ୍ପତ୍ତି ନେଇଛି। ଏହି କଟକଣା ଯୋଗୁ ଭାରତରେ ଅଟକି ରହିଥିବା…

4 years ago

ଜୁଲାଇ ତୃତୀୟ ସପ୍ତାହରୁ ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ,୧୪।୬: ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ଜୁଲାଇ ତୃତୀୟ ସପ୍ତାହରୁ ଆରମ୍ଭ ହୋଇ ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ଶେଷ ହୋଇପାରେ ବୋଲି ମଙ୍ଗଳବାର ଏକ ସୂତ୍ରରୁ କୁହାଯାଇଛି। ତେବେ…

4 years ago

ପୁଣି ବୁଧବାର ଇଡିରେ ହାଜର ହେବାକୁ ରାହୁଲଙ୍କୁ ସମନ

ନୂଆଦିଲ୍ଲୀ,୧୪।୬: ନ୍ୟାଶନାଲ ହେରାଲ୍ଡ ମନିଲଣ୍ଡରିଂ ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ କ୍ରମାଗତ ତୃତୀୟ ଦିନ ଲାଗି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ରେ ହାଜର ହେବେ। ଏଥିଲାଗି ସୋମବାର…

4 years ago

୪୮,୩୯୦ କୋଟି ଟଙ୍କାରେ ବିକ୍ରି ହେଲା ଆଇପିଏଲ୍‌ ମିଡିଆ ରାଇଟ୍‌

ନୂଆଦିଲ୍ଲୀ,୧୪।୬: ଆଗାମୀ ୫ ବର୍ଷ ଲାଗି ଆଇପିଏଲ୍‌ର ପ୍ରସାରଣ ଅଧିକାର ନିଲାମ ପ୍ରକ୍ରିୟା ମଙ୍ଗଳବାର ଶେଷ ହୋଇଛି। ଭାରତରେ ଟିଭି ଓ ଡିଜିଟାଲ ସମେତ ପୂରା ଆଇପିଏଲ…

4 years ago