Home

ସ୍ଥିତି ଅନୁଧ୍ୟାନ କଲେ ସ୍ବତନ୍ତ୍ର ପ୍ରତିନିଧି ଦଳ

ପିପିଲି,୬।୯(ସ୍ବ.ପ୍ର./ଡି.ଏନ୍‌.ଏ.): ଭାର୍ଗବୀ ନଦୀରେ ବନ୍ୟାଜଳ ପ୍ରବାହିତ ପରେ କିଛିଦିନ ହେବ ପିପିଲି ବ୍ଲକ ଅନ୍ତର୍ଗତ ଚନ୍ଦ୍ରାଦେଇପୁର ପଞ୍ଚାୟତ ବ୍ରାହ୍ମଣସାହିରେ ନାଲି ପିମ୍ପୁଡ଼ି ଆତଙ୍କ ଦେଖିବାକୁ ମିଳିଛି। ଏଥିଯୋଗୁ…

4 years ago

ପ୍ରଦୂଷଣମୁକ୍ତ ହେବ ୨୮୧ ଜଳାଶୟ

ଯାଜପୁର ଅଫିସ,୬ା୯:ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ପୋଖରୀ ପାଣି ବ୍ୟବହାର ଅନୁପଯୋଗ ହୋଇ ପଡ଼ିଛି। ବର୍ଷ ବର୍ଷ ଧରି ପଙ୍କ ଉଦ୍ଧାର କରାଯାଉ ନାହିଁ। ଏହାସହ ପୋଖରୀରେ ନର୍ଦ୍ଦମା…

4 years ago

ଏଥର ବି ଦେଲେନି ରାଜ୍ୟ ଶିକ୍ଷକ ପୁରସ୍କାର

ଭୁବନେଶ୍ୱର, ୬ା୯(ବ୍ୟୁରୋ):ପ୍ରୋତ୍ସାହନ ବଦଳରେ ପ୍ରହସନ କରୁଛି ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ। ଏଥର ବି ଗୁରୁଦିବସରେ ଦିଆଗଲାନି ରାଜ୍ୟ ଶିକ୍ଷକ ପୁରସ୍କାର। ୫ ବର୍ଷ ହେବ…

4 years ago

ମାତୃଭାଷାରେ ଶିକ୍ଷା ଉପରେ ରାଷ୍ଟ୍ରପତିଙ୍କ ଗୁରୁତ୍ୱ

ନୂଆଦିଲ୍ଲୀ,୬ା୯:ବିଦ୍ୟାଳୟ ଶିକ୍ଷାକ୍ଷେତ୍ରକୁ ଉଲ୍ଲେଖନୀୟ ଅବଦାନ ପାଇଁ ଦେଶର ୪୭ ଜଣ ଶିକ୍ଷକଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଗୁରୁଦିବସ ଅବସରରେ ଜାତୀୟ ପୁରସ୍କାରରେ ସମ୍ମାନିତ କରିଛନ୍ତି। ପୁରସ୍କୃତ…

4 years ago

ରାଜପଥ ହେବ ‘କର୍ତ୍ତବ୍ୟ ପଥ’

ନୂଆଦିଲ୍ଲୀ,୬ା୯: ନୂଆଦିଲ୍ଲୀର କେନ୍ଦ୍ରସ୍ଥଳରେ ଥିବା ରାଜପଥ ଏବଂ ଖୁବ୍‌ଶୀଘ୍ର ଉଦ୍‌ଘାଟିତ ହେବାକୁ ଯାଉଥିବା ସେଣ୍ଟ୍ରାଲ ଭିଷ୍ଟା ଲନ୍‌ ନୂଆ ନାଁରେ ପରିଚିତ ହେବାକୁ ଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

4 years ago

୭ହଜାର ଶିକ୍ଷକ ପଦବୀ ପୂରଣ ହେବ

ଭୁବନେଶ୍ୱର, ୬ା୯(ବ୍ୟୁରୋ): ରାଜ୍ୟରେ ଖୁବ୍‌ଶୀଘ୍ର ପୂରଣ ହେବ ଆଉ ୭ହଜାର ଶିକ୍ଷକ ପଦବୀ। ଆସନ୍ତା ମାସରେ ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇବ। ଏ ନେଇ ସୋମବାର…

4 years ago

ସ୍ବତଃ ତାଲିକା ବ୍ୟବସ୍ଥା ଲାଗୁ କର: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୬ା୯: ଓଡ଼ିଶା ହାଇକୋର୍ଟରେ ମାମଲାଗୁଡ଼ିକର ସ୍ବତଃ ତାଲିକାଭୁକ୍ତ(ଅଟୋ ଲିଷ୍ଟିଂ) ପଦ୍ଧତି ଆପଣାଇବାକୁ ସୁପ୍ରିମକୋର୍ଟ ସୋମବାର ପ୍ରସ୍ତାବ ଦେଇଛନ୍ତି। ବିଚାରପତି ଏମ୍‌.ଆର୍‌. ଶାହା ଏବଂ କ୍ରିଷ୍ଣା ମୁରାରୀଙ୍କୁ…

4 years ago

ଦିଲ୍ଲୀରେ ଯାତ୍ରୀ, ଭୁବନେଶ୍ୱରରେ ବେଗ୍‌

ଭୁବନେଶ୍ବର,୬ା୯(ବ୍ୟୁରୋ):ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଏକ ଘରୋଇ ଅନୁଷ୍ଠାନ ପକ୍ଷରୁ ଜୀବନବ୍ୟାପୀ ସାଧନା ପାଇଁ ପୁରସ୍କାର ମିଳିଛି। ଏହି ଉତ୍ସବରେ ଯୋଗଦେବାକୁ ବିଜେଡିର ବହୁ…

4 years ago

ହାଉଯାଉ ନକଲି ବ୍ରାଣ୍ଡ୍‌

ଭୁବନେଶ୍ୱର,୬ା୯(ବ୍ୟୁରୋ):ହାଟବଜାରରେ ହାଉଯାଉ ନକଲି ବ୍ରାଣ୍ଡ୍‌। ତେଲ, ଲୁଣ, ହଳଦୀ, ସସ୍‌, ଡିଟରଜେଣ୍ଟ, ଦୁଗ୍ଧ, ଘିଅ, ପନିରଠାରୁ ଆରମ୍ଭକରି ବିଭିନ୍ନ ଅତ୍ୟାବଶ୍ୟକ ସାମଗ୍ରୀର ଭେଜାଲ ବଜାରକୁ କବଳିତ କରିଛି।…

4 years ago

ବ୍ରିଟେନ ମହାରାଣୀଙ୍କୁ ଇସ୍ତଫା ପତ୍ର ଦେବେ ବୋରିସ ଜନସନ, ଲିଜ ଟ୍ରସ୍ ନେବେ ଶପଥ

ଲଣ୍ଡନ,୬ ।୯: ଶାସକ କଂଜରଭେଟିଭ ପାର୍ଟିର ନେତା ପଦର ଦୌଡରେ ମନ୍ତ୍ରୀ ଲିଜ ଟ୍ରସ୍ ବିଜୟୀ ହୋଇଛନ୍ତି । ସେ ପୂର୍ବତନ ଅର୍ଥମନ୍ତ୍ରୀ ତଥା ଭରୀତୀୟ ମୂଳ…

4 years ago