Home

ମାଷ୍ଟରମାଇଣ୍ଡଙ୍କୁ ପାଉନି ପୋଲିସ

ଖୋର୍ଦ୍ଧା ଅଫିସ,୨୨ା୮: କୋଲକାତାରୁ ବାଲେଶ୍ୱର, ଜଳେଶ୍ୱର ଅଞ୍ଚଳରୁ ଗଳାବାଟ ଦେଇ ବ୍ରାଉନସୁଗାର ଖୋର୍ଦ୍ଧାରେ ପହଞ୍ଚୁଛି। ଏଠାରୁ ବିଭିନ୍ନ ଗ୍ରାମାଞ୍ଚଳ ଏବଂ ପଡ଼ୋଶୀ ଜିଲା ପୁରୀ ନିକଟବର୍ତ୍ତୀ ଅଞ୍ଚଳକୁ…

4 years ago

ହିମନ୍ତ-ସାଙ୍ଗମାଙ୍କ ନିଷ୍ପତ୍ତି, ତୁଟିବ ଆସାମ-ମେଘାଳୟ ସୀମା ବିବାଦ…

ଗୁଆହାଟୀ/ଶିଲଂ, ୨୨।୮ : ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସରମା ଏବଂ ମେଘାଳୟର ମୁଖ୍ୟମନ୍ତ୍ରୀ କନରାଡ କେ ସାଙ୍ଗମା ୬ ଅଞ୍ଚଳରେ ଆନ୍ତଃରାଜ୍ୟ ସୀମା ବିବାଦର ସମାଧାନ…

4 years ago

୧୫ ଗାଁ ବନ୍ୟାପାଣି ଘେରରେ: ମିଳୁନି ପାଲ, ପାନୀୟଜଳ

ଖୋର୍ଦ୍ଧା ଅଫିସ,୨୨ା୮: ଖୋର୍ଦ୍ଧା ବ୍ଲକ ଅଧୀନ ୩ ପଞ୍ଚାୟତର ୧୫ ଗାଁ ବନ୍ୟାପାଣି ଘେରରେ ରହିଛି। ଜଟଣୀ ତିରିମଲ୍ଲଠାରେ ରାଜୁଆ ନଦୀରେ ଶହେଫୁଟର ଘାଇ ହେବା ପରେ…

4 years ago

ଶ୍ରୀପଦ୍ମକେଶର ମନ୍ଦିର ନିର୍ମାଣରେ ନାରୀଙ୍କ ଭୂମିକା

ଶିଳ୍ପୀମାନଙ୍କ ଗାଈଗୋଠ ବ୍ୟବସ୍ଥା କରିଥିଲେ ଗଜପତି। ମୂଳରୁ ଏ ଦିଗ ପ୍ରତି ସେ ନିଘା ରଖିଥିଲେ। ଶହେଜଣ ଗାଈଆଳ ଥିଲେ। ଜଣେ ଗାଈଆଳ ୩୦ଟି ଗାଈଙ୍କ ଦାୟିତ୍ୱରେ…

4 years ago

ଚାଷୀଙ୍କ ପାଇଁ ସମସ୍ୟା ଜମି କିସମ ପରିବର୍ତ୍ତନ

ପୁରୀ ଅଫିସ,୨୨।୮: ପୁରୀ ଜିଲା ଅର୍ଥନୀତିର ପ୍ରମୁଖ ଭାଗ କୃଷି ଉପରେ ନିର୍ଭରଶୀଳ। ଗ୍ରାମାଞ୍ଚଳର ଲୋକେ ବିଭିନ୍ନ ଚାଷକରି ଗୁଜରାଣ ମେଣ୍ଟାଇଥାଆନ୍ତି। ଏଭଳି ସ୍ଥଳେ ଚାଷଜମିର କିସମ…

4 years ago

ମାଟ୍ରିକ୍‌ ମାର୍କଶିଟ୍‌ ପାଇଁ ଟଙ୍କା ଆଦାୟ ଘଟଣା: ପ୍ରଧାନଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ

ଗୋପ,୨୨।୮(ଡି.ଏନ୍‌.ଏ.): ଗୋପ ବ୍ଲକ ଦିହୁଡା ନୀଳକଣ୍ଠେଶ୍ୱର ନୋଡାଲ ସ୍କୁଲରେ ଶନିବାର ମାଟ୍ରିକ୍‌ ମାର୍କଶିଟ୍‌ ପାଇଁ ଟଙ୍କା ନିଆଯାଇଥିଲା। ଏଥିସହ ୯ମ ଶ୍ରେଣୀ ପିଲାଙ୍କଠାରୁ ନାମ ରେଜିଷ୍ଟ୍ରେଶନ ଫି…

4 years ago

କଂଗ୍ରେସକୁ ଝଟ୍‌କା ଦେବାକୁ ଶିନ୍ଦେଙ୍କ ମନ୍ତ୍ରୀଙ୍କ ଯୋଜନା…

ମୁମ୍ବାଇ,୨୨।୮ : ମହାରାଷ୍ଟ୍ରର କୃଷି ମନ୍ତ୍ରୀ ଅବଦୁଲ ସତାର ନାନ୍ଦେଡରେ କଂଗ୍ରେସ ଭେଟେରାନ ଅଶୋକ ଚୌହ୍ବାନଙ୍କ ସହ ଏକ ରୁଦ୍ଧ ଦ୍ୱାରା ଆଲୋଚନା କରିଛନ୍ତି। ରବିବାର ହୋଇଥିବା…

4 years ago

ବ୍ରହ୍ମପୁର ଜେଲ ଅଧୀକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ଭୁବନେଶ୍ୱର,୨୨ା୮(ବ୍ୟୁରୋ): ବ୍ରହ୍ମପୁର ସର୍କଲ ଜେଲ ଅଧୀକ୍ଷକ (ସୁପରିଣ୍ଟେଣ୍ଡେଣ୍ଟ) ନିଜ କର୍ତ୍ତବ୍ୟରେ ଅବହେଳା କରିଥିବା ଅଭିଯୋଗ ହୋଇଛି। ତେଣୁ ତାଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ କେରଳ ହାଇକୋର୍ଟ…

4 years ago

ଟ୍ରାକ୍ଟରରେ ବୁହାହେଲେ ରୋଗୀ

ସମ୍ବଲପୁର,୨୨ା୮(ବ୍ୟୁରୋ): ସମ୍ବଲପୁର ଜିଲା ମାନେଶ୍ୱର ବ୍ଲକ ଡକରା ପଞ୍ଚାୟତ ରାଶିଖାଇ ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ରାସ୍ତା କାଦୁଅ ଯୋଗୁ ଆମ୍ବୁଲାନ୍ସ ଅଧାରେ…

4 years ago

‘ଆମକୁ ଆମ ସ୍କୁଲ ଫେରାଇ ଦିଅ’

ମହାକାଳପଡ଼ା,୨୨ା୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ସ୍ଥାନୀୟ ରାଜଗଡ଼ ପଞ୍ଚାୟତର ଗୟସପୁର ଗ୍ରାମ ପ୍ରାଥମିକ ବିଦ୍ୟାଳୟକୁ ଛାତ୍ରୀଛାତ୍ରଙ୍କ ଉପସ୍ଥାନ ହ୍ରାସ ଯୋଗୁ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ…

4 years ago