ନୂଆଦିଲ୍ଲୀ,୮।୭: ତିବ୍ଦତୀୟ ଧର୍ମଗୁରୁ ଦଲାଇ ଲାମା ଗତ କିଛି ବର୍ଷ ଧରି ଭାରତରେ ରହିଆସୁଛନ୍ତି। ଏହିଠାରୁ ହିଁ ସେ ନିଜର ଧର୍ମ ଓ ସଂସ୍କୃତିକୁ ସାରା ବିଶ୍ୱରେ…
ନୂଆଦିଲ୍ଲୀ,୮।୭: ମୁସଲମାନ ସମ୍ପ୍ରଦାୟ ବିରୋଧରେ ବିବାଦୀୟ ଟୁଇଟ୍ କରିଥିବା ଅଭିଯୋଗରେ ହରିୟାଣା ଭାଜପାର ଆଇଟି ସେଲ ମୁଖ୍ୟ ଅରୁଣ ଯାଦବଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେଇଛି ଭାଜପା।…
ବାଲେଶ୍ୱର ଅଫିସ,୮ା୭: ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆର୍ଡିଓ)ର ଗୁପ୍ତ ତଥ୍ୟ ଲିକ୍ ମାମଲାରେ ଗିରଫ ୫ ଅଭିଯୁକ୍ତଙ୍କ ବିରୋଧରେ ଗୁପ୍ତଚରି ଏବଂ…
ନୂଆଦିଲ୍ଲୀ,୮।୭: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୮,୮୧୫ ନୂଆ…
ଡେରାବିଶ,୮ା୭(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଅଧୀନ ଲୁଣାନଦୀର ଦାନପୁରଠାରେ ନିର୍ମିତ ହୋଇଥିବା ସେତୁଟି ଡେରାବିଶ ସହ ଗରଦପୁର ଓ ମାର୍ଶାଘାଇ ବ୍ଲକର ଜୀବନରେଖା। ଲୁଣାନଦୀରେ ସେତୁ…
ମହାକାଳପଡ଼ା, ୮ା୭ (ଡି.ଏନ୍.ଏ.): ‘ପେଟକୁ ମିଳୁନି ଭାତ, ମୁଣ୍ଡରେ ନାହିଁ ଛାତ’ ଶୀର୍ଷକ ଖବର ଧରିତ୍ରୀରେ ବୁଧବାର ପ୍ରକାଶ ପାଇଥିଲା। ଗୁରୁବାର ଜିଲା ପ୍ରଶାସନ ସହାୟତାର ରାଶି…
ବ୍ରହ୍ମପୁର ଅଫିସ,୮ା୭: ସାଇବର ଠକମାନେ ସାଧାରଣ ଲୋକଙ୍କୁ ଠକି ଟଙ୍କା ଲୁଟି ନେଉଥିବା ଘଟଣା ନେଇ ବାରମ୍ବାର ଥାନାରେ ଏତଲା ହେଉଛି। ହେଲେ ବର୍ତ୍ତମାନ ଗଞ୍ଜାମ ଜିଲାପାଳଙ୍କ…
ଯାଜପୁର ଅଫିସ,୮ା୭:ରାଜ୍ୟରେ ହାତୀ ସୁରକ୍ଷା ଏବଂ ସହଜ ଚଳପ୍ରଚଳ ସ୍ଥାନର ଅଭାବକୁ ଦୂର କରିବାକୁ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି କ୍ରମରେ ମହାନଦୀ ହାତୀ…
ଭୁବନେଶ୍ୱର,୮ା୭(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୪୭୦ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୨,୪୧୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ…
ଟୋକିଓ,୮ା୭: ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କୁ ଶୁକ୍ରବାର ଗୁଳିମାଡ଼ ହୋଇଛି। ଜାପାନର ନାରା ସହରରେ ତାଙ୍କୁ ଏହି ଗୁଳିମାଡ଼ ହୋଇଛି। ସେ ଏକ ମଞ୍ଚରେ ଭାଷଣ…