ବେଜିଂ, ୬।୭ : ଚାଇନାରେ କାରୋନା ମହାମାରୀର ବିଏ.୫.୨ ଭାରିଆଣ୍ଟ ସଂକ୍ରମଣ ବ୍ୟପାିବାରେ ଲାଗିଛି। ଫଳରେ ସୁରକ୍ଷ ାଲାଗି ସରକାରଙ୍କ ପକ୍ଷରୁ ଲକ୍ଡାଉନ ଜାରି ହୋଇଛି। ଏହା…
ଲଣ୍ଡନ,୬।୭ : ଇଂଲଣ୍ଡ ବିପକ୍ଷରେ ଖରାପ ପ୍ରଦର୍ଶନ ପରେ ବ୍ୟାଟିଂ ର଼୍ୟାଙ୍କିଙ୍ଗରେ ଭାରତର ଷ୍ଟାର କ୍ରିକେଟର୍ ବିରାଟ କୋହଲିଙ୍କୁ ବଡ଼ ଝଟ୍କା ଲାଗିଛି। ବୁଧବାର ଘୋଷିତ ସର୍ବଶେଷ ଆଇସିସି…
ବମ୍ବେ: ଦୀର୍ଘ ତିନି ବର୍ଷର ବ୍ୟବଧାନ ପରେ ଟେଲି ପରଦାକୁ ଫେରୁଛନ୍ତି ଅଭିନେତା ଶୋଏବ ଇବ୍ରାହିମ୍। ନୂଆ ଶୋ’ ସହ ନୂଆ ଭୂମିକାରେ ତାଙ୍କୁ ଦର୍ଶକେ ଦେଖିବାକୁ…
କଟକ ଅଫିସ,୬।୭: ଚଳିତ ବର୍ଷର ମାଟ୍ରିକ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ଦିନ ଦୁଇଟା ପରେ ପରୀକ୍ଷାର୍ଥୀମାନେ ନିଜ ନିଜର ରେଜଲ୍ଟ ୱେବସାଇଟ୍ରୁ ଜାଣିପାରିବେ । ପରୀକ୍ଷାର୍ଥୀମାନେ…
ନୂଆଦିଲ୍ଲୀ, ୬।୭ : ଅରବିନ୍ଦ କେଜ୍ରିୱାଲଙ୍କ ନେତୃତ୍ୱରେ ଦିଲ୍ଲୀ ସରକାରଙ୍କ ରାଜସ୍ବରେ ବୃଦ୍ଧି ଘଟିଛି। ଅରବିନ୍ଦ କେଜ୍ରିୱାଲଙ୍କ ଶାସନରେ ଦିଲ୍ଲୀ ସରକାର କେବେ ବି କ୍ଷତି ହୋଇ…
ଚଣ୍ଡିଗଡ,୬।୭: ପଞ୍ଜାବର ମୁଖ୍ୟମନ୍ତ୍ରୀ ଭାଗବନ୍ତ ମାନ ପୁଣି ଥରେ ବିବାହ କରିବାକୁ ଯାଉଛନ୍ତି। ସେ ଜୁଲାଇ ୭ ଗୁରୁବାର ଚଣ୍ଡିଗଡ଼ରେ ଡା. ଗୁରୁପ୍ରୀତ କୌରଙ୍କୁ ବିବାହ କରିବେ।…
କଟକ ଅଫିସ,୬।୭: ବୁଧବାର ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷାଫଳ। ଚଳିତ ବର୍ଷ ୫ ଲକ୍ଷ ୨୬ ହଜାର ୮୧୮ ପିଲା ପରୀକ୍ଷା ଦେଇଥିବା ବେଳେ କୃତକାର୍ଯ୍ୟ ହୋଇଛନ୍ତି…
କଟକ ଅଫିସ,୬।୭: ବୁଧବାର ଚଳିତ ବର୍ଷର ମାଟ୍ରିକ ପରୀକ୍ଷାଫଳ ପ୍ରକାଶ ପାଇଛି । ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାସ କଟକ ବୋର୍ଡ କାର୍ଯ୍ୟାଳୟରେ ଅନୁଷ୍ଠାନିକଭାବେ…
କଟକ ଅଫିସ,୬।୭: ଚଳିତ ବର୍ଷର ମାଟ୍ରିକ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। କଟକସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାସ ଅନୁଷ୍ଠାନିକଭାବେ ପରୀକ୍ଷା…
କାବୁଲ, ୬।୭ : ତାଲିବାନ ପ୍ରତିଷ୍ଠାତା ମୁଲ୍ଲା ଓମାରଙ୍କ ୨୧ ବର୍ଷ ପୁରୁଣା କାରକୁ ଖୋଜି ବାହାର କରାଯାଇଛି। ଆମେରିକାର ଆକ୍ରମଣରୁ ସୁରକ୍ଷିତ ରହିବା ପାଇଁ ମୁଲ୍ଲା…