ମୁମ୍ବାଇ,୨୯ା୬:ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେ ଗୁଆହାଟୀରେ ବିଦ୍ରୋହୀ ସେନାପତି ଏକନାଥ ସିନ୍ଧେଙ୍କ ସହ ଅବସ୍ଥାନ କରୁଥିବା ୪୦ ବିଧାୟକଙ୍କୁ ମଙ୍ଗଳବାର ଏକ ଆବେଗପୂର୍ଣ୍ଣ ପତ୍ର ଲେଖି ଫେରିଆସିବାକୁ…
ମୁମ୍ବାଇ/ଗୁଆହାଟୀ,୨୯ା୬: ଶିବସେନା ମୁଖ୍ୟ ଉଦ୍ଧବ ଠାକ୍ରେଙ୍କ ସରକାରରେ ଅସ୍ଥିରତା ସୃଷ୍ଟି ପାଇଁ ଭାଜପା ଉଦ୍ୟମ କରୁନାହିଁ ବୋଲି ଦଳ ପକ୍ଷରୁ ବାରମ୍ବାର ସଫେଇ ଦିଆଯାଉଥିବାବେଳେ ଏବେ ଭିତିରି…
ଆବୁଧାବି, ୨୯ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ରାଷ୍ଟ୍ରପତି ଶେଖ୍ ମହମ୍ମଦ ବିନ୍ ଜାୟେଦ୍ ଅଳ୍ ନହୟାନ୍ଙ୍କୁ ଭେଟିଛନ୍ତି। ଏହି ଅବସରରେ…
ତେହରାନ, ୨୯ା୬: ବ୍ରାଜିଲ, ରୁଷିଆ, ଭାରତ, ଚାଇନା ଏବଂ ଦକ୍ଷିଣ ଆଫ୍ରିକାକୁ ନେଇ ଗଠିତ ବ୍ରିକ୍ସରେ ସାମିଲ ହେବା ପାଇଁ ଇରାନ୍ ଏବଂ ଆର୍ଜେଣ୍ଟିନା ଆବେଦନ କରିଛନ୍ତି।…
ମସ୍କୋ, ୨୯ା୬: ୟୁକ୍ରେନ୍ ଆତ୍ମସମର୍ପଣ କଲେ ହିଁ ସେଠାରେ ରୁଷିଅ ଚଳାଇଥିବା ଅଭିଯାନ ଶେଷ ହେବ ବୋଲି ମଙ୍ଗଳବାର କ୍ରେମଲିନ୍ ମୁଖପାତ୍ର ଡିମିଟ୍ରି ପେସ୍କୋଭ କହିଛନ୍ତି। ତେଣୁ…
ବାଲେଶ୍ୱର ଅଫିସ,୨୯ା୬: ପ୍ରେମ ନ କରିବାକୁ ନାବାଳିକା ଝିଅକୁ ବାରମ୍ବାର ବାରଣ କରିବା ପରେ ବି ମାନିଲାନି। ଶେଷରେ ଅତିଷ୍ଠ ହୋଇ ଝିଅକୁ ତଣ୍ଟିଚିପି ହତ୍ୟା କଲେ…
ଜୟପୁର,୨୯ା୬: ରାଜସ୍ଥାନର ଉଦୟପୁରରେ ଏକ ବୀଭତ୍ସ ଘଟଣା ଘଟିଛି। ଭାଜପାର ପୂର୍ବତନ ମୁଖପାତ୍ର ନୂପୁର ଶର୍ମାଙ୍କୁ ସମର୍ଥନ କରିବାରୁ ଧାନମଣ୍ଡି ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଜଣେ ଦରଜିଙ୍କୁ…
ନୂଆଦିଲ୍ଲୀ, ୨୮।୬ : ଦେଶର ୩୧ ପ୍ରତିଶତ ରାଜ୍ୟ ସଭା ଏମ୍ପିଙ୍କ ବିରୋଧରେ ଆପରାଧିକ ମାମଲା ରହିଛି। ସେହିପରି ୮୭ ପ୍ରତିଶତ ହେଉଛନ୍ତି କୋଟିପତି। ଏଡିଆର୍ ନ୍ୟାଶନାଲ…
ମାଦ୍ରିଦ୍, ୨୮।୬ : ୟୁକ୍ରେନ ଯୁଦ୍ଧ ମଧ୍ୟରେ ତୃତୀୟ ବିଶ୍ୱଯୁଦ୍ଧର ଆଶଙ୍କାକୁ ଦୃଷ୍ଟିରେ ରଖି ଉତ୍ତର ଆଟଲାଣ୍ଟିକ ଚୁକ୍ତି ସଂଗଠନ (ନାଟୋ) ଏହାର ୩ ଲକ୍ଷ ସୈନିକଙ୍କୁ…
କାକଟପୁର,୨୮।୬(ଡି.ଏନ୍.ଏ.)- ପୁରୀ ଜିଲା କାକଟପୁର ବ୍ଲକ ଅନ୍ତର୍ଗତ ବାଜପୁର ଗାଁର ସାପଧରାଳି ବ୍ରଜକିଶୋର ସାହୁଙ୍କ ଘରେ ମଙ୍ଗଳବାର ତମ୍ପ ସାପର ୧୯ଟି ଅଣ୍ଡା ଫୁଟି ଜନ୍ମ ହୋଇଛନ୍ତି…