Home

ଝାରପଡ଼ା ଜେଲରେ ଗ୍ରୀନ୍‌ ରେ’ ଇଣ୍ଟରନ୍ୟାଶନାଲ ଏମ୍‌ଡିଙ୍କ ମୃତ୍ୟୁ

ଭୁବନେଶ୍ୱର,୧୧ା୭(ବ୍ୟୁରୋ): ଭୁବନେଶ୍ୱର ଝାରପଡ଼ା ଜେଲରେ ରବିବାର ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାଲେଶ୍ୱର ଜିଲା ଜଳେଶ୍ୱର ଅଞ୍ଚଳର ମୀର ସଇରୁଦ୍ଦିନ। ସକାଳେ ସେ…

4 years ago

ଦଶ ମାସର ଶିଶୁଙ୍କୁ ରେଲଓ୍ବେରେ ଚାକିରି

ମାଲକାନଗିରି,୧୧ା୭ (ଡି.ଏନ୍‌.ଏ.): ପଡୋଶୀ ଛତିଶଗଡ଼ରେ ଜଣେ ଦଶମାସର ଶିଶୁଙ୍କୁ ରେଳ ବିଭାଗରେ ଚାକିରି ମିଳିଛି। ଏହା ଆଶ୍ଚର୍ଯ୍ୟ ହେଲେ ମଧ୍ୟ ସତ୍ୟ। ତେବେ ଏତେ କମ ବୟସରେ…

4 years ago

ପିଲା ପଢ଼ିବେ ଜଳବାୟୁ ପରିବର୍ତ୍ତନ, କୋଭିଡ୍‌ ପାଠ

ଭୁବନେଶ୍ୱର, (ବ୍ୟୁରୋ)/କଟକ ଅଫିସ, ୧୧।୭: ଏଣିକି ସ୍କୁଲରେ କୋଭିଡ୍‌ ସଂକ୍ରାନ୍ତ ପାଠ ପଢ଼ାଯିବ। ୨୦୨୨-୨୩ ଶିକ୍ଷାବର୍ଷରୁ ଜଳବାୟୁ ପରିବର୍ତ୍ତନ ଓ କୋଭିଡ୍‌ ପରିଚାଳନା ସଂକ୍ରାନ୍ତ ବିଷୟବସ୍ତୁ ସ୍କୁଲ…

4 years ago

୪ ବର୍ଷରେ ଆତଙ୍କବାଦୀ ସଂଗଠନରେ ଯୋଗ ଦେଇଛନ୍ତି ୭୦୦ ଯୁବକ…

ଶ୍ରୀନଗର,୧୧।୭ : ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ସଂଗଠନ ଗତ ଚାରି ବର୍ଷ ମଧ୍ୟରେ ୭୦୦ ଯୁବକଙ୍କୁ ନିଯୁକ୍ତି ଦିଆଯାଇଛି। ସମ୍ପ୍ରତି ଜମ୍ମୁ-କଶ୍ମୀରରେ ୧୪୧ ଆତଙ୍କବାଦୀ ସକ୍ରିୟ ଅଛନ୍ତି। ସେମାନଙ୍କ…

4 years ago

୪୯% ପରିବାର ପାଇଛନ୍ତି ଟ୍ୟାପ୍‌ ପାଣି

ଯାଜପୁର ଅଫିସ,୧୧ା୭: ରାଜ୍ୟବାସୀଙ୍କୁ ପାନୀୟ ଜଳ ଯୋଗାଣ ପାଇଁ ବସୁଧା, ଜଳ ଜୀବନ ମିଶନ, ଓଏମ୍‌ବିଏଡିସି, ଡିଏମ୍‌ଏଫ୍‌, ଆର୍‌ଆଇଡିଏଫ୍‌ ଆଦି ଯୋଜନାରେ ବ୍ୟବସ୍ଥା କରାଯାଇଛି। ଏଥିରେ ପ୍ରତ୍ୟେକ…

4 years ago

୨୫% ସିଟ୍‌ରେ ମାଗଣା ନାମ ଲେଖାଯାଉନି

ଭୁବନେଶ୍ୱର,୧୧ା୭(ବ୍ୟୁରୋ): ୨୦୦୯-ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଅବହେଳିତ ଶ୍ରେଣୀର ପିଲାଙ୍କ ପାଇଁ ସବୁ ସ୍କୁଲରେ ୨୫% ସିଟ୍‌ ସଂରକ୍ଷଣ ବ୍ୟବସ୍ଥା ରହିଛି। ଏହି ନିୟମାନୁସାରେ ରାଜ୍ୟରେ ଗଣଶିକ୍ଷା…

4 years ago

ସର୍ବଦଳୀୟ ସରକାର ପାଇଁ ପ୍ରସ୍ତୁତି

କଲମ୍ବୋ,୧୧ା୭: ଶ୍ରୀଲଙ୍କା ରାଷ୍ଟ୍ରପତି ଗୋଟାବାୟା ରାଜପାକ୍ସେଙ୍କ ଆକସ୍ମିକ ପଳାୟନ ଗୃହଯୁଦ୍ଧ ଆଡ଼କୁ ମୁହଁାଇଥିବା ଦ୍ୱୀପରାଷ୍ଟ୍ରର ଭବିଷ୍ୟତ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ତେବେ ସାମ୍ପ୍ରତିକ ରାଜନୈତିକ ଓ…

4 years ago

ଆଜିଠୁ ୪ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୧ା୭(ବ୍ୟୁରୋ): ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ତତ୍‌ସଂଲଗ୍ନ ଅଞ୍ଚଳରେ ଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶର ଉପକୂଳବର୍ତ୍ତୀ ଅଞ୍ଚଳରେ ରହିଛି। ସାମୁଦ୍ରିକ ପ୍ରଚଳନ ସହିତ…

4 years ago

ବୋରିସଙ୍କ ନଁ।ରେ ସାଂଘାତିକ ଅଭିଯୋଗ

ଲଣ୍ଡନ, ୧୧ା୭: ବିବାଦୀୟ ହୋଇ ନିକଟରେ ବ୍ରିଟେନ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା ବୋରିସ୍‌ ଜନ୍‌ସନ୍‌ଙ୍କ ବିରୋଧରେ ନୂଆ ଅଭିଯୋଗ ସାମ୍‌ନାକୁ ଆସିଛି। ୨୦୦୮ରେ ବୋରିସ୍‌ ଲଣ୍ଡନ…

4 years ago

ସ୍କୋଲଜ୍‌ଙ୍କ ପାର୍ଟିରେ ୯ ମହିଳାଙ୍କୁ ଦିଆଯାଇଥିଲା ଡ୍ରଗ୍ସ

ବର୍ଲିନ, ୧୧ା୭: ଜର୍ମାନ ଚାନ୍‌ସେଲର ଓଲାଫ୍‌ ସ୍କୋଲଜ୍‌ ଏବଂ ତାଙ୍କ ସୋସିଆଲ ଡେମୋକ୍ରାଟିକ୍‌ ପାର୍ଟି ଏମ୍‌ପି ଯୋଗଦେଇଥିବା ଏକ ପାର୍ଟିରେ ୯ ମହିଳାଙ୍କୁ ଡ୍ରଗ୍ସ ଦିଆଯାଇଥିବା ଖବର…

4 years ago