Home

ମାଡ୍‌ପିଟ୍‌ରେ ଜଣଙ୍କ ଜୀବନ ଗଲା

ଜମନକିରା,୩ା୮(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡପଲି ଫାଣ୍ଡି ଅନ୍ତର୍ଗତ ମେଣ୍ଢା ବହାଲ ଗାଁରେ ମାଡ଼ପିଟ୍‌ ଯୋଗୁ ସେହି ଗାଁର କାର୍ତ୍ତିକ ଖଡିଆ(୪୫)ଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ…

4 years ago

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: କୁଚିଣ୍ଡା-ବଲାଙ୍ଗୀରରେ ଖୋଲିବ ୨ ନୂଆ ଆଇଟିଆଇ

ଭୁବନେଶ୍ବର, ୩ା୮(ବ୍ୟୁରୋ): ସମ୍ବଲପୁରର କୁଚିଣ୍ଡା ଓ ବଲାଙ୍ଗୀରର ପାଟଣାଗଡ଼ଠାରେ ୨ଟି ନୂତନ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ (ଆଇଟିଆଇ) ଖୋଲାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର…

4 years ago

କିଏ ଏହି ପେଲୋସି? ଯାହାଙ୍କ ନାଁ ଶୁଣିଲେ ଚିହିଙ୍କି ଉଠୁଛି ଚାଇନା

ଓ୍ବାଶିଂଟନ,୩ା୮: ଚାଇନା ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ୍‌ଙ୍କ ବାରମ୍ବାର ଚେତାବନୀ ସତ୍ତ୍ୱେ ଆମେରିକାର ଲୋକ ସଭା ବାଚସ୍ପତି ନାନ୍ସି ପେଲୋସିଙ୍କ ବିମାନ ତାଇଓ୍ବାନରେ ପହଞ୍ଚିଛି। ଯେଉଁଥିପାଇଁ ଚାଇନା ସରକାର…

4 years ago

ଆତଙ୍କବାଦୀ ଭଳି ବ୍ୟବହାର କରାଯାଉଛି: କଂଗ୍ରେସ

ନୂଆଦିଲ୍ଲୀ,୩।୮: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ବୁଧବାର ହେରାଲ୍ଡ ହାଉସ୍‌ରେ ଥିବା ୟଙ୍ଗ୍‌ ଇଣ୍ଡିଆନ୍‌ ଲିମିଟେଡ୍‌ର ଅଫିସକୁ ସିଲ୍‌ କରିଛି। ଏଥିସହ କଂଗ୍ରେସ ମୁଖ୍ୟାଳୟ ସଂଯୋଗ କରୁଥିବା ରାସ୍ତାରେ ବ୍ୟାରିକେଡ୍‌…

4 years ago

ଆଇଏଏସ୍‌ ସ୍ତରରେ ଅଦଳବଦଳ: ଅରବିନ୍ଦ ପାଢ଼ୀଙ୍କୁ କୃଷି, ଅଶ୍ୱଥିଙ୍କୁ…

ଭୁବନେଶ୍ୱର,୩ା୮(ବ୍ୟୁରୋ): ରାଜ୍ୟ ସରକାର ବୁଧବାର ଆଇଏଏସ୍‌ ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। କେନ୍ଦ୍ରୀୟ ଡେପୁଟେଶନରୁ ଫେରିଥିବା ଆଇଏଏସ୍‌ ଅରବିନ୍ଦ ପାଢ଼ୀଙ୍କୁ କୃଷି ଓ କୃଷକ କଲ୍ୟାଣ ବିଭାଗର…

4 years ago

୭ କିମି ଚାଲିଚାଲି ଆସି ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଛାତ୍ର

କେନ୍ଦୁଝର,୩ା୮(ସ୍ବ.ପ୍ର.): ସଦର ବ୍ଲକ ରାଙ୍କିସ୍ଥିତ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ବିଭିନ୍ନ ସମସ୍ୟା ନେଇ ବୁଧବାର ଦଶମ ଶ୍ରେଣୀ ଛାତ୍ରମାନେ ୭ କିଲୋମିଟର ରାସ୍ତା ଚାଲଚାଲି ଆସି…

4 years ago

ଦୀକ୍ଷା ନେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୩।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର ଲିଙ୍ଗାୟତ ସମ୍ପ୍ରଦାୟର ଦୀକ୍ଷା ଗ୍ରହଣ କରିଛନ୍ତି। କର୍ନାଟକର ଚିତ୍ରଦୁର୍ଗାଠାରେ ଥିବା ପ୍ରସିଦ୍ଧ ଲିଙ୍ଗାୟତ ମଠର ମୁଖ୍ୟ ଡାକ୍ତର ଶିବମୂର୍ତ୍ତୀ…

4 years ago

ଅପ୍‌ଗ୍ରେଡ୍‌ ହେବ ୧୦୦ ହାଇସ୍କୁଲ: ମନ୍ତ୍ରୀ

ଭୁବନେଶ୍ୱର,୩।୮(ବ୍ୟୁରୋ): ସ୍କୁଲଗୁଡ଼ିକରୁ ଡ୍ରପ୍‌ଆଉଟ୍‌ ରୋକିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିବାକୁ ଯାଉଛି। ଆସନ୍ତା ଶିକ୍ଷା ବର୍ଷରୁ ଅପଗ୍ରେଡ ହେବ ୧୦୦ଟି ହାଇସ୍କୁଲ।…

4 years ago

ବାୟାପଣ୍ଡାଧାର ଜୁଆଙ୍ଗ ସାହିରେ ପହଞ୍ଚିଲେ ଆଇଟିଡିଏ ଟିମ୍‌

କେନ୍ଦୁଝର,୩ା୮(ସ୍ବ.ପ୍ର.): କେନ୍ଦୁଝର ବାଂଶପାଳ ବ୍ଲକ ଅନ୍ତର୍ଗତ ବାୟାପଣ୍ଡାଧାର ଜୁଆଙ୍ଗ ଗ୍ରାମରେ କେନ୍ଦୁଝର ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ତପନ କୁମାର ନାୟକଙ୍କ ନେତୃତ୍ୱରେ ଏକ ଟିମ୍‌ ପହଞ୍ଚି…

4 years ago

ନ୍ୟାଶନାଲ ହେରାଲ୍ଡ ମାମଲା: ୟଙ୍ଗ ଇଣ୍ଡିଆ କାର୍ଯ୍ୟାଳୟ ସିଲ୍‌

ନୂଆଦିଲ୍ଲୀ,୩।୮: ନ୍ୟାଶନାଲ ହେରାଲ୍ଡ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ବୁଧବାର ଇଡି ହେରାଲ୍ଡ ହାଉସରେ ଅବସ୍ଥିତ ୟଙ୍ଗ ଇଣ୍ଡିଆର କାର୍ଯ୍ୟାଳୟକୁ ସିଲ…

4 years ago