ନୂଆଦିଲ୍ଲୀ,୨୦।୬: କଂଗ୍ରେସର ବରିଷ୍ଠ ନେତାଙ୍କ ଏକ ପ୍ରତିନିଧୀ ଦଳ ସୋମବାର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟିଛନ୍ତି। ରାଷ୍ଟ୍ରପତିଙ୍କୁ ଭେଟି ତାଙ୍କ ସମ୍ମୁଖରେ ଏହି ପ୍ରତିନିଧି ଦଳ ୨ଟି…
ନୂଆଦିଲ୍ଲୀ,୨୦।୬: ରାଷ୍ଟ୍ରପତି ନିର୍ବାଚନକୁ ନେଇ ଏପର୍ଯ୍ୟନ୍ତ ସରକାର ଏବଂ ବିରୋଧୀ ପକ୍ଷରୁ କୌଣସି ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇନାହିଁ। ଚଳିତ ଥର ବିରୋଧୀ ମିଳିତ ଭାବେ ପ୍ରାର୍ଥୀ…
କୋକସରା,୨୦।୬(ଡି.ଏନ.ଏ): ନ୍ୟାଶନାଲ ହେରାଲ୍ଡ ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଇଡି ପଚରାଉଚରା କରୁଛି। ଏହାକୁ ବିରୋଧ କରି ସୋମବାର କୋକସରା କଂଗ୍ରେସ କମିଟି ପକ୍ଷରୁ ମୁଖ୍ୟ…
ନୂଆଦିଲ୍ଲୀ,୨୦।୬: ଭାରତୀୟ ଦଳ ଗୋଟିଏ ଟେଷ୍ଟ, ତିନୋଟି ଦିନିକିଆ ଏବଂ ତିନୋଟି ଟି-୨୦ ମ୍ୟାଚ ପାଇଁ ଇଂଲଣ୍ଡ ଯାଇ ସାରିଛି। ଦକ୍ଷିଣ ଆଫ୍ରିକା ବିପକ୍ଷ ଟି-୨୦ ସିରିଜ୍…
ସାଙ୍ଗଲି,୨୦।୬: ମହାରାଷ୍ଟ୍ରର ସାଙ୍ଗଲି ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅମ୍ବିକାନଗରରେ ଥିବା ଏକ ଘରୁ ସୋମବାର ଗୋଟିଏ ପରିବାରର ୯ଜଣଙ୍କ ମୃତଦେହ ସନ୍ଦେହଜନକ ଅବସ୍ଥାରେ…
ନୂଆଦିଲ୍ଲୀ,୨୦।୬: ପଞ୍ଜାବୀ ଗାୟକ ସିଦ୍ଧୁ ମୂସେଓ୍ବାଲା ହତ୍ୟା ମାମଲାରେ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ସିଦ୍ଧୁଙ୍କ ହତ୍ୟାକାଣ୍ଡ ସହ ସମ୍ପୃକ୍ତ ୨ ଶୁଟର୍ ସମେତ ୩…
ବେଙ୍ଗାଲୁରୁ,୨୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ କର୍ନାଟକ ଗସ୍ତରେ ଯାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ତାଙ୍କର ଦୁଇ ଦିନିଆ ଗସ୍ତରେ କର୍ନାଟକର ରାଜଧାନୀ ବେଙ୍ଗାଲୁରୁରେ…
ଶିମଲା,୨୦।୬: ମଝି ଆକାଶରେ ରୋପଓ୍ବେ ବନ୍ଦ ହୋଇଯିବା ଘଟଣା ପୁଣି ସାମ୍ନାକୁ ଆସିଛି। ବାରମ୍ବାର ଏଭଳି ଘଟଣା ଘଟିବା ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ହୋଇଛି। କିଛି…
ନୂଆଦିଲ୍ଲୀ,୨୦।୬: ସେନାବାହିନୀରେ ନୂତନ ନିଯୁକ୍ତି ନେଇ କେନ୍ଦ୍ର ସରକାର ଆଣିଥିବା ଅଗ୍ନିପଥ ଯୋଜନା ବିରୋଧରେ ଦେଶର ଅନେକ ସ୍ଥାନରେ କ୍ରମାଗତ ବିରୋଧ ପ୍ରଦର୍ଶନ କରାଯାଉଛି। ଅନ୍ୟ ପଟେ…
କୋଲକତା,୨୦।୬: ପ୍ରଫେଟ୍ ମହମ୍ମଦଙ୍କ ଉପରେ ଅପମାନଜନକ ମନ୍ତବ୍ୟ ଦେଇ ସମାଲୋଚନାର ଶିକାର ହୋଇଥିବା ପୂର୍ବତନ ଭାଜପା ନେତ୍ରୀ ନୁପୁର ଶର୍ମାଙ୍କ ବିରୋଧରେ ସୋମବାର ପଶ୍ଚିମବଙ୍ଗ ବିଧାନସଭାରେ ଏକ…