Home

ପ୍ରସିଦ୍ଧ ସନ୍ତୁର ବାଦକ ପଣ୍ଡିତ ଭଜନ ସୋପାରିଙ୍କ ପରଲୋକ

ଗୁରୁଗାଁଓ,୨।୬: ପ୍ରସିଦ୍ଧ ସନ୍ତୁର ବାଦକ ତଥା ସଙ୍ଗୀତକାର ପଣ୍ଡିତ ଭଜନ ସୋପାରିଙ୍କ ଗୁରୁବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା। ସେ…

4 years ago

ୟୁକ୍ରେନରେ ରୁଷିଆ ସେନାର ଜୋର୍‌ଦାର ଆକ୍ରମଣ

କିଭ୍‌,୨ା୬: ରୁଷିଆ-ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ୩ ମାସ ଅତିକ୍ରମ କରିଥିଲେ ମଧ୍ୟ ଶେଷ ହେବାର ନାଁ ନେଉନି। ଆଗାମୀ ଦିନରେ, ଏହି ଯୁଦ୍ଧର ଫଳାଫଳ କ’ଣ…

4 years ago

ଜମ୍ମୁ-କଶ୍ମୀରରେ ବ୍ୟାଙ୍କ୍‌ ମ୍ୟାନେଜରଙ୍କୁ ହତ୍ୟା ଘଟଣା: ନିଜକୁ ଦାୟୀ କଲା କେଏଫ୍‌ଏଫ୍‌

ଶ୍ରୀନଗର,୨।୫: ଜମ୍ମୁ-କଶ୍ମୀରର କୁଲଗାମରେ ଗୁରୁବାର ଜଣେ ବ୍ୟାଙ୍କ୍‌ କର୍ମଚାରୀଙ୍କୁ ହତ୍ୟା କରିଛନ୍ତି ଆତଙ୍କବାଦୀ। ଏହି ଘଟଣା ପାଇଁ ଆତଙ୍କବାଦୀ ସଂଗଠନ କଶ୍ମୀର ଫ୍ରିଡମ୍‌ ଫାଇଟର୍ସ(କେଏଫ୍‌ଏଫ୍‌) ନିଜକୁ ଦାୟୀ…

4 years ago

ଆଭ୍ୟନ୍ତରୀଣ ସୁରକ୍ଷାକୁ ନେଇ ଅମିତ ଶାହାଙ୍କୁ ଭେଟିଲେ ଡୋଭାଲ

ନୂଆଦିଲ୍ଲୀ,୨।୬: ଜମ୍ମୁ-କଶ୍ମୀରରେ ଟାର୍ଗେଟ କିଲିଂ ଓ ଦେଶର ଆଭ୍ୟନ୍ତରୀଣ ସୁରକ୍ଷାକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଜାତୀୟ ସୁରକ୍ଷା ପରାମର୍ଶଦାତା(ଏନ୍‌ଏସ୍‌ଏ) ଅଜିତ ଡୋଭାଲ ଗୁରୁବାର ଭେଟିଛନ୍ତି। ଅମିତ…

4 years ago

‘ତୁମେ ସବୁଦିନ ମନେ ରହିବ’

ମୁମ୍ବାଇ: ପ୍ରସିଦ୍ଧ ଗାୟକ କେକେଙ୍କ ଦେହାନ୍ତରେ ବଲିଉଡ୍‌ ଷ୍ଟାର୍‌ ସଲମାନ ଖାନ୍‌ ଶୋକ ପ୍ରକାଶ କରିଛନ୍ତି। କେକେ ସଲମାନ, ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଏବଂ ଅଜୟ ଦେବଗନଙ୍କ…

4 years ago

ସାକିନାକା ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡାଦେଶ

ମୁମ୍ବାଇ,୨।୬: ସାକିନାକା ବଳାତ୍କାର ଓ ହତ୍ୟା ମାମଲାରେ ଅଭିଯୁକ୍ତ ମୋହନ ଚୌହାନଙ୍କୁ ମୁମ୍ବାଇ ସେସନ୍ସ କୋର୍ଟ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। କୋର୍ଟ ଏହାକୁ ଏକ ବିରଳ ମାମଲା…

4 years ago

ଧୋନୀଙ୍କୁ ନେଇ ବଡ଼ ଖୁଲାସା କଲେ ସେହ୍ବାଗ: ତାଙ୍କ ପାଇଁ ମୁଁ…..

ନୂଆଦିଲ୍ଲୀ,୨।୬: ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ ବୀରେନ୍ଦ୍ର ସେହ୍ବାଗ ମହେନ୍ଦ୍ର ସିଂ ଧୋନୀଙ୍କୁ ନେଇ ବଡ଼ ଖୁଲାସା କରିଛନ୍ତି। ସେ କହିଛନ୍ତି, ୨୦୦୮ ଅଷ୍ଟ୍ରେଲିଆ…

4 years ago

ଅନୁଭବଙ୍କ ଘର ଛାଡ଼ିବେ ବର୍ଷା !

କଟକ ଅଫିସ,୨ା୬: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଏବଂ ଅଭିନେତା ତଥା କେନ୍ଦ୍ରାପଡ଼ା ଏମ୍‌ପି ଅନୁଭବ ମହାନ୍ତିଙ୍କ ବିବାଦ ତୁଟିବାର ନାଁ ଧରୁନି। ବର୍ଷା ଅନୁଭବଙ୍କ ପୈତୃକ ଘର …

4 years ago

ପଞ୍ଚଭୂତରେ ବିଲୀନ କେକେଙ୍କ ପାର୍ଥିବ ଶରୀର

ବଲିଉଡର ପ୍ରସିଦ୍ଧ ଗାୟକ କେକେଙ୍କ ପାର୍ଥତ୍ବ ଶରୀର ଗୁରୁବାର ପଞ୍ଚଭୂତରେ ବିଲୀନ ହୋଇଛି। ଭର୍ସୋଭା ଶ୍ମଶାନରେ କେକେଙ୍କ ପୁଅ ପିତାଙ୍କୁ ମୁଖାଗ୍ନି ଦେଇଥିଲେ। କେକେଙ୍କ ହଜାର ହଜାର…

4 years ago

ବାଲିମେଳା କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବାସଭବନ ଉପରେ ମରଣାନ୍ତକ ଆକ୍ରମଣ

କୋରୁକୋଣ୍ଡା,୨ା୬(ଡି.ଏନ୍‌.ଏ.): ବାଲିମେଳା କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କ ବାସଭବନ ଉପରେ ମରଣାନ୍ତକ ଆକ୍ରମଣ। ଗୁରୁବାର ଏପରି ଏକ ଅଭାବନୀୟ ଘଟଣା ମାଲକାନଗିରି ଜିଲା ବାଲିମେଳା ଏନ୍‌ଏସିରେ ଦେଖିବାକୁ ମିଳିଛି। …

4 years ago