Home

ବିରୋଧୀ ଦଳ ରାଷ୍ଟ୍ରପତି ପ୍ରାର୍ଥୀ ହେବାକୁ ଫାରୁକ ଅମଙ୍ଗ

ଶ୍ରୀନଗର,୧୮ା୬: ଆଗାମୀ ରାଷ୍ଟ୍ରପତି ନିର୍ବାଚନରେ ବିରୋଧୀ ଦଳଗୁଡ଼ିକ ମିଳିତ ପ୍ରାର୍ଥୀ ଦେବା ଲାଗି ଉଦ୍ୟମ ଚଳାଇଛନ୍ତି। ତେବେ ସମ୍ଭାବ୍ୟ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ…

4 years ago

୭୩୧ ସମବାୟ ସମିତିରେ ନିର୍ବାଚନ, ୨୪୪ ବୁଥ୍‌ ସମ୍ବେଦନଶୀଳ

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ପ୍ରଥମ ପର୍ଯ୍ୟାୟ ପ୍ରାଥମିକ ସମବାୟ ସମିତି ନିର୍ବାଚନ ରବିବାର ଅନୁଷ୍ଠିତ ହେବ। ୨ ହଜାର ୨୫୨ ପ୍ରାଥମିକ ସମବାୟ ସମିତିରୁ ୨ ହଜାର ୫୨୧ଟି ସମିତିରେ…

4 years ago

ଏମ୍‌ଜିଏନ୍‌ଆର୍‌ଇଜିଏ ଯୋଜନା ବାଟବଣା: ମହିଳା ଶ୍ରମିକଙ୍କୁ ଗାଁ ସାଥୀଙ୍କ ଧମକ, ଥାନାରେ ଏତଲା

ହିଞ୍ଜିଳିକାଟୁ,୧୮ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ବଡ଼ଖଣ୍ଡି ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏ ଯୋଜନାରେ କାମ ପାଇବାକୁ ଦାବି ଜଣାଇଥିବା ଜଣେ ମହିଳା ଶ୍ରମିକଙ୍କୁ ଗାଁ ସାଥୀ କାମ ଦେବାକୁ…

4 years ago

କରଣଙ୍କ ଗୋଲ୍‌ଡେନ୍‌ ଲୁକ୍‌

ମୁମ୍ବାଇ: ଫିଲ୍ମ ପ୍ରଯୋଜକ ତଥା ନିର୍ଦ୍ଦେଶକ କରଣ ଜୋହର ତାଙ୍କ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ କିଛି ଫଟୋ ଶେୟାର କରିଛନ୍ତି। ଏହି ଫଟୋଗୁଡ଼ିକରେ ତାଙ୍କର ଫ୍ୟାଶନ ଇନ୍ସ ଏବଂ…

4 years ago

୩୬୯ ଟ୍ରେନ୍‌ ବାତିଲ

ନୂଆଦିଲ୍ଲୀ,୧୮ା୬: ଅଗ୍ନିପଥ ପ୍ରତିବାଦ ଯୋଗୁ ରେଳ ବିଭାଗ ପକ୍ଷରୁ ଟ୍ରେନ୍‌ ସେବା ପ୍ରଭାବିତ ହୋଇଛି। କେତେକ ରୁଟ୍‌ରେ ଟ୍ରେନ ସମ୍ପୂର୍ଣ୍ଣ ବାତିଲ କରାଯାଇଥିବାବେଳେ ଆଉ କେତେକ ରୁଟ୍‌ରେ…

4 years ago

ଯୁବକଙ୍କୁ ନିର୍ମମ ହତ୍ୟା, ଜଣେ ଗୁରୁତର

ସିମୁଳିଆ,୧୮ା୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସିମୁଳିଆ ତହସିଲ ରାସ୍ତାରେ ଶନିବାର ଭୋର୍‌ ସମୟରେ ପ୍ରଦୀପ କୁମାର ନାୟକ ଓରଫ ବଳିଆ(୩୫) ନାମକ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା…

4 years ago

ବାଂଲାଦେଶରେ ପ୍ରବଳ ବନ୍ୟା, ୨୫ ମୃତ

ଢାକା,୧୮ା୬: ବାଂଲାଦେଶରେ ପ୍ରବଳ ବନ୍ୟା ଯୋଗୁ ୨୫ ଲୋକଙ୍କ ମୃତ୍ୟୁ ଘଟିଛି। ଏହି ଦେଶର ବିଭିନ୍ନ ସହରରେ ୪୦ ଲକ୍ଷରୁ ଅଧିକ ଲୋକ ବନ୍ୟାପାଣିରେ ଫସି ରହିଛନ୍ତି।…

4 years ago

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୧୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୯,୪୩୩ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ…

4 years ago

କରୋନା ଲକ୍ଷଣ ଥିଲେ ରଥଯାତ୍ରା ମନା

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଶନିବାର ସ୍ବତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ଉନ୍ନୟନ କମିଶନର ପ୍ରଦୀପ ଜେନା କରୋନା ଲକ୍ଷଣ ଥିଲେ…

4 years ago

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ହିଞ୍ଜିଳିକାଟୁ,୧୮ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ବଗାଁ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ଜଣଙ୍କ ହେଲେ ସଂପୃକ୍ତ ଗ୍ରାମ ଖତାଡ଼ି…

4 years ago