Home

ପୋଲିସ ଗୁଳିରେ ହାଡକୋର ମାଓବାଦୀ ନିହତ

ମାଲକାନଗିରି,୧୧ା୩(ଡି.ଏନ୍‌.ଏ.): ମାଲକାନଗିରି-ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲାରେ ଗୁଳିବିନିମୟ ହୋଇଛି। ପୋଲିସ ଗୁଳିରେ ଜଣେ ହାଡକୋର ମାଓବାଦୀ ନିହତ ହୋଇଛନ୍ତି। ମୃତ ମାଓବାଦୀ ହେଉଛନ୍ତି ବିଜାପୁର ମାଓବାଦୀ ସଂଗଠନର…

4 years ago

ଯୋଗୀଙ୍କ ମୁଣ୍ଡରେ ବିଜୟ ତିଳକ ଲଗାଇଲେ ମୂଲାୟମଙ୍କ ନାତୁଣୀ

ଲକ୍ଷ୍ନୌ,୧୧।୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ୨୦୨୨ରେ ଭାରତୀୟ ଜନତା ପାର୍ଟି ନିଜର ପ୍ରାଧାନ୍ୟ ବଜାୟ ରଖିବାରେ ସଫଳ ହୋଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନେତୃତ୍ୱରେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା…

4 years ago

୧୫ରେ ଯୋଗୀ ନେବେ ଶପଥ

ଲକ୍ଷ୍ନୌ,୧୧।୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ବହୁମତରେ ସଂଖ୍ୟାଗରିଷ୍ଠତାରେ ଭାଜପା ବିଜୟୀ ହେବା ପରେ ଏବେ ମନ୍ତ୍ରିମଣ୍ଡଳର ଶପଥ ଉତ୍ସବକୁ ନେଇ ଚର୍ଚ୍ଚା ଜୋର ଧରିଛି। ହୋଲି ପୂର୍ବରୁ…

4 years ago

ଜଳିଗଲା ବାଇକ୍‌ ଶୋ’ ରୁମ୍‌

ବାଙ୍କୀ,୧୧ା୩(ଡି.ଏନ୍‌.ଏ.): ବାଙ୍କୀ ବଜାରସ୍ଥିତ ଏକ ବାଇକ ଶୋ’ରୁମ୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫଳରେ ଶୋ’ରୁମ୍‌ରେ ଥିବା ବାଇକ୍‌ ସମେତ ସମସ୍ତ କମ୍ପ୍ୟୁଟର ଓ ଆସବାବପତ୍ର ଜଳିପୋଡ଼ି ପାଉଁଶ…

4 years ago

ବାହା ହେବେ କାଜଲଙ୍କ ଭଉଣୀ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କାଜଲ ତଥା ଅଜୟ ଦେବଗନଙ୍କ ଶାଳୀ ତନିଷା ମୁଖାର୍ଜୀ ବିବାହ କରିବେ। ତନିଶା ତାଙ୍କ ପ୍ରେମ ଏବଂ ବିବାହକୁ ନେଇ ନୀରବତା ଭାଙ୍ଗି…

4 years ago

୭ମ ଥର ବାପା ହେଲେ ବିଶ୍ୱର ୧ ନମ୍ବର ଧନୀ ବ୍ୟକ୍ତି

ନ୍ୟୁୟର୍କ,୧୧।୩: ବିଶ୍ୱର ଏକ ନମ୍ବର ଧନୀ ବ୍ୟକ୍ତି ଏଲୋନ ମସ୍କ ଏବଂ ହଲିଉଡ୍‌ର ପ୍ରସିଦ୍ଧ ଗାୟିକା ଗ୍ରିମସ ପୁଣି ଥରେ ମାତାପିତା ହୋଇଛନ୍ତି। ସରୋଗେସି ମାଧ୍ୟମରେ ଡିସେମ୍ବର…

4 years ago

ଯୁଦ୍ଧର ପ୍ରଭାବ: ପ୍ରାଣୀ ଉଦ୍ୟାନରେ ୪୦୦୦ ପ୍ରାଣୀ ଭୋକିଲା

କ୍ୱିଭ୍‌,୧୧ା୩: ରୁଷିଆ-ୟୁକ୍ରେନ ଯୁଦ୍ଧ ବିଭୀଷିକାରେ ଖାଦ୍ୟ ସଙ୍କଟରେ ଛଟପଟ ହେଉଛନ୍ତି ହଜାର ହଜାର ପଶୁପକ୍ଷୀ। ଏଠାକାର ପ୍ରାଣୀ ଉଦ୍ୟାନର ଜୀବଜନ୍ତୁ ଖାଇବାକୁ ଖାଦ୍ୟ ପାଉନାହାନ୍ତି। ଉଦ୍ୟାନର କର୍ମଚାରୀମାନେ…

4 years ago

ଥମୁଛି ସଂକ୍ରମଣ, କମୁନି ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୧୧।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪ ହଜାର…

4 years ago

ଜେଲ୍‌ରେ ଥାଇ ଜିତିଲେ ନିର୍ବାଚନ

ଲକ୍ଷ୍ନୌ,୧୧।୩: ଉତ୍ତର ପ୍ରଦେଶର ବିଧାନସଭା ନିର୍ବାଚନରେ ଭାଜପା ବହୁମତ ହାସଲ କରି ସରକାର ଗଢିବାକୁ ଯାଉଛି। ତେବେ ରାଜ୍ୟର ସବୁଠୁ ହଟ୍‌ ଆସନ କୁହାଯାଉଥିବା ରାମପୁରରେ ସମାଜବାଦୀ…

4 years ago

୭ଫୁଟରୁ ଅଧିକ ଲମ୍ବର କନ୍ଦମୂଳ, ଦେଖିବାକୁ ଯୁବଚାଷୀଙ୍କ ଘରେ ଜମୁଛି ଭିଡ଼

ନିଶ୍ଚିନ୍ତକୋଇଲି,୧୧ା୩(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ନତକାଇ ଗ୍ରାମରେ ଶ୍ରୀମତୀ ସାବିତ୍ରୀ ରାଉତଙ୍କ ବାଡ଼ିରେ ୭ ଫୁଟ ୧୦ ଇଞ୍ଚ ଲମ୍ବର କନ୍ଦମୂଳ ଫଳିଛି। ଏତେ ବଡ଼ କନ୍ଦମୂଳ…

4 years ago