ନୋଏଡା,୧୧।୮: ଉତ୍ତର ପ୍ରଦେଶର ନୋଏଡାରେ ଜଣେ ୧୫ ମାସର ଝିଅ ଉପରେ ଆକ୍ରମଣର ଏକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ଡେ କେୟାର ସେଣ୍ଟରରେ ମେଡ୍…
ଇସଲାମାବାଦ୍,୧୧।୮:ପାକିସ୍ତାନୀ ସେନା ମୁଖ୍ୟ ଏବଂ ଫିଲ୍ଡ ମାର୍ଶାଲ ଅସୀମ ମୁନିର ଆମେରିକା ଗସ୍ତ କରିଛନ୍ତି। ଏଠାରେ ସେ ଭାରତକୁ ପରମାଣୁ ଆକ୍ରମଣର ଧମକ ଦେଇଥିଲେ। ସେ ଏପରି…
ଦାରିଙ୍ଗବାଡ଼ି,୧୧ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ପାଇଁ ଭିଡ଼ ଜମିଛି। ଉକ୍ତ ବ୍ଲକର ୨୫ ପଞ୍ଚାୟତ…
ବ୍ରହ୍ମପୁର,୧୧ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ପୋଲିସ ଜିଲାର ନିମଖଣ୍ଡି ଥାନା ଅନ୍ତର୍ଗତ ଶ୍ରୀମା ନଗରରେ ସୋମବାର ଭୋରରେ ଏକ ଜଘନ୍ୟକାଣ୍ଡ ଘଟିଛି। ଭଡ଼ା ଘରେ ରହୁଥିବା ଜଣେ…
ତେଲ୍ଆଭିଭ/ଗାଜା ସିଟି,୧୧ା୮:ଇସ୍ରାଏଲୀ ଡିଫେନ୍ସ ଫୋର୍ସେସ୍ (ଆଇଡିଏଫ୍) ଗତ ୨୨ ମାସ ମଧ୍ୟରେ ଗାଜା ଷ୍ଟ୍ରିପ୍ର ପ୍ରାୟ ୭୫ ଭାଗ ଦଖଲ କରିସାରିଲାଣି। ଅବଶିଷ୍ଟ ୨୫% ଅଞ୍ଚଳ ଅକ୍ତିଆର…
ପୃଥିବୀ ପୃଷ୍ଠରେ ରହିଥିବା ସମସ୍ତ ବୃକ୍ଷଲତା ଓ ସମସ୍ତ ପ୍ରାଣୀଜଗତ ଜଳ ବିନା ବଞ୍ଚତ୍ରହିବା ଅସମ୍ଭବ। ଜଳ ହିଁ ଜୀବନ। ବୃକ୍ଷଲତା ଆଦି ପାଇଁ ଜଳର ପ୍ରକାରଭେଦ…
ବରଗଡ଼,୧୧।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପ୍ରଶାସନ ସହର ରାସ୍ତାପାର୍ଶ୍ୱରେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟାକୁ ଜୋରଦାର୍ କରିଛି। ସ୍ଥାନୀୟ ଲମ୍ବା ବିଲଡ଼ିଂରୁ ଭଟଲି ଛକ ରାସ୍ତାପାର୍ଶ୍ୱରେ ଉଚ୍ଛେଦ ପ୍ରକ୍ରିୟା…
ଭୁବନେଶ୍ୱର,୧୧ା୮(ଅନୁରାଧା ମହାରଣା):ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଥିବାବେଳେ ଦିନରେ ଖରା, ଗୁଳୁଗୁଳି ଅନୁଭୂତ ହେଉଛି। ତେବେ ଆଗକୁ ୨ଟି ଲଘୁଚାପ ହେବାର ଥିବାରୁ ବର୍ଷା ପରିମାଣ ବୃଦ୍ଧି…
ନୂଆଦିଲ୍ଲୀ,୧୧।୮: ଦେଶର ପୂର୍ବତନ ଉପରାଷ୍ଟ୍ରପତି ଜଗଦୀପ ଧନକର ୨୧ ଜୁଲାଇରେ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଥିଲେ। ସେ ଏହି ଇସ୍ତଫା ପଛରେ ସ୍ବାସ୍ଥ୍ୟ କାରଣ ଦର୍ଶାଇଥିଲେ। ତଥାପି,…
ଗଜପତିଙ୍କର ସାମ୍ରାଜ୍ୟ ବିଜୟ ସ୍ମାରକୀ ଥିଲା ଅ୧୮ଙ୍କ କାର୍ତ୍ତିକ ଶୁକ୍ଳ ଦଶମୀ। ପଞ୍ଚୁକ ଦିନ। ସେହିଦିନ ଭୁବନେଶ୍ୱର ରାଜଗୁରୁ, ନରସିଂହପୁରର ଆନନ୍ଦ ରଥ ପହଞ୍ଚତ୍ଥିଲେ କୋଣାର୍କରେ। ଗଜପତିଙ୍କ…