ନୂଆଦିଲ୍ଲୀ,୭।୩ : ଭାରତ ପାଇଁ ପାଲେଷ୍ଟାଇନରୁ ଦୁଃଖଦ ଖବର ଆସିଛି। ବହିର୍ବ୍ୟାପାର ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ପାଲେଷ୍ଟାଇନରେ ଅବସ୍ଥାପିତ ଭାରତର ରାଷ୍ଟ୍ରଦୂତ ମୁକୁଲ ଆର୍ଯ୍ୟଙ୍କ ମୃତ୍ୟୁ ଘଟିଛି।…
ଭୁବନେଶ୍ୱର/ଲାଞ୍ଜିଗଡ଼,୭ା୩(ବ୍ୟୁରୋ/ଡି.ଏନ୍.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବିଶ୍ୱନାଥପୁର ହୀରାନୀଳା କଲେଜର ପ୍ରିନ୍ସପାଲଙ୍କ ଘରେ ସୋମବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…
ନୂଆଦିଲ୍ଲୀ,୭ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ୧୨ ଦିନରେ ପହଞ୍ଚିଛି । ହେଲେ ଏହାର କୌଣସି ସମାଧାନର ବାଟ ଏପର୍ଯ୍ୟନ୍ତ ବାହାରି ପାରିନାହିଁ । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା…
ଭୁବନେଶ୍ୱର,୭ା୩(ବ୍ୟୁରୋ): ସୋମବାର ରାଜ୍ୟରୁ ୧୨୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୬,୦୦୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ…
କ୍ୱିଭ,୭ ।୩: ୟୁକ୍ରେନ୍ ଉପରେ ରୁଷିଆର ଆକ୍ରମଣ କମ୍ ହେବା ପରିବର୍ତ୍ତେ ବଢି ବଢି ଚାଲିଛି । ଦେଶରେ ବହୁ ପରିମାଣରେ ଧନ ଜୀବନ କ୍ଷୟକ୍ଷତି ହେଲାଣି…
ଖୋର୍ଦ୍ଧା ଅଫିସ,୭ା୩: ଲାଲ୍ମାଟିର ଗଡ଼ ଖୋର୍ଦ୍ଧା। ଐତିହ୍ୟ, କଳା, ସଂସ୍କୃତି, ଭାସ୍କର୍ଯ୍ୟ ସମେତ ହସ୍ତତନ୍ତ ଓ ହସ୍ତଶିଳ୍ପ କ୍ଷେତ୍ରରେ ଖୋର୍ଦ୍ଧାର ଯେପରି ସ୍ବତନ୍ତ୍ର ପରିଚୟ ରହିଛି, ଖୋର୍ଦ୍ଧା…
ପୁରୀ ଅଫିସ,୭।୩; ସମ୍ପ୍ରତି ରୁଷ୍ ଓ ୟୁକ୍ରେନ୍ ମଧ୍ୟରେ ଯୁଦ୍ଧ ଲାଗିରହିଛି। ଏଭଳି ପରିସ୍ଥିତି ମଧ୍ୟରେ ୟୁକ୍ରେନ୍ ସମେତ ଏହାର ପଡ଼ୋଶୀ ଦେଶ ହଙ୍ଗେରୀ, ପୋଲାଣ୍ଡ, ରୋମାନିଆ…
କ୍ୱିଭ/ନୂଆଦିଲ୍ଲୀ,୭ ।୩: ରୁଷିଆ-ୟୁକ୍ରେନ ଯୁଦ୍ଧରେ ଫସି ରହିଥିବା ଭାରତୀୟଙ୍କୁ ଉଦ୍ଧାର କରିବା କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଜାରି ରହିଛି । ତେବେ କିଛିଦିନ ପୂର୍ବରୁ ଭାରତ ଫେରିବାକୁ…
ପାରଳାଖେମୁଣ୍ଡି,୭ା୩: ଛେଳି ଚୋରିକୁ ନେଇ କଳି ହୋଇଛି। ଘଟଣାକୁ ନେଇ ଆନ୍ଧ୍ର ଓ ଓଡ଼ିଶା ପୋଲିସ ମୁହାଁମୁହିଁ ହୋଇଛନ୍ତି। ଗଜପତି ଜିଲା ରାୟଗଡ଼ ବ୍ଲକ ଅନ୍ତର୍ଗତ ସୀମାନ୍ତ…
ଯାଜପୁର ଅଫିସ,୭ା୩: ଗୋଟିଏ ପଟେ ଚାଲିଥିଲା ବିଜେଡିର ପ୍ରାର୍ଥିପତ୍ର ଦାଖଲ ଶୋଭାଯାତ୍ରା। ଅନ୍ୟପଟେ ସୃଷ୍ଟି ହୋଇଥିଲା ବଡ଼ଧରଣର ଟ୍ରାଫିକ୍ ଜାମ୍। ଫଳରେ ଗୁରୁତର ରୋଗୀଙ୍କୁ ନେଇ ଯାଉଥିବା…