Home

ଇଭିଏମ୍‌ରେ ରହିବ ‘ନୋଟା’

ଭୁବନେଶ୍ୱର,୨୨ା୨(ବ୍ୟୁରୋ):ଆଗାମୀ ପୌର ନିର୍ବାଚନ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। କେବଳ ତାରିଖ ଘୋଷଣାକୁ ଅପେକ୍ଷା କରାଯାଇଛି। ପଞ୍ଚାୟତ ନିବର୍ର୍ାଚନ ଶେଷ ହେବା ପରେ…

4 years ago

୧୭ ଅପରାଧ ଘଟଣାର ସିବିଆଇ ତଦନ୍ତ ଦାବିରେ ହାଇକୋର୍ଟରେ ମାମଲା

କଟକ ଅଫିସ,୨୨ା୨: ବିଭିନ୍ନ ଜିଲାରେ ଘଟିଥିବା ୧୭ଟି ହତ୍ୟା ଓ ଶିଶୁଚୋରି ଘଟଣାରେ ନ୍ୟାୟ ପାଇଁ ବଞ୍ଚିତ ୧୭ ପରିବାର ମିଳିତ ଭାବେ ସୋମବାର ହାଇକୋର୍ଟରେ ଏକ…

4 years ago

ଆଶାକର୍ମୀଙ୍କୁ ଡାକ୍ତରଙ୍କ ମାଡ଼

କଟକ ଅଫିସ,୨୨ା୨:ଏସ୍‌ସିବି ମେଡିକାଲରେ ଆଶାକର୍ମୀଙ୍କୁ ଜଣେ ଡାକ୍ତର ଦୁର୍ବ୍ୟବହାର କରିବା ସହ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ପୁରୀ ଜିଲା ବ୍ରହ୍ମଗିରି ବ୍ଲକ ଅନ୍ତର୍ଗତ କାଶିଝିରିଆ ଗ୍ରାମର…

4 years ago

ବହୁ ଜୀବନ ନେଇଛନ୍ତି ନକଲି ଡାକ୍ତର

ଭୁବନେଶ୍ୱର, ୨୨ା୨(ବ୍ୟୁରୋ):ଟଙ୍କା ପାଇଁ ବିଭିନ୍ନ ରାଜ୍ୟର ୧୭ ମହିଳାଙ୍କୁ ବିବାହ କରି ଠକେଇ ଓ ପ୍ରତାରଣା କରିଥିବା ରସିକିଆ ନକଲି ଡାକ୍ତର ରମେଶ ଚନ୍ଦ୍ର ସ୍ବାଇଁଙ୍କ ବିରୋଧରେ…

4 years ago

ପୂର୍ବ ୟୁକ୍ରେନର ବିଦ୍ରୋହୀ ଅଞ୍ଚଳକୁ ସ୍ୱତନ୍ତ୍ର ଦେଶର ମାନ୍ୟତା ଦେଲା ରୁଷିଆ

ମସ୍କୋ,୨୨ ।୨: ୟୁକ୍ରେନ ମାମଲାରେ ଏକ ବଡ ପଦକ୍ଷେପ ସ୍ୱରୂପ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସୋମବାର ପୂର୍ବ ୟୁକ୍ରେନର ବିଦ୍ରୋହୀ ଅଞ୍ଚଳ ଡେନେତ୍ସକ ଓ ଲୁହାସ୍କକୁ…

4 years ago

ଯୋଗୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କଲା ଆମେରିକା ଆଇନ ସଂସ୍ଥା

ଲଣ୍ଡନ,୨୨।୨:ଉତ୍ତରପ୍ରଦେଶ ପୋଲିସ ୨୦୧୭ରୁ ୨୦୨୧ ମଧ୍ୟରେ ବେଆଇନ ଭାବେ ଏନ୍‌କାଉଣ୍ଟରରେ କେତେଜଣ ଅପରାଧୀଙ୍କୁ ହତ୍ୟା କରିଥିଲା। ଏଥିରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଭୂମିକା ରହିଥିବାରୁ ତାଙ୍କ ବିରୋଧରେ…

4 years ago

ପୁଣି ଆସୁଛି ପଶ୍ଚିମା ଝଡ଼, ୨୪ରୁ ବର୍ଷା

ଭୁବନେଶ୍ୱର, ୨୨।୨(ବ୍ୟୁରୋ):ଓଡ଼ିଶା ଆଡ଼କୁ ଆସୁଛି ପଶ୍ଚିମା ଝଡ଼। ଏହାର ପ୍ରଭାବରେ ଆସନ୍ତା ୨୪ ତାରିଖରୁ ପୁଣି ବର୍ଷା ସମ୍ଭାବନା ରହିଛି। ୨୪ ଓ ୨୫ରେ ବର୍ଷା ହେବାକୁ…

4 years ago

ଅଷ୍ଟ୍ରେଲୀୟ ଅଭିନେତ୍ରୀଙ୍କ ପ୍ରେମରେ ଏଲନ୍‌ ମସ୍କ

ଓ୍ବାଶିଂଟନ,୨୨ା୨: ବୈଜ୍ଞାନିକ ପରୀକ୍ଷଣ ଏବଂ ଭବିଷ୍ୟବାଣୀ ପାଇଁ ବିଭିନ୍ନ ସମୟରେ ଚର୍ଚ୍ଚାରେ ରହିଆସୁଛନ୍ତି ବିଶ୍ୱର ୧ନଂ. ଧନୀ ଏଲନ୍‌ ମସ୍କ। ଏବେ ଏହି ୫୦ ବର୍ଷୀୟ ଅରବପତି…

4 years ago

କଠୋର ଦଣ୍ଡ ବ୍ୟବସ୍ଥା ଲୋଡ଼ା

ଭୁବନେଶ୍ୱର, ୨୨ା୨(ବ୍ୟୁରୋ):ରାଜ୍ୟରେ ଅନ୍ଧବିଶ୍ୱାସ ଜନିତ ହତ୍ୟା ଏବଂ ନିର୍ଯାତନା ଘଟଣା ବୃଦ୍ଧି ପାଉଛି। ବିଶେଷ କରି ମହିଳାଙ୍କ ବିରୋଧରେ ଏହି ଅପରାଧ ଅଧିକ। କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼,…

4 years ago

ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗରେ ଅଖିଳେଶଙ୍କ ନାଁରେ ମାମଲା

ଲକ୍ଷ୍ନୌ,୨୧।୨: ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗରେ ସମାଜବାଦୀ ପାର୍ଟି(ଏସ୍‌ପି)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି। ତୃତୀୟ ପର୍ଯ୍ୟାୟ ମତଦାନ ସମୟରେ…

4 years ago