Home

ଥରିଲା ଉତ୍ତରାଖଣ୍ଡ

ଡେରାଡୁନ,୧୨।୨: ଉତ୍ତରାଖଣ୍ଡର ଉତ୍ତରକାଶୀରେ ଶନିବାର ସକାଳେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୧ ରେକର୍ଡ କରାଯାଇଛି। ଏହାର କେନ୍ଦ୍ରସ୍ଥଳ ଉତ୍ତରକାଶୀରୁ ୩୯…

4 years ago

ରାଜ୍ୟରେ ସୋମବାରରୁ ଖୋଲିବ ସମସ୍ତ ସ୍କୁଲ

ଲକ୍ଷ୍ନୌ,୧୨।୨: ଉତ୍ତରପ୍ରଦେଶରେ କରୋନା ପ୍ରକୋପ କମିବାରେ ଲାଗିିଛି। ତେଣୁ ପିଲାଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୁଣି ଥରେ ରାଜ୍ୟରେ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି।…

4 years ago

ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଶେଷ

ନୂଆଦିଲ୍ଲୀ,୧୨ା୨ପି.ଟି.): ସାଧାରଣ ବଜେଟ ଓ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା ପରେ ପାର୍ଲାମେଣ୍ଟ ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଶୁକ୍ରବାର ଶେଷ ହୋଇଛି। ଜାନୁୟାରୀ…

4 years ago

ବିଚାରପତି ଗଣେଦିଓ୍ବାଲାଙ୍କ ଇସ୍ତଫା

ମୁମ୍ବାଇ,୧୨ା୨: ଶିଶୁଙ୍କୁ ଯୌନ ଅପରାଧରୁ ସୁରକ୍ଷା ଦେବା ପାଇଁ ଉଦ୍ଦିଷ୍ଟ ପୋକ୍ସୋ ଆଇନ ପ୍ରସଙ୍ଗରେ ଲଗାତର ବିବାଦୀୟ ରାୟ ଦେବା ଜଣେ ମହିଳା ବିଚାରପତିଙ୍କୁ ମହଙ୍ଗା ପଡ଼ିଛି।…

4 years ago

ଚନ୍ଦ୍ରଶେଖରନ୍‌ ଟାଟା ସନ୍ସ କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ପୁନଃ ନିଯୁକ୍ତ

ନୂଆଦିଲ୍ଲୀ,୧୨ା୨(ପି.ଟି.): ଏନ୍‌. ଚନ୍ଦ୍ରଶେଖରନ୍‌ଙ୍କୁ ଟାଟା ସନ୍ସ ଏହାର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଭାବେ ଆଉ ୫ ବର୍ଷ ଲାଗି ପୁନଃ ନିଯୁକ୍ତ କରିଛି। ବୋର୍ଡ ସଦସ୍ୟମାନେ ଚନ୍ଦ୍ରଶେଖରନ୍‌ଙ୍କ ପ୍ରଦର୍ଶନକୁ…

4 years ago

ମୁକ୍ତ ଇଣ୍ଡୋ-ପାସିଫିକ୍‌ ପାଇଁ ସଂକଳ୍ପ

ମେଲବୋର୍ନ,୧୨ା୨: ଭାରତ, ଆମେରିକା, ଅଷ୍ଟ୍ରେଲିଆ ଏବଂ ଜାପାନକୁ ନେଇ ଗଠିତ କ୍ୱାଡ୍‌ ରାଷ୍ଟ୍ରଗୋଷ୍ଠୀର ବହିର୍ବ୍ୟାପାର ମନ୍ତ୍ରୀମାନେ ମୁକ୍ତ ଓ ଅବାଧ ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳ ଲାଗି ସଦସ୍ୟ…

4 years ago

ଲଦାଖ ଲୋକଙ୍କୁ ଅଟକାଇଲା ପିଏଲ୍‌ଏ

ନୂଆଦିଲ୍ଲୀ,୧୨ା୨(ଆଇଏଏନ୍‌ଏସ୍‌): ଚାଇନାର ପିପୁଲ୍ସ ଲିବରେଶନ ଆର୍ମି (ପିଏଲ୍‌ଏ) ସୈନ୍ୟମାନେ ଗତ ମାସରେ ଲଦାଖକୁ ଅନୁପ୍ରବେଶ କରି ସ୍ଥାନୀୟ ଲୋକଙ୍କୁ ଗୋରୁ ଚରାଇବାକୁ ଛାଡ଼ି ନ ଥିଲେ। ଏନେଇ…

4 years ago

ନାଇସ୍‌ କାର୍ନିଭାଲରେ ବିପୁଳ ଉତ୍ସାହ

ନାଇସ୍‌,୧୨ା୨: କରୋନା ମହାମାରୀଜନିତ ଶଟ୍‌ଡାଉନ୍‌ର ଦୁଇବର୍ଷ ପରେ ଫ୍ରାନ୍ସର ନାଇସ୍‌ ସହରରେ ପୁଣି ଆରମ୍ଭ ହୋଇଛି କାର୍ନିଭାଲ। କଳାକାର, ଫ୍ଲୋରିଷ୍ଟ, ଅଭିନେତା, ଟେକ୍ନିସିଆନ୍‌ ଓ ଡ୍ରାଇଭରମାନେ ସେମାନଙ୍କ…

4 years ago

ଗଡ଼ ବଞ୍ଚାଇବାକୁ କଂଗ୍ରେସର ପ୍ରୟାସ

କୋଣାର୍କ,୧୨ା୨(ଡି.ଏନ୍‌.ଏ.): କୋଣାର୍କ ଥାନା ଅନ୍ତର୍ଗତ କାକଟପୁର ନିର୍ବାଚନ ମଣ୍ଡଳୀ ଅବଦାନ ପଞ୍ଚାୟତରେ ରାଜନୀତିର ଉଷ୍ମତା ପରିଲକ୍ଷିତ ହେଲାଣି। କଂଗ୍ରେସର ଗଡ଼ କୁହାଯାଉଥିବା ଅବଦାନ ପଞ୍ଚାୟତରେ ରାଜ୍ୟ ପିସିସିର…

4 years ago

ରାୟଗଡ଼ା ଜିଲାରେ ଛତିଶଗଡ଼ ମନ୍ତ୍ରୀଙ୍କ ମାରାଥନ ପ୍ରଚାର

ବିଷମକଟକ/ମୁନିଗୁଡ଼ା/କୋଲନରା,୧୨ା୨(ଡି.ଏନ୍‌.ଏ.): ପଞ୍ଚାୟତ ନିର୍ବାଚନକୁ ଆଉ ମାତ୍ର ୩ ଦିନ ରହିଲା। ରାଜ୍ୟ ସରକାର ପ୍ରଚାର କଟକଣା କୋହଳ କରିବା ପରେ ଏବେ ପ୍ରାର୍ଥୀଙ୍କ ପକ୍ଷରୁ ପ୍ରଚାର ଜୋର୍‌ଦାର…

4 years ago