Home

ପ୍ରଚାର ମୈଦାନରେ ଜିଲାପରିଷଦ ପ୍ରାର୍ଥୀ

ଗଞ୍ଜାମ,୪।୧(ଡି.ଏନ୍‌.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଆସନ୍ତା ୨୦ରେ ଗଞ୍ଜାମ ବ୍ଲକରେ ହେବ l ଏଥିପାଇଁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତିି ବିଭିନ୍ନ ରାଜନୈତିକ ଦଳର ପ୍ରାର୍ଥୀ l ବତ୍ତର୍ର୍ମାନ…

4 years ago

ଆକ୍ରମଣ ପରେ ଓଓ୍ବାଇସିଙ୍କ ସୁରକ୍ଷା ବଢିଲା

ନୂଆଦିଲ୍ଲୀ,୪।୨: ହାଇଦ୍ରାବାଦ ଏମ୍‌ପି ତଥା ଏଆଇଏମଆଇଏ ସୁପ୍ରିମୋ ଅସଦୁଦ୍ଦିନ ଓଓ୍ବାଇସିଙ୍କ ଉପରକୁ ଆକ୍ରମଣ ପ୍ରରେ ତାଙ୍କ ସୁରକ୍ଷା ବଢାଇ ଦିଆଯାଇଛି। ତାଙ୍କୁ ତୁରନ୍ତ ଜେଡ୍‌ ବର୍ଗର ସୁରକ୍ଷା…

4 years ago

ଖାଦ୍ୟ ଅନ୍ବେଷଣରେ ମଙ୍ଗୋଲିଆ ପକ୍ଷୀ

ଗଞ୍ଜାମ,୪ା୨(ଡି.ଏନ୍‌.ଏ.): ପ୍ରତିବର୍ଷ ଶୀତଋତୁ ଆସିଲେ ଗଞ୍ଜାମ ଋଷିକୂଲ୍ୟା ମୁହାଣଠାରେ ବିଭିନ୍ନ ପକ୍ଷୀଙ୍କ ସମାଗମ ହେଉଥିବା ଦେଖିବାକୁ ମିଳିଥାଏ। ସେଥିମଧ୍ୟରୁ ମଙ୍ଗୋଲିଆ ପକ୍ଷୀ ଅନ୍ୟତମ। ଏହି ପକ୍ଷୀମାନେ ଖାଦ୍ୟ…

4 years ago

ଆଗୁଆ ଜାମିନ ଆବେଦନ କଲେ ମନ୍ତ୍ରୀ, ଏମ୍‌ପି

କଟକ ଅଫିସ,୪ା୨: ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ମନ୍ତ୍ରୀ ଓ ଏମ୍‌ପି ପହଞ୍ଚିଛନ୍ତି। ଗିରଫ ଭୟରେ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ।…

4 years ago

ନିଟ୍‌ ପିଜି ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୪।୨: ନିଟ୍‌ ପିଜି ପରୀକ୍ଷାକୁ ନେଇ ସରକାର ଶୁକ୍ରବାର ଏକ ବଡ ଘୋଷଣା କରିଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ ନିଟ୍‌ ପିଜି ୨୦୨୨ର…

4 years ago

୭୦ ବର୍ଷରେ ଏମିତି ଷ୍ଟଣ୍ଟ୍‌ କରୁଛନ୍ତି ବୃଦ୍ଧ, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ବେଳେବେଳେ ଏମିତି କିଛି ଭିଡିଓ ଭାଇରାଲ ହୋଇଥାଏ, ଯାହା ଦେଖିଲେ ବିଶ୍ୱାସ କରି ହୁଏନି। ସେମିତି ଏକ ଭିଡିଓ ଏବେ ଭାଇରାଲ ହେଉଛି। ଏହି…

4 years ago

ଏହି ଅଭିନେତ୍ରୀଙ୍କ ପାଦ ଦେଖି ତାଙ୍କ ପ୍ରେମରେ ପଡିଥିଲେ ସଲମାନ

ଏକଦା ବଲିଉଡ୍‌ର ଭାଇଜାନ ସଲମାନ ଖାନ ଏବଂ ନୀଳନୟନା ଐଶ୍ୱର୍ଯ୍ୟା ରାୟଙ୍କ ପ୍ରେମ ସମ୍ପର୍କକୁ ନେଇ ଇଣ୍ଡଷ୍ଟ୍ରିରେ ଚର୍ଚ୍ଚା ହେଉଥିଲା। ଯଦିଓ ଏବେ ଉଭୟଙ୍କର ରାସ୍ତ ଭିନ୍ନ,…

4 years ago

ପୁଣି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ହେଲା ଶିମିଳିପାଳ

ବାରିପଦା ଅଫିସ,୪ା୨: ପର୍ଯ୍ୟଟକଙ୍କ ପାଇଁ ଶୁକ୍ରବାର ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ। ପ୍ରବଳ ବର୍ଷା ହେଉଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷା ନିମନ୍ତେ ଶିମିଳିପାଳ ବନ୍ଦ କରାଯିବା ନେଇ ନିଷ୍ପତ୍ତି…

4 years ago

ଲିଭୁନି ଜୁଇ,ବଢିଚାଲିଛି ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୪।୨: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଥମିବାର ନାଁ ନେଉନାହିଁ। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୪୯…

4 years ago

ନିର୍ଦ୍ଧାରିତଠାରୁ ମଣ୍ଡି ଅଧିକ ଧାନ ନେଉଥିବା ଅଭିଯୋଗ

ଗଞ୍ଜାମ,୪ା୨(ଡି.ଏନ୍‌.ଏ.): ଚାଷୀଙ୍କଠାରୁ ନିର୍ଦ୍ଧାରିତ ପରିମାଣରୁ ଅଧିକ ଧାନ ନେଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସରକାର ଘୋଷଣା କରିଛନ୍ତି।  ଗୋଟିଏ ଧାନ ବସ୍ତା ପିଛା ୭୭ କେଜି…

4 years ago