ନୂଆଦିଲ୍ଲୀ, ୧୦।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍ ଲାଗିଛି। ଦୈନିକ…
ଚଣ୍ଡିଗଡ଼,୧୦।୩ : ପଞ୍ଜାବରେ କଂଗ୍ରେସକୁ ପଛରେ ପକାଇ ଆମ୍ ଆଦ୍ମୀ ପାର୍ଟି(ଏଏପି) ବିଜୟ ମୁହାଁ ହୋଇଛି। ୧୧୭ ଆସନ ବିଶିଷ୍ଟ ପଞ୍ଜାବ ବିଧାନସଭା ଆସନ ମଧ୍ୟରୁ ଏଏପି…
ଖ୍ରୀଷ୍ଟଚର୍ଚ୍ଚ,୧୦।୩: ଆଇସିସି ମହିଳା ବିଶ୍ୱକପ ୨୦୨୨ର ଏକ ମ୍ୟାଚ୍ରେ ଗୁରୁବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଛି। ଭାରତୀୟ ଅଧିନାୟିକା ମିତାଲି ରାଜ ଟସ ଜିତି ଆୟୋଜକ…
ସିଓଲ,୧୦।୩ : ଦକ୍ଷିଣ କୋରିଆର ରାଷ୍ଟ୍ରପତି ଭାବେ ୟୁନ ସୁକ-ୟୋଲ ନିର୍ବାଚିତ ହୋଇଛନ୍ତି। ମୁଖ୍ୟ ବିରୋଧୀ ପିପୁଲ୍ସ ପାୱାର ପାର୍ଟିର ୬୦ବର୍ଷିୟ ୟୁନ୍ ୪୮.୬ ପ୍ରତିଶତ ଭୋଟ…
ପଣଜୀ,୧୦।୩ : ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ଗାଆରେ ଭାଜପା ଏବଂ କଂଗ୍ରେସ ମଧ୍ୟରେ ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇଛି।…
ଡେରାଡୁନ୍,୧୦।୩ : ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ଉତ୍ତରାଖଣ୍ଡରେ ଭାଜପା ଏବଂ କଂଗ୍ରେସ ମଧ୍ୟରେ କଡ଼ା ମୁକାବିଲା ଦେଖିବାକୁ ମିଳୁଛି।…
ଲକ୍ଷ୍ନୌ,୧୦।୩ : ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ଉତ୍ତରପ୍ରଦେଶରେ ଭାଜପା ଆଗୁଆ ରହିଛି। ଉତ୍ତରପ୍ରଦେଶରେ ୧୨୦ ଆସନରେ ଭାଜପା ଆଗୁଆ…
ଇମ୍ଫାଲ,୧୦।୩ : ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ପ୍ରାଥମିକ ପର୍ଯ୍ୟାୟରେ ମଣିପୁରରେ କଂଗ୍ରେସ ଆଗୁଆ ରହିଛି। ୬୦ ଆସନ ବିଶିଷ୍ଟ…
ପଣଜୀ,୧୦।୩ : ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ପ୍ରାଥମିକ ପର୍ଯ୍ୟାୟରେ ଗୋଆରେ ଶାସକ ଭାଜପା ଆଗୁଆ ରହିଛି। ଅପର ପକ୍ଷରେ…
ଚଣ୍ଡିଗଡ଼,୧୦।୩ : ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ପଞ୍ଜାବରେ କଂଗ୍ରେସ ଏବଂ ଆମ୍ ଆଦ୍ମୀ ପାର୍ଟି(ଏଏପି) ମଧ୍ୟରେ କଡ଼ା ଟକ୍କର…