Home

ବାର୍‌ହା ଭାବି ଯୁବତୀଙ୍କୁ ଗୁଳି

ସୁନ୍ଦରଗଡ଼,୭।୩(ଡି.ଏନ୍‌.ଏ.): ଜଙ୍ଗଲକୁ ଜାଳେଣି ସଂଗ୍ରହ କରିବାକୁ ଯାଇଥିଲେ। ହେଲେ ବନ୍ୟଜନ୍ତୁ ଶିକାର ପାଇଁ ଛକିଥିବା ଶିକାରୀ ବାର୍‌ହା ଭାବି ଚଳାଇଦେଲେ ଗୁଳି। ଏଥିରେ ଜଣେ ଯୁବତୀ ଆହତ…

5 years ago

ଅପରେଶନ ଗଙ୍ଗା: ଆଜି ୮ଟି ବିମାନରେ ସ୍ୱଦେଶ ଫେରିବେ ୧୫୦୦ ଭାରତୀୟ

ନୂଆଦିଲ୍ଲୀ,୭ ।୩: ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ସୋମବାର ଯୁଦ୍ଧଗ୍ରସ୍ତ ୟୁକ୍ରେନର ପଡୋଶୀ ଦେଶରୁୁ ୧୫୦୦ ଭାରତୀୟଙ୍କୁ ସ୍ୱଦେଶ ଫେରାଇ ଆଣିବାର ବ୍ୟବସ୍ଥା କରାଯାଇଛି…

5 years ago

ଭୋଟ ଗ୍ରହଣ ପରେ ସୁରକ୍ଷିତ ରହିବ ଇଭିଏମ୍‌

ଭୁବନେଶ୍ୱର,୭ା୩(ବ୍ୟୁରୋ): ରାଜ୍ୟର ପୌର ସଂସ୍ଥାଗୁଡ଼ିକରେ ହେବାକୁ ଥିବା ନିର୍ବାଚନର ଭୋଟଗ୍ରହଣ ପରେ ଇଭିଏମ୍‌ଗୁଡ଼ିକୁ ସୁରକ୍ଷିତ ରଖାଯିବ। ଏଥିଲାଗି ଷ୍ଟ୍ରଙ୍ଗରୁମ୍‌ ସ୍ଥାପନ, ନିର୍ବାଚନ ସମୟରେ ଓ ଭୋଟଗ୍ରହଣ ପରେ…

5 years ago

ରୁଷିଆରେ ସମସ୍ତ ସେବା ବନ୍ଦ କଲା ନେଟଫ୍ଲିକ୍ସ

ମସ୍କୋ,୭ ।୩: ୟୁକ୍ରେନ୍‌-ରୁଷିଆ ମଧ୍ୟରେ ଯୁଦ୍ଧ ସମଗ୍ର ବିଶ୍ୱକୁ ଚିନ୍ତାରେ ପକାଇ ଦେଇଛି । ଦୀର୍ଘ ୧୨ ଦିନର ଘମାଘୋଟ ଲଢେଇ ଭିତରେ ଛାରଖାର ହୋଇଗଲାଣି ୟୁକ୍ରେନ୍…

5 years ago

ଆଜି ନାମାଙ୍କନ ପତ୍ର ଦାଖଲ ଶେଷ

ଭୁବନେଶ୍ୱର,୭ା୩(ବ୍ୟୁରୋ): ଆସନ୍ତା ୨୪ ତାରିଖରେ ରାଜ୍ୟରେ ୧୦୬ ମ୍ୟୁନିସିପାଲିଟି, ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ଏବଂ ୩ ମହାନଗର ନିଗମରେ ନିର୍ବାଚନ ଅନୁଷ୍ଠିତ ହେବ। ସୋମବାର ଅପରାହ୍ନ…

5 years ago

ସୈଫ୍‌ଙ୍କ ଉପରକୁ ହାତ ଉଠାଇଲେ ତୈମୁର

ବଲିଉଡ୍‌ ଅଭିନେତ୍ରୀ କରୀନା କପୁର ଖାନ ଏବଂ ସୈଫ ଅଲି ଖାନଙ୍କ ବଡ଼ ପୁଅ ତୈମୁର ପ୍ରାୟତଃ ସୋସିଆଲ ମିଡିଆରେ ଚର୍ଚ୍ଚାରେ ଥାନ୍ତି। ନିକଟରେ ସେ ରାଗିକି…

5 years ago

ଜାଡେଜାଙ୍କ ଦ୍ୱିଶତକ ପୂର୍ବରୁ କାହିଁକି ହେଲା ଇନିଂସ ଘୋଷଣା: ରୋହିତ କଲେ ଖୁଲାସା

ମୋହାଲି,୬।୩: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ମୋହାଲିରେ ଚାଲିଥିବା ପ୍ରଥମ ଟେଷ୍ଟ  ମାତ୍ର ୩ ଦିନରେ ଶେଷ ହୋଇଛି। ଅଧିନାୟକ ଭାବେ ରୋହିତ୍‌ ଶର୍ମା ନିଜର ପ୍ରଥମ…

5 years ago

‘ଯୁଦ୍ଧରେ ମଲେଣି ୧୧ ହଜାର ରୁଷୀୟ ସୈନ୍ୟ; ୨୮୫ ଟ୍ୟାଙ୍କ୍‌, ୪୪ ବିମାନ ଧ୍ୱଂସ’

କ୍ୱିଭ୍‌,୬।୩: ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ଚାଲିଥିବା ଯୁଦ୍ଧର ଆଜି ହେଉଛି ୧୧ ତମ ଦିନ। ରୁଷିଆର ଭୟଙ୍କର ଆକ୍ରମଣରେ ୟୁକ୍ରେନର ଅନେକ ସହର ନଷ୍ଟ ହୋଇଯାଇଛି।…

5 years ago

ୟୁକ୍ରେନ ସବୁ ସର୍ତ୍ତ ମାନିଲେ ବନ୍ଦ ହେବ ଯୁଦ୍ଧ: ପୁଟିନ୍‌

ମସ୍କୋ,୬।୩: ରୁଷିଆ-ୟୁକ୍ରେନ ମଧ୍ୟରେ ଯୁଦ୍ଧ ୧୧ ଦିନ ହେବଜାରି ରହିଛି। କିନ୍ତୁ ପରିସ୍ଥିତି ସ୍ବାଭାବିକ ହୋଇନାହିଁ। ରୁଷିଆ ୟୁକ୍ରେନ ଉପରେ ପ୍ରବଳ ବୋମା ମାଡ କରୁଛି। ଫଳରେ…

5 years ago

ଗଞ୍ଜାମ ଏନ୍‌ଏସି ପାଇଁ ନାମାଙ୍କନପତ୍ର ଦାଖଲ କଲେ ପ୍ରାର୍ଥୀ

ଗଞ୍ଜାମ,୬ା୩(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସିରେ ଆଗାମୀ ପୌର ନିର୍ବାଚନ ପାଇଁ ବିଜେଡି ଚେୟାରମ୍ୟାନ ପ୍ରାର୍ଥୀ ଝୁଲି ପାତ୍ରଙ୍କ ସମେତ ୧୦ ଜଣ କାଉନସିଲର ପ୍ରାର୍ଥୀ ରବିବାର ଛତ୍ରପୁର ବିଧାୟକ…

5 years ago