Home

ପୁଣି ଆତଙ୍କବାଦୀଙ୍କ ଟାର୍ଗେଟରେ କଶ୍ମୀର ପଣ୍ଡିତ: ଗୋଟିଏ ଦିନରେ ତୃତୀୟ ଆକ୍ରମଣ

ଶ୍ରୀନଗର,୪।୪: ଜମ୍ମୁ-କଶ୍ମୀରରେ ସୋମବାର ଆତଙ୍କବାଦୀମାନେ ଗୋଟିଏ ପରେ ଗୋଟିଏ ଆକ୍ରମଣ କରିଛନ୍ତି। ଗୋଟିଏ ଦିନରେ ୩ଟି ଆକ୍ରମଣ ଘଟାଇଛନ୍ତି ଆତଙ୍କବାଦୀ। ଇତିମଧ୍ୟରେ ଶୋପିଆନ ଜିଲାରେ ପୁଣି ଜଣେ…

5 years ago

ଗୋରଖପୁର ଆକ୍ରମଣରେ ଆହତ ପୋଲିସକର୍ମୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଲକ୍ଷ୍ନୌ,୪।୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସୋମବାର ଗୋରଖପୁରରେ ପହଞ୍ଚିଛନ୍ତି। ଗୋରଖପୁରରେ ପହଞ୍ଚିବା ପରେ ବିଆର୍‌ଡି ମେଡିକାଲ କଲେଜ ଏବଂ ହସ୍ପିଟାଲକୁ ଯାଇ ଆହତ ପୋଲିସ କର୍ମୀଙ୍କୁ…

5 years ago

ହିମାଚଳ ପ୍ରଦେଶରେ ସାମିଲ ହେଲା ଭାଗବତ ଗୀତା

ଶିମଲା,୪।୪: ଗୁଜରାଟ ଓ କର୍ନାଟକ ପରେ ଏବେ ହିମାଚଳ ପ୍ରଦେଶରେ ପିଲାଙ୍କ ପାଠପଢ଼ାରେ ସାମିଲ ହୋଇଛି ଭାଗବତ ଗୀତା। ୨୦୨୨-୨୩ ପାଠ୍ୟକ୍ରମରେ ନବମରୁ ଦ୍ୱାଦଶ ଶ୍ରେଣୀର ପିଲାଙ୍କ…

5 years ago

ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା ହାଇଦ୍ରାବାଦ

ମୁମ୍ବାଇ,୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ସୋମବାର ୧୨ତମ ମ୍ୟାଚରେ ସନ୍‌ରାଇଜର୍ସ ହାଇଦ୍ରାବଦ ଅଧିନାୟକ କେନ୍‌ ଓ୍ବିଲିୟମ୍‌ସନ୍‌ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଲକ୍ଷ୍ନୌ…

5 years ago

ଗୁଲଜାର ଅହମ୍ମଦ ହେବେ ପାକିସ୍ତାନର କାର୍ଯ୍ୟନିର୍ବାହୀ ପ୍ରଧାନମନ୍ତ୍ରୀ

ଇସ୍‌ଲାମାବାଦ,୪।୪: ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ପାକିସ୍ତାନର ପୂର୍ବତନ ମୁଖ୍ୟ ବିଚାରପତି ଗୁଲଜାର ଅହମ୍ମଦଙ୍କୁ କାର୍ଯ୍ୟନର୍ବାହୀ ପ୍ରଧାନମନ୍ତ୍ରୀ ଭାବେ ମନୋନୀତ କରିଛନ୍ତି। ପାକିସ୍ତାନ ତେହେରିକ-ଇ-ଇନ୍‌ସାଫ(ପିଟିଆଇ)ର କୋର କମିଟିର ପରାମର୍ଶ…

5 years ago

ଆକ୍ସନ ମୁଡରେ ଯୋଗୀ ସରକାର: ଅରୈଆ ଜିଲାପାଳ ନିଲମ୍ବିତ

ଲକ୍ଷ୍ନୌ,୪।୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବେ ଆକ୍ସନ ମୁଡରେ ଅଛନ୍ତି। ବର୍ତ୍ତମାନ ଦୁର୍ନୀତିଖୋର ଅଫିସରଙ୍କ ବିରୋଧରେ ସେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଥିବା ଦେଖିବାକୁ ମିଳୁଛି। ଇତିମଧ୍ୟରେ…

5 years ago

ଇମ୍ରାନଙ୍କ ଉପରେ ମଙ୍ଗଳବାର ନିଆଯିବ ନିଷ୍ପତ୍ତି

ଇସଲାମାବାଦ୍‌,୪।୪:ପାକିସ୍ତାନରେ ରାଜନୈତିକ ସଙ୍କଟ ଥମିବାର ନା ଧରୁନି। ନ୍ୟାଶନାଲ୍‌ ଆସେମ୍ବ୍ଲି ଭଙ୍ଗ ବିରୋଧରେ ବିରୋଧୀଙ୍କ ଆବେଦନ ଉପରେ ପାକିସ୍ତାନର ସୁପ୍ରିମକୋର୍ଟରେ ଶୁଣାଣି ଆସନ୍ତାକାଲି ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି।…

5 years ago

ରାଜ୍ୟ ସଭା ଯିବା ନେଇ ମୁହଁ ଖୋଲିଲେ ନୀତିଶ

ପାଟନା,୪।୪: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ସୋମବାର ମୁଖ୍ୟମନ୍ତ୍ରୀ ପଦ ଛାଡି ରାଜ୍ୟ ସଭାକୁ ଯିବା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ମୁଁ ଏଭଳି ଖବର…

5 years ago

ଆମ ଆଦମୀ ପାର୍ଟିରେ ଯୋଗ ଦେଲେ ପୂର୍ବତନ ପୋଲିସ କମିଶନର

ନୂଆଦିଲ୍ଲୀ,୪।୪:ବେଙ୍ଗାଲୁରୁର ପୂର୍ବତନ ପୋଲିସ କମିଶନର ଭାସ୍କର ରାଓ ସୋମବାର ଦିଲ୍ଲୀର ଆମ ଆଦମୀ ପାର୍ଟିରେ ଯୋଗ ଦେଇଛନ୍ତି। ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଭାସ୍କର ରାଓଙ୍କୁ ଏଏପି…

5 years ago

ରାହୁଲ ଗାନ୍ଧୀଙ୍କ ନାଁରେ ନିଜର ସବୁ ସମ୍ପତ୍ତି କରିଦେଲେ ମହିଳା

ଡେରାଡୁନ,୪।୪: ଉତ୍ତରାଖଣ୍ଡର ଜଣେ ମହିଳା ନିଜର ସବୁ ସମ୍ପତ୍ତି କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ନାଁରେ କରିଦେଇଛନ୍ତି। ୭୮ ବର୍ଷୀୟ ଏହି ମହିଳାଙ୍କ ୫୦ ଲକ୍ଷ…

5 years ago