Home

ଦାମ ରାଉତଙ୍କ କାର୍‌ ଭଙ୍ଗାରୁଜା ଘଟଣା: ସରପଞ୍ଚ ପ୍ରାର୍ଥୀଙ୍କ ସମେତ ୮ ଗିରଫ

କୁଜଙ୍ଗ/ରାହାମା,୨୧ା୨(ଡି.ଏନ୍‌.ଏ.):ପୂର୍ବତନ ମନ୍ତ୍ରୀ ଡା. ଦାମୋଦର ରାଉତଙ୍କ କାର୍‌କୁ ଭଙ୍ଗାରୁଜା କରିବା ଘଟଣାରେ ଜଗତ୍‌ସିଂହପୁର ଜିଲାର ତିର୍ତ୍ତୋଲ ପୋଲିସ ଜଣେ ସରପଞ୍ଚ ପ୍ରାର୍ଥୀଙ୍କ ସମେତ ୮ ଜଣଙ୍କୁ ସୋମବାର…

5 years ago

ମହାମନ୍ତ୍ର ଲେଖି ଇଣ୍ଡିଆ ବୁକ୍‌ ଅଫ୍‌ ରେର୍କଡ୍ସରେ ସ୍ଥାନ

ସିମୁଳିଆ, ୨୨।୨(ଡି.ଏନ.ଏ.):ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ପଣ୍ଡୁ ଅଞ୍ଚଳର ଅବସରପ୍ରାପ୍ତ ଶିକ୍ଷକ ପ୍ରଭାସଚନ୍ଦ୍ର ଗିରି (୬୭) ୩ହଜାର ଘଣ୍ଟାରେ ୬ହଜାର ପୃଷ୍ଠାରେ ୧ଲକ୍ଷ ୯୪ହଜାର ୫୨୪ ଥର…

5 years ago

କାହା ସ୍ବାର୍ଥରେ କୋର୍ଟ ବାହାରେ ସମାଧାନ

ଭୁବନେଶ୍ୱର,୨୨।୨(ବ୍ୟୁରୋ):ନବୀନ ନିବାସକୁ ଲାଗି ଭୀମପୁରା ମୌଜାରେ ଥିବା ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ପ୍ରାୟ ୩ ଏକର ଜମିରେ ବହୁରାଷ୍ଟ୍ରୀୟ କମ୍ପାନୀ ହୋଟେଲ କରିବା ଘଟଣାକୁ ନେଇ ବିବାଦ ଲାଗି…

5 years ago

ସମ୍ମାନ ମିଳିଛି, ସାମ୍ବିଧାନିକ ସ୍ବୀକୃତି ନାହିଁ

ବଲାଙ୍ଗୀର ଅଫିସ, ୨୨ା୨:କୋସଲୀ ଭାଷା, ସାହିତ୍ୟ ଓ ସଂସ୍କୃତିକୁ ନେଇ ବିଶ୍ୱସ୍ତରରେ ସମ୍ମାନ ଓ ଆଦର ମିଳୁଛି। ବିଭିନ୍ନ ଭାଷାରେ ଅନୁବାଦ କରାଯାଉଛି। ଖୋଦ୍‌ କେନ୍ଦ୍ର ଓ…

5 years ago

ମହିଳାଙ୍କୁ ବଳାତ୍କାର ଅଭିଯୋଗରେ ଜେଲ,ଦିନକ ପରେ ଝିଅ ବାହାଘର

ବ୍ରହ୍ମପୁର ଅଫିସ,୨୨ା୨:ଦିନକ ପରେ ଅର୍ଥାତ୍‌ ଆସନ୍ତା ବୁଧବାର ଝିଅ ବାହାଘର ନିର୍ଦ୍ଧାରିତ ହୋଇଛି। ଅନ୍ୟପଟେ ତାଙ୍କ ବାପା ଅନ୍ୟ ଜଣେ ମହିଳାଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ…

5 years ago

୦.୭୨%କୁ ଖସିଲା ସଂକ୍ରମଣ ହାର

ଭୁବନେଶ୍ୱର, ୨୧।୨(ବ୍ୟୁରୋ):ରାଜ୍ୟରେ କରୋନାର ଦୈନିକ ସଂକ୍ରମଣ ହାର ୧ ପ୍ରତିଶତ ତଳକୁ ଖସିଛି। ଗତ ୨୪ଘଣ୍ଟାରେ ୫୩,୬୯୦ ନମୁନା ପରୀକ୍ଷା କରାଯାଇଥିବାବେଳେ ୩୮୮ଜଣ ପଜିଟିଭ୍‌ ବାହାରିଛନ୍ତି। ଫଳରେ…

5 years ago

ତୃତୀୟ ପର୍ଯ୍ୟାୟରେ ୭୮.୬ % ମତଦାନ

ଭୁବନେଶ୍ୱର,୨୨/୨(ବ୍ୟୁରୋ):ତୃତୀୟ ପର୍ଯ୍ୟାୟରେ ରାଜ୍ୟରେ ୭୮.୬ ପ୍ରତିଶତ ମତଦାନ ହୋଇଛି । ଏ ନେଇ ସୋମବାର ରାଜ୍ୟ ନିର୍ବାଚନ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସୁବର୍ଣ୍ଣପୁରରେ ସର୍ବାଧିକ…

5 years ago

ଐତିହ୍ୟ କରିଡର, ଏକାମ୍ର ପ୍ରକଳ୍ପର ସମୀକ୍ଷା

ପୁରୀ ଅଫିସ/ଭୁବନେଶ୍ୱର (ବ୍ୟୁରୋ)/ପୁରୁଣା ଭୁବନେଶ୍ୱର, ୨୨।୨(ଡି.ଏନ୍‌.ଏ.):ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ)ର ମହାନିର୍ଦ୍ଦେଶକ (ଡିଜି) ଭି. ବିଦ୍ୟାବତୀ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଅବସରରେ ସେ…

5 years ago

ଇଭିଏମ୍‌ରେ ରହିବ ‘ନୋଟା’

ଭୁବନେଶ୍ୱର,୨୨ା୨(ବ୍ୟୁରୋ):ଆଗାମୀ ପୌର ନିର୍ବାଚନ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। କେବଳ ତାରିଖ ଘୋଷଣାକୁ ଅପେକ୍ଷା କରାଯାଇଛି। ପଞ୍ଚାୟତ ନିବର୍ର୍ାଚନ ଶେଷ ହେବା ପରେ…

5 years ago

୧୭ ଅପରାଧ ଘଟଣାର ସିବିଆଇ ତଦନ୍ତ ଦାବିରେ ହାଇକୋର୍ଟରେ ମାମଲା

କଟକ ଅଫିସ,୨୨ା୨: ବିଭିନ୍ନ ଜିଲାରେ ଘଟିଥିବା ୧୭ଟି ହତ୍ୟା ଓ ଶିଶୁଚୋରି ଘଟଣାରେ ନ୍ୟାୟ ପାଇଁ ବଞ୍ଚିତ ୧୭ ପରିବାର ମିଳିତ ଭାବେ ସୋମବାର ହାଇକୋର୍ଟରେ ଏକ…

5 years ago