ନୂଆଦିଲ୍ଲୀ,୨୮।୩: ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସ୍ଇ) କୋ-ଲୋକେଶନ ମାମଲାରେ ସମ୍ପୃକ୍ତ ଏହାର ପୂର୍ବତନ ପରିଚାଳନା ନିର୍ଦ୍ଦେଶିକା ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଚିତ୍ରା ରାମକ୍ରିଷ୍ଣାଙ୍କ ବିଚାର ବିଭାଗୀୟ…
ଲକ୍ଷ୍ନୌ,୨୮।୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ଭାଜପାର ବହୁମତରେ ବିଜୟ ପରେ ଯୋଗୀ ଆଦିତ୍ୟନାଥ ସରକାର ଗଠନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଯୋଗୀ ସରକାର…
କୋଲକାତା,୨୮।୩: ପଶ୍ଚିମବଙ୍ଗ ବିଧାନସଭାରେ ସୋମବାର ବଜେଟ ଅଧିବେଶନର ଶେଷ ଦିନରେ ଗୃହରେ ଉତ୍ତେଜନା ଦେଖାଦେଇଛି। ଭାଜପା ବୀରଭୂଇଁ ହିଂସା ଉପରେ ଚର୍ଚ୍ଚା କରିବାକୁ ଚାହୁଁଥିବା ବେଳେ ଟିଏମ୍ସି…
ଲକ୍ଷ୍ନୌ,୨୮।୩: ଉତ୍ତରପ୍ରଦେଶ କୁଶୀନଗରରେ ଭାଜପାର ବିଜୟ ଉତ୍ସବ ପାଳନ ସମୟରେ ଜଣେ ମୁସଲମାନ ଯୁବକ ବାବରଙ୍କ ମୃତ୍ୟୁ ଘଟଣାରେ ତାଙ୍କ ପରିବାରବର୍ଗଙ୍କୁ ଯୋଗୀ ସରକାର କ୍ଷତିପୂରଣ ରାଶି…
ବଡଗାମ,୨୮।୩: ମଧ୍ୟ କଶ୍ମୀରର ବଡଗାମରେ ଜମ୍ମୁ-କଶ୍ମୀର ପୋଲିସକୁ ବଡ଼ ସଫଳତା ମିଳିଛି। ବଡଗାମ ଜିଲାରୁ ୨ଜଣ ଲସ୍କର-ଇ-ତୋଏବା ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ଏଥିସହ ସେମାନଙ୍କ ନିକଟରୁ ବହୁ…
ଗାଜିଆବାଦ,୨୮।୩: ଉତ୍ତରପ୍ରଦେଶର ଗାଜିଆବାଦ ସ୍ଥିତ ଡାସନା ଅଞ୍ଚଳରେ ଥିବା ଏକ ପେଟ୍ରୋଲ ପମ୍ପ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟ୍ ହୋଇଥିବା ଘଟଣା ସାମ୍ନାକୁ ଆସିଛି। ଦିନ ଦ୍ୱିପ୍ରହରରେ…
ନୂଆଦିଲ୍ଲୀ,୨୮।୩: ରାଜଧାନୀ ଦିଲ୍ଲୀର ଗାଜିପୁରରେ ଡମ୍ପିଂ ୟାର୍ଡରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଖବର ପାଇ ଘଟଣାସ୍ଥଳରେ ୬ଟି ଦମକଳ ଗାଡ଼ି ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ…
ମୁମ୍ବାଇ,୨୮।୩: ଦେଶର ସର୍ବ ପୁରାତନ ରାଜନୈତିକ ଦଳ କଂଗ୍ରେସ ପାଇଁ ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ତଥା କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀଙ୍କ ହୃଦୟ ତରଳିଛି।…
ପୁଣେ,୨୮।୩: ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ନେତା ମାଜିଦ ମେମନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ଟୁଇଟ କରି କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…
ଆଜି ହେଉଛି ଭାରତର ଅନ୍ୟତମ ସଫଳ ଟେଷ୍ଟ କ୍ରିକେଟର ପଲି ଉମ୍ରିଗରଙ୍କ ଜୟନ୍ତୀ। ୯୬ ବର୍ଷ ପୂର୍ବେ ସେ ମାର୍ଚ୍ଚ ୨୮ ୧୯୨୬ରେ ମହାରାଷ୍ଟ୍ରର ସୋଲାପୁରରେ ଜନ୍ମଗ୍ରହଣ…