Home

ଦ୍ୱିତୀୟ ସ୍ଥାନକୁ ଖସିଲା ଖୋର୍ଦ୍ଧା

ଭୁବନେଶ୍ୱର, ୧୭।୨ (ବ୍ୟୁରୋ): ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବା ସହ ନିୟନ୍ତ୍ରଣକୁ ଆସୁଛି। ଏଥିସହ ଦୈନିକ ସଂକ୍ରମଣରେ ସବୁବେଳେ ଶୀର୍ଷରେ ରହୁଥିବା ଖୋର୍ଦ୍ଧା ଜିଲା…

5 years ago

ପାରମ୍ପରିକ ରୀତିନୀତିରେ ବିବାହ କରିବେ ଫରହାନ-ଶିବାନୀ

ମୁମ୍ବାଇ: ବଲିଉଡ ଅଭିନେତା ଫରହାନ ଅଖତର ଓ ଶିବାନୀ ଦାଣ୍ଡେକର ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ଫେବୃଆରୀ ୧୯ରେ ମହାରାଷ୍ଟ୍ରୀୟ ପାରମ୍ପରିକ ରୀତିନୀତିରେ ଦୁହେଁ ବିବାହ…

5 years ago

ଅମରିନ୍ଦରଙ୍କୁ ବହିଷ୍କାର କାରଣ କହିଲେ ରାହୁଲ

ଚଣ୍ଡିଗଡ଼,୧୭।୨: ପଞ୍ଜାବ ବିଧାନସଭା ନିର୍ବାଚନ ଫେବୃଆରୀ ୨୦ରେ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ନିର୍ବାଚନୀ ପ୍ରଚାର ଜୋରଦାରରେ କରାଯାଇଛି। କଂଗ୍ରେସ, ଭାଜପା,…

5 years ago

ଦିଲ୍ଲୀ ସୀମାପୁରୀ ଅଞ୍ଚଳରୁ ଏକ ସନ୍ଦିଗ୍ଧ ବ୍ୟାଗ ଜବତ

ନୂଆଦିଲ୍ଲୀ,୧୭।୨: ରାଜଧାନୀ ଦିଲ୍ଲୀ ସ୍ଥିତ ପୁରୁଣା ସୀମାପୁରୀ ଅଞ୍ଚଳରୁ ଗୁରୁବାର ମଧ୍ୟାହ୍ନରେ ସନ୍ଦେହଜନକ ଏକ ବ୍ୟାଗ ଜବତ ହୋଇଛି। ଉକ୍ତ ବ୍ୟାଗରେ ଆଇଇଡି ବିସ୍ଫୋରକ ସାମଗ୍ରୀ ଥିବା…

5 years ago

ଫୁଡ୍‌ ଡେଲିଭରୀ ବୟ ଚରିତ୍ରରେ କମେଡି କିଙ୍ଗ୍‌ କପିଲ ଶର୍ମା

ମୁମ୍ବାଇ: କମେଡି କିଙ୍ଗ୍‌ କପିଲ ଶର୍ମାଙ୍କ ପ୍ରଶଂସକଙ୍କ ପାଇଁ ଏକ ଖୁସିଖବର। ‘କିସ-କିସ କୋ ପ୍ୟାର୍‌ କରୁଁ’ ଓ ‘ଫିରଙ୍ଗି’ ଭଳି ଫିଲ୍ମରେ କାମ କରିବା ପରେ…

5 years ago

ଆସନ୍ତାକାଲି ହିଜାବ ବିବାଦ ଶୁଣାଣି

ବେଙ୍ଗାଲୁରୁ,୧୭ା୨: ହିଜାବ ବିବାଦ ଉପରେ ଶୁଣାଣି ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି।ରାଜ୍ୟର ଶିକ୍ଷାନୁଷ୍ଠାନଗୁଡ଼ିକରେ ହିଜାବ ଉପରେ ନିଷେଧାଦେଶ ଜାରି କରାଯାଇଥିବା ଆବେଦନ ଉପରେ କର୍ନାଟକ…

5 years ago

ଭଲ କ୍ୟାପଶନ୍‌ ଦେଲେ ଘରକୁ ଡକାଇବେ ଅନୁପମ

ମୁମ୍ବାଇ: ବଲିଉଡର ଭେଟେରାନ ଅଭିନେତା ଅନୁପମ ଖେର ତାଙ୍କର ଅନନ୍ୟ ଶୈଳୀ ପାଇଁ ବେଶ୍‌ ଜଣାଶୁଣା। ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ ରହୁଥିବା ଅନୁପମ ଖେର ପ୍ରାୟ…

5 years ago

ଗୁଳି ଚଳାଇଲା ରୁଷିଆ ସେନା

କ୍ୱିଭ୍‌,୧୭ା୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଆଭ୍ୟନ୍ତରୀଣ ପରିସ୍ଥିତି ଅତ୍ୟନ୍ତ ଖରାପ ହେବାରେ ଲାଗିଛି। ପୂର୍ବ ୟୁକ୍ରେନରେ ରୁଷିଆ ସେନା ଏକ ଗାଁରେ ଗୁଳି ଚଳାଇଥିବା ୟୁକ୍ରେନ…

5 years ago

ୟୁକ୍ରେନରେ ଫସିରହିଥିବା ୧୮ହଜାର ଭାରତୀୟଙ୍କୁ ଫେରାଇ ଆଣିବାକୁ ଅଣ୍ଟା ଭିଡ଼ିଲେ ସରକାର: ବିମାନ ଉଡାଣ ଉପରୁ ହଟାଇଲେ ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୭।୨: ରୁଷ ଓ ୟୁକ୍ରେନ ମଧ୍ୟରେ ଲାଗିରହିଥିବା ବିବାଦ ଭାରତର ଚିନ୍ତା ବଢ଼ାଇ ଦେଇଛି। ୟୁକ୍ରେନରେ ଫସି ରହିଥିବା ଭାରତୀୟଙ୍କ ସୁରକ୍ଷାକୁ ନେଇ ଭାରତରେ ଥିବା ସେମାନଙ୍କ…

5 years ago

ଡାକ୍ତରଙ୍କ ସମ୍ପତ୍ତି ଦେଖି ଭିଜିଲାନ୍ସ ଅଧିକାରୀ ଜଳକା, ଗଣିବାକୁ ଦରକାର ପଡ଼ିଲା ମେଶିନ

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ଭିଜିଲାନ୍ସ ଇତିହାସରେ ରେକର୍ଡ। ଡାକ୍ତରଙ୍କ ସମ୍ପତ୍ତି ଦେଖି ଭିଜିଲାନ୍ସ ଅଧିକାରୀ ଜଳକା ପାଲଟି ଯାଇଛନ୍ତି। କାକଟପୁର ଚାରିଛକରେ କାର୍ଯ୍ୟରତ ଡାକ୍ତର ସୁକାନ୍ତ ଜେନା ଗିରଫ ହୋଇଛନ୍ତି।…

5 years ago