Home

ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସରେ ଅଭିନନ୍ଦନ

ପାରଳାଖେମୁଣ୍ଡି,୯ା୨(ଡି.ଏନ୍‌.ଏ.):ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡିର ଯୁକ୍ତ ୨(କଳା) ପ୍ରଥମ ବର୍ଷର ଛାତ୍ର ଅଭିନନ୍ଦନ ଡି.ଲାଲ୍‌କୁମାର ୮ସେକେଣ୍ଡରେ ୨୮ ରାଜ୍ୟର ନାମ କହି ଇଣ୍ଡିଆ ବୁକ୍‌ ଅଫ୍‌…

5 years ago

ଆଇଜି ହେଲେ ଗଜଭିୟେ

ଭୁବନେଶ୍ୱର, ୯ା୨(ବ୍ୟୁରୋ):ବରିଷ୍ଠ ଆଇପିଏସ୍‌ ଅଫିସର ଗଜଭିୟେ ସତୀଶ୍‌ କୁମାର ଈଶ୍ୱରଦାସ ଇନ୍‌ସପେକ୍ଟର ଜେନେରାଲ ଅଫ୍‌ ପୋଲିସ୍‌ (ଆଇଜିପି) ର଼୍ୟାଙ୍କ୍‌କୁ ପଦୋନ୍ନତି ପାଇଛନ୍ତି। ଏହି ପଦୋନ୍ନତି ୨୦୨୦ ଜାନୁୟାରୀ…

5 years ago

ଖବରଦାତା ରୋହିତ ବିଶ୍ୱାଳଙ୍କ ପରିବାରକୁ ସରକାର ଦେଲେ ଅନୁକମ୍ପା ରାଶି

ଭୁବନେଶ୍ୱର (ବ୍ୟୁରୋ)/ମ. ରାମପୁର, ୯ା୨(ଡି.ଏନ୍‌.ଏ):ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ପ୍ରାଣ ହରାଇଥିବା ‘ଧରିତ୍ରୀ’ ଖବରକାଗଜର କଳାହାଣ୍ଡି ଜିଲା ମଦନପୁର-ରାମପୁର ବ୍ଲକ୍‌ ଖବରଦାତା ରୋହିତ ବିଶ୍ୱାଳଙ୍କ ପରିବାରକୁ ୪ଲକ୍ଷ ଟଙ୍କାର…

5 years ago

ଚାଉଳକୁ ନେଇ ବିଜେଡି, ଭାଜପା ନାଟକ କରୁଛନ୍ତି: କଂଗ୍ରେସ

ଭୁବନେଶ୍ୱର, ୯ା୨(ବ୍ୟୁରୋ):ଅରୁଆ ଓ ଉଷୁନା ଚାଉଳକୁ ନେଇ ରାଜନୀତି ଜୋର୍‌ ଧରିଛି। ସମ୍ପ୍ରତି ପଞ୍ଚାୟତ ନିର୍ବାଚନ ଥିବାରୁ ଅରୁଆ ଓ ଉଷୁନା ଚାଉଳକୁ ନେଇ ଉଭୟ ଶାସକ…

5 years ago

ଶାସକ ଦଳର ଗୁଣ୍ଡାଗର୍ଦ୍ଦି ଗଣତନ୍ତ୍ର ପ୍ରତି ବିପଦ: ଭାଜପା

ଭୁବନେଶ୍ୱର, ୯ା୨(ବ୍ୟୁରୋ):ସରକାରୀ କଳର ଅପବ୍ୟବହାର କରି ଶାସକ ଦଳ କାର୍ଯ୍ୟକର୍ତ୍ତାଙ୍କ ଗୁଣ୍ଡାଗର୍ଦ୍ଦି ବର୍ତ୍ତମାନ ରାଜ୍ୟର ସ୍ବଚ୍ଛ ଗଣତନ୍ତ୍ର ପ୍ରତି ବିପଦ ଆଣିଛି। ଏହାସତ୍ତ୍ୱେ ଭୋଟରଙ୍କୁ ପ୍ରଭାବିତ କରିବା…

5 years ago

ପ୍ରଚାରକୁ ଓହ୍ଲାଇଲେ ଦୁଇ ଗର୍ଭବତୀ ପ୍ରାର୍ଥୀ

ନିରାକାରପୁର,୯ା୨(ଡି.ଏନ୍‌.ଏ.):ଖୋର୍ଦ୍ଧା ନିର୍ବାଚନମଣ୍ଡଳୀ ଟାଙ୍ଗୀ ବ୍ଲକ ଅନ୍ତର୍ଗତ ନିରାକାରପୁର ପଞ୍ଚାୟତରେ ସରପଞ୍ଚ ଓ ସମିତିସଭ୍ୟ ପ୍ରାର୍ଥୀଭାବେ ଦୁଇଜଣ ଗର୍ଭବତୀ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି। ନିରାକାରପୁର ପଞ୍ଚାୟତ ସରପଞ୍ଚ ପଦ…

5 years ago

କଶ୍ମୀର ବିବାଦରେ ବହୁରାଷ୍ଟ୍ରୀୟ କମ୍ପାନୀ

ନୂଆଦିଲ୍ଲୀ, ୯ା୨:କଶ୍ମୀର ଉପରେ ସୋସିଆଲ ମିଡିଆରେ ବିବାଦୀୟ ପୋଷ୍ଟ କରି ଅଡ଼ୁଆରେ ପଡ଼ିଛନ୍ତି ଏକାଧିକ ବହୁରାଷ୍ଟ୍ରୀୟ କମ୍ପାନୀ। କାର୍‌ ନିର୍ମାଣକାରୀ ଦକ୍ଷିଣ କୋରିଆ କମ୍ପାନୀ ହ୍ୟୁଣ୍ଡାଇ, କିଆ,…

5 years ago

ଆଜି ଓଏସ୍‌ଏସ୍‌ଟିଇଟି: କପି କରି ଧରାପଡ଼ିଲେ ଜୀବନଯାକ ପରୀକ୍ଷା ମନା

କଟକ ଅଫିସ,୮ା୨: ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର ଏଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ବୁଧବାର ଅନୁଷ୍ଠିତ ହେବ। କୋଭିଡ୍‌ କଟକଣା ମଧ୍ୟରେ ରାଜ୍ୟର ୩୩୮ଟି କେନ୍ଦ୍ରରେ ୭୨,୨୮୦ ଛାତ୍ରୀଛାତ୍ର…

5 years ago

ଯୁକ୍ତ୨: ମାର୍କ ଅପ୍‌ଲୋଡ୍‌ ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର, ୯ା୨(ବ୍ୟୁରୋ):ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ତ୍ରୈମାସିକ ଶେଷ ପରୀକ୍ଷା ମାର୍କକୁ ଷ୍ଟୁଡେଣ୍ଟ ଏକାଡେମିକ୍‌ ମ୍ୟାନେଜମେଣ୍ଟ ସିଷ୍ଟମ (ସାମ୍ସ)ରେ ଅପ୍‌ଲୋଡ୍‌ କରିବା ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ…

5 years ago

୧୪ରୁ ଖୋଲିବ ପ୍ରି-ସ୍କୁଲ

ଭୁବନେଶ୍ୱର, ୯ା୨(ବ୍ୟୁରୋ):ରାଜ୍ୟର ସମସ୍ତ ଘରୋଇ ପ୍ରି-ସ୍କୁଲ (ପ୍ଲେ ଓ କେଜି ଶ୍ରେଣୀ) ଖୋଲିବା ପାଇଁ ମଙ୍ଗଳବାର ରାଜ୍ୟ ସରକାର ଅନୁମତି ଦେଇଛନ୍ତି। କୋଭିଡ୍‌ ଗାଇଡ୍‌ଲାଇନ୍‌ ଅନୁପାଳନ ସହ…

5 years ago