Home

ମାନବ ଜାତିକୁ ଶେଷ କରିଦେଇପାରେ ଏଆଇ, ପରମାଣୁ ଯୁଦ୍ଧ

ଲଣ୍ଡନ, ୧୨ା୧୦: ଆଗାମୀ ୨୧୦୦ ମସିହା ସୁଦ୍ଧା ପୃଥିବୀରୁ ମାନବ ସଭ୍ୟତା ବିଲୁପ୍ତ ହୋଇଯିବାର ଆଶଙ୍କା ପ୍ରକାଶ ପାଇଛି। ବିଶ୍ୱପ୍ରସିଦ୍ଧ ଚିକିତ୍ସା ବିଜ୍ଞାନ ପତ୍ରିକା ‘ଦି ଲାନ୍‌ସେଟ’ ଦ୍ୱାରା ପ୍ରକାଶିତ ଏକ ସ୍ବତନ୍ତ୍ର କମିଶନ ରିପୋର୍ଟରେ ଏଭଳି ଚେତାବନୀ ଦିଆଯାଇଛି। ଆର୍ଟିଫିସିଆଲ…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ ଶକ୍ତି ଯୁଦ୍ଧବିରତି (energy ceasefire) ହୋଇଥିବା ନେଇ ସେ କହିଛନ୍ତି । ୟୁକ୍ରେନର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର ଏହି ମାର୍ଚ୍ଚରେ ସାମିଲ ହେବାକୁ ସେ ଦେଶର ସମସ୍ତ ରାଜନୈତିକ ଦଳ, ସିଭିଲ୍…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ ଭେଟିଛନ୍ତି । ଏହି ସାକ୍ଷାତ ସମୟରେ ଧର୍ମେନ୍ଦ୍ରଙ୍କ ଝିଅ କୀର୍ତ୍ତି କଶ୍ୟପଙ୍କ ସମେତ…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ସୂଚନା ଅନୁଯାୟୀ ବଲାଙ୍ଗୀର ଗୋଲାବାରୁଦ…

ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମୁମ୍ବାଇ,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ ସଦସ୍ୟଙ୍କ ଖାଦ୍ୟରେ ମୂଷାମରା ବିଷ ମିଶାଇଥିବା ଅଭିଯୋଗ ହୋଇଛି । ଖାଦ୍ୟ ଖାଇବା…

ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍‌ କ୍ୟାବିନ୍‌ରେ ଜଳିଲା…..

ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍‌ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା ଘଟିଛି । ବିମାନର କ୍ୟାବିନ୍‌ରେ ରଖାଯାଇଥିବା ଏକ ପାୱାର ବ୍ୟାଙ୍କ୍‌ରେ ନିଆଁ ଲାଗିଯିବାରୁ…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ । ପୋଖରୀରେ କିଛି ମୂଲ୍ୟବାନ ଧାତୁର ମୂର୍ତ୍ତି ଥିବା ସଙ୍କେତ ଦେଇଥିଲେ ।…

କଂଗ୍ରେସ କାର୍ଯ୍ୟାଳୟରେ ଧସ୍ତାଧସ୍ତି ସହ ଚାପୁଡ଼ା ମାଡ଼; ରାଗରେ ବାହାରିଗଲେ ଅଜୟ

ଲକ୍ଷ୍ନୌ,୧୧।୧୦: ରବିବାର ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରେ ନବନିଯୁକ୍ତ ରାଜ୍ୟ ସଭାପତି ଆରାଧନା ମିଶ୍ର ‘ମୋନା’ଙ୍କ ଦାୟିତ୍ୱ ଗ୍ରହଣ ଉତ୍ସବ ସମୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପୂର୍ବତନ ରାଜ୍ୟ ସଭାପତି ଅଜୟ ରାୟ ଏବଂ କଂଗ୍ରେସ କର୍ପୋରେଟର ମମତା ଚୌଧୁରୀଙ୍କ ମଧ୍ୟରେ…

ଡଙ୍ଗା ଓଲଟି ଚାଲିଗଲା ୧୦୦ରୁ ଅଧିକ ଜୀବନ, ୧୧୬ ନିଖୋଜ

ଜିବୁତି ସିଟି,୧୧।୧୦: ପୂର୍ବ ଆଫ୍ରିକାର ଜିବୁତି ଉପକୂଳରେ ଏକ ବଡ଼ ଡଙ୍ଗା ଦୁର୍ଘଟଣା ଘଟିଛି । ପ୍ରାୟ ୩୦୫ ଜଣ ପ୍ରବାସୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା ସମୁଦ୍ରରେ ବୁଡ଼ିଯିବାରୁ ଅତି କମ୍‌ରେ ୧୦୯ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ…

କୁଶପଲ୍ଲୀ ଚଳଚଞ୍ଚଳ: ମା’ ଚାମୁଣ୍ଡାଙ୍କ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା

ଗଞ୍ଜାମ,୧୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲୀସ୍ଥିତ ମା’ ଚାମୁଣ୍ଡାଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଅବସରରେ ୯ ଦିନବ୍ୟାପୀ ନବରାତ୍ର ପୂଜା ଓ ଅଖଣ୍ଡ ଦୀପ ପ୍ରଜ୍ବଳନ ରବିବାରଠାରୁ ଆରମ୍ଭ ହୋଇଛି। ଏଥିପାଇଁ ସମଗ୍ର କୁଶପଲ୍ଲୀ ଓ ଆଖପାଖ…

CM ବିଜୟଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ମୋଦି, କେନ୍ଦ୍ରରୁ ଯାହା….

ଚେନ୍ନାଇ,୧୧।୧୦: ତାମିଲନାଡୁକୁ ବିକାଶର ନୂଆ ଶିଖରରେ ପହଞ୍ଚାଇବା ପାଇଁ କେନ୍ଦ୍ର ସରକାର ସମସ୍ତ ପ୍ରକାରର ସହଯୋଗ ଯୋଗାଇଦେବେ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରବିବାର ଚେନ୍ନାଇରେ ରେଳ, ମେଟ୍ରୋ, ରାଜପଥ, ବନ୍ଦର, ପେଟ୍ରୋଲିୟମ ଓ ଶିକ୍ଷା କ୍ଷେତ୍ର ସହ ଜଡ଼ିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?