ହଠାତ୍ ଆକ୍ରମଣରେ ଥରିଲା ରୁଷିଆ, ହଜାରେରୁ ଅଧିକ ଡ୍ରୋନ୍ ମାଡ଼ କଲା ୟୁକ୍ରେନ
ମସ୍କୋ,୨୦ା୯: ରୁଷିଆ ଉପରେ ୟୁକ୍ରେନ୍ ବଡ଼ଧରଣର ଡ୍ରୋନ୍ ଆକ୍ରମଣ କରିଛି । ରୁଷିଆର ଅଧିକାରୀଙ୍କ ଦାବି ଅନୁସାରେ, ବିଭିନ୍ନ ଅଞ୍ଚଳରେ ୧,୧୦୦ରୁ ଅଧିକ ୟୁକ୍ରେନୀୟ ଡ୍ରୋନ୍ ଉଡ଼ିଥିଲା। ଏଥିରୁ ପ୍ରାୟ ୪୫୦ଟି ମସ୍କୋ ଦିଗକୁ ଆସିଥିବା ଏବଂ ସେଗୁଡ଼ିକୁ ଧ୍ୱଂସ କରାଯାଇଥିବା…
ଏଥର ପୋଲିସ ପାଳି, ବର୍ଦ୍ଦିରେ ରହି ସୋସିଆଲ ମିଡିଆରେ ଫଟୋ ଭିଡିଓ ପୋଷ୍ଟ କଲେ…
ଭୁବନେଶ୍ୱର,୨୦ା୯: ଏଣିକି ପୋଲିସ ପାଳି। ରାଜ୍ୟରେ ଶୃଙ୍ଖଳା ଓ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ କମିଶନରେଟ୍ ପୋଲିସ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ଗାଇଡ୍ଲାଇନ୍ ଜାରି କରାଯାଇଛି। ବର୍ଦ୍ଦିରେ ରହି ସୋସିଆଲ ମିଡିଆରେ ଫଟୋ, ଭିଡିଓ ପୋଷ୍ଟ କରିବା ମନା।…
ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ନେଇ ବଢ଼ିଲା ଚିନ୍ତା: ସମୁଦ୍ର ଛାଡ଼ି କୂଳମୁହାଁ ମତ୍ସ୍ୟଜୀବୀ, ଆଶଙ୍କାରେ ଲୋକେ
ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସହିତ ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବ ଚିନ୍ତା ବାଇଛି। ଫଳରେ ବିଶେଷ କରି ଉପକୂଳ ଅଞ୍ଚଳ ପାରମ୍ପରିକ ମାଛ ଧରାଳିମାନେ ଗଭୀର ସମୁଦ୍ରରୁ ବୋଟ୍ ଯୋଗେ ଫେରିବା ନେଇ ଆଶଙ୍କା ପ୍ରକାଶ ପାଇଛି।…
ବରିଷ୍ଠ ସାମ୍ବାଦିକା ପାୟଲ ମେହେଟ୍ଟାଙ୍କ ଦେହାନ୍ତ, ଶୋକ ପ୍ରକାଶ କରି ପ୍ରଧାନମନ୍ତ୍ରୀ କହିଲେ ତାଙ୍କର…
ନୂଆଦିଲ୍ଲୀ,୨୦ା୯: ବରିଷ୍ଠ ସାମ୍ବାଦିକା ପାୟଲ ମେହେଟ୍ଟାଙ୍କର ମାତ୍ର ୪୬ ବର୍ଷ ବୟସରେ ଦେହାନ୍ତ ହୋଇଛି। ରିପୋର୍ଟ ଅନୁଯାୟୀ, ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ହଠାତ୍ ଅବନତି ଘଟିବା ପରେ ତାଙ୍କର ପରଲୋକ ଘଟିଛି। ତାଙ୍କ ମୃତ୍ୟୁ ଖବର ସାମ୍ବାଦିକତା ଜଗତ ଏବଂ ସାଧାରଣରେ ଶୋକର…
ଜଙ୍ଗଲରେ ପଡ଼ିଛି ହାତୀର ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
ଜଳେଶ୍ୱର,୨୦ା୯(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ବରଡିହା ବନଖଣ୍ଡ କଳମା ପଞ୍ଚାୟତର ଆମ୍ବତୁମ୍ବା ଜଙ୍ଗଲରୁ ଏକ ମାଈହାତୀର ମୃତଦେହ ଉଦ୍ଧାର କରାଯାଇଛି। ପ୍ରାପ୍ତ ସୂଚନା ଅନୁସାରେ, ଶନିବାର ରାତିରେ ଜଙ୍ଗଲ ମଧ୍ୟରେ ଏକ ମାଈ ହାତୀର ଶବ ପଡ଼ିରହିଥିବା…
ଜନସାଧାରଣଙ୍କ ଅଭିଯୋଗ ଶୁଣିଲେ ଏସ୍ପି, ଅନ୍ଧବିଶ୍ୱାସଠାରୁ ଦୂରେଇ ରହିବା ନେଇ…
ଗଞ୍ଜାମ,୨୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ପୋଲିସ ପକ୍ଷରୁ ଫାଣ୍ଡି ପରିସରରେ ଆମ ପୋଲିସ ସମିତି ବୈଠକ ରବିବାର ଅନୁଷ୍ଠିତ ହୋଇଥିଲା। ଛତ୍ରପୁର ଏସ୍ଡିପିଓ ଚନ୍ଦନ ଘଡ଼ାଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସମିତି ବୈଠକରେ ଗଞ୍ଜାମ ଏସ୍ପି ହରିଶ…
ମାଉଜର ଦେଖାଇ ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଝାମ୍ପିନେଲେ ୪ ଦୁର୍ବୃତ୍ତ
ନନ୍ଦପୁର,୨୦ା୯(ତୁଷାରକାନ୍ତ ମହାନ୍ତି): ପାର୍ବଣ ପୂର୍ବରୁ କୋରାପୁଟ ଜିଲାର ବିଭିନ୍ନ ସ୍ଥାନରେ ଚୋରି ଡକାୟତି ରାହାଜାନି ଘଟଣା ଦିନକୁ ଦିନ ବୃଦ୍ଧି ପାଉଛି। ନନ୍ଦପୁର ଥାନା କ୍ଷେତ୍ର ପାଲିବା ନିକଟରେ ଅନ୍ନପୂର୍ଣ୍ଣା ଫାଇନାନ୍ସ କମ୍ପାନୀ କର୍ମଚାରୀ ଋଣ ଟଙ୍କା ଆଦାୟ କରି ଫେରୁଥିବା…
ଶ୍ରୀଗୁଣ୍ଡିଚା ମନ୍ଦିର ପରିଦର୍ଶନ ସହ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ପ୍ରଶାସକ
ପୁରୀ,୨୦ା୯(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଶ୍ରୀମନ୍ଦିର ପ୍ରଶାସନର ବରିଷ୍ଠ ଅଧିକାରୀଗଣ, ଯନ୍ତ୍ରୀ ଏବଂ ସମସ୍ତ ଉପବିଭାଗର ଅଧିକାରୀମାନେ ଉପସ୍ଥିତ…
ଲଟାବୁଦାରେ ଭର୍ତ୍ତି ହୋଇଛି ଗାଁ ଶ୍ମଶାନ, ସଫେଇ ପାଇଁ ଏକାଠି ହେଲେ ଯୁବବର୍ଗ, ଅଧାପନ୍ତରିଆ ହୋଇଥିବା…
ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): ସରକାରଙ୍କ ପକ୍ଷରୁ ଶ୍ମଶାନ ଗୃହ ନିର୍ମାଣ ପାଇଁ ଲକ୍ଷଲକ୍ଷ ଟଙ୍କା ଅନୁଦାନ ଖର୍ଚ୍ଚ କରାଯାଇ ସ୍ବଚ୍ଛତା ଓ ସୌନ୍ଦର୍ଯ୍ୟ ପାଇଁ ପଦକ୍ଷେପ ନିଆଯାଉଛି। କିନ୍ତୁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ଡବେରୀ ଗ୍ରାମର ଶ୍ମଶାନ ଲଟାବୁଦାରେ ଭର୍ତ୍ତି ହୋଇ…
ସକାଳୁ ସକାଳୁ ବର୍ଷାକୁ ନେଇ ବଡ଼ ଅପଡେଟ୍: ଜାରି ହେଲା ଆଲର୍ଟ, ଓଡ଼ିଶାର ଏହି ଜିଲାରେ…
ଭୁବନେଶ୍ୱର,୨୦ା୯(ସୌମ୍ୟରଞ୍ଜନ ରାଉତ): ଉତ୍ତର ଆଣ୍ଡାମାନ ସାଗର ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଶନିବାର ସାରେ ଲଘୁଚାପର ରୂପ ନେଇଛି। ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତ କରି ଆହୁରି ଘନୀଭୂତ ହେବ। ୨୧ ତାରିଖ ସୁଦ୍ଧା ଅବପାତ…
ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ଦିଲ୍ଲୀରୁ ଫେରିବା…
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା
ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର ସନ୍ଧ୍ୟା ୫ଟା ୩୦ ମିନିଟ୍ ସମୟରେ ଏହି ଲଘୁଚାପ କ୍ଷେତ୍ରଟି ସକ୍ରିୟ ହୋଇଛି।…

