Home

୩୦ ବର୍ଷ ପରେ ଅସ୍ତ ହେବେ ଶନି, ହୋଲି ପରେ ଖୋଲିବ ଏହି ୩ ରାଶିର ଭାଗ୍ୟ

ନଅଟି ଗ୍ରହ ମଧ୍ୟରୁ ଗୋଟିଏ ଶନି ମହାରାଜଙ୍କୁ ନ୍ୟାୟ, ଶୃଙ୍ଖଳା ଏବଂ ଦାୟିତ୍ୱର କାରକ ବୋଲି ବିବେଚନା କରାଯାଏ। ଏହା ବ୍ୟକ୍ତିର ଜୀବନର ଅନେକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରକୁ ପ୍ରଭାବିତ କରେ। ପ୍ରକୃତରେ, ବୈଦିକ ଜ୍ୟୋତିଷ ଅନୁସାରେ, ଶନି ଦେବଙ୍କୁ କର୍ମର ଫଳ…

ରାଉରକେଲାକୁ ୮୮୮୪ କୋଟିର ଭେଟି, ବମ୍ପର ନିଯୁକ୍ତି ସୃଷ୍ଟି ହେବ କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୮।୧: ରାଉରକେଲାରେ ଏଣ୍ଟରପ୍ରାଇଜ ଓଡ଼ିଶାର ରଜତ ଜୟନ୍ତୀ ସଂସ୍କରଣ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଉରକେଲା ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଆଜି ବଡ଼ ଘୋଷଣା କରିଛନ୍ତି । ସେ ୮୮୮୪ କୋଟିର ୨୦ଟି ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ…

ଅଜିତ ପାୱାରଙ୍କ ମୃତ୍ୟୁ ପରେ ମୁହଁ ଖୋଲିଲେ VSR Aviation ମାଲିକ, ସମସ୍ୟା….

ମୁମ୍ବାଇ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର VSR ଆଭିଏସନ୍ ଦ୍ୱାରା ପରିଚାଳିତ ଏକ ବମ୍ବାର୍ଡିୟର୍ ଲିୟରଜେଟ ୪୫ ବିମାନରେ ଯାତ୍ରା କରୁଥିଲେ । ବାରାମତି ବିମାନବନ୍ଦରରେ ଅବତରଣ କରିବା ସମୟରେ ଏକ ଖୋଲା ପଡିଆରେ ତାଙ୍କ ବିମାନ କ୍ରାଶ ହୋଇଥିଲା ।…

ଅଜିତ ପାୱାରଙ୍କ କେବେ ଏବଂ କେଉଁଠି ଶେଷକୃତ୍ୟ ହେବ ଜାଣନ୍ତୁ

ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ତଥା ଏନସିପି ନେତା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ହୋଇଛି । ତାଙ୍କ ଅନ୍ତିମ ସଂସ୍କାର ଗୁରୁବାର ସକାଳ ୧୧ଟାରେ ବାରାମତିରେ ହେବ। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ମଧ୍ୟ ଅଜିତ ପାୱାରଙ୍କ ଅନ୍ତିମ ସଂସ୍କାରରେ…

ନବୀନଙ୍କୁ ଭେଟିବେ ପିସିସି ସଭାପତି ଭକ୍ତ ଦାସ, କହୁକହୁ କହିଦେଲେ ଏହି ବଡ଼ କଥା…

ଭୁବନେଶ୍ୱର,୨୮ା୧: ରାଜ୍ୟ ସଭା ନିର୍ବାଚନ ନେଇ ନବୀନଙ୍କ କୋର୍ଟକୁ ବଲ୍‌ ଫିଙ୍ଗିଛନ୍ତି ପିସିସି ସଭାପତି ଭକ୍ତ ଦାସ। ସେ କହିଛନ୍ତି, ମିଶିକି ଆଲୋଚନା କରିବା ପାଇଁ ମୁଁ ସମୟ ମାଗଛି। ଫେବୃଆରୀ ପ୍ରଥମ ସପ୍ତାହରେ ଆଲୋଚନା ହେବ। ସେ କହୁକହୁ ଏକ…

ସାମ୍ନାକୁ ଆସିଲା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଭିଡିଓ, ଶେଷ ମୁହୂର୍ତ୍ତ…

ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଫୁଟେଜ୍ ସାମ୍ନାକୁ ଆସିଛି । ଫୁଟେଜରେ ସ୍ପଷ୍ଟ ଭାବରେ ଦେଖାଯାଉଛି ଯେ ବିମାନଟି ଖସିପଡ଼ିବା ମାତ୍ରେ ଅଗ୍ନିପିଣ୍ଡୁଳା ପାଲଟିଛି । ଏହି ଦୁର୍ଘଟଣାରେ ଅଜିତ ପାୱାରଙ୍କ ସମେତ ମୋଟ ଛଅ…

୨୯ରେ ଗଞ୍ଜାମରେ କୃଷ୍ଣସାର ମୃଗ ଗଣନା, କୌଣସି ଫଟୋ କି ତଥ୍ୟ ପ୍ରଘଟ କରିବେ ନାହିଁ ଛାତ୍ରୀଛାତ୍ର

ଭଞ୍ଜନଗର,୨୮ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଗର୍ବ ଓ ଗୌରବ ହେଉଛି କୃଷ୍ଣସାର ମୃଗ। ଏହି ମୃଗ ଘୁମୁସର ଦକ୍ଷିଣ ବନଖଣ୍ଡରେ ବହୁ ବର୍ଷ ପୂର୍ବେ ଦେଖା ଦେଇଥିଲା। ଏହାର ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଇବା ପରେ ପରବର୍ତ୍ତୀ ପର୍ଯ୍ୟାୟରେ ତାହା…

ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨୦୨୬ ମସିହାରେ ହେବାକୁ ଯାଉଛି…

ଭୁବନେଶ୍ବର,୨୮।୧: ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ବୟାନ ଦେଇଛନ୍ତି । ୨୦୨୬ ମସିହାରେ ବହୁତ କିଛି ହେବ ବୋଲି କହିଛନ୍ତି । ଅନେକଙ୍କୁ ପରୋକ୍ଷ ଭାବେ ସେ ଟାର୍ଗେଟ କରିଛନ୍ତି । ଯୋଗାଣ ମନ୍ତ୍ରୀ କହିଛନ୍ତି…

ଦିଗପହଣ୍ଡିରେ ବନ୍ଦ ପ୍ରଭାବ ଶୂନ୍ୟ: ସବୁ ଖୋଲା, ଗାଡ଼ି ଚଳାଚଳ ବି ସ୍ବାଭାବିକ

ଦିଗପହଣ୍ଡି,୨୮ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ଆଖପାଖ ଅଞ୍ଚଳରେ ନବ ନିର୍ମାଣକୃଷକ ସଙ୍ଗଠନ ପକ୍ଷରୁ ବୁଧବାର ଡାକରା ଦିଆଯାଇଥିବା ୮ ଘଣ୍ଟିଆ ବନ୍ଦ ପାଳନ ପ୍ରଭାବ ଶୂନ୍ୟ ହୋଇଥିବା ଦେଖିବାକୁ ମିଳିଛି। ସମସ୍ତ ଦୋକାନ ବଜାର ଖୋଲା ଥିବାବେଳେ…

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ବିମାନ ଦୁର୍ଘଟଣାର ଗୁରୁତ୍ୱପୂର୍ଣ୍ଣ ତଥ୍ୟ: ଦ୍ୱିତୀୟଥର ଅବତରଣବେଳେ…

ପୁଣେ,୨୮।୧: ମହାରାଷ୍ଟ୍ରର ବାରାମତିରେ ବୁଧବାର ସକାଳେ ଏକ ବିମାନ ଦୁର୍ଘଟଣା ଘଟିଛି। ଏଥିରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ସମେତ ୬ ଜଣଙ୍କର ମୃତ୍ୟୁ ହୋଇଛି। ବିମାନଟି ମୁମ୍ବାଇରୁ ଉଡ଼ାଣ ଆରମ୍ଭ କରିଥିଲା ଏବଂ ବାରାମତିରେ ଅବତରଣ କରିବାକୁ ଯାଉଥିଲା। ଦୁର୍ଘଟଣା ସମ୍ପର୍କରେ…

ସାକ୍ଷୀଗୋପାଳରେ ଓଡ଼ିଶା ବନ୍ଦ: ଯାନବାହନ ଚଳାଚଳ ବାଧାପ୍ରାପ୍ତ

ସାକ୍ଷୀଗୋପାଳ,୨୮ା୧(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାରେ ସାମିଲ ହୋଇ ସତ୍ୟବାଦୀ ବ୍ଲକ କଂଗ୍ରେସ କର୍ମୀମାନେ ବୁଧବାର ରାଜପଥ ଅବରୋଧ କରିଥିଲେ। ପୂର୍ବତନ ପିସିସି ସଭାପତି ତଥା ମନ୍ତ୍ରୀ ପ୍ରସାଦ ହରିଚନ୍ଦନଙ୍କ ନିର୍ଦ୍ଦେଶକ୍ରମେ…

ବିମାନ ଦୁର୍ଘଟଣାରେ ଏହି ୭ ବଡ଼ ନେତାଙ୍କ ଯାଇଛି ଜୀବନ: ଲିଷ୍ଟ୍‌ରେ ୩ ମୁଖ୍ୟମନ୍ତ୍ରୀ ମଧ୍ୟ ସାମିଲ

ପୁଣେ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗତ ୭ ମାସ ମଧ୍ୟରେ ଦେଶ ବିମାନ ଦୁର୍ଘଟଣାରେ ଆଉ ଜଣେ ବଡ଼ ନେତାଙ୍କୁ ହରାଇଛି। ଜୁନ ୨୦୨୫ରେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ବିମାନ ଦୁର୍ଘଟଣାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?