Home

୩୬ ଘଣ୍ଟା ଭିତରେ ୨ ବରିଷ୍ଠ ନେତାଙ୍କୁ ହରାଇଲା କଂଗ୍ରେସ

ନୂଆଦିଲ୍ଲୀ,୨୫।୧୧:ଦେଶର ସର୍ବ ପୁରାତନ ରାଜନୈତିକ ଦଳ କଂଗ୍ରେସ ଗତ ଦୁଇ ଦିନ ମଧ୍ୟରେ ଦୁଇଟି ଗଭୀର ଆଘାତ ପାଇଛି। ଗତ ସୋମବାର ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତରୁଣ ଗୋଗୋଇଙ୍କ ମୃତ୍ୟୁ ପରେ ଆଜି ଅର୍ଥାତ୍‌ ବୁଧବାର ଭେଟେରାନ କଂଗ୍ରେସ ନେତା ଅହମଦ…

ମାଡିଆସୁଛି ବାତ୍ୟା ‘ନିଭାର’: ୧୪୫ କିମି ବେଗରେ ବହିବ ପବନ

ଚେନ୍ନାଇ,୨୫।୧୧: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ନିଭାର’ ମାଡିଆସୁଛି। ବୁଧବାର ସକାଳେ ‘ନିଭାର’ ସ୍ଥଳ ଭାଗ ଛୁଇଁବ। ଏହାକୁକୁ ନଜରରେ ରଖି ତାମିଲନାଡୁରେ ଆର୍ଲଟ ଜାରି କରାଯାଇଛି। ଏହା ପୂର୍ବରୁ ମଙ୍ଗଳବାର ସଂଧ୍ୟାରୁ ପ୍ରବଳ ବର୍ଷା ସହିତ ପବନ ଆରମ୍ଭ ହୋଇଯାଇଛି।…

ଆରପାରିରେ କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲ

ନୂଆଦିଲ୍ଲୀ,୨୫।୧୧: ରାଜ୍ୟ ସଭା ଏମ୍‌ପି ତଥା କଂଗ୍ରେସର ବରିଷ୍ଠ ନେତା ତଥା ଅହମଦ ପଟେଲଙ୍କ ବୁଧବାର ମଲ୍ଟି ଅରଗାନ ଫେଲ ଯୋଗୁ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କ ୭୧ ବର୍ଷ ହୋଇଥିଲା। ସେ କରୋନାରେ ଆକ୍ରାନ୍ତ ହୋଇ କିଛି ଦିନ ହେଲା…

ଯୁବତୀଙ୍କୁ ରକ୍ତ ଦେଲେ ଯବାନ

ଶ୍ରୀନଗର,୨୪।୧୧: ଭାରତୀୟ ସେନାର ଯବାନମାନେ ଲୋକଙ୍କ ସୁରକ୍ଷା ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଦିଅନ୍ତି। ନିଜ ଜୀବନ ପ୍ରତି ଧ୍ୟାନ ନ ଦେଇ ଲୋକଙ୍କୁ ରକ୍ଷା କରନ୍ତି। ଶ୍ରୀନଗରରେ ଏପରି ଏକ ଘଟଣା ସାମ୍ନାକୁ ଆସିଛି। ଦୁଇଜଣ ସିଆରପିଏଫ୍‌ ଯବାନ ଯୁବତୀଙ୍କ…

ସ୍ତ୍ରୀ-ସ୍ବାମୀଙ୍କ ସାଙ୍ଗିଆ ସମାନ ରହିବ ନାହିଁ

ଟୋକିଓ,୨୪।୧୧: ଜାପାନରେ ଏକ ଅଜବ ନିୟମ ଲାଗୁ ହେବାକୁ ଯାଉଛି। ନିୟମ ଅନୁଯାୟୀ ସ୍ତ୍ରୀ-ସ୍ବାମୀଙ୍କର ସମାନ ସାଙ୍ଗିଆ ରହିବ ନାହିଁ। ଜାପାନର ପ୍ରଧାନମନ୍ତ୍ରୀ ୟୋଶିହିଦା ସୁଗା ପୂର୍ବ ନିୟମ ବଦଳାଇ ଖୁବ୍‌ଶୀଘ୍ର ନୂଆ ନିୟମ ଲାଗୁ କରିବା ସପକ୍ଷରେ ଅଛନ୍ତି। ଏଥିପାଇଁ…

ମାଟି ପାତ୍ର ଗଢୁଛନ୍ତି ତୈମୁର

ବଲିଉଡ୍‌ ଅଭିନେତ୍ରୀ କରୀନା କପୁରଙ୍କ ପୁଅ ତୈମୁର ଜଣେ ସେଲିବ୍ରିଟିଙ୍କଠାରୁ କମ ନୁହଁନ୍ତି। କରୀନା ପ୍ରାୟତଃ ତୈମୁରର ଭିଡିଓ ଏବଂ ଫଟୋ ଶେୟାର କରନ୍ତି। ନିକଟରେ ତୈମୁର ମାଟି ପାତ୍ର ଗଢୁଥିବା ଏକ ଭିଡିଓ ସେ ଶେୟାର କରିଛନ୍ତି। ତୈମୁର ଏବଂ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୬୪୮ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ରାଜ୍ୟରେ ଆରୋଗ୍ୟ ହେଲେ ୬୪୮ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୩୦୭୩୭୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରାଯାଇଛି। ମଙ୍ଗଳବାର ଆରୋଗ୍ୟ ହୋଇଥିବା…

ରୁଷିଆ କରୋନା ଟିକା ‘ସ୍ପୁଟନିକ ଭି’ ୯୫% ଫଳପ୍ରଦ ଦାବି

ମସ୍କୋ,୨୪।୧୧: ବିଶ୍ୱର ଅନେକ ଦେଶ ଏବେ କରୋନା ଟିକା ପ୍ରସ୍ତୁତିରେ ଲାଗିପଡିଛନ୍ତି। ରୁଷିଆ ମଧ୍ୟ ନିଜ ଦେଶରେ ପ୍ରସ୍ତୁତ କରୋନା ଟିକା ‘ସ୍ପୁଟନିକ ଭି’ ନେଇ ବେଶ୍‌ ଆଶାବାଦୀ ରହିଛି। ଋଷିଆର ସ୍ବାସ୍ଥ୍ୟ ମନ୍ତ୍ରଣାାଳୟ ପକ୍ଷରୁ କୁହାଯାଇଛି ଯେ ‘ସ୍ପୁଟନିକ ଭି’…

ଓବାମାଙ୍କ ରାଷ୍ଟ୍ରପତି ପଦ ଯିବା ପରେ ସବୁଠୁ ଅଧିକ ଖୁସି ହୋଇଥିଲେ ସ୍ତ୍ରୀ, ଜାଣନ୍ତୁ କାହିଁକି

ଓ୍ବାଶିଟନ୍‌,୨୪।୧୧:ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ନିଜ ପୁସ୍ତକ ଏ ପ୍ରମିଜଡ୍‌ ଲ୍ୟାଣ୍ଡ୍‌କୁ ନେଇ ଏବେ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ନିକଟରେ ସେ ଏକ ଖୁଲାସା କରିଛନ୍ତି। ସେ କହିଛନ୍ତି ଯେ, ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ଛାଡିବା ପରେ ତାଙ୍କ ସ୍ତ୍ରୀ ଅଧିକ…

ଗିରଫ ହେବେ ନାହିଁ କଙ୍ଗନା, କୋର୍ଟ ଦେଲେ ନିର୍ଦ୍ଦେଶ

ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ ଏବଂ ତାଙ୍କ ଭଉଣୀ ରଙ୍ଗୋଲା ଚନ୍ଦେଲଙ୍କ ବିରୋଧରେ ମାମଲା ରଦ୍ଦ ପାଇଁ ଏକ ଆବେଦନ ଉପରେ ବମ୍ବେ ହାଇକୋର୍ଟ ମଙ୍ଗଳବାର ଶୁଣାଣି କରିଛନ୍ତି। ଉଭୟଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ କୋର୍ଟ ମୁମ୍ବାଇ…

୧୯୯୨ ବିଶ୍ୱକପ୍‌ ଜର୍ସି ପିନ୍ଧି ପଡିଆକୁ ଓହ୍ଲାଇବ ଭାରତୀୟ ଦଳ

ସିଡନୀ.୨୪।୧୧: ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜରେ ଭାରତୀୟ ଦଳ ନୂଆ ଜର୍ସିରେ ପଡିଆକୁୁ ଓହ୍ଲାଇବ। ୧୯୯୨ ୱାଲର୍‌ଡ କପରେ ଭାରତୀୟ ଦଳ ଯେଉଁ ଭଳି ଜର୍ସି ପିନ୍ଧିଥିଲା ସେଭଳି ଜର୍ସି ପିନ୍ଧି ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ବ୍ୟାଚ୍‌ ଖେଲିବେ ବୋଲି ଜଣାପଡିଛି। ଭାରତୀୟ…

ଅବସର ପରେ ଟମାଟୋ-ଦୁଗ୍ଧ ବିକ୍ରି କରୁଛନ୍ତି ଧୋନୀ

ରାଞ୍ଚି,୨୪।୧୧: ବଡ଼ ବଡ଼ ସେଲିବ୍ରିଟି ନିଜ ଜୀବନରେ କ’ଣ କରୁଛନ୍ତି କେମିତି ଜୀବନ ବିତାଉଛନ୍ତି ସେ ବିଷୟରେ ଜାଣିବା ପାଇଁ ସମସ୍ତଙ୍କ ଭିତରେ ଉତ୍କଣ୍ଠା ଭରି ରହିଥାଏ। ଏହି କ୍ରମରେ ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧାନୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri