Home

୬.୪% ବଢ଼ିପାରେ ହାରାହାରି ବେତନ

ମୁମ୍ବାଇ: ବର୍ଷ ୨୦୨୧ରେ ଭାରତରେ କାମ କରୁଥିବା ବ୍ୟକ୍ତି ବିଶେଷଙ୍କ ହାରାହାରି ବେତନ ୬.୪% ବଢ଼ିବା ନେଇ ଆକଳନ କରାଯାଇଛି। ଓ୍ବିଲସ ଟାଓ୍ବାର ଓ୍ବାଟଶନ ରିପୋର୍ଟ ମୁତାବକ, ୨୦୨୦ରେ ବେତନ ବୃଦ୍ଧି ୫.୯% ରହିଥିଲା। ଚଳିତ ବର୍ଷ ଏଥିରେ ସାମାନ୍ୟ ବୃଦ୍ଧି…

ରାଜ୍ୟପାଳଙ୍କୁ ବିମାନ ଦେଲେନି ଉଦ୍ଧବ ସରକାର

ମୁମ୍ବାଇ, ୧୨ା୨: ମହାରାଷ୍ଟ୍ର ସରକାର ଓ ରାଜ୍ୟପାଳଙ୍କ ମଧ୍ୟରେ ପୁଣି ସୃଷ୍ଟି ହୋଇଛି ବିବାଦ। ଗୁରୁବାର ସକାଳେ ଉତ୍ତରାଖଣ୍ଡ ଯିବାକୁ ବାହାରିଥିବା ରାଜ୍ୟପାଳ ଭଗତ ସିଂ କୋଶିୟାରୀଙ୍କୁ ସ୍ବତନ୍ତ୍ର ସରକାରୀ ବିମାନ ଯୋଗାଇବାକୁ ମନା କରିଥିଲେ ସରକାର। ଏଥିପାଇଁ ରାଜ୍ୟପାଳ ପ୍ରାୟ…

‘ମମତା କହିବେ ଜୟ ଶ୍ରୀରାମ’

କୁଚବିହାର,୧୨ା୨:ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଜଣେ ବିଫଳ ପ୍ରଶାସିକା। ଆସନ୍ତା ବିଧାନସଭା ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିକାଶ ଓ ମମତାଙ୍କ ବିନାଶ ମଡେଲ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ହେବ ବୋଲି ଗୁରୁବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ତାଚ୍ଛଲ୍ୟ କରିଛନ୍ତି। କୁଚ୍‌ବିହାରରେ ଏକ…

‘କୂ’ରେ ଡାଟା ଅସୁରକ୍ଷିତ

ନୂଆଦିଲ୍ଲୀ,୧୨ା୨: ଦିଲ୍ଲୀ ସୀମାରେ ଚାଲିଥିବା କେନ୍ଦ୍ରର କୃଷି ଆଇନ ବିରୋଧୀ ଚାଷୀ ଆନ୍ଦୋଳନକୁ ସମର୍ଥନ କରି ବିଦେଶୀ ସେଲିବ୍ରିଟିମାନେ ଟୁଇଟ୍‌ କରିବାରେ ଲାଗିଛନ୍ତି। ଏହାକୁ ନେଇ ସରକାର ଟୁଇଟରକୁ ନାଲିଆଖି ଦେଖାଉଥିବାବେଳେ ଭାରତରେ ହଠାତ୍‌ ଉଭା ହୋଇଛି ଆଉ ଏକ ତଥାକଥିତ…

ଆଜି କୋଟିଆ ଶୁଣାଣି

ନୂଆଦିଲ୍ଲୀ, ୧୨।୨:କୋରାପୁଟ୍‌ ଜିଲାର କୋଟିଆ ପଞ୍ଚାୟତ ଅନ୍ତର୍ଗତ ୩ଟି ଗାଁରେ ଆନ୍ଧ୍ରପ୍ରଦେଶ ସରକାର ନିର୍ବାଚନ କରାଉଥିବାରୁ ଏହା ବିରୋଧରେ ଓଡ଼ିଶା ସରକାର ସୁପ୍ରିମକୋର୍ଟରେ ଅଦାଲତ ଅବମାନନା ନେଇ ପିଟିଶନ ଦାଏର କରିଥିଲେ। ପ୍ରଧାନ ବିଚାରପତି ଏସ୍‌.ଏ. ବୋବ୍‌ଡେଙ୍କ ଅଧ୍ୟକ୍ଷତାରେ ୩ ଜଣିଆ…

ଗ୍ରାହକଙ୍କୁ ଠକୁଛନ୍ତି ପେଟ୍ରୋଲ ପମ୍ପ

ନୂଆଦିଲ୍ଲୀ,୧୨।୨:ଦେଶ ମଧ୍ୟରେ ପେଟ୍ରୋଲ ଏବଂ ଡିଜେଲ ଦର ଲଗାତର ବଢ଼ିଚାଲିଛି। ଏବେ ଇନ୍ଧନ ଦର ସର୍ବୋଚ୍ଚ ସ୍ତରରେ ରହିଛି। ଏଭଳି ସ୍ଥିତିରେ କମ୍ପଟ୍ରୋଲର ଆଣ୍ଡ୍‌ ଅଡିଟର ଜେନେରାଲ(ସିଏଜି) ଦେଶର ତୈଳ କମ୍ପାନୀଗୁଡ଼ିକର କାର୍ଯ୍ୟଧାରାକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ପେଟ୍ରୋଲ ଏବଂ ଡିଜେଲର…

ଶନିବାର କରନ୍ତୁ ଏପରି, ହେବ ସୌଭାଗ୍ୟ ପ୍ରାପ୍ତି

କାଶୀ,୧୨।୨: ଜୀବନରେ ଶନିମହାଗ୍ରହଙ୍କ ଯୋଗୁ ବିଭିନ୍ନ ବାଧାବିଘ୍ନ ଆସିଥାଏ। କେତେକ ଶନିଙ୍କୁ ଭୟ କରି ଥାନ୍ତି। ତେବେ ଶନି ମହାଗ୍ରହ ନ୍ୟାୟ କାରକ ଗ୍ରହ। ସେ କାହାପ୍ରତି ଅନ୍ୟାୟ କରି ନ ଥାନ୍ତି। ସୁନା ନିଆଁରେ ପଡ଼ିଲେ ଅଧିକ ଉଜ୍ଜଳ ହେବା…

ଆଜି ହଗ୍‌ ଡେ’: ସାଥୀଙ୍କୁ ଆଲିଙ୍ଗନ କରି କୁହନ୍ତୁ ହୃଦୟ ଖୋଲା କଥା

ପ୍ରେମ ପାଇଁ ଯଦିଓ ନିର୍ଦ୍ଦିଷ୍ଟ ଦିନ,ବାର, ତିଥି ନାହିଁ ତଥାପି ପ୍ରେମୀଯୁଗଳଙ୍କ ପାଇଁ ବର୍ତ୍ତମାନ ଚାଲିଛି ପ୍ରେମ ଋତୁ। ଫେବୃୟାରୀ ୭ରୁ ଏହା ଆରମ୍ଭ ହୋଇଥିବା ବେଳେ ଭାଲେଣ୍ଟାଇନ୍‌ ଡେ’ ଅର୍ଥାତ୍‌ ୧୪ରେ ଶେଷ ହେବ। ଭାଲେଣ୍ଟାଇନ ସପ୍ତାହର ଷଷ୍ଠ ଦିନରେ…

ପୁରୁଣା କାରରେ ଏମିତି ମୁଦ୍ରା ଲଗାଇଲେ ୨ ବନ୍ଧୁ: ଦାମ୍‌ ଜାଣିଲେ…

ଖରାପ ପୁରୁଣା କାରକୁ ଉଚିତ ମୂଲ୍ୟରେ ବିକ୍ରି କରିବା ପାଇଁ ଲୋକମାନେ ତାହାର ମରାମତି କରିଥାନ୍ତି। ନୂଆ ପାର୍ଟ ଲଗାଇବାଠାରୁ ଆରମ୍ଭ କରି ସେଥିରେ ରଙ୍ଗ ଦେବାରେ ଟଙ୍କା ଖର୍ଚ୍ଚ କରିଥାନ୍ତି। ମାତ୍ର ଅଷ୍ଟ୍ରେଲିଆର ୨ ବନ୍ଧୁ ମଧ୍ୟ ଏମିତି କିଛି…

ସଞ୍ଜୟ ଦତ୍ତ ସ୍ତ୍ରୀଙ୍କୁ ଦେଇଥିଲେ ୧୦୦ କୋଟିର ଉପହାର: ଏହି କାରଣରୁ ଫେରାଇ ଦେଲେ

ବଲିଉଡ୍‌ କଳାକାରମାନେ ଦାମୀ ଉପହାର ଦେବାକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ଏମାନଙ୍କ ମଧ୍ୟରେ ଜଣେ ହେଲେ ସଞ୍ଜୟ ଦତ୍ତ। ସଞ୍ଜୟ ତାଙ୍କ ସ୍ତ୍ରୀ ମାନ୍ୟତାଙ୍କୁ ଗୋଟିଏ କି ଦୁଇଟି ନୁହେଁ ୪ଟି ମୂଲ୍ୟବାନ ଫ୍ଲାଟ୍‌ ଉପହାର ରୂପେ ଦେଇଥିଲେ। ଏହି…

ଆଇଏସ୍‌ଆଇ ଲିଙ୍କ୍‌: ଦେଶଦ୍ରୋହ ଅପରାଧରେ ଈଶ୍ୱରଙ୍କୁ ଆଜୀବନ କାରାଦଣ୍ଡ

ବାଲେଶ୍ୱର ଅଫିସ,୧୧।୨- ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ(ଡିଆର୍‌ଡିଓ)ର ଗୁପ୍ତ ତଥ୍ୟ ଆଇଏସ୍‌ଆଇ ଏଜେଣ୍ଟଙ୍କୁ ପ୍ରଦାନ କରିବା ଅଭିଯୋଗରେ ଗିରଫ ଈଶ୍ୱର ବେହେରା ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଏହି ମାମଲାର ବିଚାର କରି ଗୁରୁବାର ବାଲେଶ୍ୱର ଜିଲା…

ବିବାହ କଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

କନ୍ନଡ଼ ଏବଂ ତାମିଲ ଫିଲ୍ମର ପ୍ରସିଦ୍ଧ ଅଭିନେତ୍ରୀ ରଶ୍ମୀ ଜୟରାଜ ଏବଂ ରିଚୁ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଫେବୃୟାରୀ ୧୦ ଅର୍ଥାତ୍‌ ବୁଧବାର ଈଶାଇ ରୀତିନୀତି ଅନୁସାରେ ଏହି ବିବାହ ହୋଇଛି। ଏହି ସମାରୋହରେ ଉଭୟଙ୍କ ପରିବାରର ସଦସ୍ୟ ଉପସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?