ସ୍ବାମୀଙ୍କୁ ଛାଡ଼ପତ୍ର ଦେଇ ଏହି ଅଭିନେତାଙ୍କୁ ବିବାହ କରିବେ ରାକ୍ଷୀ !
ବମ୍ବେ: ବିବାହର କିଛି ବର୍ଷ ନ ଯାଉଣୁ ସ୍ବାମୀ ରିତେଶଙ୍କୁ ଛାଡ଼ପତ୍ର ମାଗିଛନ୍ତି ଡ୍ରାମା କୁଇନ୍ ରାକ୍ଷୀ ସାଓ୍ବନ୍ତ। କେବଳ ଏତିକି ନୁହେଁ ସେ ତାଙ୍କ ପାଇଁ ବରପାତ୍ର ମଧ୍ୟ ବାଛିଛନ୍ତି। ବିଗ୍ବସ୍ରେ ପ୍ରତିଯୋଗୀ ଥିବା ରାକ୍ଷୀ ଅଭିନେତା ଅଭିନବ ଶୁକ୍ଳାଙ୍କ…
ଭାରତୀୟ ଟିମ୍ରେ ଏହି ଖେଳାଳିଙ୍କ ସ୍ଥାନ ନେବେ ରୋହିତ ଶର୍ମା, ଯାଦବଙ୍କ ବିକଳ୍ପ ନେଇ ଛିଣ୍ଡୁନି ଅଙ୍କ
ସିଡନୀ,୫।୧: ଅଷ୍ଟ୍ରେଲିଆ ବିପକ୍ଷରେ ତୃତୀୟ ଟେଷ୍ଟ ମ୍ୟାଚ୍ ଗୁରୁବାରଠାରୁ ଖେଳାଯିବ। ଏଥିରେ ଓପନିଂ ବ୍ୟାଟ୍ସମ୍ୟାନ୍ ଭାବେ ମୟଙ୍କ ଅଗ୍ରଓ୍ବାଲଙ୍କ ସ୍ଥାନ ନେବେ ରୋହିତ ଶର୍ମା। ସେହିଭଳି ଉମେଶ ଯାଦବଙ୍କ ସ୍ଥାନରେ ଶାର୍ଦ୍ଦୁଳ ଠାକୁର ଏବଂ ନବଦୀପ ସାଇନିଙ୍କ ମଧ୍ୟରୁ ଜଣଙ୍କୁ ଚୟନ…
ଟେନ୍ସା ଥାନା ଅଧିକାରୀଙ୍କୁ ତୀରମାଡ, ଗୁରୁତର ଅବସ୍ଥାରେ ଆର୍ଜିଏଚ୍ ସ୍ଥାନାନ୍ତର
ସୁନ୍ଦରଗଡ/ଟେନ୍ସା/ବଣାଇଁ, ୫।୧ (ଡି.ଏନ୍.ଏ)/(ସ୍ବ.ପ୍ର ): ସୁନ୍ଦରଗଡ ଜିଲା କୋଇଡା ବ୍ଲକ ଟେନ୍ସା ଫାଣ୍ଡି ଅଧିକାରୀ ଙ୍କ ଉପରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟା ବେଳେ ତୀର ମାଡହୋଇଛି। ଫାଣ୍ଡି ଅଧିକାରୀ ଅଶୋକ କୁମାର ବେହେରା ପିସିଆର୍ ଭ୍ୟାନ୍ ଯୋଗେ ଜିରୋ…
୨୯ରୁ ବଜେଟ ଅଧିବେଶନ ଆରମ୍ଭ, ଏପ୍ରିଲ ୮ରେ ଶେଷ
ନୂଆଦିଲ୍ଲୀ,୫।୧: ଚଳିତ ଜାନୁୟାରୀ ୨୯ରୁ ସଂସଦରେ ବଜେଟ ଅଧିବେଶନ ଆରମ୍ଭ ହେବ। ଏନେଇ ସଂସଦୀୟ ବ୍ୟାପାର କମିଟି(ସିସିପିଏ) ପକ୍ଷରୁ ସୁପାରିଶ କରାଯାଇଛି। ସଂସଦର ବଜେଟ ଅଧିବେଶନ ୨ଟି ଭାଗରେ ହେବ। ପ୍ରଥମ ଭାଗ ୨୯ ଜାନୁୟାରୀରୁ ଆରମ୍ଭ ହୋଇ ୧୫ ଫେବୃୟାରୀ…
ଭାରତ ଗସ୍ତ ବାତିଲ କଲେ ବ୍ରିଟେନ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୫।୧: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ ନିଜର ଭାରତ ଗସ୍ତକୁ ବାତିଲ କରିଦେଇଛନ୍ତି। ଚଳିତ ବର୍ଷ ଜାନୁୟାରୀ ୨୬ ଗଣତନ୍ତ୍ର ଦିବସରେ ସେ ମୁଖ୍ୟ ଅତିଥି ଥିଲେ। ହେଲେ ବ୍ରିଟେନରେ କରୋନାର ନୂଆ ସଂକ୍ରମଣକୁ ଦୃଷ୍ଟିରେ ରଖି ସେ ନିଜର ଗସ୍ତ…
ବାର୍ଡ ଫ୍ଲୁ ଆତଙ୍କ: କେରଳରେ ବିପର୍ଯ୍ୟୟ ଘୋଷଣା, ଚିକେନ୍-ଅଣ୍ଡା ଦୋକାନ ବନ୍ଦ କରିବାକୁ ନିର୍ଦ୍ଦେଶ
ନୂଆଦିଲ୍ଲୀ,୫।୧: ମହାମାରୀ କରୋନା ପରେ ଏବେ ଦେଶରେ ନୂଆ ସଙ୍କଟ ଦେଖାଦେଇଛି। ଦେଶର ଅନେକ ରାଜ୍ୟରେ ବାର୍ଡ ଫ୍ଲୁ ଆତଙ୍କ ସୃଷ୍ଟି ହୋଇଛି। ରାଜସ୍ଥାନ, ମଧ୍ୟପ୍ରଦେଶ ପରେ ହିମାଚଳ ପ୍ରଦେଶ ଏବଂ କେରଳରେ ବାର୍ଡ ଫ୍ଲୁ ସଂକ୍ରମଣ ବଢ଼ିବାରେ ଲାଗିଛି। ଏହାକୁ…
କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଆସନ୍ତା ୧୦ ଦିନ ମଧ୍ୟରେ ଟିକାକରଣ
ନୂଆଦିଲ୍ଲୀ,୫।୧: ଆଗାମୀ ୧୦ ଦିନ ମଧ୍ୟରେ ଟିକାକରଣ ଆରମ୍ଭ ହୋଇପାରେ। ଏନେଇ ଖବରଦାତା ସମ୍ମିଳନୀରେ କେନ୍ଦ୍ର ସ୍ବାସ୍ଥ୍ୟ ସଚିତ ରାଜେଶ ଭୂଷଣ ମଙ୍ଗଳବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, କରୋନା ଟିକାକୁ ମଞ୍ଜୁରୀ ମିଳିବାର ୧୦ ଦିନ ପରେ ରୋଲ୍ଆଉଟ୍ ହୋଇପାରେ।…
ପରୀ ହତ୍ୟାକାଣ୍ଡ: ଗିରଫ ଅଭିଯୁକ୍ତ ନାବାଳକ ବୋଲି କହିଲେ ପୋକ୍ସୋ କୋର୍ଟ
ନୟାଗଡ଼ ଅଫିସ,୫।୧: ବହୁଚର୍ଚ୍ଚିତ ପରୀ ହତ୍ୟା ଘଟଣାରେ ଜେଲରେ ଥିବା ଅଭିଯୁକ୍ତ ସାବାଳକ ନୁହନ୍ତି ବରଂ ନାବାଳକ। ଏହା କହିଛନ୍ତି ନୟାଗଡ଼ ପୋକ୍ସୋ କୋର୍ଟ। ମଙ୍ଗଳବାର କ୍ରାଇମ୍ବ୍ରାଞ୍ଚ ଏସ୍ଆଇଟି ପକ୍ଷରୁ ଅଭିଯୁକ୍ତଙ୍କ ନାର୍କୋ ଆନାଲିସିସ୍ ପାଇଁ କରାଯାଇଥିବା ଆବେଦନର ଶୁଣାଣି କରି…
ଘଡଘଡି ମାରିବା ସମୟରେ କାନରେ ଲଗାଇଥିଲେ ଇୟରଫୋନ୍, ଘଟିଲା ଏମିତି
ନୋଏଡା,୫।୧: ଗ୍ରେଟର ନୋଏଡାରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଯୁବକ କାନରେ ଇୟରଫୋନ୍ ଲଗାଇବା ମହଙ୍ଗା ପଡିଛନ୍ତି। ବଜ୍ରପାତ ସମୟରେ କାନରେ ଇୟରଫୋନ ବିସ୍ଫୋରଣ ହେତୁ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ସୂଚନାଯୋଗ୍ୟ, ଗୌତମ ନାମକ ଜଣେ ଯୁବକ ତାଙ୍କ…
ପ୍ରଶଂସକଙ୍କୁ ଖୁସି ଖବର ଦେଲେ କମେଡିଆନ୍ କପିଲ ଶର୍ମା
ବମ୍ବେ: ପ୍ରଶଂସକଙ୍କୁ ‘ଗୁଡ୍ ନ୍ୟୁଜ୍’ ଦେଲେ କମେଡିଆନ୍ କପିଲ ଶର୍ମା। ଯଦି ଭାବୁଛନ୍ତି ଆଉ ଏକ ନୂଆ ଅତିଥି ତାଙ୍କ ଘରକୁ ଆସୁଛି ବୋଧହୁଏ, ତେବେ ନା। ଏହି ଖୁସି ଖବର ବ୍ୟକ୍ତିଗତ ନୁହେଁ ବରଂ କର୍ମଜୀବନ ସହ ଜଡ଼ିତ। ଟେଲି…
କମିବନି ସିଲାବସ୍: ୭୦% ସିଲାବସ୍ରେ ପାଠ ପଢିବେ ଛାତ୍ରୀଛାତ୍ର
ଭୁବନେଶ୍ୱର,୫।୧(ବ୍ୟୁରୋ): ରାଜ୍ୟରେ ଆସନ୍ତା ଜାନୁଆରୀ ୮ ରେ ସ୍କୁଲଗୁଡିକ ଖୋଲିବ। ଏ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ତେବେ ସ୍କୁଲ ଖୋଲିଲେ କେମିତି କେମିତି ପାଠପା ହେବ ସେନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପ୍ରତିକ୍ରିୟା ରଖିଛନ୍ତି।…
ମମତାଙ୍କ ସରକାରକୁ ପୁଣି ଝଟ୍କା: ଲକ୍ଷ୍ମୀ ରତନ ମନ୍ତ୍ରୀ ପଦରୁ ଦେଲେ ଇସ୍ତଫା
କୋଲକାତା,୫।୧: ପଶ୍ଚିମବଙ୍ଗରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସରକାରଙ୍କୁ ମଙ୍ଗଳବାର ପୁଣି ଏକ ଝଟ୍କା ଲାଗିଛି। ମନ୍ତ୍ରୀ ପଦରୁ ତୃଣମୂଳ କଂଗ୍ରେସ ନେତା ଲକ୍ଷ୍ମୀ ରତନ ଶୁକ୍ଳା ଇସ୍ତଫା ଦେଇଛନ୍ତି। ପୂର୍ବତନ କ୍ରିକେଟର ଲକ୍ଷ୍ମୀ ରତନ ମମତାଙ୍କୁ ସରକାରରେ କ୍ରୀଡ଼ା ମନ୍ତ୍ରୀ ଥିଲେ।…
Archives


