Home

ପାର୍କିଂ ସମୟରେ କାର ଉପରେ ଚଢିଗଲା ୮୦ ଲକ୍ଷ ଟଙ୍କାର ଆଉ ଏକ କାର

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ଜଣେ ଯୁବକ ଏକ ବିଳାସପୂର୍ଣ୍ଣ କାର ପାର୍କିଂ କରୁଥିବାବେଳେ ହଠାତ୍‌ କାରଟି ଅନ୍ୟ ଏକ କାର ଉପରେ ଚଢିଯାଇଥିବା ଭିଡିଓ ବର୍ତ୍ତମାନ ଭାଇରାଲ ହେବାରେ ଲାଗିଛି। ଏହି ଘଟଣାଟି ୟୁ.କେରେ ଘଟିଛି।…

ମଙ୍ଗଳବାର ୮ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ମୋଦି: ଭ୍ୟାକ୍ସିନ ଉପରେ ହୋଇପାରେ ଚର୍ଚ୍ଚା

ନୂଆଦିଲ୍ଲୀ,୨୩।୧୧: ଭାରତରେ ଦିନକୁ ଦିନ କରୋନା ସଂକ୍ରମଣ ବେକାବୁୁ ହେବାରେ ଲାଗିଛି। କିଛି ଦିନରୁ ଭାରତରେ କରୋନା ସଂକ୍ରମଣ ମାମଲା ୫୦ହଜାରୁ ତଳକୁ ଥିବା ବେଳେ ଆଉ କେତେକ ରାଜ୍ୟରେ କରୋନା ଗ୍ରାଫ୍‌ ବଢ଼ିବାରେ ଲାଗିଛି। ଏହାର ମୁକାବିଲା ପାଇଁ କେନ୍ଦ୍ର…

ଏକ ମିନିଟ୍‌ରେ ୬୮ ବୋତଲର ଠିପି ଖୋଲି ଗିନିଜ୍‌ ଓ୍ବାର୍ଲ୍‌ଡ ରେକର୍ଡରେ ନାଁ ଲେଖାଇଲେ ବ୍ୟକ୍ତି

ହାଇଦ୍ରାବାଦ,୨୩।୧୧: ପ୍ରାୟ ସମୟରେ ଦେଖାଯାଏ, କୋଲ୍ଡ ଡ୍ରିଙ୍କ୍ସ ଖୋଲିବାକୁ ଓପ୍‌ନର ନ ମିଳିଲେ, ଲୋକେ ନିଜ ଦାନ୍ତରେ ଖୋଲିଥାନ୍ତି। ହେଲେ କେବେ କାହାକୁ ମୁଣ୍ଡରେ ବୋତଲର ଠିପି ଖୋଲିବା ଦେଖିଛନ୍ତି କି? ବୋଧେ ନୁହେଁ। ଭାବୁଥିବେ କେହି ମୁଣ୍ଡରେ ବୋତଲ କିଭଳି…

ବଲିଉଡ୍‌ର ଏହି ପ୍ରସିଦ୍ଧ ଅଭିନେତ୍ରୀମାନଙ୍କ ରହିଛି କୌତୁକିଆ ଡାକନାମ

ବଲିଉଡ୍‌ର ଅଭିନେତ୍ରୀମାନଙ୍କ ପ୍ରକୃତ ନାମ ଜାଣିଛନ୍ତି। ମାତ୍ର ସେମାନଙ୍କର ପରଦା ପଛର ବି ବେଶ୍‌ କୌତୁକିଆ ନାଁ ରହିଛି। ଜାଣନ୍ତୁ କେଉଁ ଅଭିନେତ୍ରୀଙ୍କୁ ତାଙ୍କ ଘରେ କେଉଁ ନାମରେ ଡାକନ୍ତି… ଐଶ୍ୱର୍ଯ୍ୟା ରାୟ : ନୀଳନୟନା ଐଶ୍ୱର୍ଯ୍ୟା ରାୟଙ୍କ ଏକ ସୁନ୍ଦର…

ମହିଳାଙ୍କ ଶରୀରର ଏହି ଅଙ୍ଗ ବଡ଼ ଥିଲେ ଶାଶୁଘରେ ରହେନାହିଁ ଧନର ଅଭାବ

କଥାରେ ଅଛି, ଭାଗ୍ୟରେ ଯାହା ଅଛି ତାହା ମିଳିବ। ହେଲେ ଭାଗ୍ୟ ସେତେବେଳେ ସୃଷ୍ଟି ହୋଇଥାଏ ଯେତେବେଳେ ଆମେ କର୍ମ କରିଥାଉ। ମାତ୍ର ଜ୍ୟୋତିଷ ଶାସ୍ତ୍ରଙ୍କ ଅନୁସାରେ, ଯେଉଁ ମହିଳାମାନଙ୍କ ଶରୀରର ଏହିସବୁ ଅଙ୍ଗ ବଡ଼ ହୋଇଥାଏ ସେମାନଙ୍କ ସ୍ବାମୀଙ୍କ ଭାଗ୍ୟ…

ବରପକ୍ଷ ଯୌତୁକ ମାଗିବାରୁ ନିମନ୍ତ୍ରଣ କାର୍ଡରେ ସୁଇସାଇଡ୍‌ ନୋଟ୍‌ ଲେଖି ଆତ୍ମହତ୍ୟା କଲେ କନ୍ୟାପିତା

ଚଣ୍ଡିଗଡ଼,୨୩ା୧୧: ଯୌତୁକ ରୂପୀ ଭୂତ ସମାଜରୁ ସମ୍ପୂର୍ଣ୍ଣ ମୂଳପୋଛ ହୋଇନାହିଁ। ଆଜି ବି ଏ ସମାଜରେ କିଛି ଯୌତୁକଲୋଭୀ କନ୍ୟାପକ୍ଷଙ୍କୁ ଯୌତୁକ ମାଗିବାକୁ ପଛାଉ ନାହାନ୍ତି। ଫଳରେ ଏଥିରେ ମର୍ମାହତ ହୋଇ ଅନେକ କନ୍ୟା ପିତା ଆତ୍ମହତ୍ୟା କରୁଥିବା ନଜିର ରହିଛି।…

ବିବାହ ଉତ୍ସବରେ ସାମିଲ ହେବେ ମାତ୍ର ଶହେ ଜଣ: ବ୍ୟାଣ୍ଡବାଜା, ଡିଜେ ଉପରେ ଲାଗିଲା ପ୍ରତିବନ୍ଧକ

ଲକ୍ଷ୍ନୌ,୨୩।୧୧: ଦେଶରେ କରୋନା ଭାଇରସ୍‌ ମହାମାରୀ ଆତଙ୍କ ଜାରି ରହିଛି। ଦିଲ୍ଲୀ, ଗୁଜରାଟ ସମେତ କେତେକ ରାଜ୍ୟରେ ପୁଣି ଥରେ କରୋନା ଗ୍ରାଫ୍‌ ବୃଦ୍ଧି ପାଇବାରେ ଲାଗିଛି। ଏଥିଯୋଗୁ କେତେକ ରାଜ୍ୟରେ ରାତ୍ରିକାଳୀନ କର୍ଫ୍ୟୁ ଓ ଲକ୍‌ଡାଉନ ଲାଗୁ ନେଇ ବିଚାର…

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ୨ ଜଣଙ୍କୁ ଆଜୀବନ କାରାଦଣ୍ଡ

କେନ୍ଦୁଝର, ୨୩ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଯୋଡା ଥାନା ଅଞ୍ଚଳରେ ଜଣେ ନାବାଳିକାକୁ ଗଣବଳାତ୍କାର କରିବା ଘଟଣାରେ ଅତିରିକ୍ତ ଜିଲା ଜଜ୍‌ ଓ ସ୍ବତନ୍ତ୍ର ଜଜ୍‌ ଲୋକନାଥ ସାହୁ ସୋମବାର ପୋକ୍ସୋ ଆଇନରେ ୨ ଜଣଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ।…

ସ୍କୁଲ ଫି’ ପ୍ରସଙ୍ଗ: କେତେ କମିବ ସତ୍ୟପାଠ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୨୩।୧୧(ବ୍ୟୁରୋ): କରୋନା ସମୟରେ ଘରୋଇ ସ୍କୁଟ ଫି ଛାଡ କରିବା ମାମଲାର ଶୁଣାଣିକରି ରାଜ୍ୟ ସରକାରଙ୍କଠାରୁ ସ୍ପଷ୍ଟୀକରଣ ମାଗିଛନ୍ତି ହାଇକୋର୍ଟ। ସ୍କୁଲ ଫି କେତେ ହ୍ରାସ କରିପାରିବ ଜଣାଇବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଏ ସମ୍ପର୍କୀତ ସତ୍ୟପାଠ ଦାଖଲ…

ଗର୍ଭାବସ୍ଥାରେ ଶୁଟିଂ କରିଛନ୍ତି ଏହିସବୁ ଅଭିନେତ୍ରୀ: ତେବେ ଜଣଙ୍କର ହୋଇଥିଲା ମିସ୍‌କ୍ୟାରେଜ୍‌

ବଲିଉଡ୍‌ ଅଭିନେତ୍ରୀ କରୀନା କପୁର ଏବେ ନିଜର ଗର୍ଭାବସ୍ଥା ଉପଭୋଗ କରୁଛନ୍ତି। ବର୍ତ୍ତମାନ ତାଙ୍କର ୬ ମାସ ଚାଲିଛି। ଏହାରି ମଧ୍ୟରେ ସେ ଫିଲ୍ମ ଶୁଟିଂ ସେଟ୍‌କୁ ମଧ୍ୟ ଫେରିଛନ୍ତି। ବର୍ତ୍ତମାନ କରୀନା ସ୍ବାମୀ ସୈଫ୍‌ ଅଲ୍ଲୀ ଖାନ୍‌ଙ୍କ ସହ ହିମାଚଳପ୍ରଦେଶରେ…

ଯୁବତୀଙ୍କୁ କଟୁରିରେ ହାଣି ହତ୍ୟା

ନୟାଗଡ଼ ଅଫିସ,୨୩ା୧୧: ନୟାଗଡ଼ ଜିଲା ଗଣିଆ ଥାନା ବିଜୟନଗର ଗ୍ରାମରେ ଜଣେ ଯୁବତୀଙ୍କୁ କଟୁରିରେ ହାଣି କେହି ଦୁର୍ବୃତ୍ତ ହତ୍ୟା କରିଥିବା ଜଣାପଡ଼ିଛି। ତେବେ କିଏ ହତ୍ୟା କରିଛି କାହିଁକି କରିଛି ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ପୋଲିସ ଓ…

ଗଙ୍ଗା-ଯମୁନା-ସରସ୍ବତୀରେ ରହିବେ ଏମ୍‌ପି

ନୂଆଦିଲ୍ଲୀ,୨୩।୧୧: ଏମ୍‌ପିଙ୍କ ରହିବା ପାଇଁ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଭିଡ଼ିଓ କନଫରେନ୍ସିଂରେ ବହୁ ମହଲା ବିଶିଷ୍ଟ ବିଲ୍ଡିଂର ଲୋକାର୍ପଣ କରିଛନ୍ତି। ଏଠାରେ ଗଙ୍ଗା,ଯମୁନା ଏବଂ ସରସ୍ବତୀ ଆଦି ୩ଟି ଟାଓ୍ବାର ରହିଛି। ସ୍ଥାନୀୟ ଡ. ବି.ଡ଼ି ମାର୍ଗଠାରେ ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri