୧୮ରେ ଚାଷୀଙ୍କ ରେଳରୋକୋ
ନୂଆଦିଲ୍ଲୀ, ୧୧।୨(ପି.ଟି.): କୃଷି ଆଇନ ବିରୋଧରେ ଆନ୍ଦୋଳନକୁ ବଢ଼ାଇବା ପାଇଁ କୃଷକ ସଂଗଠନଗୁଡ଼ିକ ଫେବୃୟାରୀ ୧୮ରେ ଦେଶବ୍ୟାପୀ ୪ ଘଣ୍ଟିଆ ରେଳରୋକୋ ପାଇଁ ଡାକରା ଦେଇଛନ୍ତି। ଏଥିସହିତ ୧୨ ତାରିଖରୁ ରାଜସ୍ଥାନରେ ଟୋଲ୍ ଆଦାୟ କରିବାକୁ ଦିଆଯିବନି ବୋଲି ସଂଯୁକ୍ତ କିଷାନ…
ୟୁପିରେ କନଷ୍ଟେବଳଙ୍କୁ ପିଟି ହତ୍ୟା
କାସ୍ଗଞ୍ଜ, ୧୧।୨: ମଦ ମାଫିଆ କିଙ୍ଗ୍ପିନ୍ଙ୍କୁ ଓ୍ବାରେଣ୍ଟ ଦେବାକୁ ମଙ୍ଗଳବାର ସନ୍ଧ୍ୟାରେ ଉତ୍ତରପ୍ରଦେଶର କାସ୍ଗଞ୍ଜ ଜିଲା ଅନ୍ତର୍ଗତ ଏକ ଗ୍ରାମକୁ ଯାଇଥିବା ପୋଲିସ ଟିମ୍ ଉପରେ ନିସ୍ତୁକ ମାଡ଼ ହୋଇଥିଲା। ଏଥିରେ ଜଣେ କନଷ୍ଟେବଳଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ଜଣେ…
ଓସ୍କାର ନୋମିନି ‘ବିଟ୍ଟୁ’
ନୂଆଦିଲ୍ଲୀ, ୧୧ା୨: ଭାରତୀୟ ଶର୍ଟ ଫିଲ୍ମ ‘ବିଟ୍ଟୁ’ ଓସ୍କାର ଦୌଡ଼ରେ ସାମିଲ ହୋଇଛି। କରିସ୍ମା ଦେବଙ୍କ ନିର୍ଦ୍ଦେଶିତ ଏକତା କପୁର, ଗୁନୀତ ମୋଙ୍ଗା, ତାହିରା କଶ୍ୟପ୍ଙ୍କ ଅଭିନୀତ ଏହି କ୍ଷୁଦ୍ର ଚଳଚ୍ଚିତ୍ର ଲାଇଭ ଆକ୍ସନ ଶର୍ଟଫିଲ୍ମ କାଟାଗୋରୀ ପାଇଁ ଓସ୍କାର ପୁରସ୍କାର…
ସିନେଟରେ ମହାଭିଯୋଗ ବିଚାର
ଓ୍ବାଶିଂଟନ,୧୧ା୨: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ବିରୋଧରେ ମଙ୍ଗଳବାର ସିନେଟରେ ମହାଭିଯୋଗ ଶୁଣାଣି ଆରମ୍ଭ ହୋଇଛି। ହ୍ବାଇଟ୍ ହାଉସ୍ ଛାଡ଼ିବା ପୂର୍ବରୁ ଟ୍ରମ୍ପ୍ ଘଟାଇଥିବା ବଡ଼ ଅପରାଧ ନେଇ ଉଚ୍ଚ ସଦନରେ ବିଚାର ଚାଲିଛି। ସିନେଟରେ ଉଭୟ ପକ୍ଷଙ୍କ ପଲା…
ଏମ୍ଏସ୍ପି, ମଣ୍ଡି ରହିବ
ନୂଆଦିଲ୍ଲୀ,୧୧ା୨(ଆଇଏଏନ୍ଏସ୍): କେନ୍ଦ୍ର ସରକାରଙ୍କ ୩ ବିବାଦୀୟ କୃଷି ଆଇନ ବିରୋଧରେ ଚାଷୀଙ୍କ ଆନ୍ଦୋଳନ ବୁଧବାର ୭୭ ଦିନରେ ପହଞ୍ଚତ୍ଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଲୋଚନା ଜରିଆରେ ଏହି ପ୍ରସଙ୍ଗର ସମାଧାନ ପାଇଁ ସେମାନଙ୍କୁ ଆମନ୍ତ୍ରଣ କରିଛନ୍ତି। କୃଷିଜାତ ସାମଗ୍ରୀର ସର୍ବନିମ୍ନ ସହାୟକ…
ଫେମିନା ମିସ୍ ଇଣ୍ଡିଆ ଜିତିଲେ ମାନସା ବାରାଣସୀ
ମୁମ୍ବାଇ,୧୧।୨: ୨୦୨୦ ବର୍ଷ ପାଇଁ ଭିଏଲ୍ସିସି ଫେମିନା ମିସ୍ ଇଣ୍ଡିଆ ଜିତିଛନ୍ତି ମାନସା ବାରାଣସୀ। ଫେମିନା ମିସ୍ ଇଣ୍ଡିଆ ଇନ୍ଷ୍ଟାଗ୍ରାମରେ ଏହା ଘୋଷଣା କରାଯାଇଛି। ଫେବୃୟାରୀ ୧୦ ଆୟୋଜିତ ଗ୍ରାଣ୍ଡ ଫାଇନାଲରେ ତେଲେଙ୍ଗାନାର ମାନସା ବାଜି ମାରିନେଇଛନ୍ତି। ମାନ୍ୟା ସିଂ ଦ୍ୱିତୀୟ…
‘ସମ୍ବଳ ଭିତରେ ପ୍ରକଳ୍ପ ପ୍ରସ୍ତୁତ କର’
ଭୁବନେଶ୍ୱର, ୧୧ା୨(ବ୍ୟୁରୋ): ଜିଲାରେ ଜୀବିକା ନିର୍ବାହ ପନ୍ଥା ଏବଂ ଭିତ୍ତିଭୂମି ବିକାଶକୁ ପରବର୍ତ୍ତୀ ପର୍ଯ୍ୟାୟକୁ ନେବା ଲାଗି ସମ୍ବଳ ଓ ସମ୍ଭାବନାଭିତ୍ତିକ ଅଭିନବ ପ୍ରକଳ୍ପଗୁଡ଼ିକ ପ୍ରସ୍ତୁତ କରିବା ଲାଗି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସମସ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ…
କୃଷି ଋଣ ପ୍ରଦାନରେ ବ୍ୟାଙ୍କ ତତ୍ପରତା ପ୍ରକାଶ କରନ୍ତୁ: ମନ୍ତ୍ରୀ
ଭୁବନେଶ୍ୱର, ୧୧।୨(ବ୍ୟୁରୋ): ଓଡ଼ିଶାରେ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ଋଣ ପ୍ରଦାନ ଦିଗରେ ଜାତୀୟକରଣ ବ୍ୟବସାୟିକ ବ୍ୟାଙ୍କ ଓ ଘରୋଇ ବ୍ୟାଙ୍କ ଅଧିକ ତତ୍ପରତା ପ୍ରକାଶ କରିବା ଆବଶ୍ୟକ। ରିଜର୍ଭ ବ୍ୟାଙ୍କର ନିୟମାବଳୀ ଅନୁଯାୟୀ ବ୍ୟାଙ୍କମାନେ ସମୁଦାୟ ଋଣର ଶତକଡ଼ା ୧୮…
୧୧ ମାସ ପରେ ଖୋଲିଲା ଆଇଆଇଏମ୍
ସମ୍ବଲପୁର,୧୧ା୨(ବ୍ୟୁରୋ): ମହାମାରୀ କରୋନା କଟକଣା ପରେ ସମ୍ବଲପୁର ଆଇଆଇଏମ୍ ବୁଧବାରଠାରୁ ଖୋଲାଯାଇଛି। ଚଳିତ ଶିକ୍ଷାବର୍ଷ ଓ ପୂର୍ବ ବର୍ଷର କେତେକ ଛାତ୍ରୀଛାତ୍ର କ୍ୟାମ୍ପସ୍ରେ ପହଞ୍ଚତ୍ଛନ୍ତି। ପ୍ରତିଷ୍ଠାନ ପକ୍ଷରୁ କେତୋଟି ନୂଆ ନିୟମ କରାଯିବା ସହ ସରକାରଙ୍କ କୋଭିଡ୍ ଗାଉଡ୍ଲାଇନ ପାଳନ କରାଯାଇଛି।…
ୟୁସି ଦାଖଲ ନ କଲେ ଅନୁଦାନ ବନ୍ଦ ହେବ
ଭୁବନେଶ୍ୱର, ୧୧।୨(ବ୍ୟୁରୋ): ଜିଲାଗୁଡ଼ିକ ବିନିଯୋଗ ପତ୍ର (ୟୁସି) ଦାଖଲ ନ କଲେ ଆଗକୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗଠାରୁ ପାଉଥିବା ଆର୍ଥିକ ଅନୁଦାନ ପାଇବାରୁ ବଞ୍ଚତ୍ତ ହେବେ। ବୁଧବାର ବିଭାଗ ପକ୍ଷରୁ ଭିଡିଓ କନ୍ଫରେନ୍ସିଂରେ ଅନୁଷ୍ଠିତ ବୈଠକରେ ସମସ୍ତ…
ଦାୟିତ୍ୱରୁ ହଟିବ ଓରେଡା
ଯାଜପୁର ଅଫିସ,୧୧ା୨: ସୌରଚାଳିତ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ଦାୟିତ୍ୱରୁ ଓରେଡା(ଓଡ଼ିଶା ଅକ୍ଷୟ ଶକ୍ତି ବିକାଶ ଏଜେନ୍ସି) ହଟିବ। ଏହି ପ୍ରକଳ୍ପରେ ଅନିୟମିତତା ଓ ପରିଚାଳନାଗତ ତ୍ରୁଟି ସଂକ୍ରାନ୍ତରେ ବାରମ୍ବାର ଅଭିଯୋଗ ଆସିବା ପରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ…
ଏଣିକି ସବୁଦିନ ଦାରୁଦିଅଁ ଦର୍ଶନ
ପୁରୀ ଅଫିସ,୧୧।୨: ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥାରେ ଥିବା କଟକଣାକୁ କୋହଳ କରାଯାଇଛି। ବୁଧବାର ଏନେଇ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଅର (ଏସ୍ଓପି) ଜାରି ହୋଇଛି। ନୂତନ ଏସ୍ଓପି ଅନୁଯାୟୀ ଏଣିକି ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରରେ ସବୁଦିନ ଦାରୁଦିଅଁଙ୍କ ଦର୍ଶନ କରିପାରିବେ। ପୂର୍ବରୁ ରବିବାର…

