Home

ତେଲ ଦର ବଢୁଛି, ଟିକସ କମୁନି

ଭୁବନେଶ୍ୱର,୧୧।୨: ଲଗାତର ଦ୍ୱିତୀୟ ଦିନ ଲାଗି ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ଘଟିଛି। ଫଳରେ ବୁଧବାର ଇନ୍ଧନ ଦର ସର୍ବୋଚ୍ଚ ସ୍ତର ଛୁଇଁଛି। ରାଷ୍ଟ୍ରାୟତ୍ତ ତୈଳ ବିପଣନ କମ୍ପାନୀଗୁଡ଼ିକର ସୂଚନା ମୁତାବକ, ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୩୧ ପଇସା…

ଭାଜପାକୁ ଦୋଷ ଦେଲେ ବିଜେଡି, କଂଗ୍ରେସ

ଭୁବନେଶ୍ୱର, ୧୧/୨(ବ୍ୟୁରୋ):କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ପ୍ରହଲ୍ଲାଦ ସିଂ ପଟେଲଙ୍କୁ ଓଡ଼ିଆ ଏମ୍‌ପିମାନେ ଭେଟିବା ପରେ ପୁରୀ ଶ୍ରୀମନ୍ଦିର ପାଇଁ ଜାତୀୟ କୀର୍ତ୍ତିରାଜି ପ୍ରାଧିକରଣ (ଏନ୍‌ଏମ୍‌ଏ)ର ପ୍ରସ୍ତାବିତ ଚିଠା ଉପନିୟମ (ବାଇ-ଲ)କୁ ପ୍ରତ୍ୟାହାର କରାଯାଇଛି। ହେଲେ ଏକାମ୍ର କ୍ଷେତ୍ରର ବିଭିନ୍ନ ମନ୍ଦିର ନିମନ୍ତେ…

ମାଟ୍ରିକ ଫର୍ମ ପୂରଣ ଅବଧି ୨ଦିନ ବଢ଼ିଲା

ଭୁବନେଶ୍ୱର, ୧୧।୨(ବ୍ୟୁରୋ):ମେ’ ୩ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ଏବେ ଫର୍ମ ପୂରଣ ପ୍ରକ୍ରିୟା ଜାରି ରହିଥିବାବେଳେ ଏହାର ଅବଧିକୁ ଦ୍ୱିତୀୟଥର ପାଇଁ ବୃଦ୍ଧି କରିଛି ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ)। ବୁଧବାର ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍‌ ପରୀକ୍ଷା (ମାଟ୍ରିକ), ରାଜ୍ୟ…

ଆର୍‌ଟିଓ ହେବ ପେପରଲେସ୍‌

ଭୁବନେଶ୍ୱର,୧୧।୨(ବ୍ୟୁରୋ):ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆରଟିଓ)ଗୁଡ଼ିକର ସମସ୍ତ କାର୍ଯ୍ୟ କାଗଜ ଶୂନ୍ୟ ହେବ। ଗାଡ଼ି ପଞ୍ଜୀକରଣଠାରୁ ଆରମ୍ଭ କରି ପର୍‌ମିଟ, ନବୀକରଣ, ମାଲିକାନା ପରିବର୍ତ୍ତନ, ଲର୍ନର ଲାଇସେନ୍ସ ଇତ୍ୟାଦି ଅନ୍‌ଲାଇନ ଜରିଆରେ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ୯ଟି ଅନ୍‌ଲାଇନ ସେବାର…

ପ୍ରମିଜ୍‌ ଡେ’: ସାଥୀଙ୍କୁ ଦିଅନ୍ତୁ ଏମିତି ଦୃଢ଼ ପ୍ରତିଶ୍ରୁତି

ବର୍ତ୍ତମାନ ଚାଲିଛି ଭାଲେଣ୍ଟାଇନ୍ସ ଓ୍ବିକ୍‌ ବା ପ୍ରେମସପ୍ତାହ। ପ୍ରେମୀଯୁଗଳ ଏହି ସପ୍ତାହରେ ଅସୁମାରୀ ସ୍ବପ୍ନ ଦେଖିଥାନ୍ତି। ନିଜର ସାଥୀ ସହ ପ୍ରତି ମୁହୂର୍ତ୍ତକୁ କେମିତି ସ୍ପେଶାଲ ବା ସ୍ମରଣୀୟ କରିବେ ସେ ନେଇ ବେଶ୍‌ ଉତ୍ସାହିତ ରହିଥାନ୍ତି। ଖାସ୍‌ ଏଥିପାଇଁ ତ…

ମାଉସୀଙ୍କ ଡରରେ ପ୍ରେମିକଙ୍କୁ ଆଲମାରୀରେ ଲୁଚାଇ ରଖିଥିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ବଲିଉଡ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ନିଜ ପୁସ୍ତକ ‘ଅନ୍‌ଫିନିସ୍‌ଡ୍‌’ ଉନ୍ମୋଚନ କରିଛନ୍ତି। ଏହି ପୁସ୍ତକରେ ପ୍ରିୟଙ୍କା ତାଙ୍କ ବ୍ୟକ୍ତିଗତ ଜୀବନ ବିଷୟରେ ଅନେକ ଖୁଲାସା କରିଛନ୍ତି। ଏହି ପୁସ୍ତକରେ ସେ ତାଙ୍କ ଜୀବନର ଖଟା ମିଠା ସ୍ମୃତି ବାଣ୍ଟିଛନ୍ତି। ପ୍ରିୟଙ୍କା ବିବାହ…

ଟିନା ମୁନିମ୍‌ ରୁ ଟିନା ଅମ୍ବାନୀ ପର୍ଯ୍ୟନ୍ତ ଯାତ୍ରା…

ମୁମ୍ବାଇ,୧୧।୨: ବଲିଉଡ ଅଭିନେତ୍ରୀ ଟିନା ଅମ୍ବାନୀଙ୍କୁ ଗୁରୁବାର ୬୪ ବର୍ଷ ପୂରଣ ହୋଇଛି। ସେ ୧୯୫୭ ଫେବୃୟାରୀ ୧୧ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ଟିନା ମୁନିମ୍‌ ଥିଲା। ୧୯୭୮ରେ ଦେବ ଆନନ୍ଦଙ୍କ ଫିଲ୍ମ ଦେଶ ପରଦେଶ୍‌ରେ ଟିନା…

ବିବାହ କରିବାକୁ ଯାଉଛନ୍ତି କି? ଜୀବନସାଥୀଙ୍କ ପାଖରେ ଏହି ୩ ଗୁଣ ଅଛି କି ନାହିଁ ପରଖି ନିଅନ୍ତୁ, ଖୁସିରେ ରହିବେ

ସ୍ବାମସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ଥିଲେ ଦାମ୍ପତ୍ୟ ଜୀବନ ସୁଖମୟ ହୋଇଥାଏ। ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ଦମ୍ପତିଙ୍କର କିଛି ଗୁଣ ବିଷୟରେ କହିଛନ୍ତି। ଜୀବନସାଥୀ ଚୟନ ସମୟରେ ସେ ସବୁ ଗୁଣକୁ ପରଖିଲେ ବୈବାହିକ ଜୀବନ ହସଖୁସିରେ ଅତିବାହିତ ହୋଇଥାଏ।…

୨୮ କୋଟି ଟଙ୍କାର ୧୪ ପ୍ରକଳ୍ପ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୧୦।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପୌରାଞ୍ଚଳରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଗୁରୁବାର ପ୍ରାୟ ୨୮ କୋଟି ଟଙ୍କା ବ୍ୟୟରେ ନିର୍ମିତ ୧୪ ପ୍ରକଳ୍ପର ଉଦ୍‌ଘାଟନ ହେବ। ଦୀର୍ଘଦିନ ଧରି କିଛି ପ୍ରକଳ୍ପର ନିର୍ମାଣ ସରିଥିଲେ ମଧ୍ୟ କରୋନା ମହାମାରୀ ହେତୁ…

ଭାରତୀୟ ଟିମ୍‌ରେ ସାମିଲ ହୋଇଥିଲେ, ହେଲେ ବିନା ଡେବ୍ୟୁରେ ଦଳରୁ ବାହାର ହୋଇଥିଲେ ଏହି ୩ କ୍ରିକେଟର

ନୂଆଦିଲ୍ଲୀ,୧୦।୨: ଭାରତ ପକ୍ଷରୁ ଅନ୍ତରାଷ୍ଟ୍ରୀୟ କ୍ରିକେଟ ଖେଳିବାକୁ ଅନେକ ଲୋକ ଆଶା ରଖିଥାନ୍ତି। ହେଲେ ସେମାନଙ୍କ ମଧ୍ୟରୁ କିଛି ଭାଗ୍ୟବାନଙ୍କୁ ସୁଯୋଗ ମିଳିଥାଏ। ଭାରତ ଅଣ୍ଡର-୧୯, ଭାରତ ଏ ଏବଂ ଆଇପିଏଲ୍‌ ଆଦି ଫର୍ମାଟରେ ଖେଳାଳିମାନଙ୍କ ପ୍ରତିଭାକୁ ଆଗକୁ ଯିବାକୁ ବାଟ…

ଯୌତୁକ ଦେଇ ନାବାଳିକା କନ୍ୟାଙ୍କୁ ବିବାହ କରିଦେଲେ ପରିବାର ଲୋକେ, ଆଉ ତା’ ପରେ…

ଗୋଟିଏ ଝିଅର ବିବାହ ବୟସ ହୋଇ ନ ଥିବା ବେଳେ ପରିବାର ଲୋକେ ତାଙ୍କୁ ବିବାହ କରି ଦେଉଛନ୍ତି। ବିଚରା ଝିଅଟି ବିବାହ ଡ୍ରେସ୍‌, ମେକ୍‌ଅପ୍‌ ନେଇ ସୁନା ଅଳଙ୍କାର ପିନ୍ଧି ପରିବାର ଲୋକଙ୍କ କଥାରେ ବାହା ହୋଇଯାଉଛି। ଖାଲି ଏତିକି…

୮୦ ଫୁଟ ଗଭୀର କୂଅକୁ ୯ବର୍ଷର ଶିଶୁ ଫିଙ୍ଗି ଦେଲେ ଯୁବକ, ୩ ଦିନ ପରେ..

ଫିରୋଜାବାଦ୍‌,୧୦।୨: କଥାରେ ଅଛି ରଖେ ହରି ତ ମାରେ କିଏ, ମାରେ ହରି ତ ରଖେ କିଏ ଏହି ଉକ୍ତିର ଯଥାର୍ଥତା ଉତ୍ତର ପ୍ରଦେଶର ଫିରୋଜାବାଦରେ ଜିଲାରେ ସତ୍ୟ ସାବ୍ୟସ୍ତ ହୋଇଛି। ଏଠାରେ ଏକ ୯ ବର୍ଷୀୟ ବାଳକଙ୍କୁ ୮୦ ଫୁଟ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?