Home

ବୟଫ୍ରେଣ୍ଡ୍‌ଙ୍କ ନୂଆବର୍ଷ ପାଳନ କରିବାକୁ ଯାଇଥିଲେ ଯୁବତୀ, ହୋଟେଲ୍‌ରେ ଘଟିଲା ଏମିତି

ସୁରତ,୪।୧:ଗୁଜରାଟର ସୁରତରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ଯୁବତୀ ବୟଫ୍ରେଣ୍ଡଙ୍କ ସହ ନୂଆବର୍ଷ ପାଳନ ପାଇଁ ଯାଇଥିବାବେଳେ ରହସ୍ୟଜନକ ଭାବେ ହୋଟେଲ୍‌ ରୁମ୍‌ରୁ ତାଙ୍କ ମୃତଦେହ ମିଳିଛି। ପୋଲିସ ଘଟଣାର ଯାଞ୍ଚ୍‌ କରୁତତ୍ବାବେଳେ ଯୁବତୀଙ୍କ ପରିବାର ଲୋକେ ମୃତ…

କୋଭିଡ୍‌-୧୯ ଟିକା

ଦୁଃଖଦ ୨୦୨୦ ବିଦାୟ ନେଇଛି। ଏହା ଗୋଟିଏ ଦୁର୍ବିପାକ ଓ ଦୁର୍ଭାଗ୍ୟ ବର୍ଷ ଥିଲା। ବିଶ୍ୱରେ ୬୪ ନିୟୁତ ଲୋକ କୋଭିଡ୍‌-୧୯ରେ ଆକ୍ରାନ୍ତ ହୋଇଛନ୍ତି ଓ ୧୦୪ ନିୟୁତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଅନେକ ବିଶ୍ୱବାସୀ ଜୀବିକା ହରାଇଛନ୍ତି। ଅନ୍ୟପକ୍ଷରେ ବୈଜ୍ଞାନିକଙ୍କର…

ଅଭିମାନ କଲେ ଭକ୍ତ: ଗରିବକୁ ମିଳିଲାନି ଦର୍ଶନ

ପୁରୀ ଅଫିସ, ୪।୧: ସର୍ବସାଧାରଣ ଦର୍ଶନବେଳେ ବଡଦାଣ୍ଡରେ ରବିବାର ଅନେକ ଏଭଳି ଶ୍ରଦ୍ଧାଳୁଙ୍କୁ ଦେଖିବାକୁ ମିଳିଥିଲା, ଯେଉଁମାନେ ବିନା କୋଭିଡ୍‌ ରିପୋର୍ଟରେ ଆସି ମହାପ୍ରଭୁଙ୍କ ଦୁଆରେ ଠିଆ ହୋଇ ଅଭିମାନ ଜାହିର କରୁଥିଲେ। ମହାପ୍ରଭୁଙ୍କ ଦର୍ଶନ ପାଇଁ କେତେଜଣ ଶ୍ରୀମନ୍ଦିର କର୍ତ୍ତୃପକ୍ଷଙ୍କୁ…

ଆବର୍ଜନାରେ ପୋତିହେବାକୁ ବସିିଛି କେନାଲ

କଣାସ,୪।୧(ସ୍ବ.ପ୍ର); କଣାସ ବ୍ଲକର କଣାସ କେନାଲ ଏବେ ଅଳିଆ ଆବର୍ଜନାରେ ପୋତିହେବାକୁ ବସିଲାଣି। ସ୍ଥାନୀୟ ବାସିନ୍ଦାଙ୍କ ସମେତ କଣାସ ହାଟର ବେପାରୀମାନେ ନିକଟସ୍ଥ ଏହି କେନାଲରେ ପଚାସଢ଼ା ପନିପରିବା ଓ ନାନା ପ୍ରକାର ଆବର୍ଜନା ପକାଉଛନ୍ତି। ଫଳରେ ଦୁର୍ଗନ୍ଧ ହେବା ସହ…

ତୃତୀୟ ଟେଷ୍ଟ ପୂର୍ବରୁ ଭାରତୀୟ ଦଳ ପାଇଁ ଖୁସି ଖବର

ସିଡନୀ, ୪।୧୨: ଆୟୋଜକ ଅଷ୍ଟ୍ରେଲିଆ ଏବଂ ଭାରତ ମଧ୍ୟରେ ଚାରୋଟି ଟେଷ୍ଟ ମ୍ୟାଚର ସିରିଜ ୧-୧ରେ ବରାବର ହୋଇଛି। ଉଭୟ ଦଳ ମଧ୍ୟରେ ତୃତୀୟ ମ୍ୟାଚ ଜାନୁଆରୀ ୭ରୁ ସିଡନୀରେ ଖେଳାଯିବ। ଏଥିପାଇଁ ଟିମ ଇଣ୍ଡିଆ ସୋମବାର ଏକ ଚାର୍ଟାର୍ଡ ବିମାନରେ…

୪ ମନ୍ତ୍ରୀ ପଦ ଖାଲି: ଶିବରାଜଙ୍କ ଉପରେ ଚାପ ବଢ଼ିଲା

ଭୋପାଳ,୪।୧: ମଧ୍ୟପ୍ରଦେଶରେ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନଙ୍କ ମନ୍ତ୍ରିମଣ୍ଡଳରେ ରବିବାର ସମ୍ପ୍ରସାରଣ ହୋଇଛି। ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ସମର୍ଥକ ତୁଳସୀରାମ ସିଲାଓ୍ବଟ ଏବଂ ଗୋବିନ୍ଦ ସିଂ ରାଜପୁତଙ୍କୁ ନୂଆ କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ସାମିଲ କରାଯାଇଛି। ଖାଲିଥିବା ୬ ମନ୍ତ୍ରୀ ପଦରୁ ଏବେ…

କଳାହୀରାର କଳାବଜାର

ଯାଜପୁର ଅଫିସ,୪।୧: କଳାହୀରା କୋଇଲାର କଳାବଜାର ତାଳଚେରଠାରୁ ଯାଜପୁର ଜିଲା ଷଠିପୁର ପର୍ଯ୍ୟନ୍ତ ଲମ୍ବିଛି। ଏହାର କାରବାର ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ବର୍ଷକ ମଧ୍ୟରେ ଯାଜପୁର ପୋଲିସ ଦ୍ୱାରା ୫ରୁ ଊର୍ଦ୍ଧ୍ୱ ଥର କୋଇଲା କଳାବଜାର ଧରାପଡ଼ିଛି। ରବିବାର…

ଶପଥ ନେଲେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି

କଟକ ଅଫିସ୍‌,୪।୧: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍‌ ଏସ୍‌.ମୁରଲୀଧର ଶପଥ ନେଇଛନ୍ତି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ସକାଳ ୧୦ଟାରେ ତାଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଜଷ୍ଟିସ୍‌ ମୁରଲୀଧର ହେଲେ ଓଡ଼ିଶା ହାଇକୋର୍ଟର ୩୨ତମ…

ଶ୍ରୀମନ୍ଦିରକୁ ୨୧ କିଲୋ ରୁପା ଦାନ କଲେ ଶିବ

ପୁରୀ ଅଫିସ,୪।୧: ଭୁବନେଶ୍ୱର ନିବାସୀ ଶିବପ୍ରସାଦ ପଣ୍ଡା ଓ ତାଙ୍କ ପରିବାର ରବିବାର ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ୨୧ କିଲୋଗ୍ରାମ ରୁପା ଦାନ କରିଛନ୍ତି। ଶ୍ରୀମନ୍ଦିର ମୁଖ୍ୟ କାର୍ଯ୍ୟାଳୟରେ ମୁଖ୍ୟ ପ୍ରଶାସକ କ୍ରିଷନ୍‌ କୁମାରଙ୍କ ଉପସ୍ଥିତିରେ ଶିବପ୍ରସାଦ ଏହି ଦାନ କରିଛନ୍ତି। ରତ୍ନସିଂହାସନରେ…

ରାଜଧାନୀରେ ଝାଡ଼ଖଣ୍ଡୀ ଲୁଟେରା ଗ୍ୟାଙ୍ଗ୍‌

ଭୁବନେଶ୍ୱର,୪।୧(ବ୍ୟୁରୋ): ଦୀର୍ଘବର୍ଷ ହେବ ସୀମାନ୍ତରେ ଲୁଟ୍‌, ଚୋରି, ଡକାୟତି, ହତ୍ୟା ଆଦି ଅପରାଧ ଘଟାଉଛନ୍ତି ଝାଡ଼ଖଣ୍ଡର ଅପରାଧୀ। ଓଡ଼ିଶା ପୋଲିସର ଶକ୍ତିକୁ ପରଖିବା ପରେ ଏବେ ସେମାନେ ରାଜଧାନୀ ଭୁବନେଶ୍ୱରରେ ରାଜ୍‌ କଲେଣି। ଝାଡ଼ଖଣ୍ଡରୁ ଆସି ଭୁବନେଶ୍ୱରର ଗଳିକନ୍ଦି ବୁଲି ଲୁଟ୍‌ପାଟ…

କୃଷକଙ୍କୁ ସମର୍ଥନ ଘୋଷଣା କଲେ ଧର୍ମେନ୍ଦ୍ର

ବଲିଉଡ ଅଭିନେତା ଧର୍ମେନ୍ଦ୍ର କୃଷକଙ୍କ ସମର୍ଥନରେ ବାହାରିଛନ୍ତି। ସୋସିଆଲ ମିଡିଆରେ ଏକ ପୋଷ୍ଟ କରି ଚାଷୀଙ୍କ ପାଇଁ ସେ ନ୍ୟାୟ ଦାବି କରିଛନ୍ତି। ସୋମବାର ଧର୍ମେନ୍ଦ୍ର ଟୁଇଟରରେ କୃଷକଙ୍କ ଫଟୋ ଶେୟାର କରି ଲେଖିଛନ୍ତି – ଆଜି ମୋର କୃଷକ ଭାଇମାନଙ୍କୁ…

ଖୋଲିଲା ଶାରଳା ମନ୍ଦିର

ତିର୍ତ୍ତୋଲ,୪।୧(ଡି.ଏନ.ଏ.): କୋଭିଡ କଟକଣା ପାଇଁ ବନ୍ଦ ରହିଥିବା ଜଗତସିଂହପୁର ଜିଲା ତିର୍ତ୍ତୋଲସ୍ଥିତ ପ୍ରସିଦ୍ଧ ଝଙ୍କଡ ଶାରଳା ମନ୍ଦିର ଦୀର୍ଘ ମାସ ପରେ ରବିବାର ଖୋଲିଛି। ସରକାରୀ ନିର୍ଦ୍ଦେଶ ପରେ, ସକାଳ ୮ରୁ ମନ୍ଦିର ପରିସରକୁ ଭକ୍ତମାନେ ପ୍ରବେଶ କରିଥିଲେ। ମନ୍ଦିର ପ୍ରଶାସନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri