Home

ଆଉ ୩ଦିନ ଘନ କୁହୁଡ଼ି: ସତର୍କ ରହିବାକୁ ଏସ୍‌ଆର୍‌ସି ନିର୍ଦ୍ଦେଶ

ଭୁବନେଶ୍ୱର,୪।୧(ବ୍ୟୁରୋ): ରାଜ୍ୟରେ ଆଉ ୩ଦିନ ଘନକୁହୁଡ଼ି ରହିବ। କୁହୁଡ଼ିକୁ ଦୃଷ୍ଟିରେ ରଖି ସତର୍କତାମୂଳକ ପଦକ୍ଷେପ ନେବାକୁ ଏସ୍‌ଆର୍‌ସି ସମସ୍ତ ଜିଲାପାଳ ଓ ଏସ୍‌ପିଙ୍କୁ ଚିଠି ଲେଖିଛନ୍ତି। କୁହୁଡ଼ି ସମୟରେ ଜାତୀୟ ଓ ରାଜ୍ୟ ରାଜପଥଗୁଡ଼ିକରେ ଗାଡ଼ି ଚଳାଚଳ ଉପରେ ନିୟନ୍ତ୍ରଣ ରଖିବାକୁ…

କେନ୍ଦ୍ରମନ୍ତ୍ରୀ ସଦାନନ୍ଦ ହସ୍ପିଟାଲରେ ଭର୍ତ୍ତି

ବେଙ୍ଗାଲୁରୁ, ୪ା୧: କେନ୍ଦ୍ରମନ୍ତ୍ରୀ ସଦାନନ୍ଦ ଗୌଡା ଅସୁସ୍ଥ ହୋଇପଡିବାରୁ ତାଙ୍କୁ କର୍ନାଟକର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ରବିବାର ଚିତ୍ରାଦୁର୍ଗା ସହରରେ ସେ କାର୍‌ରେ ବସୁଥିବାବେଳେ ବେହୋସ ହୋଇପଡିଥିଲେ। ନିମ୍ନ ରକ୍ତଚାପ ଓ ରକ୍ତ ଶର୍କରା ମାତ୍ରା କମିଯିବାରୁ ଏପରି ହୋଇଥିବା…

ବଦଳିଥିବା ଜାତୀୟ ସଙ୍ଗୀତ

ନୂଆଦିଲ୍ଲୀ, ୪ା୧: ନୂଆବର୍ଷ ପୂର୍ବ ସନ୍ଧ୍ୟାରେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ସ୍କଟ ମରିସନ୍‌ ଏକ ବଡ଼ ଘୋଷଣା କରିଥିଲେ। ଦେଶର ଜାତୀୟ ସଙ୍ଗୀତକୁ ଆହୁରି ସ୍ବତନ୍ତ୍ର କରିବାକୁ ଯାଇ ମରିସନ୍‌ ସେଥିରେ ଥିବା କିଛି ଶବ୍ଦ ବଦଳାଇ ଦେଇଛନ୍ତି। ଏହି ନ୍ୟାଶନାଲ ଆନ୍ଥେମ୍‌ରେ…

ଖୁଣ୍ଟୁଣୀ ବନାଞ୍ଚଳରେ ପକ୍ଷୀଗଣନା: ୧୨ ପ୍ରଜାତିର ୩୦୨୧ ପକ୍ଷୀ ଚିହ୍ନଟ

ଖୁଣ୍ଟୁଣୀ,୪।୧(ଡି.ଏନ.ଏ.): ଖୁଣ୍ଟୁଣୀ ବନାଞ୍ଚଳରେ ରବିବାର ପକ୍ଷୀ ଗଣନା କରାଯାଇଥିଲା। ଏଥିରେ ମୋଟ୍‌ ୧୨ ପ୍ରଜାତିର ୩୦୨୧ ପକ୍ଷୀ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨୮୮ ପକ୍ଷୀ ଇଣ୍ଡିଆନ ସ୍କିମର ବା ପାଣିଚିରି ବୋଲି ବନାଞ୍ଚଳ ଅଧିକାରୀ ମାଗୁଣି ଚରଣ ବେହେରା କହିଛନ୍ତି। ଏହି…

ସିନେଟରଙ୍କ ଘର ଆଗରେ ଘୁଷୁରିମୁଣ୍ଡ

ଓ୍ବାଶିଂଟନ, ୪ା୧: ଆମେରିକା ସିନେଟର ରିପବ୍ଲିକାନ ସଦସ୍ୟ ମିଚ ମ୍ୟାକକୋନେଲ ଏବଂ ଡେମୋକ୍ରାଟ ସ୍ପିକର ନାନ୍‌ସୀ ପେଲୋସିଙ୍କ ଘର ଆଗରେ ହୋୟାର ଇଜ୍‌ ମାଇ ମନି (ମୋ ଟଙ୍କା କେଉଁଠି ଅଛି) ବୋଲି ଲେଖିବା ସହ କେହି ଘୁଷୁରି ମୁଣ୍ଡ ଏବଂ…

ଚାଇନା ସୈନ୍ୟବାହିନୀକୁ ଅଧିକ କ୍ଷମତା

ବେଜିଂ, ୪।୧(ପି.ଟି.): ଚାଇନାର ଜାତୀୟ ପ୍ରତିରକ୍ଷା ଆଇନରେ ସଂଶୋଧନ କରାଯାଇ ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗଙ୍କ ନେତୃତ୍ୱାଧୀନ ସୈନ୍ୟବାହିନୀକୁ ଅଧିକ କ୍ଷମତା ପ୍ରଦାନ କରାଯାଇଛି। ଜାତୀୟ ସ୍ବାର୍ଥର ସୁରକ୍ଷା ପାଇଁ ଚାଇନାର ପିପୁଲ୍ସ ଲିବରେଶନ ଆର୍ମି (ପିଏଲ୍‌ଏ) ଉଭୟ ଦେଶ ଭିତରେ ଓ…

ମାହାଙ୍ଗା ଡବଲ ମର୍ଡର: ବିଜେଡିକୁ ଭାଜପାର ଅଙ୍ଗୁଳି

ଭୁବନେଶ୍ୱର,୪।୧(ବ୍ୟୁରୋ): ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଦଳର ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର କହିଛନ୍ତି, ପଶ୍ଚିମବଙ୍ଗ ପରି ଓଡ଼ିଶାରେ ରାଜନୈତିକ ହିଂସା ଦେଖାଦେଇଛି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିରୋଧରେ ସ୍ବର ଉତ୍ତୋଳନ କଲେ ଯେପରି ଭାଜପା ନେତାଙ୍କୁ…

୫ କୋଟି ଫି’ ଛାଡ଼ କଲେ ଡାକ୍ତର

ଓ୍ବାଶିଂଟନ୍‌, ୪ା୧: ଆମେରିକାର ଜଣେ କ୍ୟାନ୍ସର ରୋଗ ବିଶେଷଜ୍ଞ ତାଙ୍କ ରୋଗୀଙ୍କ ପ୍ରାୟ ୫ କୋଟି ଟଙ୍କା ଫି’ ଛାଡ଼ କରି ଉଦାହରଣ ସୃଷ୍ଟି କରିଛନ୍ତି। ପାକିସ୍ତାନ ବଂଶୋଦ୍ଭବ ଡା. ଉମର ଅତିକ୍‌ ନିଜ କ୍ଲିନିକରେ ୨୦୦ରୁ ଊର୍ଦ୍ଧ୍ୱ କ୍ୟାନ୍ସର ପୀଡ଼ିତଙ୍କ…

ସରକାରଙ୍କ ସହ ଆଜି ଆଲୋଚନା

ନୂଆଦିଲ୍ଲୀ, ୪।୧: କେନ୍ଦ୍ର ସରକାରଙ୍କ ସହ ଚାଷୀନେତାଙ୍କର ସୋମବାର ପରବର୍ତ୍ତୀ ପର୍ଯ୍ୟାୟ ଆଲୋଚନା ଅନୁଷ୍ଠିତ ହେବାକୁ ଯାଉଛି। ଏହାର ଫଳାଫଳକୁ ସମସ୍ତେ ଅପେକ୍ଷା କରି ରହିଛନ୍ତି। ସରକାରଙ୍କ ସହ ମୁଖ୍ୟତଃ ୩ କୃଷି ଆଇନ ପ୍ରତ୍ୟାହାର ଏବଂ ଫସଲର ସର୍ବନିମ୍ନ ସହାୟକ…

ଗାଁ ଜମି ନ ଫେରାଇଲେ ଆନ୍ଦୋଳନ: ସୁର

ଖୋର୍ଦ୍ଧା ଅଫିସ,୪।୧: ଗାଁ ସଂସ୍କୃତି ଓ ପରମ୍ପରା ସମାଜକୁ ଉଜ୍ଜୀବିତ କରିଥାଏ। ତେବେ ଗାଁ ଜମି, ଖେଳପଡ଼ିିଆ, ଶ୍ମଶାନ ଜମି, ମେଲଣ ପଡ଼ିିଆ ଉପରେ ରାଜ୍ୟ ସରକାରଙ୍କ ଦୃଷ୍ଟି ପଡ଼ିିଛି। ସରକାର କମ୍‌ ମୂଲ୍ୟରେ ଏସବୁକୁ ଇଡ୍‌କୋ ହାତକୁ ଟେକି ଦେଇଛନ୍ତି।…

ସଂଗ୍ରାମ ପୁଣି ଜଗତ୍‌ସିଂହପୁର ଜିଲାପାଳ

ଜଗତସିଂହପୁର ଅଫିସ,୪।୧: ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓଏସ୍‌ଡି ଭାବେ କାର୍ଯ୍ୟ କରୁଥିବା ସଂଗ୍ରାମ କେଶରୀ ମହାପାତ୍ର ପୁଣି ଜଗତ୍‌ସିଂହପୁର ଜିଲାପାଳ ଭାବେ ନିଯୁକ୍ତ ହୋଇଛନ୍ତି। ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏନେଇ…

‘୨ ଭାକ୍ସିନ୍‌ ୧୧୦% ନିରାପଦ’

ନୂଆଦିଲ୍ଲୀ, ୪।୧: କରୋନା ମହାମାରୀରୁ ବର୍ତ୍ତିବା ଲାଗି ଟିକାକୁ ସାରା ଦେଶ ଦୀର୍ଘଦିନ ହେଲା ପ୍ରତୀକ୍ଷା କରିଥିବାବେଳେ ଏବେ ତାହାର ଅନ୍ତ ହୋଇଛି। କରୋନା ଟିକା କୋଭିଶିଲ୍ଡ ଏବଂ କୋଭାକ୍ସିନ୍‌କୁ ଜରୁରୀ ବ୍ୟବହାର ନିମନ୍ତେ ଭାରତର ଔଷଧ ମହାନିୟନ୍ତ୍ରକ ବା ଡ୍ରଗ୍ସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri