Home

ଅଜିତ ପାଓ୍ବାରଙ୍କ ମୃତ୍ୟୁକୁ ନେଇ ଏମିତି କହିଦେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏବଂ ଏନସିପି ମୁଖ୍ୟ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ପରଲୋକ ଘଟିଛି। ଏହି ଦୁର୍ଘଟଣା ମହାରାଷ୍ଟ୍ରର ବାରମତିରେ ଘଟିଛି। ବିମାନଟି ବାରମତିରେ ଅବତରଣ କରୁଥିବା ସମୟରେ ଏହି ଘଟଣା ଘଟିଥିଲା। ଦୁର୍ଘଟଣାରେ ବିମାନଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିଲା।…

ମୃତ୍ୟୁର କିଛି ମିନିଟ୍‌ ପୂର୍ବରୁ ଏହି ବ୍ୟକ୍ତିଙ୍କୁ ମନେ ପକାଇଥିଲେ ଅଜିତ ପାଓ୍ବାର: ଭାଇରାଲ ହେଉଛି ଶେଷ ପୋଷ୍ଟ

ପୁଣେ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ଏକ ବିମାନ ଦୁର୍ଘଟଣାରେ ମୃତ୍ୟୁବରଣ କରିଛନ୍ତି। ମୁମ୍ବାଇରେ ଏକ କ୍ୟାବିନେଟ ବୈଠକରେ ଯୋଗ ଦେବା ପରେ, ଅଜିତ ପାୱାର ଏକ ଘରୋଇ କମ୍ପାନୀର ଏକ ଚାର୍ଟର୍ଡ ବିମାନରେ ବାରାମତି ଯାତ୍ରା କରୁଥିଲେ। ଏହି ଦୁର୍ଘଟଣାରେ…

ଦାରିଙ୍ଗବାଡି ଅଞ୍ଚଳରେ ବନ୍ଦର ପ୍ରଭାବ ଶୂନ: ଦୋକାନ ବଜାର ଖୋଲା

ଦାରିଙ୍ଗବାଡ଼ି, ୨୮।୧(ଅରୁଣ ସାହୁ): ରାଜ୍ୟରେ ନବ ନିର୍ମାଣ କୃଷକ ସଙ୍ଘଠନ ପକ୍ଷରୁ ବିଭିନ୍ନ ଦାବି ନେଇ ବୁଧବାର ବନ୍ଦ ଡାକରା ଦିଆଯାଇଛି। କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ କୌଣସି ପ୍ରଭାବ ପଡ଼ି ନ ଥିବା ଜଣାପଡିଛି। ଦୋକାନ ବଜାର, ବ୍ୟାଙ୍କ ସେବା,…

ନୀରବି ଗଲେ ମହାରାଷ୍ଟ୍ର ରାଜନୀତିର ‘ପିତାମହ’: ଦାଦାଙ୍କଠାରୁ ଶିଖିଥିଲେ କୌଶଳ

ପୁଣେ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏବଂ ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି (ଏନସିପି) ନେତା ଅଜିତ ପାୱାରଙ୍କ ବାରାମତିରେ ଏକ ବିମାନ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସେ ଜିଲା ପରିଷଦ ନିର୍ବାଚନ ପାଇଁ ପ୍ରଚାର କରିବାକୁ ସେଠାରେ ପହଞ୍ଚିଥିଲେ। କିନ୍ତୁ ତାଙ୍କ ବିମାନ ଅବତରଣ…

ଓଡ଼ିଶା ବନ୍ଦ ପ୍ରଭାବ: ରାସ୍ତାରେ ଛିଡା ହୋଇଛି ଶହ ଶହ ଗାଡ଼ି

ଧର୍ମଶାଳା,୨୮।୧(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ଛକ ଠାରେ ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ରାଜ ରାସ୍ତା ବନ୍ଦ କରାଯାଇଛି। ଧାନ ମଣ୍ଡିରେ ଅବ୍ୟବସ୍ଥା, ପ୍ରଦୂଷଣ ନାମରେ ସାଧାରଣ ବ୍ୟକ୍ତିଙ୍କଠାରୁ ଫାଇନ ଆଦାୟ,…

ପ୍ଲେନ୍‌ କ୍ରାଶ୍‌ରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ସମେତ ୬ ଜଣଙ୍କ ପରଲୋକ

ପୁଣେ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏବଂ ଏନସିପି ମୁଖ୍ୟ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ପରଲୋକ ଘଟିଛି। ଏହି ଦୁର୍ଘଟଣା ମହାରାଷ୍ଟ୍ରର ବାରମତିରେ ଘଟିଛି। ବିମାନଟି ବାରମତିରେ ଅବତରଣ କରୁଥିବା ସମୟରେ ଏହି ଘଟଣା ଘଟିଥିଲା। ଦୁର୍ଘଟଣାରେ ବିମାନଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିଲା।…

ଅଜିତ ପାୱାରଙ୍କ ବିମାନ କ୍ରାଶ: ଅବତରଣ କରୁଥିବାବେଳେ ଜଳିଗଲା

ପୁଣେ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏବଂ ଏନସିପି ମୁଖ୍ୟ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣା ମହାରାଷ୍ଟ୍ରର ବାରମତିରେ ଘଟିଛି। ଅଜିତ ପାୱାର ମଧ୍ୟ ବିମାନରେ ଥିଲେ। ବିମାନଟି ବାରମତିରେ ଅବତରଣ କରୁଥିବା ସମୟରେ ଏହି ଘଟଣା ଘଟିଥିଲା। ଦୁର୍ଘଟଣାରେ…

ବନ୍ଦ ପାଳନକୁ ସ୍ବତଃସ୍ଫୂର୍ତ୍ତ ସମର୍ଥନ: ବରଗଡ଼ରେ ଗାଡି ଚଳାଚଳ ଠପ୍‌

ବରଗଡ,୨୮।୧(ପ୍ରେମାନନ୍ଦ ଖମାରୀ/ପ୍ରଦୀପ୍ତ ଦାଶ): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡିଶା ବନ୍ଦ ଡାକରାକୁ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଛି। ସଂଯୁକ୍ତ କୃଷକ ସଙ୍ଗଠନ, କୋଶଲ ସେନା, କଂଗ୍ରେସ ସମେତ ବିଭିନ୍ନ ଅନୁଷ୍ଠାନ ବନ୍ଦ ପାଳନକୁ ସମର୍ଥନ ଜଣାଇଛନ୍ତି। କୃଷକମାନଙ୍କ ସମସ୍ୟାର…

ଆଜି ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ: ଜାଣନ୍ତୁ କେତେଟାରୁ…

ପୁରୀ,୨୬ା୧(ଅଜିତ୍‌ କୁମାର ମହାନ୍ତି):ମାଘ ଶୁକ୍ଳପକ୍ଷ ଦଶମୀ ତିଥି ବୁଧବାର ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କର ବନକ ଲାଗି ନୀତି ଅନୁଷ୍ଠିତ ହେବ। ଏହା ଗୁପ୍ତନୀତି ହୋଇଥିବାରୁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବା ନେଇ ଶ୍ରୀମନ୍ଦିର ସୂଚନା…

ଏକୁଟିଆ ପଡ଼ିଗଲେ ଟ୍ରମ୍ପ, ଭାରତ ହେବ ନୂଆ କିଙ୍ଗ୍‌! ହେବାକୁ ଯାଉଛି ବଡ଼ ଚୁକ୍ତି

ନୂଆଦିଲ୍ଲୀ,୨୮।୧: ବିଶ୍ୱ ଅର୍ଥନୈତିକ ଏବଂ ବାଣିଜ୍ୟ ରାଜନୀତି ଦ୍ରୁତ ଗତିରେ ପରିବର୍ତ୍ତନ ହେଉଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସୁରକ୍ଷାବାଦୀ ନୀତି, ଉଚ୍ଚ ଶୁଳ୍କ ଏବଂ ଅନିଶ୍ଚିତ ବାଣିଜ୍ୟ ମନୋଭାବ ଯୋଗୁ, ଅନେକ ପ୍ରମୁଖ ଦେଶ ଏବେ ଆମେରିକା ଉପରେ ନିର୍ଭରଶୀଳତା…

ୟୁଜିସି ବିବାଦକୁ ନେଇ ମୁହଁ ଖୋଲିଲେ ଧର୍ମେନ୍ଦ୍ର ପ୍ରଧାନ: କହିଲେ କ୍ୟାମ୍ପସ୍‌ରେ…

ନୂଆଦିଲ୍ଲୀ,୨୮।୧: ୟୁଜିସି ଗାଇଡ୍‌ଲାଇନ୍‌କୁ ନେଇ ବିବାଦ ସୃଷ୍ଟିହେବା ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, କ୍ୟାମ୍ପସ୍‌ରେ ଜାତିଗତ ଭେଦଭାବ ଦୂରକରିବା ପାଇଁ ଜାରି ନିୟମର ଦୁରୁପଯୋଗ ହେବାକୁ ଦିଆଯିବ ନାହିଁ। ଏହା ୟୁଜିସି, ଭାରତ ସରକାର ଓ ରାଜ୍ୟ ସରକାରଙ୍କ…

ଖଣ୍ଡଗିରିରେ ଯାତ୍ରା ମହାସମର: କମିଲା ସିଟ୍‌ ସଂଖ୍ୟା

ଭୁବନେଶ୍ୱର, ୨୮ା୧(ଅନୁରାଧା ମହାରଣା/ତ୍ରିନାଥ ମହାନ୍ତି):ଖଣ୍ଡଗିରି କୁମ୍ଭମେଳାରେ ମଙ୍ଗଳବାର ପ୍ରଥମ ପର୍ଯ୍ୟାୟରେ ୪ଟି ଯାତ୍ରା ଅନୁଷ୍ଠାନ ଯାତ୍ରା ମହାସମରକୁ ଓହ୍ଲାଇଥିବାବେଳେ ଦର୍ଶକଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା। ଇନ୍ଦିରା ସାଂସ୍କୃତିକ ପରିଷଦ ପକ୍ଷରୁ ଯାତ୍ରା ସିଂହବାହିନୀର ନାଟକ ‘ତୁ ମୋ ବଜରଙ୍ଗୀ’ ବେଶ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?