Home

କରୋନା ଟିକା ପାଇଁ ପଠାଯାଉଥିବା ଲିଙ୍କ୍‌-ଓଟିପିକୁ ସାବଧାନ: ବ୍ୟାଙ୍କ ଖାତା ନିମିଷକେ ହୋଇଯିବ ଖାଲି

ନୂଆଦିଲ୍ଲୀ,୩।୧: ଭାରତରେ କରୋନା ଟିକା ଦିଆଯିବା ନେଇ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ସରକାର ସୁରକ୍ଷିତ ଭାବେ ସାର୍ବଜନୀକ ଟିକାକରଣ କାର୍ଯ୍ୟକୁ ଯୋଜନାବଦ୍ଧ ଭାବେ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ସାଇବର ଠକେଇ ଭଳି ଅପରାଧ ବୃଦ୍ଧି ପାଇବାର…

କରୋନା ଆତଙ୍କ ହେବ ଶେଷ: କୋଭିଶିଲ୍ଡ୍‌-କୋଭାକ୍ସିନ୍‌କୁ ଡିସିଜିଆଇ ଦେଲା ମଞ୍ଜୁରୀ

ନୂଆଦିଲ୍ଲୀ,୩।୧: ଭାରତରେ କରୋନା ଆତଙ୍କ ଏବେ ଶେଷ ହେବା ନେଇ ଲୋକଙ୍କ ମଧ୍ୟରେ ଆଶା ସୃଷ୍ଟି ହୋଇଛି। ଡ୍ରଗ୍‌ କଣ୍ଟ୍ରୋଲର ଜେନେରାଲ ଅଫ୍‌ ଇଣ୍ଡିଆ (ଡିସିଜିଆଇ) ପକ୍ଷରୁ ଦେଶରେ କୋଭିଶିଲ୍ଡ୍‌ ଏବଂ କୋଭାକ୍ସିନ୍‌କୁ କରୋନା ପ୍ରତିଷେଧକ ଟିକାକୁ ଜରୁରୀକାଳୀନ ସ୍ଥିତିରେ ବ୍ୟବହାର…

ଆଜିଠୁ ଖୋଲିବ ମନ୍ଦିର, ଧାର୍ମିକ ଅନୁଷ୍ଠାନ

ଖୋର୍ଦ୍ଧା ଅଫିସ,୩।୧: ଖୋର୍ଦ୍ଧା ଜିଲାରେ ବିଏମ୍‌ସିକୁ ବାଦଦେଇ ଗ୍ରାମାଞ୍ଚଳରେ ଥିବା ସମସ୍ତ ମନ୍ଦିର ଏବଂ ଧାର୍ମିକ ଅନୁଷ୍ଠାନ ରବିବାର ଖୋଲିବ। ଏନେଇ ଜିଲା ପ୍ରଶାସନ ପକ୍ଷରୁ ଷ୍ଟାଣ୍ଡାର୍ଡ ଅଫ୍‌ ପ୍ରୋସିଜୁଅର(ଏସ୍‌ଓପି) ଜାରି କରାଯାଇଥିବା ଜିଲାପାଳ ସନତ ମହାନ୍ତି ଶନିବାର ସୂଚନା ଦେଇଛନ୍ତି।…

ଭାରତ-ବାଂଲାଦେଶ ସୀମାରେ ୨୦୦ ମିଟର ଲମ୍ବ ସୁଡ଼ଙ୍ଗ ଠାବ

କରିମଗଞ୍ଜ୍‌,୩।୧: ଭାରତ ଏବଂ ବାଂଲାଦେଶ ସୀମାରେ ଏକ ୨୦୦ ମିଟର ଲମ୍ବ ସୁଡ଼ଙ୍ଗର ସନ୍ଧାନ ମିଳିଛି। ଆସାମର କରିମଗଞ୍ଜ୍‌ ଅଞ୍ଚଳର ବଲିଆଠାରେ ପୋଲିସ ପକ୍ଷରୁ ଏହାକୁ ଠାବ କରାଯାଇଛି। ଏହି ସୁଡ଼ଙ୍ଗ ଦେଇ ଅନ୍ତର୍ଜାତୀୟ ଚୋରାକାରବାର ଏବଂ ଅପହରଣ ହେଉଥିବା ସନ୍ଦେହ…

ଆତଙ୍କବାଦୀ ଆକ୍ରମଣ: ୫୬ରୁ ଅଧିକଙ୍କ ମୃତ୍ୟୁ

ନିୟାମେ,୩।୧: ନାଇଜରରେ ଆତଙ୍କବାଦୀ ଆକ୍ରମଣରେ ୫୬ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ଏଥିରେ ୨୦ରୁ ଅଧିକ ଲୋକ ଆହତ ହୋଇଥିବା କୁହାଯାଉଛି। ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମାଲି ସୀମାରେ ଥିବା ଟେଲ୍ଲାବେରି ଅଞ୍ଚଳର ଚୋମୋବାଙ୍ଗୋଉ…

ପର୍ଯ୍ୟଟନସ୍ଥଳୀ: ଆପ୍‌ଖୋଲ

ବରଗଡ଼ ଜିଲାର ଡେବ୍ରିଗଡ଼ ଅଭୟାରଣ୍ୟ। ଏଠାରେ ରହିଥିବା ଖୋଲ (ପାହାଡ଼ ମଝିରେ ଫାଙ୍କ) ରେ ସର୍ବଦା ପାଣି ଜମି ରୁହେ। ଲୋକେ ତାକୁ କୁହନ୍ତି ଆପ୍‌ଖୋଲ। ସେଠାରେ ୩ଟି ବଡ଼ ଝରଣା ରହିଛି। ଏହା ଉପରକୁ ରହିଛି ଆଉ ଏକ ଝରଣା।…

ସୌରଭ ଗାଙ୍ଗୁଲିଙ୍କ ହାର୍ଟ ସର୍ଜରୀ ସଫଳ

କୋଲକାତା,୩।୧: ବିସିସିଆଇ ଅଧ୍ୟକ୍ଷ ଭାରତୀୟ କ୍ରିକେଟର ସୌରଭ ଗାଙ୍ଗୁଲିଙ୍କୁ ଶନିବାର ହାର୍ଟ ଆଟାକ୍‌ ଆସିଥିଲା। ଚିକିତ୍ସା ପାଇଁ ତାଙ୍କୁ ଉଡ୍‌ଲ୍ୟାଣ୍ଡସ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହସ୍ପିଟାଲରେ ତାଙ୍କର ହାର୍ଟର ଏକ ଛୋଟ ଅପରେଶନ୍‌ କରାଯାଇଥିଲା। ହାର୍ଟ ସର୍ଜରୀ ସଫଳ ରହିଥିବା ହସ୍ପିଟାଲ…

ଦଶମ ବୋର୍ଡ: ପ୍ରତି ବିଷୟରେ ୮୦ ମାର୍କର ହେବ ପରୀକ୍ଷା

ଭୁବନେଶ୍ୱର,୩।୧(ବ୍ୟୁରୋ): ମହାମାରୀ କରୋନା ଯୋଗୁ ଗତ ବର୍ଷ ମାର୍ଚ୍ଚରୁ ରାଜ୍ୟର ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ରହିଥିଲା। ଏବେ ପରିସ୍ଥିତି ନିୟନ୍ତ୍ରଣକୁ ଆସିବା ପରେ ରାଜ୍ୟ ସରକାର ସ୍କୁଲଗୁଡ଼ିକୁ ଖୋଲିବାକୁ ନିଷ୍ପତ୍ତି ନେବା ସହ ବୋର୍ଡ ପରୀକ୍ଷା ନେଇ ତାରିଖ ଘୋଷଣା କରିଛନ୍ତି। ଏହି…

ମୋଦି ବିଶ୍ୱର ସର୍ବାଧିକ ଲୋକପ୍ରିୟ ନେତା: ସର୍ଭେ

ନୂଆଦିଲ୍ଲୀ, ୩ା୧: ଭାରତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱର ସର୍ବାଧିକ ଲୋକପ୍ରିୟ ନେତା ବୋଲି ଆମେରିକାର ମର୍ନିଂ କନ୍‌ସଲ୍ଟ ସର୍ଭେ ପକ୍ଷରୁ ରିପୋର୍ଟ ପ୍ରକାଶ ପାଇଛି। ୭୫ ପ୍ରତିଶତ ଲୋକେ ମୋଦିଙ୍କୁ ପସନ୍ଦ କରିଥିବାବେଳେ ୨୦ ପ୍ରତିଶତ ନାପସନ୍ଦ କରିଛନ୍ତି। ସର୍ଭେରେ…

ଭାଜପା ଟିକାକୁ ବିଶ୍ୱାସ ନାହିଁ: ଅଖିଳେଶ

ଲକ୍ଷ୍ନୌ, ୩।୧: କରୋନା ମହାମାରୀ ବିରୋଧରେ ଟିକାକରଣ ଲାଗି ଭାରତ ପ୍ରସ୍ତୁତ ହେଉଥିବାବେଳେ ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ଭାଜପାର ଏହି ଟିକାକୁ ସେ କଦାପି ବିଶ୍ୱାସ କରିପାରିବେନି…

ଟ୍ରମ୍ପ୍‌ଙ୍କ ଭିଟୋକୁ ରଦ୍ଦ କଲା କଂଗ୍ରେସ

ଓ୍ବାଶିଂଟନ୍‌, ୩।୧(ଆଇଏଏନ୍‌ଏସ୍‌): ଏକ ପ୍ରତିରକ୍ଷା ବିଲ୍‌ ଉପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଭିଟୋ କ୍ଷମତାକୁ କଂଗ୍ରେସ ରଦ୍ଦ କରି ଦେଇଛି। ଟ୍ରମ୍ପ୍‌ଙ୍କ ୪ ବର୍ଷର ଶାସନ ମଧ୍ୟରେ ପ୍ରଥମ ଥର ତାଙ୍କ ଭିଟୋ ବିରୋଧରେ କଂଗ୍ରେସ ଭୋଟ ଦେଇଛି। ଶୁକ୍ରବାର…

ବାଣ ଫୁଟି ଶତାଧିକ ପକ୍ଷୀ ମୃତ

ରୋମ, ୩ା୧: ନୂଆବର୍ଷ ପୂର୍ବ ସନ୍ଧ୍ୟାରେ ଉତ୍ସବ ପାଳନ ପାଇଁ ବାଣ ଫୁଟାଯିବା ଯୋଗୁ ଇଟାଲୀର ରୋମରେ ପ୍ରାଣ ହରାଇଛନ୍ତି ଶହ ଶହ ପକ୍ଷୀ। ପ୍ରକୃତିକୁ ଧ୍ୱଂସ କରିଚାଲିଥିବା ମଣିଷର ଏଭଳି କାର୍ଯ୍ୟକଳାପକୁ ପ୍ରାଣୀ ପ୍ରେମୀ ସାମୂହିକ ‘ନରସଂହାର’ ଆଖ୍ୟା ଦେଇଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri