Home

ମୁମ୍ବାଇ-ଗୋଆ ମ୍ୟାଚ ଡ୍ର

ବାମ୍ବୋଲିମ୍‌, ୯ା୨: ଚଳିତ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ) ଫୁଟବଲ ଟୁର୍ନାମେଣ୍ଟରେ ସୋମବାର ମୁମ୍ବାଇ ସିଟି ଏଫ୍‌ସି ଓ ଏଫ୍‌ସି ଗୋଆ ମଧ୍ୟରେ ଅନୁଷ୍ଠିତ ମ୍ୟାଚ ୩-୩ରେ ଅମୀମାଂସିତ ଭାବେ ଶେଷ ହୋଇଛି। ଫଳରେ ଦୁଇ ଦଳ ମଧ୍ୟରେ ପଏଣ୍ଟ ବଣ୍ଟୁଆରା…

ଚକୋଲେଟ୍‌ ଡେ’: ସାଥୀଙ୍କ ନିକଟରେ ଏମିତି ବ୍ୟକ୍ତ କରନ୍ତୁ ପ୍ରେମ

ପ୍ରେମୀଯୁଗଳଙ୍କ ପାଇଁ ବର୍ତ୍ତମାନ ଚାଲିଛି ଭାଲେଣ୍ଟାଇନ୍ସ ଓ୍ବିକ୍‌ ବା ପ୍ରେମ ସପ୍ତାହ। ପ୍ରଥମ ଦିନଟି ରୋଜ୍‌ ଡେ’ରୁ ଆରମ୍ଭ ହୋଇଥିବା ବେଳେ ଦ୍ୱିତୀୟ ଦିନଟି ହେଉଛି ପ୍ରପୋଜ୍‌ ଡେ’ ବା ପ୍ରେମ ନିବେଦନ ଦିବସ। ସେହିପରି ତୃତୀୟ ଦିବସ ହେଉଛି ଚକୋଲେଟ୍‌…

ରିଲ ଲାଇଫ୍‌ରେ ସଫଳ, ରିୟଲ ଲାଇଫ୍‌ରେ ବିଫଳ…

ମୁମ୍ବାଇ,୯।୨: ବଲିଉଡ ଅଭିନେତ୍ରୀ ଅମ୍ରିତା ସିଂଙ୍କୁ ମଙ୍ଗଳବାର ୬୩ ବର୍ଷ ପୂରଣ ହୋଇଛି। ୧୯୫୮ ଫେବୃୟାରୀ ୯ରେ ପାକିସ୍ତାନର ହଦାଳିଠାରେ ସେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ମାତାଙ୍କ ନାମ ରୁକ୍ସାନା ସୁଲତାନା ଜଣେ ପଞ୍ଜାବି ମୁସଲମାନ୍‌ ଥିବାବେଳେ ପିତା ଶାବିନ୍ଦର ସିଂ…

ଏକ୍ସାଇଟେଡ ଡେଲିରିଅମ ହୋଇପାରେ ବି କ୍ଷତିକାରକ…

ଏକ୍ସାଇଟେଡ ଡେଲିରିଅମ ନାମକ ସମସ୍ୟ ଯୋଗୁ କେତେକଙ୍କର ସାଧାରଣ ଜୀବନ ଶୈଳୀରେ ପ୍ରଭାବ ପଡ଼ିଥାଏ। ଏହି ସମସ୍ୟାକୁ ଡାକ୍ତର ଏଜିଟେଟେଡ ଡେଲିରିଅମ ମଧ୍ୟ କହିଥାନ୍ତି। ଏଭଳି ସମସ୍ୟାରେ ଉତ୍ତେଜିତ ହୋଇ ସମ୍ପୃକ୍ତ ବ୍ୟକ୍ତି ହିଂସାତ୍ମକ କାର୍ଯ୍ୟକଳାପ କରିବା ସହିତ ତାଙ୍କର ଶରୀରର…

ଛାତିରୁ ଜାଣନ୍ତୁ ପୁରୁଷଙ୍କ ସ୍ବଭାବ

ପୁରୁଷଙ୍କ ଛାତି ସେମାନଙ୍କ ଶରୀରର ଆକାର ଅନୁଯାୟୀ ଭିନ୍ନ ଭିନ୍ନ ହୋଇଥାଏ। କାହାର ଛାତି ଚଉଡ଼ା ହୋଇଥିବା ବେଳେ ଆଉ କାହାର ଶକ୍ତିଶାଳୀ। ସେହିପରି କାହା ଛାତିରେ କେଶ ନ ଥିବା ବେଳେ ଆଉ କାହାର କେଶ ଭର୍ତ୍ତି ହୋଇ ରହିଥାଏ।…

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ସୂଚୀ, ପ୍ରଥମ ଦିନରେ ଓଡ଼ିଆ

କଟକ ଅଫିସ,୮।୨: ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ସୂଚୀ ସୋମବାର ପ୍ରକାଶ ପାଇଛି। ମେ ୩ରୁ ପରୀକ୍ଷା ଆରମ୍ଭ ହୋଇ ୧୫ ତାରିଖରେ ଶେଷ ହେବ। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ହେବ। ୫ ତାରିଖରେ ସେକେଣ୍ଡ ଲାଙ୍ଗୁଏଜ୍‌ ଇଂଲିଶ, ୭ରେ…

ସଡ଼କ ଦୁର୍ଘଟଣାରେ ଆଖିବୁଜିଲେ ଏହି ପୂର୍ବତନ କ୍ରିକେଟର

ବ୍ରିଜଟାଉନ, ୮।୨: ୧୯୯୦ରେ ଇଂଲଣ୍ଡ ବିପକ୍ଷରେ ଡେବ୍ୟୁ କରିଥିବା ଓ୍ବେଷ୍ଟଇଣ୍ଡିଜ୍‌ର ପୂର୍ବତନ ଦ୍ରୁତ ବୋଲର ଇଜ୍ରା ମୋସଲିଙ୍କର ଶନିବାର ଏକ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସକାଳେ ମୋସଲି ରାଜପଥରେ ସାଇକେଲ ଚଲାଉଥିବା ବେଳେ ବ୍ରିଜଟାଉନର ଖ୍ରୀଷ୍ଟଚର୍ଚ ନିକଟରେ ଏକ ଦ୍ରୁତ…

ସଚିନ, ଲତା, କୋହଲିଙ୍କ ଟୁଇଟ‌ ଯାଞ୍ଚ୍‌ କରିବେ ଉଦ୍ଧବ ସରକାର

ମୁମ୍ବାଇ,୮।୨: କୃଷକ ଆନ୍ଦୋଳନ ଉପରେ ପପ୍‌ ଗାୟିକା ରିହାନ୍ନାଙ୍କ ଟୁଇଟର ଜବାବ ଦେଇଛନ୍ତି ଅନେକ ଭାରତୀୟ ସେଲିବ୍ରିଟି। କଂଗ୍ରେସ ନେତାମାନେ ଲତା ମଙ୍ଗେଶକର, ସଚିନ ତେନ୍ଦୁଲକର ଏବଂ ଅକ୍ଷୟ କୁମାରଙ୍କ ଭଳି ସେଲିବ୍ରିଟି ଭାଜପା ସରକାରଙ୍କ ଚାପରେ ଏଭଳି ଟୁଇଟ୍‌ କରିଥିବା…

ମାତ୍ର ୧୬ ବର୍ଷ ବୟସରେ ସଲମାନଙ୍କୁ ହୃଦୟ ଦେଇ ବସିଥିଲେ ଏହି ପାକିସ୍ତାନ ଅଭିନେତ୍ରୀ, ବିବାହ ପାଇଁ ଦେଶ ଛାଡି ଆସିଥିଲେ ମୁମ୍ବାଇ

ପାକିସ୍ତାନୀ ଅଭିନେତ୍ରୀ ସୋମି ଅଲି ପୁଣି ଚର୍ଚ୍ଚାରେ ଅଛନ୍ତି। ୧୯୯୧ରେ ସେ ମୁମ୍ବାଇ ବଲିଉଡର ଭେଟେରାନ ସଲମାନ ଖାନଙ୍କୁ ବିବାହ କରିବା ପାଇଁ ନିଜ ଦେଶରୁ ମୁମ୍ବାଇ ଆସିଥିଲେ। ସୋମି ଅଲିଙ୍କୁ ସେତେବେଳେ ମାତ୍ର ୧୬ ବର୍ଷ ହୋଇଥିଲ।ସେ କେବଳ ମୁମ୍ବାଇ…

ବଲିଉଡ୍‌ ଫିଲ୍ମରେ ପ୍ରେମ ନିବେଦନ, ଏହି ଗୀତ ଗାଇ ସାଥୀଙ୍କୁ ମନାନ୍ତୁ

ମୁମ୍ବାଇ: ପ୍ରେମୀଯୁଗଳଙ୍କ ପାଇଁ ଫେବୃୟାରୀ ମାସଟି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଫେବୃୟାରୀ ୭ରୁ ୧୪ ପର୍ଯ୍ୟନ୍ତ ପ୍ରେମୀଯୁଗଳ ଏହି ଦିନକୁ ସ୍ମରଣୀୟ କରିବା ପାଇଁ କେତେ କ’ଣ କରିଥାନ୍ତି। ପ୍ରଥମ ଦିନକୁ ରୋଜ୍‌ ଡେ’ ଭାବରେ ପାଳନ କରୁଥିବା ବେଳେ ଦ୍ୱିତୀୟ ଦିନକୁ…

୧୧୪ ବର୍ଷ ପରେ କ୍ରିକେଟ୍‌ରେ ଏମିତି କାରନାମା କଲେ ଅଶ୍ୱିନ୍‌

ଚେନ୍ନାଇ,୮।୨:ଭେଟେରାନ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଭାରତୀୟ ଟେଷ୍ଟ କ୍ରିକେଟ ଇତିହାସରେ ପ୍ରଥମ ସ୍ପିନର ଭାବେ ଇନିଂସର ପ୍ରଥମ ବଲରେ ଉଇକେଟ ନେଇଛନ୍ତି। ଚେନ୍ନାଇ ଟେଷ୍ଟରେ ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ଅଶ୍ୱିନ ଓପନର୍‌ ରୋରୀ ବର୍ନସଙ୍କ ଉଇକେଟ ନେଇଥିଲେ। ଜଣେ ସ୍ପିନର ଇନିଂସର…

ନିଆରା ରେକର୍ଡ ହାସଲ କଲେ ଏହି କ୍ରିକେଟର୍‌

ଚେନ୍ନାଇ,୮।୨:ଚେନ୍ନାଇର ଏମ ଚିଦାମ୍ବରମ ଷ୍ଟାଡିୟମରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଥିବା ଚାରି ମ୍ୟାଚ ବିଶିଷ୍ଟ ସିରିଜର ପ୍ରଥମ ଟେଷ୍ଟ ମ୍ୟାଚ ଦେଖିବାକୁ ମିଳୁଛି। ଏହି ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ଇଂଲଣ୍ଡ ସାମ୍ନାରେ ସଂଘର୍ଷ କରୁଥିବା ଦେଖିବାକୁ ମିଳିଛି। ଇଂଲଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?