Home

ସିସିଟିଭିରେ ବିନା ହେଲମେଟ ଧରପଗଡ଼, ଦେଢ଼ ଲକ୍ଷ ଟଙ୍କାର ଫାଇନ ଗଣିଲେ ଖିଲାପକାରୀ

କେନ୍ଦୁଝର,୨।୧(ସ୍ବ.ପ୍ର.) : ନୂଆବର୍ଷ ଠାରୁ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି କ୍ରମେ କେନ୍ଦୁଝର ଜିଲାରେ ଆରମ୍ଭ ହୋଇଛି ମୋଟରଯାନ ନିୟମ। ବିଶେଷ କରି ହେଲମେଟ ଓ ବେପରୁଆ ଗାଡ଼ିଚାଳନା ଉପରେ ଧରପଗଡ଼। ପ୍ରଥମଥର ପାଇଁ ସିସିଟିଭି ଦ୍ୱାରା ଚାଲିଛି ଏହି ଧରପଗଡ଼। ଏଣୁ…

ରବିବାର ବି ପାଠପଢ଼ା, ଜାଣନ୍ତୁ ଆଉ କ’ଣ ନିୟମ ରହିଛି ଗାଇଡ୍‌ଲାଇନ୍‌ରେ

ଭୁବନେଶ୍ୱର,୨।୧(ବ୍ୟୁରୋ) : କରୋନା କଟକଣା ଯୋଗୁ ରାଜ୍ୟରେ ବନ୍ଦ ହୋଇଥିବା ସ୍କୁଲ ଖୋଲିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଆସନ୍ତା ୮ ତାରିଖରୁ ରାଜ୍ୟରେ ସ୍କୁଲ ଖୋଲିବ। ତେବେ ଏହି ସ୍କୁଲ ଖୋଲିବା ନେଇ ରାଜ୍ୟ ସରକାର ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। କେବଳ…

କିନ୍ନର ଚଳାଇବେ ଏନ୍‌ଏସି ଗାଡ଼ି

ବାଲିଗୁଡ଼ା,୨।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଏନ୍‌ଏସି ପ୍ରଶାସନ ପକ୍ଷରୁ ବର୍ତ୍ତମାନ କିନ୍ନରମାନଙ୍କୁ ଆମତ୍ନିର୍ଭରଶୀଳ କରିବାକୁ ଏକ ପ୍ରୟାସ ଆରମ୍ଭ କରାଯାଇଛି। ସ୍ବଚ୍ଛ ଭାରତ ଅଭିଯାନ ଓ ବର୍ଜ୍ୟବସ୍ତୁ ପରିଚାଳନା ଯୋଜନାରେ ଦୁଇଟି ବ୍ୟାଟେରୀ ଚାଳିତ ନୂତନ ଅଟୋର ଶୁଭାରମ୍ଭ କରାଯାଇଛି। ଏହି…

ମେ’ ୩ରୁ ମାଟ୍ରିକ, ୧୫ରୁ ଯୁକ୍ତଦୁଇ ପରୀକ୍ଷା

ଭୁବନେଶ୍ୱର,୨।୧(ବ୍ୟୁରୋ) : କୋଭିଡ୍‌ କଟକଣା ଯୋଗୁ ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ଥିବା ବେଳେ ଚଳିତମାସ ୮ ତାରିଖରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପାଠପଢ଼ା ଆରମ୍ଭ ହେବ। ତେବେ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ମେ’ ୩ରୁ ଆରମ୍ଭ ହୋଇ ୧୫ରେ ସରିବ।…

ଯୁବକଙ୍କୁ ଠେଙ୍ଗାରେ ପିଟିପିଟି ମାରିଦେଲେ ଦୁର୍ବୃତ୍ତ, ଗଣ୍ଡଗୋଳ ଛଡ଼ାଇବାକୁ ଯାଇ ମହିଳା ଗୁରୁତର

ପାଟଣା,୨।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ରାଜାଭାଡ଼ି ସାପ୍ତାହିକ ହାଟରେ ଜଣେ ୨୦ ବର୍ଷୀୟ ଯୁବକଙ୍କୁ ସଂଘ ବଦ୍ଧ ଭାବେ ଠେଙ୍ଗାରେ ପିଟି ଦୁର୍ବୃତ୍ତମାନେ ଲହୁଲୁହାଣ କରି ପକାଇଥିଲେ। ଶନିବାର ସକାଳୁ ଚିକିତ୍ସାଧୀନ ଅବସ୍ଥାରେ କେନ୍ଦୁଝର ଜିଲା ମୁଖ୍ୟ…

୮ରୁ ଖୋଲିବ ସ୍କୁଲ, କଲେଜ

ଭୁବନେଶ୍ୱର,୨ା୧- କୋଭିଡ୍‌ କଟକଣାରେ ରାଜ୍ୟରେ ଖୋଲିବାକୁ ଯାଉଛି ସ୍କୁଲ ଓ କଲେଜ। ଆସନ୍ତା ୮ ତାରିଖରୁ କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ଶିକ୍ଷାନୁଷ୍ଠାନ ଖୋଲିବ। ମାଧ୍ୟମିକ ଶିକ୍ଷା ବୋର୍ଡ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ…

୫୧ ଲକ୍ଷ ଟଙ୍କାରେ ମଇଁଷି ବିକି କୃଷକ ଆନ୍ଦୋଳନରେ ଦେଲେ ମାଗଣା ଭୋଜନ

ଚଣ୍ଡିଗଡ଼,୨।୧: କେନ୍ଦ୍ର ସରକାରଙ୍କ ଦ୍ୱାରା ପାସ୍‌ କରାଯାଇଥିବା କୃଷି ବିଲ୍‌ ବିରୋଧରେ ଦିଲ୍ଲୀରେ ଚାଲିଥିବା କୃଷକ ଆନ୍ଦୋଳନରେ ହରିୟାଣାର ଜଣେ କୃଷକଙ୍କ ଦ୍ୱାରା ୫୧ ଲକ୍ଷ ଟଙ୍କାର ମଇଁଷି ବିକ୍ରି କରାଯାଇ ଆନ୍ଦୋଳନକାରୀଙ୍କୁ ମାଗଣା ଖାଇବାକୁ ଦିଆଯାଇଛି। ଯାହା ଏବେ ଚର୍ଚ୍ଚାରେ…

କ୍ରିସ୍‌ ଗେଲ୍‌ଙ୍କ ଘୋଷଣା: ୪୫ ବର୍ଷ ଯାଏ ସନ୍ୟାସ ନେବେ ନାହିଁ, ବୋଲର୍‌ଙ୍କ ନିଦ ହଜାଇବେ

ଦୁବାଇ,୨।୧: ୟୁନିଭର୍ସ ବସ୍‌ ନାମରେ ଖ୍ୟାତ ଓ୍ବେଷ୍ଟଇଣ୍ଡିଜର ବିସ୍ଫୋରକ ଓପନର୍‌ କ୍ରିସ୍‌ ଗେଲ କ୍ରିକେଟରୁ ସନ୍ୟାସ ନେଇ ପ୍ରତିକ୍ରିୟା ରଖିଛନ୍ତି। ଏକ ସାକ୍ଷାତକାରରେ ସେ କହିଛନ୍ତି, ଏବେ ସନ୍ୟାସ ନେବା କଥା ଚିନ୍ତା କରିନାହିଁ। ମୋ ପାଖରେ ଆହୁରି ୫ ବର୍ଷ…

ଫେସ୍‌ବୁକରେ ଫ୍ରେଣ୍ଡ୍‌ ରିକ୍ୱେଷ୍ଟ ଗ୍ରହଣ ନ କରିବାରୁ ଯୁବକ ନେଲେ ଏମିତି ପଦକ୍ଷେପ

ଆମେରିକାରେ ରହୁଥିବା ଜଣେ ଯୁବକ ତାଙ୍କର ପୂର୍ବତନ ମାଲିକଙ୍କୁ ଲଗାତର ମାରିଦେବାର ଧମକ ଦେଉଥିଲେ। ଫଳରେ ପୋଲିସ ତାଙ୍କୁ ଗିରଫ କରିଛି। କାରଣ ୨୯ ବର୍ଷୀୟ ସାଲେବ ବୁର୍ଜାକ୍‌ ଫେସ୍‌ବୁକ୍‌ରେ ତାଙ୍କ ପୂର୍ବତନ ମାଲିକଙ୍କୁ ଫେସ୍‌ବୁକରେ ଫ୍ରେଣ୍ଡ୍‌ ରିକ୍ୱେଷ୍ଟ ପଠାଇଥିଲେ। ମାତ୍ର…

ପ୍ରେମ ବ୍ୟାପାର: ଦେହରେ ନିଆଁ ଲଗାଇ ଥାନାରେ ପଶିଗଲେ ଯୁବକ

ପାଲଲହଡ଼ା, ୨।୧(ଡି.ଏନ୍‌.ଏ.): ପ୍ରେମ ବ୍ୟାପାରକୁ ନେଇ ଥାନା ସମ୍ମୁଖରେ ଜଣେ ଯୁବକ ଦେହରେ କିରୋସିନ ଢ଼ାଳି ଆତ୍ମାହୁତି ଉଦ୍ୟମ କରିଛନ୍ତି। ଏଭଳି ଘଟଣା ଘଟିଛି ଅନୁଗୋଳ ଜିଲା ପଲଲହଡ଼ା ଥାନା ଅଞ୍ଚଳରେ। ଏମିତି କାଣ୍ଡ ଘଟାଇଥିବା ଯୁବକ ହେଉଛନ୍ତି ସ୍ଥାନୀୟ ଈଶ୍ୱରନଗର…

ଭାରତୀୟ ଖେଳାଳିଙ୍କ ଅଜାଣତରେ ହୋଟେଲ୍‌ ବିଲ୍‌ ଦେଲେ ପ୍ରଶଂସକ: ରୋହିତ ଶର୍ମା ଜାଣିବା ପରେ…

ମେଲବୋର୍ନ,୨।୧: ଭାରତରେ କ୍ରିକେଟର କ୍ରେଜ ଅଧିକ। ଖେଳ ପ୍ରତି ସମ୍ମାନ ତଥା ଖେଳାଳିଙ୍କ ପ୍ରତି ଥିବା ଭଲପାଇବାକୁ ଭଳିକି ଭଳି ଉପାୟରେ ଦେଖାଇଥାନ୍ତି ପ୍ରଶଂସକ। ସେଭଳି ମହାନ କ୍ରିକେଟର ସଚିନ ତେନ୍ଦୁଲକରଙ୍କ ବଡ଼ ପ୍ରଶଂସକ ସୁଧିର ଗୌତମ ଭାରତୀୟ ଟିମ୍‌ର ସମସ୍ତ…

କରୋନା ପ୍ରତିବନ୍ଧକ ସତ୍ତ୍ୱେ ମେଟ୍ରୋ ଟ୍ରେନ୍‌ରେ ଚୁମ୍ବନ ଦେଲେ ପ୍ରେମୀଯୁଗଳ, ଆଉ ତା’ ପରେ…

ମସ୍କୋ,୨।୧: କରୋନା ମହାମାରୀ ଯୋଗୁ ବିଶ୍ୱର ଅନେକ ସ୍ଥାନରେ ଲକ୍‌ଡାଉନ୍‌ ପରିସ୍ଥିତି ଏବଂ ସର୍ବସାଧାରଣ ସ୍ଥାନରେ ଅନେକ ପ୍ରତିବନ୍ଧକ ଦେଖିବାକୁ ମିଳିଛି। ଅନେକ ସହରରେ ଲକ୍‌ଡାଉନ ଯୋଗୁ ଲୋକଙ୍କ ଧର୍ଯ୍ୟ ମଧ୍ୟ ଭାଙ୍ଗୁଥିବା ଦେଖାଯାଏ। ରୁଷିଆରେ ଏପରି ବ୍ୟତିକ୍ରମ ଦେଖିବାକୁ ମିଳିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri