ଯୁବରାଜଙ୍କୁ କ୍ୟାନ୍ସର ହୋଇଥିବା ନେଇ ପ୍ରଥମେ ଜାଣିବାକୁ ପାଇଥିଲେ ଧୋନୀ, ହେଲେ ଲୁଚାଇ ଆସୁଥିଲେ କୋହ
ନୂଆଦିଲ୍ଲୀ,୧।୨୧: ମହେନ୍ଦ୍ର ସିଂ ଧୋନୀଙ୍କ ଅଧିନାୟକତ୍ୱରେ ୨୮ ବର୍ଷ ପରେ ବିଶ୍ୱକପ୍ ଜିତିଥିଲା ଭାରତୀୟ ଟିମ୍। ଏହି ବିଜୟରେ ପ୍ରମୁଖ ଭୂମିକା ତୁଲାଇଥିଲେ ବ୍ୟାଟ୍ସମ୍ୟାନ୍ ଯୁବରାଜ ସିଂହ। ତାଙ୍କୁ ପ୍ଲେୟର ଅଫ୍ ଦ ଟୁର୍ନାମେଣ୍ଟ ମଧ୍ୟ ଚୟନ କରାଯାଇଥିଲା। ଏହା ପରେ…
ବର୍ଷକୁ ଦୁଇଥର ବଦଳିଥାଏ ଏହି ଦ୍ୱୀପର ମାଲିକାନା
ବିଶ୍ୱରେ ଏମିତି ଏକ ଦ୍ୱୀପ ଅଛି, ଯାହାର ମାଲିକାନା ପ୍ରତି ୬ ମାସରେ ବଦଳିଥାଏ। ଦ୍ୱୀପଟି ଫ୍ରାନ୍ସ ଏବଂ ସ୍ପେନ୍ ମଝିରେ ଅବସ୍ଥିତ। ଯେଉଁଥିପାଇଁ ପ୍ରତି ୬ ମାସରେ ଦ୍ୱୀପଟି ଦେଶ ବଦଳାଇଥାଏ। ଏହି ଦୁଇ ଦେଶ ୬ ମାସ ଲେଖାଏ…
ଫାଇଜର ଟିକାକୁ ଡବ୍ଲୁଏଚ୍ଓର ମଞ୍ଜୁରୀ, ଭାରତକୁ ମିଳିପାରେ ଖୁସିଖବର
ନୂଆଦିଲ୍ଲୀ,୧ ।୧: ଫାଇଜର ଓ ବାୟୋଏନଟେକର କରୋନା ଭାଇରସ ଭ୍ୟାକ୍ସିନକୁ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍ଓ)ର ମଞ୍ଜୁରୀ ମିଳିଯାଇଛି । ଏହାକୁ ଜରୁରୀକାଳିନ ସ୍ଥିତିରେ ବ୍ୟବହାର କରିବାକୁ ଡବ୍ଲୁଏଚ୍ଓ ଅନୁମତି ପ୍ରଦାନ କରିଛି । ଡବ୍ଲୁଏଚ୍ଓ କହିଛି ବିଶ୍ୱରେ ଅବସ୍ଥିତ ଏହାର ଆଞ୍ଚଳିକ…
ନୂଆ ବର୍ଷରେ ୬ ରାଜ୍ୟକୁ ଲାଇଟ୍ ହାଉସ୍ ପ୍ରୋଜେକ୍ଟ ଉପହାର ଦେଲେ ମୋଦି
ନୂଆଦିଲ୍ଲୀ,୧ ।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ସକାଳେ ଭିଡିଓ କନଫରେନସିଂ ଜରିଆରେ ୬ ରାଜ୍ୟକୁ ଲାଇଟ୍ ହାଉସ୍ ପ୍ରୋଜେକ୍ଟ ଉପହାର ଦେଇଛନ୍ତି । ନୂଆବର୍ଷରେ ମୋଦିଙ୍କର ଏହା ପ୍ରଥମ କାର୍ଯ୍ୟକ୍ରମ । ମୋଦି ଗ୍ଲୋବାଲ ହାଉସିଂ ଟେକ୍ନୋଲୋଜି ଚ୍ୟାଲେଞ୍ଜ ଇଣ୍ଡିଆ…
ରାଜ୍ୟବାସୀଙ୍କୁ ନବ ବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧।୧(ବ୍ୟୁରୋ): ପବିତ୍ର ଇଂରାଜୀ ନବବର୍ଷ ଅବସରରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ନବ ବର୍ଷର ଶୁଭେଚ୍ଛା ଜଣାଇନ୍ତି। ଟୁଇଟ୍ ଯୋଗେ ମୁଖ୍ୟମନ୍ତ୍ରୀ ଏହି ବାର୍ତ୍ତା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ବର୍ଷ ୨୦୨୧ରେ କରୋନା ସଙ୍କଟ ଦୂର ହେବା ସହ ରାଜ୍ୟର ଦ୍ରୁତ…
ନିଜକୁ ପ୍ରଥମ ସ୍ଥାନରେ ଦେଖି ଆଶ୍ଚର୍ଯ୍ୟ ହେଲେ ଏହି କ୍ରିକେଟର୍
ଆଇସିସି ଟେଷ୍ଟ ମାନ୍ୟତାରେ ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ ଷ୍ଟିଭ ସ୍ମିଥ ଏବଂ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ପଛରେ ପକାଇ ନ୍ୟୁଜିଲାଣ୍ଡ ଅଧିନାୟକ କେନ ୱିଲିୟମସନ ଶୀର୍ଷ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ପାକିସ୍ତାନ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ୱିଲିୟମସନ ୧୨୯ ଏବଂ…
ବନ୍ଧୁଙ୍କ ପାଇଁ ଘର ବନ୍ଧା ପକାଇଥିଲେ ଏହି ପ୍ରସିଦ୍ଧ ଅଭିନେତା
ବଲିଉଡ ଅଭିନେତା ନାନା ପାଟେକର ଆଜି ୭୦ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୫୧ ଜାନୁଆରୀ ୧ରେ ସେ ମହାରାଷ୍ଟ୍ରର ମୁରୁଦରେ ଜନ୍ମଗ୍ରଣ କରିଥିଲେ। ନାନା ପାଟେକର ମଧ୍ୟବିତ୍ତ ପରିବାରର। ଘରର ଅବସ୍ଥାକୁ ଦୃଷ୍ଟିରେ ରଖି ସ୍କୁଲ ପରେ ପିଲାବେଳେ ସେ ସ୍କୁଲଠାରୁ…
ନୂଆବର୍ଷରେ ରେକର୍ଡ ଭାଙ୍ଗିଲା ଶୀତ
ନୂଆଦିଲ୍ଲୀ,୧।୧: ୨୦୨୦ ବିଦାୟ ଦେଇଛି। ସମସ୍ତେ ନିଜ ନିଜ ଶୈଳୀରେ ୨୦୨୧ ବର୍ଷକୁ ସ୍ବାଗତ କରିଛନ୍ତି। ନୂଆବର୍ଷରେ ରାଜଧାନୀ ଦିଲ୍ଲୀରେ ପ୍ରବଳ ଶୀତ ଅନୁଭୂତ ହୋଇଛି। ଅନେକ ଅଞ୍ଚଳରେ ନୂଆ ବର୍ଷର ପ୍ରଥମ ଦିନ ପାରା ୧.୧ ଡିଗ୍ରୀ ସେଲସିୟସକୁ ଖସି…
ଏହି ପ୍ରସିଦ୍ଧ ଅଭିନେତ୍ରୀଙ୍କୁ ଉଠାଇ ନେଇ ବିବାହ କରିବାକୁ ଚାହୁଁଥିଲେ ପାକିସ୍ତାନ କ୍ରିକେଟର୍
ବଲିଉଡ୍ ଅଭିନେତ୍ରୀ ସୋନାଲି ବେନ୍ଦ୍ରେ ୪୬ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୭୫, ଜାନୁଆରୀରେ ୧ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ନବେ ଦଶକରେ ବଲିଉଡରେ ନାୟିକା ଭାବେ ଏଣ୍ଟ୍ରି କରିଥିଲେ ସେ। ସେତେବେଳେ ତାଙ୍କର ସୌନ୍ଦର୍ଯ୍ୟ ପାଇଁ ସବୁଠାରୁ ଅଧିକ ଚର୍ଚ୍ଚିତା…
୮ ବର୍ଷ ପରେ ପଡିଆକୁ ଓହ୍ଲାଇଲେ ଏହି ପ୍ରସିଦ୍ଧ କ୍ରିକେଟର୍
ଥିରୁଭାନନ୍ତପୁରମ୍,୧।୧: ପ୍ରାୟ ୮ ବର୍ଷର ଦୀର୍ଘ ବ୍ୟବଧାନ ପରେ ଭାରତୀୟ କ୍ରିକେଟର୍ ଏସ୍ ଶ୍ରୀସନ୍ତ ପ୍ରତିଯୋଗିତାମୂଳକ କ୍ରିକେଟକୁ ଫେରିବାକୁ ପ୍ରସ୍ତୁତ ହେଉଛନ୍ତି। ଆଗାମୀ ଘରୋଇ ସିରିଜ ସୟଦ ମୁସ୍ତାକ ଅଲି ଟ୍ରଫି ପାଇଁ ଦ୍ରୁତ ବୋଲର ଶ୍ରୀସନ୍ତଙ୍କୁ କେରଳ ଦଳରେ ମନୋନୀତ…
ଚାଇନାରେ କରୋନାର ନୂଆ ରୂପ
ବେଜିଂ,୧।୧: ଚାଇନାରେ କରୋନାର ଏକ ନୂଆ ରୂପ ଦେଖିବାକୁ ମିଳିଛି। ବ୍ରିଟେନରୁ ଫେରିଥିବା ଜଣେ ମହିଳା କରୋନାର ନୂଆ ଷ୍ଟ୍ରେନ୍ରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ମହିଳାଙ୍କ ଭିତରେ ନୂଆ ଷ୍ଟ୍ରେନ ଦେଖାଦେବା ପରେ ତାଙ୍କୁ ଏବେ କ୍ୱାରାଣ୍ଟାଇନ କରିଦିଆଯାଇଛି। ଏହାସହ ତାଙ୍କ…
୫ ମାସ ପୂରଣ କଲେ ଛୋଟ ପାଣ୍ଡ୍ୟା
ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ତାଙ୍କ ସ୍ତ୍ରୀ ନତାଶା ଷ୍ଟାନକୋଭିକ ୨୦୨୦ ଜୁଲାଇ ୩୦ରେ ମାତାପିତା ହୋଇଥିଲେ। ଡିସେମ୍ବର ୩୦ରେ ଦୁହଁିଙ୍କ ଶିଶୁ ଅଗସ୍ତ୍ୟ ପାଞ୍ଚ ମାସ ପୂରଣ କରିଛନ୍ତି। ଏହି ଅବସରରେ ଏକ ପାର୍ଟିର ଆୟୋଜନ କରାଯାଇଥିଲା। ନତାସା…
Archives


