Home

ଅମାନବୀୟ କାଣ୍ଡ, କୋଠରୀରେ ବନ୍ଦ କରି ୧୦୦ ଲୋକଙ୍କୁ ଜୀବନ୍ତ ଜାଳିଦେଲେ ବନ୍ଧୁକଧାରୀ

ଅବୁଜା,୧୫।୬: ନାଇଜେରିଆର କେନ୍ଦ୍ରୀୟ ବେନୁ ରାଜ୍ୟର ୟେଲେୱାଟା ଗାଁରେ ଏକ ଭୟଙ୍କର ଘଟଣା ଘଟିଛି। ବନ୍ଧୁକଧାରୀମାନେ ଏହି ଗାଁରେ ଅତି କମରେ ୧୦୦ ଜଣଙ୍କୁ ହତ୍ୟା କରିଛନ୍ତି। ଆମ୍ନେଷ୍ଟି ଇଣ୍ଟରନ୍ୟାସନାଲ ନାଇଜେରିଆ ଶନିବାର ଏହି ସୂଚନା ଦେଇଛି। ଆମ୍ନେଷ୍ଟି ସୋସିଆଲ ମିଡିଆ…

ରାଫେଲ ଖସାଇବାକୁ ନେଇ ଯେଉଁ ଦାବି କରିଥିଲା ପାକିସ୍ତାନ ଏବେ ଜଣାପଡ଼ିଲା ଏହାର ସତ

ଇସଲାମାବାଦ,୧୫।୬: ଅପରେଶନ ସିନ୍ଦୂର ଏବଂ ଏହା ପରେ ପାକିସ୍ତାନ ଉପରେ ହୋଇଥିବା ସାମରିକ କାର୍ଯ୍ୟାନୁଷ୍ଠାନ ବିଷୟରେ ମିଛ ପ୍ରତିଦିନ ପ୍ରକାଶ ପାଉଛି। ପାକିସ୍ତାନ ଦାବି କରିଥିଲା ଯେ ସାମରିକ କାର୍ଯ୍ୟାନୁଷ୍ଠାନ ସମୟରେ ଏହାର ସେନା ଦୁଇଟି ରାଫେଲ ଯୁଦ୍ଧ ବିମାନକୁ ଖସାଇ…

‘ଆକ୍ରମଣ ବନ୍ଦ ହେବନି, ବରବାଦ ହେବ ଇରାନ’, କିଛି ବଡ଼ ଘଟଣା ଘଟାଇବ କି ଇସ୍ରାଏଲ?

ଜେରୁଜେଲମ,୧୫।୬: ରବିବାର ଇସ୍ରାଏଲ ଏବଂ ଇରାନ ପରସ୍ପର ଉପରେ ନୂଆ ଆକ୍ରମଣ ଆରମ୍ଭ କରି ଏକ ବ୍ୟାପକ ସଂଘର୍ଷର ଆଶଙ୍କା ସୃଷ୍ଟି କରିଛି। ବିଶ୍ୱର ସର୍ବବୃହତ ଗ୍ୟାସ କ୍ଷେତ୍ର ଉପରେ ଆକ୍ରମଣ କରି ଇସ୍ରାଏଲ ଇରାନ ବିରୁଦ୍ଧରେ ତା’ର ଆଶ୍ଚର୍ଯ୍ୟଜନକ ଅଭିଯାନକୁ…

ରହସ୍ୟମୟ 11A ସିଟ୍‌, ବଞ୍ଚିଯାଉଛି ଜୀବନ

ନୂଆଦିଲ୍ଲୀ,୧୫ା୬: ୩ ଦଶନ୍ଧି ଅନ୍ତରରେ ଘଟିଥିବା ୨ଟି ବିମାନ ଦୁର୍ଘଟଣାରେ ବଞ୍ଚତ୍ୟାଇଥିବା ୨ ଯାତ୍ରୀଙ୍କ ସିଟ୍‌ ନମ୍ବର ୧୧ଏ ରହିଥିବା ଜଣାପଡ଼ିଛି। ପ୍ରଥମ ଦୁର୍ଘଟଣା ୧୯୯୮ରେ ଥାଇଲାଣ୍ଡରେ ଘଟିଥିବାବେଳେ ଦ୍ୱିତୀୟଟି ୨୦୨୫ ଜୁନ୍‌ ୧୨ରେ ଭାରତର ଅହମଦାବାଦରେ ଘଟିଛି। ଉଭୟ ଦୁର୍ଘଟଣାରେ ରହସ୍ୟମୟ…

ତାଙ୍କ ଅନ୍ତେ

ଛୋଟ ଥିଲାବେଳେ, ତାଙ୍କ ଆଙ୍ଗୁଠି ଧରି ଚାଲିଲାବେଳେ ଲାଗୁଥିଲା ସେହି ଆଙ୍ଗୁଠିଠାରୁ ବଡ଼ ସାହାରା ଆଉ କିଛି ନାହିଁ। ତାଙ୍କ କାନ୍ଧରେ ବସି ବୁଲିଲାବେଳେ ଲାଗୁଥିଲା ଦୁନିଆର ସର୍ବୋଚ୍ଚ ଆସନରେ ବସି ଉଚ୍ଚମନା ହେବାର ଅଭିଳାଷକୁ ପୂର୍ଣ୍ଣ କରୁଥିଲି। ତାଙ୍କ ସହ…

ଅବକାରୀ ନୀତିରେ ମହିଳାଙ୍କ ସହଭାଗିତା

ଓଡ଼ିଶାରେ ବହୁଳ ମଦ କାରବାର ହେତୁ ନୂତନ ସରକାରଙ୍କ ଉପରେ ଏକ ମଦ ବିରୋଧୀ ନୀତି ପ୍ରବର୍ତ୍ତନ ପାଇଁ ପ୍ରବଳ ଜନମତ ସୃଷ୍ଟି ହେଉଥିଲା। ଏହାକୁ ନିର୍ଦ୍ଦିଷ୍ଟ ଭାବେ ଦୃଷ୍ଟିରେ ରଖି ନୂତନ ଅବକାରୀ ନୀତି ଆଗତ କରିବାକୁ ସରକାର ଯୋଜନା…

ସୁବିଧାବାଦର ସିଦ୍ଧାନ୍ତ

ଗାଜାରେ ଶୀଘ୍ର, ନିଃସର୍ତ୍ତ ତଥା ଏକ ଲମ୍ବା ଯୁଦ୍ଧ ବିରତି ଦାବି କରାଯାଇ ଜୁନ୍‌ ୧୨ରେ ଜାତିସଂଘ ସାଧାରଣ ସଭାରେ ଏକ ପ୍ରସ୍ତାବ ଗ୍ରହଣ କରାଯାଇଥିଲା। କ୍ଷୁଧାକୁ ଯୁଦ୍ଧର ଏକ ଅସ୍ତ୍ର ଭାବେ ଇସ୍ରାଏଲ ବ୍ୟବହାର କରୁଛି ବୋଲି ଏଥିରେ ଦର୍ଶାଯାଇଥିଲା।…

ଇରାନକୁ ବହୁମୂଲ୍ୟ ଦେବାକୁ ପଡ଼ିବ: ଇସ୍ରାଏଲ୍‌

ଜେରୁଜେଲମ/ତେହରାନ୍‌,୧୫ା୬: ଇରାନ୍‌ ଓ ଇସ୍ରାଏଲ୍‌ ମଧ୍ୟରେ ବହୁ ବର୍ଷ ଧରି କୁହୁଳୁଥିବା ଧୂଅଁା ଏବେ ନିଅଁାର ରୂପ ନେଇ ବ୍ୟାପିବାରେ ଲାଗିଛି। ୨୦୨୩ ଅକ୍ଟୋବର ୭ରୁ ହାମାସ୍‌ ସହ ଯୁଦ୍ଧରତ ଥିବା ଇସ୍ରାଏଲ୍‌ ଜୁନ୍‌ ୧୩ରେ ଇରାନ୍‌ ଉପରେ ଅତର୍କିତ ଆକ୍ରମଣ କରିବା…

ଆଉ ଏକ ବଡ଼ ଦୁର୍ଘଟଣା, କେଦାରନାଥରୁ ଆସୁଥିବା ହେଲିକପ୍ଟର ଧ୍ୱଂସ

ଡେରାଡୁନ,୧୫।୬: ଉତ୍ତରାଖଣ୍ଡ ରୁଦ୍ରପ୍ରୟାଗର ଗୌରୀକୁଣ୍ଡ ଅଞ୍ଚଳରେ ଏକ ବଡ଼ ଦୁର୍ଘଟଣା ଘଟିଛି। ରବିବାର ସକାଳେ କେଦାରନାଥ ମାର୍ଗରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ହେଲିକପ୍ଟରରେ ମୋଟ ପାଞ୍ଚ ଜଣ ଥିଲେ। ସମସ୍ତ ପାଞ୍ଚ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। NDRF…

୨ ଦିନରେ ସକ୍ରିୟ ହେବ ମୌସୁମୀ, ୭ଦିନ ବର୍ଷିବ; ଜାରି ହେଲା ଓ୍ବାର୍ନିଂ…

ଭୁବନେଶ୍ୱର,୧୪ା୬ (ଅନୁରାଧା ମହାରଣା) – ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେବଳ ଦକ୍ଷିଣ ଓଡ଼ିଶାରେ ସକ୍ରିୟ ରହିଛି। ରାଜ୍ୟର ଅନ୍ୟ ଅଞ୍ଚଳରେ ଗରମ ଓ ଗୁଳୁଗୁଳି ହେଉଛି। ତେବେ ଆସନ୍ତା ଦୁଇରୁ ତିନିଦିନ ମଧ୍ୟରେ ମୌସୁମୀ ଆହୁରି ସକ୍ରିୟ ହୋଇ ବର୍ଷା…

ଚମକାଉଛି ୨୦୨୫କୁ ନେଇ ବାବା ଭେଙ୍ଗା କରିଥିବା ଭବିଷ୍ୟବାଣୀ, କ’ଣ ବାସ୍ତବରେ ସତ ହେବାକୁ ଯାଉଛି…?

ନୂଆଦିଲ୍ଲୀ,୧୪।୬: ବାବା ଭେଙ୍ଗା ଜଣେ ବୁଲଗେରିଆନ ଭବିଷ୍ୟବକ୍ତା ଥିଲେ, ଯିଏ ୧୨ ବର୍ଷ ବୟସରେ ଦୃଷ୍ଟିଶକ୍ତି ହରାଇଥିଲେ। ୧୯୧୧ ମସିହାରେ ଜନ୍ମଗ୍ରହଣ କରିଥିବା ଏବଂ ୧୯୯୬ ମସିହାରେ ୮୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିବା ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଏବେ ବି…

ଆମେରିକାରେ ହଇଚଇ: ଘରେ ପଶି ଦୁଇ ଏମ୍‌ପିଙ୍କୁ ଗୁଳି, ପୋଲିସ ବେଶରେ…

ଓ୍ବାଶିଂଟନ,୧୪।୬: ଆମେରିକାର ମିନେସୋଟା ରାଜ୍ୟରେ ଗୋଟିଏ ରାତିରେ ଦୁଇଜଣ ଏମ୍‌ପିଙ୍କୁ ହତ୍ୟା କରାଯାଇଛି। ଏହି ଘଟଣାକୁ ନେଇ ସାରା ଦେଶରେ ହଇଚଇ ସୃଷ୍ଟି ହୋଇଛି। ପୂର୍ବତନ ହାଉସ ବାଚସ୍ପତି ଏବଂ ଡେମୋକ୍ରାଟ ନେତା ମେଲିସା ହର୍ଟମ୍ୟାନ ଏବଂ ତାଙ୍କ ସ୍ବାମୀଙ୍କୁ ସେମାନଙ୍କ ଘରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri