Home

ବଡ଼କୁ ଛାଡ଼ି ଛୋଟଙ୍କୁ ଧରୁଛନ୍ତି ସରକାର: ଭାଜପା

ଭୁବନେଶ୍ୱର,୧ା୧(ବ୍ୟୁରୋ):୨୦ବର୍ଷ ଧରି ସରକାର ରାଜ୍ୟରେ ଦୁର୍ନୀତି ଓ ଭ୍ରଷ୍ଟାଚାରକୁ ପ୍ରଶ୍ରୟ ଦେଇ ଚାଲିଛନ୍ତି ା ଏବେ କେବଳ ବାହା ବାହା ନେବା ପାଇଁ ସମ୍ପତ୍ତି ତାଲିକା କଥା ଉଠାଇବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ା ପୂର୍ବରୁ ଗେଜେଟେଡ୍‌ ସରକାରୀ ଅଧିକାରୀଙ୍କ ସମ୍ପତ୍ତି ତାଲିକା…

୩ ବର୍ଷରେ ୭୫୦ ସଡ଼କ ଦୁର୍ଘଟଣା, ୨୬୪ ମୃତ

ଖୋର୍ଦ୍ଧା ଅଫିସ, ୧ା୧:ରାଜ୍ୟରେ ସଡ଼କ ଦୁର୍ଘଟଣା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ତାଳଦେଇ ମୃତ୍ୟୁହାର ମଧ୍ୟ ବଢିଚାଲିଛି। ସଡ଼କ ଦୁର୍ଘଟଣା ନିୟନ୍ତ୍ରଣ ଲାଗି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ କେନ୍ଦ୍ର ସରକାର ନୂତନ ମୋଟରଯାନ ସଂଶୋଧନ ଆଇନ ୨୦୧୯ କାର୍ଯ୍ୟକାରୀ…

ଦୀପିକାଙ୍କ ସୋସିଆଲ ମିଡିଆରୁ ସବୁ ପୋଷ୍ଟ ଗାଏବ

ବଲିଉଡର ଅଭିନେତ୍ରୀ ଦୀପିକା ପାଦୁକୋନ ନୂଆବର୍ଷ ସ୍ବାମୀ ରଣବୀରଙ୍କ ସହ ଜୟପୁରରେ ପାଳନ କରୁଛନ୍ତି। ନୂଆ ବର୍ଷ ୨୦୨୧ ଆରମ୍ଭ ପୂର୍ବରୁ ଦୀପିକା ପାଦୁକୋନଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ଫେସବୁକ, ଟୁଇଟର୍‌ ଏବଂ ଇନଷ୍ଟାଗ୍ରାମରେ ତାଙ୍କର ସମସ୍ତ ପୋଷ୍ଟ ଅଦୃଶ୍ୟ ହୋଇଯାଇଛି।…

ପରିସ୍ଥିତିରେ ପଡ଼ି ପର୍ନଷ୍ଟାର ପାଲଟିଲେ ଏହି ଟେନିସ ଖେଳାଳି, ଅନ୍‌ଲାଇନ୍‌ରେ ବିକୁଛନ୍ତି ହଟ୍‌ ଫଟୋ

କରୋନା ମହାମାରୀ ୨୦୨୦ରେ କିିଛି ଲୋକଙ୍କୁ ପରିସ୍ଥିତର ଦାସ କରିଦେଇଛି। କିଛି ଲୋକଙ୍କ ଚାକିରି ଯାଇଛି ତ ଆଉ କାହାର ଜୀବନ ମଧ୍ୟ ଯାଇଛି। ଖେଳଜଗତରେ ମଧ୍ୟ ଏହି ମହାମାରୀ ବେଶ୍‌ ପ୍ରଭାବ ପକାଇଛି। କରୋନା ଯୋଗୁ ଦୀର୍ଘଦିନ ଧରି କୌଣସି…

ନୂଆବର୍ଷର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ନୂଆବର୍ଷର ଶୁଭେଚ୍ଛା ଜଣାଇଛନ୍ତି। ନୂତନ ବର୍ଷ ଦେଶବାସୀଙ୍କ ଜୀବନରେ ଉତ୍ତମ ସ୍ବାସ୍ଥ୍ୟ, ସୁଖ ଏବଂ ସମୃଦ୍ଧତା ଆଣିବ ବୋଲି ସେ ଆଶା ପ୍ରକାଶ କରିଛନ୍ତି। ମୋଦି ଟୁଇଟ କରି କହିଛନ୍ତି ଯେ, ଆପଣ ସମସ୍ତଙ୍କୁ…

ମନର ଯନ୍ତ୍ରଣା ପ୍ରକାଶ କଲେ ଏହି କ୍ରିକେଟର୍‌

ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ପ୍ରଥମ ଦୁଇଟି ମ୍ୟାଚରେ ଫ୍ଲପ ହୋଇଥିବା ଅଷ୍ଟ୍ରେଲିଆ ଷ୍ଟିଭ ସ୍ମିଥ ଏହି ସମୟରେ ଚର୍ଚ୍ଚାର ବିଷୟ ପାଲଟିଛନ୍ତି। ଏକଦିବସୀୟ ସିରିଜରେ ଭାରତ ବିପକ୍ଷରେ ଦୁଇଟି ଶତକ ମାରିଥିବା ସ୍ମିଥ ଭାରତ ବିପକ୍ଷ…

ଆଜି ଦାୟିତ୍ୱ ନେବେ ସୁରେଶ ମହାପାତ୍ର

ଭୁବନେଶ୍ୱର,୧ା୧(ବ୍ୟୁରୋ): ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ଗୁରୁବାର ଅବସର ନେଇଛନ୍ତି। ଜାନୁୟାରୀ ୧ ତାରିଖ ଅର୍ଥାତ୍‌ ଶୁକ୍ରବାର ନୂଆ ମୁଖ୍ୟ ଶାସନ ସଚିବ ଭାବେ ସୁରେଶ ମହାପାତ୍ର ଦାୟିତ୍ୱ ଗ୍ରହଣ କରିବେ। କୋଭିଡ କଟକକଣା ଥିବାରୁ ବିଦାୟୀ ମୁଖ୍ୟ…

ଓବିସି, ଏସ୍‌ଇବିସି ବର୍ଗଙ୍କ ନିଯୁକ୍ତି ଓ ଶିକ୍ଷା କ୍ଷେତ୍ରରେ ସଂରକ୍ଷଣ ରହୁ

ଭୁବନେଶ୍ୱର,୧ା୧(ବ୍ୟୁରୋ): ସରକାରୀ ହାଇସ୍କୁଲରେ ପଢୁଥିବା ଛାତ୍ରୀଛାତ୍ରଙ୍କ ଲାଗି ଡାକ୍ତରୀ ଓ ଇଞ୍ଜିନିୟରିଂ ଭଳି ଉଚ୍ଚଶିକ୍ଷା ନିମନ୍ତେ ସ୍ଥାନ ସଂରକ୍ଷଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ା ଏହି ପରିପ୍ରେକ୍ଷୀରେ ଅନ୍ୟାନ୍ୟ ପଛୁଆ ବର୍ଗ(ଓବିସି)ଙ୍କୁ ଚାକିରି କ୍ଷେତ୍ରରେ ଓ…

ଓଡ଼ିଶା ଟି୨୦ କ୍ରିକେଟ ଲିଗ୍‌: ଡକ୍‌ଓ୍ବର୍ଥରେ ଜିତିଲା ପାନ୍ଥର୍ସ

ଭୁବନେଶ୍ୱର, ୧ା୧(କ୍ରୀଡ଼ା ପ୍ରତିନିଧି): ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ କଟକର ବାରବାଟୀ ଷ୍ଟାଡିୟମରେ ଚାଲିଥିବା ଏମ୍‌ଜିଏମ୍‌ ଟି୨୦ କ୍ରିକେଟ ଲିଗ୍‌ରେ ଗୁରୁବାର ଗୋଟିଏ ମ୍ୟାଚ ସମ୍ଭବ ହୋଇଛି। ତେବେ ଫ୍ଲଡ୍‌ଲାଇଟ୍‌ରେ ସମସ୍ୟା ଯୋଗୁ ଡକ୍‌ଓ୍ବର୍ଥ ଲୁଇସ ନିୟମ ଅନୁସାରେ ଫଳାଫଳ…

ମାତ୍ର ୧୫ ମିନିଟ୍‌ ବସନ୍ତୁ କଅଁଳ ଖରାରେ, ମିଳିବ ଏସବୁ ଫାଇଦା

ସୂର୍ଯ୍ୟଙ୍କ କଅଁଳ ଖରାରେ ପର୍ଯାପ୍ତ ପରିମାଣ ଭିଟାମିନ ଡି’ ରହିଛି। ମାତ୍ର ପ୍ରଦୂଷଣ କାରଣ ଯୋଗୁ ଲୋକଙ୍କୁ ଆଉ ସୂର୍ଯ୍ୟଙ୍କ କଅଁଳ କିରଣ ମିଳୁନି। ଏହା ଉପରେ ରିସର୍ଚ୍ଚ କରାଯାଇ ଏକ ତଥ୍ୟ ପ୍ରକାଶ ପାଇଛି। କଅଁଳ ଖରାରୁ ଭିଟାମିନ୍‌ ଡି…

ବର୍ଷକରେ ୨୫ କୋଟିର ବ୍ରାଉନ୍‌ସୁଗାର ଜବତ

ଭୁବନେଶ୍ୱର,୧।୧(ବ୍ୟୁରୋ):କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ(ଏସ୍‌ଟିଏଫ)କୁ ୨୦୨୦ରେ ଅନେକ ସଫଳତା ମିଳିଛି। ବାଘଛାଲଠାରୁ ଆରମ୍ଭ କରି ବଜ୍ରକାପ୍ତା ଚାଲାଣ ଓ ବନ୍ଧୁକ ବେପାରୀଙ୍କୁ ଧରିବାରେ ସଫଳ ହୋଇଛି ଏସ୍‌ଟିଏଫ୍‌। ରାଜଧାନୀରୁ କୋରାପୁଟ ପର୍ଯ୍ୟନ୍ତ ସାରା ରାଜ୍ୟରେ ଚଢାଉ କରି ବ୍ରାଉନସୁଗାର ଓ ଗଞ୍ଜେଇ…

କର୍ଫ୍ୟୁ ଭିତରେ ନୂଆବର୍ଷକୁ ସ୍ୱାଗତ

ଭୁବନେଶ୍ୱର,୧।୧(ବ୍ୟୁରୋ):ନା ଥିଲା ଚିକ୍‌ମିକ୍‌ ଲାଇଟ୍‌ ନା ଶୁଭୁଥିଲା କୋଳାହାଳ। ମଧ୍ୟରାତିର ସବୁ ଉତ୍କଣ୍ଠା, ଉତ୍ସାହରେ ରୋକ ଲଗାଇଥିଲା କରୋନା କଟକଣା। ରଙ୍ଗହୀନ ହୋଇଯାଇଥିଲା ଜିରୋନାଇଟ୍‌। କଟକ ଓ ଭୁବନେଶ୍ୱରରେ ୭ ଘଣ୍ଟିଆ କର୍ଫୁ ସତେ ଯେମିତି ସତର୍କ କରାଉଥିଲା। ନିର୍ଜନତା ଭିତରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri