Home

ଦିଦିଙ୍କ ଉପରେ ଘନେଇଲା ସଙ୍କଟ: ଅଭିଷେକଙ୍କ ନିକଟତମ ବିନୟଙ୍କ ଘରେ ସିବିଆଇ ଚଢ଼ାଉ

କୋଲକାତା,୩୧।୧୨: ପଶ୍ଚିମବଙ୍ଗରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସରକାର ଉପରେ ଏବେ ସଙ୍କଟ ଘନେଇବାରେ ଲାଗିଛି। ମମତାଙ୍କ ପୁତୁରା ଅଭିଷେକ ବାନାର୍ଜୀଙ୍କ ନିକଟତମ ଥିବା ବିନୟ ମିଶ୍ରାଙ୍କ ଘରେ ଗୁରୁବାର ସିବିଆଇ ଚଢ଼ାଉ କରାଯାଇଛି। ବେଆଇନ୍‌ ଗୋଚାଲାଣ ଦୁର୍ନୀତିରେ ନେଇ ଚଢ଼ାଉ କରାଯାଇଛି।…

ଆଜି ରାଜ୍ୟରୁ ୩୧୫ କରୋନା ପଜିଟିଭ୍‌ ଚିହ୍ନଟ, ଆଖି ବୁଜିଲେ ୨ ଆକ୍ରାନ୍ତ

ଭୁବନେଶ୍ୱର,୩୧ା୧୨(ବ୍ୟୁରୋ): ଗୁରୁବାର ରାଜ୍ୟରେ ୩୧୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୯,୬୨୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୮୧ଜଣ ଚିହ୍ନଟ ହୋଇଥିବା…

ଏହି କ୍ରିକେଟର୍‌ଙ୍କ କାର୍‌ ଓଲଟିଲା

ଜୟପୁର,୩୧।୧୨:ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହମ୍ମଦ ଆଜାରୁଦ୍ଦିନଙ୍କ କାର୍‌ ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ଏଥିରେ ସେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଲାଲସୋଟ କୋଟା ମେଗା ହାଇଓ୍ବେରେ ଏହି ଦୁର୍ଘଟଣା ଘଟିଥିଲା। ଆଜାରୁଦ୍ଦିନ୍‌ ନିଜ ପରିବାର ସହ ରଣନ୍ଥମ୍ବୋର ଭବନ…

ଚିନ୍ତା ବଢ଼ାଇଲା ନୂଆ ଷ୍ଟ୍ରେନ୍‌: ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨୫ ଛୁଇଁଲା

ନୂଆଦିଲ୍ଲୀ,୩୧।୧୨: ଦେଶରେ କରୋନା ମହାମାରୀର ନୂଆ ଷ୍ଟ୍ରେନ୍‌ ଆକ୍ରାନ୍ତଙ୍କୁ ନେଇ ଏବେ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ପ୍ରତିଦିନ ନୂଆ ଷ୍ଟ୍ରେନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ସୁଦ୍ଧା ସ୍ବଦେଶ ଫେରିଥିବା ବ୍ରିଟେନ୍‌ ଫେରନ୍ତାଙ୍କ ମଧ୍ୟରୁ ୨୦ ଜଣଙ୍କଠାରେ…

ଜାରି ହେଲା ନୂଆବର୍ଷ କଟକଣା: ରାତି ୧୦ରୁ ସକାଳ ୫ ପର୍ଯ୍ୟନ୍ତ ଘରୁ ବାହାରିପାରିବେ ନାହିଁ ଲୋକେ

ଭୁବନେଶ୍ୱର,୩୧।୧୨: ଆଜି ୨୦୨୦ ବର୍ଷର ଶେଷ ଦିନ। ନୂଆବର୍ଷକୁ ସ୍ବାଗତ କରିବା ପାଇଁ ଲୋକଙ୍କ ମଧ୍ୟରେ ଉତ୍ସାହ ଏବଂ ଉଦ୍ଦୀପନା ଦେଖାଦେଇଛି। ତେବେ ଏହା ଭିତରେ କରୋନାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କଟକଣା ଜାରି କରିଛନ୍ତି। ଗୁରୁବାର ରାତି ଅର୍ଥାତ୍‌…

ପଞ୍ଚାୟତ ଜିପିଇଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବଲାଙ୍ଗୀର ଅଫିସ,୩୧ା୧୨: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ବଲାଙ୍ଗୀର ଜିଲା ପୁଇଁତଲା ବ୍ଲକ ପୁଇଁତଲା ପଞ୍ଚାୟତର ଜିପିଇଓ ବିହାରୀଲାଲ ବାରିକଙ୍କ ଘରେ ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। ପିଇଓଙ୍କ ଶାନ୍ତିପଡ଼ା ଘର ଏବଂ ପୁଇଁନ୍ତଲା ଅଫିସରେ ଏକକାଳୀନ ଚଢ଼ାଉ ଜାରି…

ପଡ଼ୋଶୀ ମହିଳାଙ୍କ ସହ ପ୍ରେମସମ୍ପର୍କ ରଖିବାକୁ ବେଡ୍‌ରୁମ୍‌ ତଳେ ତିଆରି କରିଥିଲେ ଗୁପ୍ତ ସୁଡ଼ଙ୍ଗ, ଜଣାପଡ଼ିବା ପରେ…

ଜଣେ ବିବାହିତ ବ୍ୟକ୍ତି ପଡ଼ୋଶୀ ମହିଳାଙ୍କ ସହିତ ପ୍ରେମସମ୍ପର୍କ ରଖିବା ପାଇଁ ବେଡ୍‌ରୁମ୍‌ ତଳେ ଏକ ସୁଡ଼ଙ୍ଗ ତିଆରି କରିଥିଲେ। ମହିଳା ଜଣଙ୍କ ତାଙ୍କ ସ୍ବାମୀଙ୍କ ସହ ଘରେ ରୁହନ୍ତି। ମାତ୍ର ଯେତେବେଳେ ସ୍ବାମୀ କାମ କରିବାକୁ ବାହାରକୁ ଯାଆନ୍ତି ସେହି…

ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟାନ୍‌ ହେଲେ କେନ୍‌ ଓ୍ବିଲିୟମସନ, କୋହଲି ଏହି ସ୍ଥାନରେ

ଦୁବାଇ,୩୧।୧୨: ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ ତାଲିକା ପ୍ରକାଶ ପାଇଛି। ଏହି ତାଲିକାର ପ୍ରଥମ ସ୍ଥାନକୁ ଉନ୍ନୀତ ହୋଇଛନ୍ତି ନ୍ୟୁଜିଲାଣ୍ଡ ଅଧିନାୟକ କେନ୍‌ ଓ୍ବିଲିୟମସନ୍‌। ସେ ଭାରତୀୟ ଅଧିନାୟକ ବିରାଟ କୋହଲି ଏବଂ ଷ୍ଟିଭ୍‌ ସ୍ମିଥ୍‌ଙ୍କୁ ପଛରେ ପକାଇ ସେ ପ୍ରଥମ ସ୍ଥାନ…

ଭିଆଇପିଙ୍କୁ ପୋଲିସ ସୁରକ୍ଷା: ପଶ୍ଚିମବଙ୍ଗ-ପଞ୍ଜାବ-ବିହାର ଶୀର୍ଷରେ

ନୂଆଦିଲ୍ଲୀ,୩୧।୧୨: ଦେଶରେ ଭିଆଇପିଙ୍କ ସୁରକ୍ଷା କାର୍ଯ୍ୟରେ ନିଯୁକ୍ତ ହୋଇଥିବା ପୋଲିସଙ୍କ ସମ୍ପର୍କିତ ଏକ ରିପୋର୍ଟ ପ୍ରକାଶ ପାଇଛି। ବ୍ୟୁରୋ ଅଫ୍‌ ପୋଲିସ ରିସର୍ଚ୍ଚ ଆଣ୍ଡ ଡେଭଲପ୍‌ମେଣ୍ଟ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଏସମ୍ପର୍କରେ ଉଲ୍ଲେଖ କରାଯାଇଛି। ପଶ୍ଚିମବଙ୍ଗ,ପଞ୍ଜାବ ଏବଂ ବିହାରରେ ଅଧିକ…

ବରଗଛରେ ଝୁଲୁଛି ପ୍ରେମୀଯୁଗଳଙ୍କ ମୃତଦେହ

ମାଲକାନଗିରି,୩୧ା୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦରମହକୁମା ଜବରଦସ୍ତ କଲୋନୀର ମନ୍ଦିର ନିକଟରେ ଥିବା ଏକ ବରଗଛରୁ ଯୁବକ ଓ ଯୁବତୀଙ୍କ ଝୁଲନ୍ତା ମୃତଦେହ ଜବତ କରାଯାଇଛି। ଉଭୟଙ୍କ ମୃତଦେହ ବରଗଛରେ ଏକ ଗାମୁଛାରେ ବନ୍ଧା ହୋଇଥିବା ବେଳେ ଉଭୟ ପ୍ରେମୀଯୁଗଳ ବୋଲି ଅନୁମାନ…

ଦେଶରେ କାମ କରୁଛି ୫୯୭ ଫାଷ୍ଟ୍‌ ଟ୍ରାକ୍‌ କୋର୍ଟ

ନୂଆଦିଲ୍ଲୀ,୩୧।୧୨: ଦେଶରେ ସମ୍ପ୍ରତି ୫୯୭ ଫାଷ୍ଟ ଟ୍ରାକ୍‌ କୋର୍ଟ କାମ କରୁଛି। ସେଥିମଧ୍ୟରୁ ୩୨୧ କୋର୍ଟରେ ମୁଖ୍ୟତଃ ପୋକ୍ସୋ ମାମଲାର ବିଚାର କରାଯାଉଛି। ଦେଶର ୨୪ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ କୋର୍ଟଗୁଡ଼ିକ ରହିଛି। ଆଇନମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।…

ଭାରତୀୟ ଦଳ ପାଇଁ ଖରାପ ଖବର: ଭାରତ ଫେରିଲେ ଏହି କ୍ରିକେଟର୍‌

ମେଲବୋର୍ନ,୩୧।୧୨:ବକ୍ସିଂ ଡେ’ ଟେଷ୍ଟରେ ଭାରତୀୟ ଦଳର ବିଜୟ ହାସଲ କରିଛି। ଏହି ସମୟରେ ବର୍ଡର-ଗାଭାସ୍କର ଟ୍ରଫି ୧-୧ରେ ବରାବର ହୋଇଛି। ଜାନୁଆରୀ ୭ରେ ତୃତୀୟ ଟେଷ୍ଟ ଖେଳାଯିବାକୁ ଥିବାବେଳେ ଭାରତୀୟ ଦଳ ପାଇଁ ଏକ ଖରାପ ଖବର ସାମ୍ନାକୁ ଆସିଛି। ଦଳର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri