Home

ଦଳଦଳ ହେଲେଣି ଦଳ

ନୂଆଦିଲ୍ଲୀ, ୬।୨(ପି.ଟି.): ପଞ୍ଜୀକୃତ ଅଣସ୍ବୀକୃତ ରାଜନୈତିକ ଦଳ ସଂଖ୍ୟା ୨୦୧୦ରୁ ୨୦୧୯ ମଧ୍ୟରେ ଦୁଇଗୁଣ ବୃଦ୍ଧି ପାଇଛି। ଆସୋସିଏଶନ ଫର୍‌ ଡେମୋକ୍ରାଟିକ୍‌ ରିଫର୍ମସ୍‌ (ଏଡିଆର୍‌) ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଏହା କୁହାଯାଇଛି। ଅଣସ୍ବୀକୃତ ଦଳ ଅର୍ଥ ଯେଉଁମାନେ ନୂଆ ପଞ୍ଜୀକୃତ ହୋଇଛନ୍ତି…

ଚକା ଜାମ୍‌ କରିବେ ଚାଷୀ

ଭୁବନେଶ୍ୱର,(ବ୍ୟୁରୋ)/ନୂଆଦିଲ୍ଲୀ, ୬।୨(ପି.ଟି.): କେନ୍ଦ୍ର ସରକାରଙ୍କ ୩ କୃଷି ଆଇନ ବିରୋଧରେ ଆନ୍ଦୋଳନରତ କୃଷକ ସଂଗଠନଗୁଡ଼ିକ ଶନିବାର ଦେଶବ୍ୟାପୀ ‘ଚକା ଜାମ୍‌’ ଆନ୍ଦୋଳନ ଡାକରା ଦେଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ସୀମାରେ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି। ଆନ୍ଦୋଳନ ସ୍ଥଳଗୁଡ଼ିକରେ ଅତିରିକ୍ତ…

ଉଦୟପୁର ବେଶିଲ୍‌ ଇଣ୍ଟରନ୍ୟାଶନାଲରେ ଏନଫୋର୍ସମେଣ୍ଟ ଟିମ୍‌

ଭୋଗରାଇ, ୬।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଉଦୟପୁରସ୍ଥିତ ବେଶିଲ ଇଣ୍ଟରନ୍ୟାଶନାଲ ଭଗ୍ନପ୍ରାପ୍ତ ପଞ୍ଚତାରକା ହୋଟେଲରେ କେନ୍ଦ୍ରୀୟ ଏନଫୋର୍ସମେଣ୍ଟର ଗୌହାଟି ଇଡି ଆସିଷ୍ଟାଣ୍ଟ କମିଶନର ଚନ୍ଦ୍ରମଣି ସିକୁମାର ଓ ଭୋଗରାଇ ତହସିଲଦାର କମଳାକାନ୍ତ ପଣ୍ଡା ଶୁକ୍ରବାର ପହଞ୍ଚତ୍ ହୋଟେଲର ସ୍ଥାବର ଓ…

ରେପୋ ରେଟ୍‌ ଅପରିବର୍ତ୍ତିତ ରଖିଲା ଆର୍‌ବିଆଇ

ନୂଆଦିଲ୍ଲୀ: ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ଚତୁର୍ଥ ଥର ଲାଗି ଏହାର ରେପୋ ରେଟ୍‌ ( କେନ୍ଦ୍ରୀୟ ବ୍ୟାଙ୍କ ଯେଉଁ ହାରରେ ବାଣିଜି୍ୟକ ବ୍ୟାଙ୍କଗୁଡ଼ିକୁ ଋଣ ଦିଏ)କୁ ଶୁକ୍ରବାର ଅପରିବର୍ତ୍ତିତ ରଖିଛି। କରୋନା ପ୍ରଭାବିତ ଅର୍ଥ ବ୍ୟବସ୍ଥାକୁ ପୁଣି ଥରେ ଛିଡ଼ା…

ଜନସାଧାରଣ ନୁହେଁ, ଶିଳ୍ପପତି ପାଇବେ ଲାଭ

ଅନୁଗୋଳ ଅଫିସ, ୬।୨ ଖୁବ୍‌ଶୀଘ୍ର ଦେଶରେ ସ୍କ୍ରାପେଜ୍‌ ନୀତି ଲାଗୁ ହେବ। ଏହାଦ୍ୱାରା ୧୫ ବର୍ଷର ବ୍ୟବସାୟିକ ଓ ୨୦ ବର୍ଷର ଘରୋଇ ଗାଡ଼ିକୁ ରାସ୍ତାରୁ ହଟାଇ ଦିଆଯିବ। ଫଳରେ ପ୍ରଦୂଷଣରୁ ପରିବେଶକୁ ସୁରକ୍ଷା ଦିଆଯିବା ସହ ଇନ୍ଧନ ଶକ୍ତିର ବ୍ୟବହାରକୁ…

ଦ୍ୱିତୀୟ ଟେଷ୍ଟ:ଦକ୍ଷିଣ ଆଫ୍ରିକା ଟପ୍‌ ଅର୍ଡରର ବିପର୍ଯ୍ୟୟ

ରାଓ୍ବଲପିଣ୍ଡି,୬।୨(ଏପି): ପାକିସ୍ତାନ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ଟପ୍‌ ଅର୍ଡର ବ୍ୟାଟ୍ସମ୍ୟାନମାନେ ପୁଣି ଫେଲ ମାରିଛନ୍ତି। ଫଳରେ ଘରୋଇ ଦଳ ସୁବିଧାଜନକ ସ୍ଥିତିରେ ରହିଛି। ସ୍ଥାନୀୟ ରାଓ୍ବଲପିଣ୍ଡି କ୍ରିକେଟ ଷ୍ଟାଡିୟମରେ ଚାଲିଥିବା ଅନ୍ତିମ ମ୍ୟାଚ୍‌ରେ ଟସ୍‌ ଜିତି ପାକିସ୍ତାନ…

କ୍ରିକେଟର ଶ୍ରୀସନ୍ଥଙ୍କ ବିରୋଧରେ ଆସିଥିଲା ଏଭଳି ଅଭିଯୋଗ…

ମୁମ୍ବାଇ,୬।୨: ଭାରତୀୟ କ୍ରିକେଟର ଶାନ୍ଥାକୁମାରନ ଶ୍ରୀସନ୍ଥଙ୍କୁ ଶନିବାର ୩୮ବର୍ଷ ପୂରଣ ହୋଇଛି। ସେ ୩୯ ବର୍ଷରେ ପାଦ ଦେଇଛନ୍ତି। ୧୯୮୩ ଫେବୃୟାରୀ ୬ରେ ସେ କେରଳର କୋଥାମଙ୍ଗଳମ୍‌ ଠାରେ ଜନ୍ମଗ୍ରହଣ କରିଥିଲେ। କ୍ରିକେଟ ପଡ଼ିଆରେ ବେଶ ସଫଳତା ହାସଲ କରିପାରି ନ…

୧୮ ବର୍ଷ ପୂର୍ବେ କରିସ୍ମାଙ୍କ ସହ ନିର୍ବନ୍ଧ କରିଥିଲେ ଅଭିଷେକ, କେବଳ ମା’ଙ୍କ ଏହି ଡିମାଣ୍ଡ ଯୋଗୁ…

ବମ୍ବେ: ୨୦୦୦ ମସିହାରେ ଫିଲ୍ମ ‘ରେଫ୍ୟୁଜି’ରୁ ଅଭିନୟ ଜୀବନ ଆରମ୍ଭ କରିଥିଲେ ବିଗ୍‌ବିଙ୍କ ପୁଅ ତଥା ଅଭିନେତା ଅଭିଷେକ ବଚ୍ଚନ। ଫିଲ୍ମରେ ତାଙ୍କ ନାୟିକା ସାଜିଥିଲେ ଅଭିନେତ୍ରୀ କରିସ୍ମା କପୁର। ଅଭିନୟ କରୁକରୁ ସତସତିକା ପ୍ରେମରେ ପଡ଼ିଥିଲେ ଅଭିଷେକ। ଏହାର ଦୁଇ…

ଡେଟିଂ ଆପରୁ ୧୬ଜଣ ଯୁବକଙ୍କୁ ପ୍ରେମ ଜାଲରେ ଫସାଇଥିଲେ ଯୁବତୀ, ପରେ ହୋଟେଲ ନଚେତ ଘରକୁ ନେଇ…

ପୁଣେ: ମହାମାରୀ କରୋନା ସମୟରେ ଚାକିରି ହରାଇଥିଲେ ଅନେକ। ଏହି ସମୟରେ ଜଣେ ଯୁବତୀ ଟଙ୍କା କମାଇବାର ଅଜବ ଉପାୟ ଆପଣାଇଥିଲେ, ଯାହାକୁ ଶୁଣିଲେ ଆପଣ ଚକିତ ହୋଇଯିବେ। ସେ ଡେଟିଂ ଆପ୍‌ ଜରିଆରେ ୧୬ଜଣ ଯୁବକଙ୍କୁ ପ୍ରେମ ଜାଲରେ ଫସାଇ…

କୋଟିଆର ସାମଗ୍ରିକ ବିକାଶ ନେଇ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ୯ଟି ପ୍ରକଳ୍ପର ଶୁଭାରମ୍ଭ

କୋରାପୁଟ, ୫।୨(ସ୍ବ.ପ୍ର): କୋରାପୁଟ ଜିଲା ସୀମାନ୍ତ କୋଟିଆ ପଞ୍ଚାୟତର ସାମଗ୍ରିକ ବିକାଶ ନେଇ ମୁଖ୍ୟମନ୍ତ୍ରୀ ଶୁକ୍ରବାର ଭିଡିଓ କନ୍‌ଫରେନି୍ସଂ ମାଧ୍ୟମରେ ପ୍ରାୟ ୧୮ କୋଟି ଟଙ୍କା ବ୍ୟୟରେ ନିର୍ମାଣ କରାଯାଇଥିବା ୯ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତିି ା ଏଥିମଧ୍ୟରେ ୧୩ କୋଟି…

ଚେନ୍ନାଇ ଟେଷ୍ଟରେ ରେକର୍ଡ କଲେ ବୁମ୍‌ରା, ଏଭଳି କରିବାରେ ସଚିନ, ଶ୍ରୀନାଥଙ୍କୁ ଟପିଲେ

ଚେନ୍ନାଇ,୫।୨: ଭାରତୀୟ ଦ୍ରୁତ ବୋଲର ଜସପ୍ରିତ ବୁମ୍‌ରା ଶୁକ୍ରବାର ନୂଆ ଉପଲବ୍ଧି ହାସଲ କରିଛନ୍ତି। ସେ ବିଦେଶରେ ୧୭ ଟେଷ୍ଟ ମ୍ୟାଚ୍‌ ଖେଳିବା ପରେ ଶୁକ୍ରବାର ସେ ଭାରତରେ ନିଜର ପ୍ରଥମ ଟେଷ୍ଟ ଖେଳିଛନ୍ତି। ୨୦୧୮ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଡେବ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?