Home

ଆଇଏଏସ୍‌ ଅଫିସରଙ୍କୁ ପଦୋନ୍ନତି

ଭୁବନେଶ୍ୱର,୩୧।୧୨(ବ୍ୟୁରୋ):ରାଜ୍ୟ ସରକାର ବରିଷ୍ଠ ଓ କନିଷ୍ଠ ଆଇଏଏସ୍‌ ଅଫିସରଙ୍କୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପଦବୀକୁ ପଦୋନ୍ନତି ଦେଇଛନ୍ତି। ସ୍ବରାଷ୍ଟ୍ର ବିଭାଗ ପ୍ରମୁଖ ସଚିବ ସଞ୍ଜୀବ ଚୋପ୍ରାଙ୍କୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ପଦୋନ୍ନତି ଦିଆଯାଇଥିବା ବେଳେ ପର୍ଯ୍ୟଟନ, କ୍ରୀଡ଼ା…

ଭରତପୁର ଜଙ୍ଗଲରେ ହାତୀଛୁଆ ଜନ୍ମ

ଭୁବନେଶ୍ୱର,୩୧।୧୨(ବ୍ୟୁରୋ):ଭୁବନେଶ୍ୱରେ ଚନ୍ଦକା ବନଖଣ୍ଡ ଅନ୍ତର୍ଗତ ଭରତପୁର ସଂରକ୍ଷିତ ଜଙ୍ଗଲରେ ଏକ ହାତୀ ଛୁଆ ଜନ୍ମ ନେଇଛି। ମା’ ହାତୀ ସହ ୧୪ ଟିକିଆ ହାତୀ ପଲ ତାକୁ ସୁରକ୍ଷା ଯୋଗାଉଥିବା ଦେଖିବାକୁ ମିଳୁଛି। ମା’ ହାତୀଟି ୩ରୁ ୪ ମାସ ଭିତରେ…

ଉତ୍କଳ ବିଶ୍ୱବିଦ୍ୟାଳୟ ବିଏଡ୍‌ ପରୀକ୍ଷା ଅନ୍‌ଲାଇନ୍‌ରେ ହେବ

ଭୁବନେଶ୍ୱର,୩୧।୧୨(ବ୍ୟୁରୋ):ଉତ୍କଳ ବିଶ୍ୱବିଦ୍ୟାଳୟରେ ବିଏଡ୍‌ ପରୀକ୍ଷା ଅନ୍‌ଲାଇନ୍‌ରେ ହେବ। ଏନେଇ ଖୁବ୍‌ଶୀଘ୍ର ବିଜ୍ଞପ୍ତି ପ୍ରକାଶ ପାଇବ। ପୂର୍ବ ନିର୍ଦ୍ଧାରିତ ଦିନରେ ହିଁ ପରୀକ୍ଷା ହେବ ବୋଲି ବିଶ୍ୱବିଦ୍ୟାଳୟ ରେଜିଷ୍ଟ୍ରାର କହିଛନ୍ତି। ଅଫ୍‌ଲାଇନରେ ବିଏଡ୍‌ ପରୀକ୍ଷାକୁ ବିରୋଧ କରି ପ୍ରଥମ ବର୍ଷ ଛାତ୍ରୀଛାତ୍ରମାନେ ବୁଧବାର…

ମହିଳା, ଶିଶୁ ଅପରାଧ ରୋକିବାକୁ ହେବ ସ୍ବତନ୍ତ୍ର ଶାଖା

ଭୁବନେଶ୍ୱର,୩୧।୧୨(ବ୍ୟୁରୋ):ମହିଳା ଓ ଶିଶୁଙ୍କ କ୍ଷେତ୍ରରେ ଘଟୁଥିବା ଅପରାଧ ରୋକିବା ଦିଗରେ ଆହୁରି ପଦକ୍ଷେପ ନିଆଯିବ। ଏଥିପାଇଁ ଓଡ଼ିଶା ପୋଲିସର ଏକ ସ୍ବତନ୍ତ୍ର ଶାଖା ଗଠନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ବୁଧବାର ରାଜ୍ୟ ପୋଲିସ ମୁଖ୍ୟାଳୟରେ ୬୨ତମ ବରିଷ୍ଠ…

ଡାର୍କ ସର୍କଲ ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…

ଆଖିତଳେ କଳାଦାଗ ବା ଡାର୍କ ସର୍କଲ ଅନେକଙ୍କୁ ସମସ୍ୟାରେ ପକାଇଥାଏ। ସମୟର ଅଭାବରୁ ଅନେକ ନିଜ ଶରୀରର ଯତ୍ନ ନେଇପାରନ୍ତି ନାହିଁ। ଫଳରେ ଆଖି ତଳେ ଦେଖାଯାଏ ଡାର୍କ ସର୍କଲ। ଏହା ସୃଷ୍ଟି ହେବାର ବିଭିନ୍ନ କାରଣ ରହିଛି। ରାତିରେ ଭଲ…

ଇଜିପ୍ଟର ସୁପରଷ୍ଟାରଙ୍କ ସହ ନଜର ଆସିବେ ବଲିଉଡର‌ ଏହି ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ଉର୍ବଶୀ ରୌତେଲା ନିଜର ବୋଲ୍ଡ ଇମେଜ ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ତାଙ୍କର ଫିଲ୍ମ କ୍ୟାରିୟର ସେତେଟା ସଫଳ ହୋଇପାରି ନାହିଁ। କିନ୍ତୁ ଏବେ ସେ ଏକ ଅନ୍ତର୍ଜାତୀୟ ପ୍ରୋଜେକ୍ଟକୁ ନେଇ ଚର୍ଚ୍ଚାରେ ରହିଛନ୍ତି। ଖବର ଅନୁଯାୟୀ, ଏବେ…

ମେଦବହୁଳତାରୁ ଦୂରେଇ ରହିବା ପାଇଁ ନିତି ଏଥିରୁ ଚାମଚେ…

ପରିବର୍ତ୍ତିତ ଜୀବନଶୈଳୀରେ କେତେକଙ୍କଠାରେ ମେଦବହୁଳତା ସମସ୍ୟା ଦେଖାଦେଇଥାଏ। ତେବେ ଏହାର ସଫଳ ଚିକିତ୍ସା ବିଭିନ୍ନ ଔଷଧୀୟ ଗଛଲତା ସହାୟତାରେ ସହଜରେ ହୋଇପାରିଥାଏ। ପ୍ରତିଦିନ ଚାମଚେ ଘିକୁଆଁରୀ ରସ ପିଇଲେ ମେଦବହୁଳତା କମିଥାଏ ବୋଲି ଆୟୁବେର୍ଦରେ ଉଲ୍ଲେଖ ଅଛି। ମେଥିପତ୍ର ଓ ଘିକୁଆଁରୀ…

ସଚିନଙ୍କ ‘ହ୍ୟାଲୋ’ ଶୁଣି ଏହି ଖେଳାଳିଙ୍କୁ ହାତରୁ ଖସିପଡିଥିଲା ଖାଦ୍ୟ ଥାଳି

ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ବିଶ୍ୱର ଜଣେ ମହାନ ବ୍ୟାଟ୍ସମ୍ୟାନ୍‌ ଭାବେ ଜଣାଶୁଣା। ଜଣେ ମହାନ କ୍ରିକେଟର୍‌ ହୋଇଥିବାରୁ ଯୁବ କ୍ରିକେଟରମାନେ ତାଙ୍କୁ ଭେଟିବାକୁ ମଧ୍ୟ ଡରନ୍ତି। ଭାରତୀୟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ସହ ମଧ୍ୟ ଏମିତି ହୋଇଥିଲା। ସଚିନଙ୍କୁ…

ନୂଆବର୍ଷ ଆରମ୍ଭରୁ ହୋଇପାରେ ଟିକାକରଣ

ଭୁବନେଶ୍ୱର, ୩୦।୧୨(ବ୍ୟୁରୋ)- ନୂଆବର୍ଷ ଆରମ୍ଭରୁ ରାଜ୍ୟରେ କରୋନା ଟିକାକରଣ ହୋଇପାରେ। କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ଆସିଲେ ରାଜ୍ୟରେ ଟିକାକରଣ ପ୍ରକ୍ରିୟା ଆରମ୍ଭ ହେବ। ଏନେଇ ବୁଧବାର ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଟିକା ଆସିବା…

ସୁସ୍ଥ ହେଲେ ୩୨୮କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩୦।୧୨(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୩୨୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସମ୍ବଲପୁରରୁ ୩୨, ଅନୁଗୋଳରୁ ୨୩, କଟକରୁ ୨୨, କେନ୍ଦୁଝରରୁ ୨୧, ବଲାଙ୍ଗୀରରୁ ୨୦, ପୁରୀରୁ ୧୮, ସୁନ୍ଦରଗଡରୁ ୧୮,…

କରୋନାରେ ଆକ୍ରାନ୍ତ ହେଲେ ସାଉଥ ସୁପରଷ୍ଟାର ରାମ ଚରଣ

ମୁମ୍ବାଇ,୩୦।୧୨-ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ସାଉଥ ସୁପରଷ୍ଟାର ରାମ ଚରଣ। ଏ ନେଇ ରାମଙ୍କ ସ୍ତ୍ରୀ ଉପାସନା କାମିନେନି ସୋସିଆଲ ମିଡିଆରେ ଉଭୟଙ୍କ ଏକ ଫଟୋ ଶେୟାର କରି ସୂଚନା ଦେଇଛନ୍ତି। ସେ କ୍ୟାପସନରେ ଲେଖିଛନ୍ତି, ରାମଙ୍କ ସହ କ୍ୱାରାଣ୍ଟାଇନ। ବର୍ତ୍ତମାନ…

ଆସନ୍ତା ୬ ମାସ ପାଇଁ ନାଗାଲାଣ୍ଡକୁ ଅଶାନ୍ତ ଅଞ୍ଚଳ ଘୋଷଣା କଲା କେନ୍ଦ୍ର

ନୂଆଦିଲ୍ଲୀ,୩୦।୧୨-ଆସନ୍ତା ୬ ମାସ ପାଇଁ ନାଗାଲାଣ୍ଡକୁ କେନ୍ଦ୍ର ସରକାର ଅଶାନ୍ତ ଅଞ୍ଚଳ ବୋଲି ଘୋଷଣା କରିଛନ୍ତି। ଏ ନେଇ ବୁଧବାର କେନ୍ଦ୍ର ଗୃହମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ସଶସ୍ତ୍ର ବାହିନୀ (ସ୍ବତନ୍ତ୍ର ଶକ୍ତି) ଏଏଫଏସପି ଆଇନ ଏହି ସମୟ ମଧ୍ୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri