ଆଉ ଏକ ବଡ଼ ଦୁର୍ଘଟଣା, କେଦାରନାଥରୁ ଆସୁଥିବା ହେଲିକପ୍ଟର ଧ୍ୱଂସ
ଡେରାଡୁନ,୧୫।୬: ଉତ୍ତରାଖଣ୍ଡ ରୁଦ୍ରପ୍ରୟାଗର ଗୌରୀକୁଣ୍ଡ ଅଞ୍ଚଳରେ ଏକ ବଡ଼ ଦୁର୍ଘଟଣା ଘଟିଛି। ରବିବାର ସକାଳେ କେଦାରନାଥ ମାର୍ଗରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ହେଲିକପ୍ଟରରେ ମୋଟ ପାଞ୍ଚ ଜଣ ଥିଲେ। ସମସ୍ତ ପାଞ୍ଚ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। NDRF…
୨ ଦିନରେ ସକ୍ରିୟ ହେବ ମୌସୁମୀ, ୭ଦିନ ବର୍ଷିବ; ଜାରି ହେଲା ଓ୍ବାର୍ନିଂ…
ଭୁବନେଶ୍ୱର,୧୪ା୬ (ଅନୁରାଧା ମହାରଣା) – ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେବଳ ଦକ୍ଷିଣ ଓଡ଼ିଶାରେ ସକ୍ରିୟ ରହିଛି। ରାଜ୍ୟର ଅନ୍ୟ ଅଞ୍ଚଳରେ ଗରମ ଓ ଗୁଳୁଗୁଳି ହେଉଛି। ତେବେ ଆସନ୍ତା ଦୁଇରୁ ତିନିଦିନ ମଧ୍ୟରେ ମୌସୁମୀ ଆହୁରି ସକ୍ରିୟ ହୋଇ ବର୍ଷା…
ଚମକାଉଛି ୨୦୨୫କୁ ନେଇ ବାବା ଭେଙ୍ଗା କରିଥିବା ଭବିଷ୍ୟବାଣୀ, କ’ଣ ବାସ୍ତବରେ ସତ ହେବାକୁ ଯାଉଛି…?
ନୂଆଦିଲ୍ଲୀ,୧୪।୬: ବାବା ଭେଙ୍ଗା ଜଣେ ବୁଲଗେରିଆନ ଭବିଷ୍ୟବକ୍ତା ଥିଲେ, ଯିଏ ୧୨ ବର୍ଷ ବୟସରେ ଦୃଷ୍ଟିଶକ୍ତି ହରାଇଥିଲେ। ୧୯୧୧ ମସିହାରେ ଜନ୍ମଗ୍ରହଣ କରିଥିବା ଏବଂ ୧୯୯୬ ମସିହାରେ ୮୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିବା ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଏବେ ବି…
ଆମେରିକାରେ ହଇଚଇ: ଘରେ ପଶି ଦୁଇ ଏମ୍ପିଙ୍କୁ ଗୁଳି, ପୋଲିସ ବେଶରେ…
ଓ୍ବାଶିଂଟନ,୧୪।୬: ଆମେରିକାର ମିନେସୋଟା ରାଜ୍ୟରେ ଗୋଟିଏ ରାତିରେ ଦୁଇଜଣ ଏମ୍ପିଙ୍କୁ ହତ୍ୟା କରାଯାଇଛି। ଏହି ଘଟଣାକୁ ନେଇ ସାରା ଦେଶରେ ହଇଚଇ ସୃଷ୍ଟି ହୋଇଛି। ପୂର୍ବତନ ହାଉସ ବାଚସ୍ପତି ଏବଂ ଡେମୋକ୍ରାଟ ନେତା ମେଲିସା ହର୍ଟମ୍ୟାନ ଏବଂ ତାଙ୍କ ସ୍ବାମୀଙ୍କୁ ସେମାନଙ୍କ ଘରେ…
ଏୟାର ଇଣ୍ଡିଆ ଦୁର୍ଘଟଣା ପଛରେ ଅଛି ତୁର୍କି କନେକ୍ସନ! ବାବା ରାମଦେବ କଲେ ବଡ଼ ଦାବି,Video
ନୂଆଦିଲ୍ଲୀ,୧୪।୬: ଯୋଗଗୁରୁ ବାବା ରାମଦେବ ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ବଡ଼ ବୟାନ ଦେଇଛନ୍ତି। ଏହା ଏକ ସମ୍ଭାବ୍ୟ ବିଦେଶୀ ଷଡ଼ଯନ୍ତ୍ର ବୋଲି ସେ ଅଭିଯୋଗ କରିଛନ୍ତି। ଏପରିକି ସେ ଭାରତର ବିମାନ ଚଳାଚଳ କ୍ଷେତ୍ରରେ ବିଦେଶୀ ସମ୍ପୃକ୍ତି ଉପରେ ମଧ୍ୟ…
ଏହି ଦିନ ଆସିବ PM Kisan ୨୦ତମ କିସ୍ତିର ୨୦୦୦ ଟଙ୍କା! ଜାଣନ୍ତୁ ଜରୁରୀ ସୂଚନା
ନୂଆଦିଲ୍ଲୀ,୧୪।୬: ପ୍ରଧାନମନ୍ତ୍ରୀ କିଷାନ ଯୋଜନାର ୨୦ତମ କିସ୍ତି ଜୁନ ମାସରେ ଅର୍ଥାତ ଚଳିତ ମାସରେ ଜାରି ହୋଇପାରେ। ଏହାଦ୍ୱାରା କୋଟି କୋଟି ଚାଷୀଙ୍କୁ ଏକ ବଡ଼ ଆଶ୍ୱସ୍ତି ମିଳିବ। ଯଦି ଆପଣ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ହିତାଧିକାରୀ, ତେବେ…
WTC Final: ୩୩ ବର୍ଷ ଅପେକ୍ଷାର ଅନ୍ତ: ଅଷ୍ଟ୍ରେଲିଆକୁ ହରାଇ ବିଶ୍ୱ ଚାମ୍ପିଅନ ହେଲା ଦକ୍ଷିଣ ଆଫ୍ରିକା
ଲର୍ଡସ,୧୪।୬: ଟେମ୍ବା ବାଭୁମାଙ୍କ ଅଧିନାୟକତ୍ୱରେ ଦକ୍ଷିଣ ଆଫ୍ରିକା ଟିମ୍ ଇତିହାସ ରଚିିଛି। ଲର୍ଡସରେ ଶନିବାର ଖେଳାଯାଇଥିବା ବିଶ୍ୱ ଟେଷ୍ଟ ଚାମ୍ପିଅନଶିପ ୨୦୨୫ର ଫାଇନାଲରେ ଡିଫେଣ୍ଡିଂ ଚାମ୍ପିଅନ ଅଷ୍ଟ୍ରେଲିଆକୁ ୫ ଉଇକେଟରେ ପରାସ୍ତ କରିଛି। ଫଳରେ ଦକ୍ଷିଣ ଆଫ୍ରିକା ବିଶ୍ୱକପ ପାଇଁ ୩୩…
କ୍ରୀଡ଼ା ଭିତ୍ତିଭୂମି ସୁଦୃଢ଼ ଯୋଜନା: ୩ ଷ୍ଟାଡିୟମର ପୁନରୁଦ୍ଧାର ପାଇଁ ଖର୍ଚ୍ଚ ହେବ ୪୦ କୋଟି
ଭଞ୍ଜନଗର,୧୪।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ନିର୍ବାଚନମଣ୍ଡଳୀର କ୍ରୀଡ଼ା ଭିତ୍ତିଭୂମି ସୁଦୃଢ଼ ପାଇଁ ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ବଡ଼ ପଦକ୍ଷେପ ନେଇଛନ୍ତି । ସହରର ସର୍ବପୁରାତନ ଜେଲ ପଡିଆ ସମେତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଖେଳ ପଡିଆ ଏବଂ…
କେମିତି ହେଲା ପ୍ଲେନ୍ କ୍ରାଶ୍: ସାମ୍ନାକୁ ଆସିଲା ବଡ଼ କାରଣ
ନୂଆଦିଲ୍ଲୀ,୧୪।୩: ଜୁନ ୧୨ ତାରିଖରେ ଅହମ୍ମଦାବାଦରେ ଘଟିଥିବା ଦୁର୍ଘଟଣା ପରେ ଶନିବାର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପ୍ରଥମ ସାମ୍ବାଦିକ ସମ୍ମିଳନୀ କରିଛି। ମନ୍ତ୍ରଣାଳୟ କହିଛି ଯେ, ଏୟାର ଇଣ୍ଡିଆର ବିମାନ AI-171 ଅହମ୍ମଦାବାଦ ବିମାନବନ୍ଦରରୁ ଉଡ଼ାଣ ଆରମ୍ଭ କରିବା ପରେ…
ମୃତଦେହ ଦେଖିବା ମାତ୍ରେ କାହିଁକି ସଙ୍ଗେସଙ୍ଗେ ଟୋପି ଖୋଲି ଦିଅନ୍ତି ପୋଲିସକର୍ମୀ: ଏହା ନିୟମ ନା ଅନ୍ୟକିଛି…ଜାଣନ୍ତୁ
ପ୍ରାୟତଃ ଯେତେବେଳେ କୌଣସି ଦୁର୍ଘଟଣା ଘଟେ କିମ୍ବା କୌଣସି ପ୍ରକାରର ଅଘଟଣ ଘଟିଥାଏ। ପୋଲିସ ତଦନ୍ତ ପାଇଁ ଘଟଣାସ୍ଥଳକୁ ପହଞ୍ଚେ। କିନ୍ତୁ ଏପରି ପରିସ୍ଥିତିରେ ଏହା ବହୁତ ଥର ଦେଖାଯାଇଛି ଯେ କୌଣସି ପୋଲିସ ଅଧିକାରୀ ଏକ ମୃତଦେହ ଦେଖିବାମାତ୍ରେ ନିଜର…
ଲୋକାଭିମୁଖୀ ହେଉଛି ଗରିବ କଲ୍ୟାଣ ଯୋଜନା:ଜନସାଧାରଣଙ୍କ ବଢୁଛି ଆସ୍ଥା
ରାଇକିଆ,୧୪/୬(ପ୍ରଦୀପ ବେହେରା): ଦେଶରେ ମୋଦି ସରକାରଙ୍କ ୧୧ ବର୍ଷ ଏବଂ ରାଜ୍ୟରେ ମୋହନ ସରକାରଙ୍କ ବର୍ଷେ ପୂର୍ତ୍ତୀ ହୋଇଛି । ଏହି ଅମୃତ କାଳରେ ଉତ୍ତମ ସେବା, ସୁଶାସନ ଓ ଗରିବ କଲ୍ୟାଣ ଯୋଜନା ଜନସାଧାରଣଙ୍କ ସରକାରଙ୍କ ପ୍ରତି ଆସ୍ଥା ବଢ଼ାଇଛି…
NEET UG 2025 ଫଳାଫଳ ଘୋଷଣା: ଜାଣନ୍ତୁ କେମିତି କରିବେ ଚେକ୍
ନୂଆଦିଲ୍ଲୀ,୧୪।୬: NEET UG 2025 ଫଳାଫଳ ଘୋଷଣା କରାଯାଇଛି। ଏହି ମେଡିକାଲ ପ୍ରବେଶିକା ପରୀକ୍ଷାରେ ଅଂଶଗ୍ରହଣ କରିଥିବା ପ୍ରାର୍ଥୀମାନେ NEET neet.nta.nic.in ର ଅଫିସିଆଲ ୱେବସାଇଟରେ ସେମାନଙ୍କର ଫଳାଫଳ ଦେଖିପାରିବେ। ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ଅର୍ଥାତ୍ NTA ମଧ୍ୟ ପାସ କରିଥିବା…
Archives


