Home

ପିଲା ଚୋର ସନ୍ଦେହରେ ମାନସିକ ବିକାରଗ୍ରସ୍ତଙ୍କୁ ବାନ୍ଧିଲେ

ଧାମନଗର,୪।୨ – ଗତ କିଛିଦିନ ଧରି ଗ୍ରାମାଞ୍ଚଳରେ ପିଲା ଚୋରି ଗୁଜବ ଚାଲିଥିବାରୁ ବିଭିନ୍ନ ଗଁାରେ ବୁଲାବୁଲି କରୁଥିବା ନିରୀହ ମାନସିକ ବିକାରଗ୍ରସ୍ତ ଲୋକଙ୍କ ମାଡ଼ ଗାଳିର ଶିକାର ହେଉଛନ୍ତି। କେତେକ ସ୍ଥାନରେ ହାବୁଡ଼ରେ ପଡ଼ିଥିବା ଏଭଳି ମାନସିକ ବିକାରଗ୍ରସ୍ତଙ୍କୁ ମାଡ଼…

ବିଡିଓଙ୍କ କାର୍ଯ୍ୟାଳୟ ପରିସରରେ ଜିଆର୍‌ଏସ୍‌ଙ୍କ ଆତ୍ମାହୁତି ଉଦ୍ୟମ

ବାସୁଦେବପୁର,୪।୨(ଡି.ଏନ.ଏ.): ୧୦ ମାସର ବକେୟା ଦରମା ନ ମିଳିବାରୁ ପ୍ରତିବାଦରେ ଜଣେ ଜିଆର୍‌ଏସ୍‌ ଓ ତାଙ୍କ ସ୍ତ୍ରୀ ବିଡିଓଙ୍କ କାର୍ଯ୍ୟାଳୟ ପରିସରରେ ଆତ୍ମାହୁତି ଉଦ୍ୟମ କରିଛନ୍ତି। ଗୁରୁବାର ପୂର୍ବାହ୍ନରେ ଭଦ୍ରକ ଜିଲା ବାସୁଦେବପୁର ବିଡିଓଙ୍କ କାର୍ଯ୍ୟାଳୟ ପରିସରରେ ଏଭଳି ଅଭାବନୀୟ ଘଟଣା…

୧୭ ବର୍ଷ ବୟସରେ ନିଜଠାରୁ ୬ ବର୍ଷ ବଡ଼ ଅଞ୍ଜଳିଙ୍କୁ ହୃଦୟ ଦେଇ ବସିଥିଲେ ଏହି ଖ୍ୟାତନାମା କ୍ରିକେଟର, ପରେ…

ନୂଆଦିଲ୍ଲୀ,୪।୨: ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର କ୍ରିକେଟ ସହ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ମଧ୍ୟ ଚର୍ଚ୍ଚାରେ ରହିଥାନ୍ତି। ୧୯୯୦ ଅଗଷ୍ଟ ୧୪ରେ ସେ ନିଜ କ୍ୟାରିୟରର ପ୍ରଥମ ଶତକ ମାରିବା ପରଠାରୁ ‘କ୍ରିକେଟର ଭଗବାନ’ ପାଲଟିବାର ଯାତ୍ରା ସେତେଟା ସହଜ…

ଏହି କ୍ରିକେଟରଙ୍କ ପ୍ରେମରେ ପାଗଳ ଥିଲେ ମାଧୁରୀ ଦୀକ୍ଷିତ

ବଲିଉଡ୍‌ ଅଭିନେତ୍ରୀ ଏବଂ କ୍ରିକେଟରଙ୍କ ମଧ୍ୟରେ ପ୍ରେମ ସମ୍ପର୍କ କିଛି ନୂଆ କଥା ନୁହେଁ। ଅନେକ କ୍ରିକେଟର ବି-ଟାଉନ ଅଭିନେତ୍ରୀଙ୍କୁ ଡେଟ୍‌ କରିସାରିଛନ୍ତି। ସେମାନଙ୍କ ମଧ୍ୟରୁ କେତେକ ବିବାହ କରିିଥିବା ବେଳେ ଆଉ କେତେକଙ୍କ ବିବାହ ହୋଇପାରି ନାହିଁ। ତେବେ ବିବାହ…

ଭୟରେ ଗାଁ ଛାଡ଼ିଲେ ୮୫ ପରିବାର

ଚିତ୍ରକୋଣ୍ଡା, ୪।୨(ଡି.ଏନ୍‌.ଏ.): ମାଲକଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ଦୁଇଟି ପଞ୍ଚାୟତ ଯୋଡ଼ାମ୍ବ ଓ ପଣଷପୁଟ ପଞ୍ଚାୟତର ୧୨ଟି ଗ୍ରାମର ୮୫ ପରିବାର ମାଓବାଦୀ ଭୟରେ ଏବଂ କାମଧନ୍ଦା ଅଭାବରୁ ଭିଟାମାଟି ଛାଡିଛନ୍ତି। ଗତ ଦୁଇ ଦିନ ହେଲା ସେମାନେ ଚିତ୍ରକୋଣ୍ଡା…

ରେଳ ବଜେଟରେ ଓଡ଼ିଶାକୁ ୬୯୯୫ କୋଟି ୫୮ ଲକ୍ଷ

ଭୁବନେଶ୍ୱର, ୪।୨(ବ୍ୟୁରୋ): ରେଳ ବଜେଟରେ ଚଳିତ ବର୍ଷ ଓଡ଼ିଶାକୁ ମୋଟ ୬୯୯୫ କୋଟି ୫୮ ଲକ୍ଷ ଟଙ୍କା ଅନୁଦାନ ମିଳିଛି। ଗତବର୍ଷ ଓଡ଼ିଶାକୁ ମୋଟ ୪୩୭୩ କୋଟି ଟଙ୍କାର ଅନୁଦାନ ମିଳିଥିଲା। ଗତବର୍ଷ ଅପେକ୍ଷା ଏବର୍ଷ ୬୦% ଅଧିକ ଅନୁଦାନ ମିଳିଛି…

ସାରା ଜୀବନ ଅବିବାହିତ ଥିଲେ ବଲିଉଡ୍‌ର ଏହି ଅଭିନେତ୍ରୀ; ଲୋକେ ଭାବୁଥିଲେ ଅମିତାଭ ବଚ୍ଚନଙ୍କ ଶାଳି…

ବମ୍ବେ: ବଲିଉଡ୍‌ ଫିଲ୍ମରେ ମା’ ଚରିତ୍ରରେ ଅଭିନୟ କରି ପ୍ରଶଂସାର ପାତ୍ର ହୋଇଥିଲେ ଅଭିନେତ୍ରୀ ରୀତା ଭାଦୁଡ଼ି। ୧୯୫୦ ଜାନୁୟାରୀ ୧୧ରେ ମଧ୍ୟପ୍ରଦେଶର ଇନ୍ଦୋରରେ ତାଙ୍କ ଜନ୍ମ। ରୀତାଙ୍କ ବାପା ଇଂରେଜ ସରକାର ଅମଳରେ କମିଶନର ଥିବା ବେଳେ ମା’ ଚନ୍ଦ୍ରିମା…

କ୍ରିକେଟ ଛାଡି ବ୍ୟବସାୟ ଆରମ୍ଭ କଲେ ଏହି ଖେଳାଳି

ଗୋଟିଏ ପଟେ ଭାରତୀୟ ଦଳ ଫେବୃୟାରୀ ୫ରୁ ଆରମ୍ଭ ହେବାକୁ ଥିବା ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ପାଇଁ ପ୍ରସ୍ତୁତି ଚଳାଇଥିବା ବେଳେ ଅନ୍ୟପଟେ ଦଳର ଦ୍ରୁତ ବୋଲର ମହମ୍ମଦ ଶାମି କ୍ରିକେଟ ଛାଡି ନିଜର ନୂତନ ବ୍ୟବସାୟ ଉପରେ ଧ୍ୟାନ…

ଖଣିଜ ପରିବହନ ପାଇଁ ଜଙ୍ଗଲ କଟା ନେଇ ପ୍ରଶାସନର ଦ୍ୱାରସ୍ଥ ହେଲେ ଗ୍ରାମବାସୀ

କେନ୍ଦୁଝର,୪।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଉପର କାଦକଳାଠାରୁ ବସନ୍ତପୁର ପର୍ଯ୍ୟନ୍ତ ଜଙ୍ଗଲରେ ଖଣିଜ ପଥର ପରିବହନ ପାଇଁ ଜଙ୍ଗଲ କଟାଯାଇଥିବା ସ୍ଥାନୀୟ ଅଞ୍ଚଳବାସୀ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଏଥିରେ ସ୍ଥାନୀୟ ବସନ୍ତପୁର ଅଞ୍ଚଳର ଜଣେ ପ୍ରଭାବଶାଳୀ ବ୍ୟକ୍ତଙ୍କ ସମ୍ପୃକ୍ତି…

ମାଓବାଦୀ ଭୟରେ ଭିଟାମାଟି ଛାଡ଼ିଲେ ୮୫ରୁ ଊର୍ଦ୍ଧ୍ୱ ଲୋକ

ଚିତ୍ରକୋଣ୍ଡା,୪।୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ଦୁଇଟି ପଞ୍ଚାୟତ ଯୋଡ଼ାମ୍ବ ଓ ପଣସପୁଟ ପଞ୍ଚାୟତର ବାରଗୋଟି ଗ୍ରାମ ଖଜୁରୀଗୁଡ଼ା, ବିହନଗୁଡ଼ି,ଖାଲପଦର,ତାରାବେଢା,ମାଟିଖାଲ,ଲାଡିଗୁଡ଼ା,ବେଜିଙ୍ଗ,ତାଲପଦର,ପଳାସପଦର,ଡାଳିଆମ୍ବ, ମୁତାମ୍ବ, ଗମେଲପୁଟ,ଦୋରାଗୁଡ଼ା ମାଓବାଦୀ ଭୟ ଏବଂ କାମଧନ୍ଦା ଅଭାବରୁ ଭିଟାମାଟି ଛାଡ଼ିଛନ୍ତି ୮୫ରୁ ଊର୍ଦ୍ଧ୍ୱ ଲୋକ। ଖବର ପାଇ…

୭ ଲକ୍ଷ ଟଙ୍କାରେ ଘର କିଣିଲେ ଏହି ବ୍ୟକ୍ତି, ଭିତରୁ ଯାହା ପାଇଲେ ରାତାରାତି ହେଲେ କୋଟିପତି

କୁହାଯାଏ, ଭଗବାନ ଯାହାକୁ ଦିଅନ୍ତି ଛପର ଫାଡ଼ି ଦିଅନ୍ତି। ଠିକ୍‌ ଏମିତି ଘଟଣା କାନାଡାର ଜଣେ ବ୍ୟକ୍ତିଙ୍କ କ୍ଷେତ୍ରରେ ଘଟିଛି। ଏହି ବ୍ୟକ୍ତି ଜଣକ ୭ ଲକ୍ଷ ଟଙ୍କା ଦେଇ ଏକ ଘର କିଣିଥିଲେ। ଘରେ ପ୍ରବେଶ କରିବା ମାତ୍ରେ ଭିତରୁ…

୬ ମାସ ପର୍ଯ୍ୟନ୍ତ ବୈଦ୍ୟୁତିକ ଯାନ କିଣିବାକୁ ଅପିଲ୍‌ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ, ୪।୨: ଦିଲ୍ଲୀରେ ବୃଦ୍ଧି ପାଉଥିବା ପ୍ରଦୂଷଣ ରୋକିବା ପାଇଁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସରକାର ଲୋକଙ୍କୁ ଆସନ୍ତା ୬ ମାସ ପର୍ଯ୍ୟନ୍ତ ବୈଦ୍ୟୁତିକ ଯାନ କିଣିବାକୁ ଅପିଲ୍‌ କରିଛନ୍ତି। ଲୋକଙ୍କ ସୁବିଧା ଲାଗି ଦିଲ୍ଲୀରେ ୧୦୦ଟି ଚାର୍ଜିଂ ଷ୍ଟେଶନ ସ୍ଥାପନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?