Home

ମାର୍ଚ୍ଚ ସୁଦ୍ଧା ୩ ଜିଲାକୁ ସମ୍ପ୍ରସାରଣ ହେବ ମୋବାଇଲ ଚକ୍ଷୁ ପରୀକ୍ଷା କେନ୍ଦ୍ର

ଭୁବନେଶ୍ୱର, ୩।୨(ବ୍ୟୁରୋ): ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସଙ୍କ ଅଧ୍ୟକ୍ଷତାରେ ଏବଂ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ରଙ୍କ ଉପସ୍ଥିତିରେ ମଙ୍ଗଳବାର ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟରେ ୨୦୨୦ ଡିସେମ୍ବର ସୁଦ୍ଧା…

ଯୁବ କଂଗ୍ରେସର ଶଗଡ଼ ଶୋଭାଯାତ୍ରା

ଭୁବନେଶ୍ୱର,୩।୨(ବ୍ୟୁରୋ): ପେଟ୍ରୋଲ, ଡିଜେଲର ଅହେତୁକ ଦରବୃଦ୍ଧି ଏବଂ କେନ୍ଦ୍ର ସରକାରଙ୍କ କଳା କୃଷି ଆଇନ ପ୍ରତ୍ୟାହାର ଦାବିରେ ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସ ରଣହୁଙ୍କାର ଦେଇଛି। ଏହି ପରିପ୍ରେକ୍ଷୀରେ ଯୁବ କଂଗ୍ରେସ ସଭାପତି ସ୍ମୃତିରଞ୍ଜନ ଲେଙ୍କାଙ୍କ ନେତୃତ୍ୱରେ ମଙ୍ଗଳବାର ଏକ ବିଶାଳ…

ଭବ୍ୟା ନାସା କାର୍ଯ୍ୟକାରୀ ମୁଖ୍ୟ

ଓ୍ବାଶିଂଟନ୍‌, ୩ା୨: ଭାରତୀୟ ବଂଶୋଦ୍ଭବ ଭବ୍ୟା ଲାଲଙ୍କୁ ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସାର କାର୍ଯ୍ୟକାରୀ ମୁଖ୍ୟ ନିଯୁକ୍ତ କରାଯାଇଛି। ସେ ଏବେ ନାସାରେ ପରିବର୍ତ୍ତନ ସମ୍ବନ୍ଧୀୟ ସମୀକ୍ଷା ଟିମ୍‌ର ସଦସ୍ୟ ଅଛନ୍ତି। ଇଞ୍ଜିନିୟରିଂ ଏବଂ ସ୍ପେସ୍‌ ଟେକ୍ନୋଲୋଜିରେ ଭବ୍ୟାଙ୍କର ବ୍ୟାପକ…

ଭାରତୀୟଙ୍କୁ ସତର୍କ କରାଇଲା ଦୂତାବାସ

ନୂଆଦିଲ୍ଲୀ, ୩।୨(ପି.ଟି.): ମ୍ୟାନ୍‌ମାରରେ ସାମରିକ ବିଦ୍ରୋହ ପରେ ସେଠାରେ ଥିବା ଭାରତୀୟମାନଙ୍କୁ ଦୂତାବାସ ପକ୍ଷରୁ ସତର୍କ କରିଦିଆଯାଇଛି। ଅତି ଜରୁରୀ ନ ଥିଲେ ବାହାରକୁ ନ ବାହାରିବା ଲାଗି ୟାଙ୍ଗୁନ୍‌ସ୍ଥିତ ଭାରତୀୟ ଦୂତାବାସ ଆଡଭାଇଜରି ଜାରି କରିଛି। ଆବଶ୍ୟକ ପଡ଼ିଲେ ଦୂତାବାସ…

ଭଙ୍ଗା ଘରେ ଅଙ୍ଗନଓ୍ବାଡ଼ି କେନ୍ଦ୍ର

କାକଟପୁର,୩।୨(ଡି.ଏନ୍‌.ଏ.): ଚଳିତ ମାସ ୧ ତାରିଖରୁ ରାଜ୍ୟରେ ଥିବା ସମସ୍ତ ଅଙ୍ଗନଓ୍ବାଡି କେନ୍ଦ୍ର ଖୋଲିଛି। ହେଲେ କାକଟପୁର ବ୍ଲକ କୁଣ୍ଢେଇ ପଞ୍ଚାୟତର ବାଜପୁର ଗ୍ରାମରେ ଥିବା ୨ ଅଙ୍ଗନଓ୍ବାଡି କେନ୍ଦ୍ର ଅସୁରକ୍ଷିତ ଭାବେ ଏକ ବିଦ୍ୟାଳୟର ଗୃହରେ ଚାଲିଥିବା ଦେଖିବାକୁ ମିଳିଛି।…

ଗିରଫ ଚାଷୀଙ୍କୁ ନ ଛାଡ଼ିଲେ ଆଲୋଚନା ହେବନି

ନୂଆଦିଲ୍ଲୀ, ୩।୨(ପି.ଟି.): ପୋଲିସ ଓ ପ୍ରଶାସନର ନିର୍ଯାତନା ବନ୍ଦ ନ ହେବା ଏବଂ ଗିରଫ ଚାଷୀଙ୍କୁ ମୁକ୍ତ ନ କରିବା ପର୍ଯ୍ୟନ୍ତ ସରକାରଙ୍କ ସହ ଆନୁଷ୍ଠାନିକ ଆଲୋଚନା ଆରମ୍ଭ ହୋଇପାରିବ ନାହିଁ ବୋଲି ମଙ୍ଗଳବାର ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ କୁହାଯାଇଛି।…

ସତର୍କ କରାଇଥିଲେ ସୁ ଚୀ

ୟାଙ୍ଗୁନ, ୩।୨: ମ୍ୟାନ୍‌ମାରରେ ଗଣତାନ୍ତ୍ରିକ ସଂସ୍କାର ସଫଳ ହେବ ଯଦି ଦେଶର ପ୍ରଭାବଶାଳୀ ସୈନ୍ୟବାହିନୀ ପରିବର୍ତ୍ତନକୁ ଗ୍ରହଣ କରିନିଏ। ପାଞ୍ଚ ଦଶନ୍ଧିର ସାମରିକ ଶାସନ ପରେ ୨୦୧୬ରେ ମ୍ୟାନ୍‌ମାର ନେତ୍ରୀ ହୋଇଥିବା ଆଙ୍ଗ୍‌ ସାନ୍‌ ସୁ ଚୀ ଅନେକ ଥର ଏଭଳି…

ଅସ୍ତରଙ୍ଗରେ ଭିଜିଲାନ୍ସର ଖୋଳତାଡ଼

ଅସ୍ତରଙ୍ଗ,୩।୨(ଡି.ଏନ୍‌.ଏ.): ପୁରୀ ଜିଲା ମୃତ୍ତିକା ସଂରକ୍ଷଣ ବିଭାଗ ଅଧୀନରେ ଅସ୍ତରଙ୍ଗ ବ୍ଲକରେ ଚାରାରୋପଣ ଓ ରାଡ୍‌ ଯୋଜନାରେ ଦୁର୍ନୀତି ହୋଇଥିବା ଅଭିଯୋଗରେ ମଙ୍ଗଳବାର ଭୁବନେଶ୍ୱର ଭିଜିଲାନ୍ସର ଡିଏସପି ଅନୁପମା ମହାପାତ୍ରଙ୍କ ନେତୃତ୍ୱରେ ୬ଜଣିଆ ଟିମ୍‌ ୨ ପଞ୍ଚାୟତରେ ଖୋଳତାଡ଼ କରିଛନ୍ତି। ସୂଚନାଯୋଗ୍ୟ,…

ମ୍ୟାନ୍‌ମାରରେ ଅନିଶ୍ଚିତତା

ନାପିତାଉ, ୩।୨(ଆଇଏଏନ୍‌ଏସ୍‌): ଏକ ଅପ୍ରତ୍ୟାଶିତ ଘଟଣାକ୍ରମେ ମ୍ୟାନ୍‌ମାର ସୈନ୍ୟବାହିନୀ ସୋମବାର ବିଦ୍ରୋହ ବଳରେ ଦେଶ ଶାସନକୁ ନିଜ ନିୟନ୍ତ୍ରଣକୁ ନେଇଥିଲା। ନୋବେଲ ପୁରସ୍କାର ବିଜେତା ନେତ୍ରୀ ଅଙ୍ଗ୍‌ ସାନ୍‌ ସୁ ଚୀଙ୍କ ସମେତ ବହୁ ବରିଷ୍ଠ ନେତାଙ୍କୁ ଗିରଫ କରାଯାଇଥିଲା। ୫…

ଯୋଗମୁହାଁ ଯୁବପିଢ଼ି

କଟକ ଅଫିସ, ୩ା୨: ଶରୀର ସୁସ୍ଥ ରହିବା ପାଇଁ ମନକୁ ଶାନ୍ତ ରଖିବା ଆବଶ୍ୟକ। ମନର ସୁସ୍ଥତା ପାଇଁ ଦରକାର ଅନୁକୂଳ ପରିବେଶ ଓ ଉପଯୁକ୍ତ ପନ୍ଥା, ଯାହା ଯୋଗ ଦ୍ୱାରା ହିଁ ଉପଲବ୍ଧି ହୋଇଥାଏ। ନିୟମିତ ଯୋଗ କଲେ ମଣିଷ…

ଆରମ୍ଭ ହେଲା ଡିଜିଟାଲ ଠିକଣା ସର୍ଭେ

ଭୁବନେଶ୍ୱର,୩ା୨(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ରେ ଘର ଖୋଜିବାକୁ ଆଉ ଅସୁବିଧା ହେବ ନାହିଁ। ବିଏମ୍‌ସି ମଙ୍ଗଳବାରଠାରୁ ଜିଓ ଟ୍ୟାଗ ସ୍ମାର୍ଟ ଆଡ୍ରେସ୍‌ ପ୍ରଦାନ ଆରମ୍ଭ କରିଛି। ନୂତନ ଭାବେ ଆରମ୍ଭ କରାଯାଇଥିବା ଡିଜିଟାଲ ଡୋର ନମ୍ବରିଂ ବ୍ୟବସ୍ଥା ସହରବାସୀଙ୍କ ପାଇଁ…

ଋଷିକୁଲ୍ୟା ମୁହାଣରେ ବିଦେଶୀ ପକ୍ଷୀ

ଗଞ୍ଜାମ,୩ା୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଋଷିକୁଲ୍ୟା ମୁହାଣରେ ସମ୍ପ୍ରତି ବିଦେଶୀ ପକ୍ଷୀମାନଙ୍କ କଳରବ ଦେଖିବାକୁ ମିଳିଛି। ବିଦେଶୀ ପକ୍ଷୀମାନଙ୍କ ମଧ୍ୟରେ ଶହ ଶହ ସଂଖ୍ୟାରେ ମଙ୍ଗୋଲିଆ ପକ୍ଷୀ ସ୍ଥାନୀୟ ଅଞ୍ଚଳବାସୀ ଓ ପର୍ଯ୍ୟଟକଙ୍କୁ ବିମୋହିତ କରୁଛନ୍ତି। ମଙ୍ଗୋଲିଆ ଓ ମ୍ୟାନ୍‌ମାର ଅଞ୍ଚଳରେ ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?