ବିଧାନସଭା ପ୍ରବେଶ ପାଇଁ କୋଭିଡ୍ ପରୀକ୍ଷା ବାଧ୍ୟତାମୂଳକ ନୁହେଁ: ବାଚସ୍ପତି
ଭୁବନେଶ୍ୱର,୩ା୨(ବ୍ୟୁରୋ): ଆସନ୍ତା ୧୮ ତାରିଖରୁ ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହେବ। ତେବେ ଚଳିତ ଅଧିବେଶନ ପାଇଁ କୋଭିଡ୍ ପରୀକ୍ଷା ବାଧ୍ୟତାମୂଳକ ହେବ ନାହିଁ। ଏହା ବାଧ୍ୟତାମୂଳକ ହୋଇ ନ ଥିଲେ ମଧ୍ୟ ପ୍ରବେଶ କଲାବେଳେ ଥଣ୍ଡା, କାଶ, ଜ୍ୱର ଭଳି…
ବ୍ୟାଙ୍କରୁ ୧୪ ଲକ୍ଷ ଟଙ୍କାର କଏନ୍ ହେରଫେର
ପାରାଦୀପ,୩ା୨(ସ୍ବ.ପ୍ର.): ଜଗତ୍ସିଂହପୁର ଜିଲା ପାରାଦୀପ ଲକ୍ ଥାନା ଅନ୍ତର୍ଗତ ଗଡବଜାରସ୍ଥିତ ୟୁନିୟନ ବ୍ୟାଙ୍କ ଅଫ୍ ଇଣ୍ଡିଆ ଶାଖାରୁ ୧୪ ଲକ୍ଷ ଟଙ୍କାର କଏନ୍ ହେରଫେର ହୋଇଥିବା ଅଭିଯୋଗ ହୋଇଛି। ଏନେଇ ବ୍ୟାଙ୍କ ମ୍ୟାନେଜର ସନ୍ତୋଷ କୁମାର ନାୟକ ମଙ୍ଗଳବାର ଥାନାରେ ଅଭିଯୋଗ…
ଅନିଶ୍ଚିତତାରେ ସୁବର୍ଣ୍ଣରେଖା ବନ୍ଦର
ଭୋଗରାଇ,୩ା୨: ରାଜସ୍ବ ବିଭାଗ ପକ୍ଷରୁ ଜମି ଅଧିଗ୍ରହଣରେ ବିଳମ୍ବ ଓ ସ୍ଥାନୀୟ ଲୋକଙ୍କ ବିରୋଧ ଯୋଗୁ ପ୍ରସ୍ତାବିତ ବାଲେଶ୍ୱର ଜିଲା ସୁବର୍ଣ୍ଣରେଖା ନଦୀଭିତ୍ତିକ ବନ୍ଦର ପ୍ରକଳ୍ପର ଭାଗ୍ୟ ଅନିଶ୍ଚିତତା ମଧ୍ୟକୁ ଠେଲି ହୋଇଯାଇଛି। ୧୪ ବର୍ଷ ପୂର୍ବେ ଏହି ବନ୍ଦର ନିର୍ମାଣ…
‘ବିଖ୍ୟାତ ବରା’ ବ୍ୟବସାୟୀଙ୍କ ପରଲୋକ
ଢେଙ୍କାନାଳ ଅଫିସ, ୩।୨: ଢେଙ୍କାନାଳ ବରାକୁ ପରିଚିତ କରାଇଥିବା ଗଣେଶ ବଜାରର ପ୍ରତିଷ୍ଠିତ ବ୍ୟବସାୟୀ ସଦାଶିବ ସାହୁଙ୍କ ମଙ୍ଗଳବାର ପୂର୍ବାହ୍ନ ୧୦ଟାରେ ପରଲୋକ ହୋଇଯାଇଛି। ତାଙ୍କୁ ୭୦ବର୍ଷ ହୋଇଥିଲା। ସୂଚନା ପାଇ ବହୁ ମାନ୍ୟଗଣ୍ୟ ବ୍ୟକ୍ତି, ବ୍ୟବସାୟୀ, ପୂଜା ପ୍ରତିଷ୍ଠାନର କର୍ମକର୍ତ୍ତା…
ପୋଲିସକୁ ଡେମୋ ଦେଖାଇଲେ ରାକେଶ
ଯାଜପୁର ଅଫିସ/ ରସୁଲପୁର(ଡି.ଏନ୍.ଏ.),୩ା୨: ଭୁବନେଶ୍ୱର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକ(୨୧)ଙ୍କ ମୃତ୍ୟୁ ଘଟଣାରେ ଗିରଫ ରାକେଶ କୁମାର ସ୍ବାଇଁଙ୍କୁ ପୋଲିସ ୩ ଦିନିଆ ରିମାଣ୍ଡରେ ଆଣିଛି। ମଙ୍ଗଳବାର ରିମାଣ୍ଡର ପ୍ରଥମ ଦିନରୁ ପୋଲିସ ଜୋରଦାର ଜେରା ଆରମ୍ଭ କରିଛି।…
ପାରାଦୀପ-ବଡ଼ବିଲ ୮ ଲେନ୍ ରାସ୍ତା ହେବ
ଭୁବନେଶ୍ୱର,୩ା୨(ବ୍ୟୁରୋ): ପାରାଦୀପ-ବଡ଼ବିଲ ମଧ୍ୟରେ ନିର୍ମାଣ ହେବ ଅର୍ଥନୈତିକ କରିଡର। ଏହି ରାସ୍ତାକୁ ୮ ଲେନ୍ ବିଶିଷ୍ଟ କରାଯିବ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡ୍କରୀଙ୍କ ସହ ଭିଡିଓ କନ୍ଫରେନ୍ସରେ ଏ ନେଇ ଆଲୋଚନା…
ଅଣଧାନ ଫସଲକୁ ଅଣଦେଖା
ଭୁବନେଶ୍ୱର,୩ା୨(ବ୍ୟୁରୋ): ଚାଷୀଙ୍କଠାରୁ ଆରମ୍ଭ କରି ସରକାରୀ କଳ ଯାଏ ସମସ୍ତେ କେବଳ ଧାନ ଚାଷ ପଛରେ ଗୋଡ଼ାଇଛନ୍ତି। ରାଜ୍ୟରେ ଧାନ ଉତ୍ପାଦନ ବଢ଼ି ଚାଲିଥିବା ବେଳେ ଅଣଧାନ ଫସଲ ଚୁଲିିକି ଗଲାଣି। ଆଳୁ, ପିଆଜ, ଡାଲି, ତୈଳବୀଜ ଆଦି ପାଇଁ ଅନ୍ୟ…
ନେତାଜୀ ବସ୍ ଟର୍ମିନାଲ ନିର୍ମାଣରେ ସ୍ଥଗିତାଦେଶ
କଟକ ଅଫିସ୍, ୩।୨: କଟକ ଖାନ୍ନଗରଠାରେ ନିର୍ମାଣ ହେବାକୁ ଥିବା ଆନ୍ତଃରାଜ୍ୟ ବସ୍ ଟର୍ମିନାଲ୍ ପ୍ରକଳ୍ପ ନିର୍ମାଣରେ ଲାଗିଛି ରୋକ୍। ପ୍ରସ୍ତାବିତ ୧୨ଏକର ପରିମିତ ବସ୍ ଟର୍ମିନାଲ ପ୍ରକଳ୍ପ ମଧ୍ୟରେ ଥିବା କାଳୀ ମନ୍ଦିରକୁ ନ ଭାଙ୍ଗିବା ପାଇଁ ମଙ୍ଗଳବାର ହାଇକୋର୍ଟ…
ସିବିଏସ୍ଇ ଦଶମ, ଦ୍ୱାଦଶ ପରୀକ୍ଷା କାର୍ଯ୍ୟସୂଚୀ ଘୋଷିତ
ଭୁବନେଶ୍ୱର, ୩।୨(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ଦଶମ ଓ ଦ୍ୱାଦଶ ପରୀକ୍ଷା ମେ’ ୪ତାରିଖରୁ ଆରମ୍ଭ ହେବ। ପରୀକ୍ଷା ପାଇଁ ମଙ୍ଗଳବାର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ସିବିଏସ୍ଇ ଦଶମ ପରୀକ୍ଷା ମେ ୪ରୁ ଜୁନ୍ ୭ତାରିଖ ପର୍ଯ୍ୟନ୍ତ ଚାଲିବ।…
୪ ଜଣଙ୍କୁ ଫ୍ଲାଟ୍ ଉପହାର ଦେଲେ କଙ୍ଗନା
ଗତ କିଛି ମାସ ହେବ ନିଜର କଠୋର ବକ୍ତବ୍ୟ ପାଇଁ ବଲିଉଡ୍ ଅଭିିନେତ୍ରୀ କଙ୍ଗନା ରଣାଓ୍ବତ୍ ଚର୍ଚ୍ଚାରେ ରହିଛନ୍ତି। ନିକଟରେ ସେ ନିଜର ଭାଇ ଅକ୍ଷତ, ଭଉଣୀ ରଙ୍ଗୋଲୀ ଏବଂ ଅନ୍ୟ ୨ ସମ୍ପର୍କୀୟଙ୍କୁ ଚଣ୍ଡିଗଡରେ ଫ୍ଲାଟ୍ ଉପହାର ରୂପେ ଦେଇଛନ୍ତି।…
ପ୍ରକାଶ ପାଇଲା ସିବିଏସ୍ଇ ଦଶମ, ଦ୍ୱାଦଶ ବୋର୍ଡ ପରୀକ୍ଷାର ସୂଚୀ
ନୂଆଦିଲ୍ଲୀ,୨।୨- ସିବିଏସ୍ଇ ଦଶମ ଓ ଦ୍ୱାଦଶ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ମଙ୍ଗଳବାର ପ୍ରକାଶ ପାଇଛି ବୋର୍ଡ ପରୀକ୍ଷାର ସୂଚୀ। ଆସନ୍ତା ମେ’୪ରୁ ଜୁନ୍ ୧୧ ତାରିଖ ପର୍ଯ୍ୟନ୍ତ ଉଭୟ ଶ୍ରେଣୀର ବୋର୍ଡ ପରୀକ୍ଷା ହେବ। ଏ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ…
ଫିଲ୍ମ ଛାଡି କ୍ରିକେଟ ଖେଳିଲେ ଏହି ଅଭିନେତା
ରାଜକୁମାର ରାଓ ବଲିଉଡ୍ର ଏମିତି ଜଣେ ଅଭିନେତା ଯାହାଙ୍କ ନାମ ପସନ୍ଦର କଳାକାରଙ୍କ ତାଲିକାରେ ରହିଛି। ଖୁବ୍ କମ୍ ସମୟ ମଧ୍ୟରେ ସେ ସମସ୍ତଙ୍କର ପ୍ରିୟ ପାଲଟି ପାରିଛନ୍ତି। ନିକଟରେ ଅଭିନେତା ନିଜର ଏକ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି।…

